୨୦୨୬ ଯାଏ ବଢ଼ିଲା ଡେଶ୍ଚାମ୍ପଙ୍କ କାର୍ଯ୍ୟକାଳ
ପ୍ୟାରିସ୍,୮ା୧: ଫ୍ରାନ୍ସ ଜାତୀୟ ଫୁଟବଲ ଦଳର ମୁଖ୍ୟ କୋଚ ରହିଥିବା ଡିଡିଏର ଡେଶ୍ଚାମ୍ପଙ୍କ କାର୍ଯ୍ୟକାଳ ଶନିବାର ବୃଦ୍ଧି କରାଯାଇଛି। ଆସନ୍ତା ବିଶ୍ୱକପ୍ ଯାଏ ଡେଶ୍ଚାମ୍ପଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିବା ନେଇ ଫ୍ରେଞ୍ଚ ଫୁଟବଲ ଫେଡେରେଶନ ପକ୍ଷରୁ କୁହାଯାଇଛି। ୧୯୯୮ରେ ବିଶ୍ୱକପ୍ ବିଜୟୀ…
ଶିବସୁନ୍ଦର ଜାତୀୟ ଦଳର ଚୟନକର୍ତ୍ତା
ଭୁବନେଶ୍ୱର,୮।୧ (ସ୍ପୋଟର୍ସ ବ୍ୟୁରୋ): ବିସିସିଆଇ କ୍ରିକେଟ ଉପଦେଷ୍ଟା କମିଟି ପକ୍ଷରୁ ଶନିବାର ୫ ଜଣିଆ ଜାତୀୟ ଚୟନକର୍ତ୍ତା ଦଳ ଘୋଷଣା କରାଯାଇଛି। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର ତଥା ଓଡ଼ିଶା ଖେଳାଳି ଶିବସୁନ୍ଦର ଦାସଙ୍କୁ ସିନିୟର ଦଳର ଚୟନକର୍ତ୍ତା ଭାବରେ…
ସିରିଜ ଜିତିଲା ଭାରତ…
ରାଜକୋଟ,୭।୧ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ବିଜୟ ଲାଭ କରି ଭାରତ ୨-୧ରେ ସିରିଜ ଜିତିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍ରେ ଖେଳା ଯାଉଥିବା ଏହି ମ୍ୟାଚରେ ଟସ ଜିତି ଭାରତ…
ତଳେ ପଡ଼ିଗଲେ, ତଥାପି ମାରିଲେ ଛକା
ରାଜକୋଟ,୭।୧: ଫୁଲ୍ଟସ୍ ବଲ୍ ଖେଳିବାକୁ ଯାଇ ତଳେ ପଡ଼ିଗଲେ, ତଥାପି ଛକା ମାରିଲେ କ୍ରିକେଟର। କିଛି ଏଭଳି ଦୃଶ୍ୟ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ନିର୍ଣ୍ଣାୟକ ଟି୨୦ ମୁକାବିଲାରେ ଦେଖିବାକୁ ମିଳିଛି। ଭାରତୀୟ ଇନିଂସର ୧୩ତମ ଓଭରର ଦ୍ୱିତୀୟ ବଲ୍ରେ…
୪୫ ବଲ୍ରେ ଶତକ
ରାଜକୋଟ,୭।୧: ଭାରତ-ଶ୍ରୀଲଙ୍କା ମଧ୍ୟରେ ଶନିବାର ଖେଳାଯାଉଥିବା ଅନ୍ତିମ ତଥା ନିର୍ଣ୍ଣାୟକ ଟି୨୦ରେ ଚମକିଛନ୍ତି ସୂର୍ଯ୍ୟକୁମାର ଯାଦବ। ଟି୨୦ ଅନ୍ତର୍ଜାତୀୟ ଫର୍ମାଟରେ ସେ ନିଜର ତୃତୀୟ ଶତକ ମାରିବାରେ ସଫଳ ହୋଇଛନ୍ତି। ମାତ୍ର ୪୫ ବଲ୍ରେ ୮ ଛକା ଏବଂ ୬ ଚୌକା…
ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ, ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୨୯ ରନ…
ରାଜକୋଟ,୭।୧ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଥିଲା। ରାଜକୋଟର ସୌରାଷ୍ଟ୍ର କ୍ରିକେଟ…
ଉସମାନଙ୍କ ସହ ସଚିନଙ୍କ ଭଳି ଅନ୍ୟାୟ: ଦ୍ୱିଶତକ ମାରିବା ପୂର୍ବରୁ ଇନିଂସ ଘୋଷଣା କରିଦେଲେ ଅଧିନାୟକ
ସିଡନୀ,୭।୧: କ୍ରିକେଟ ଇତିହାସରେ ୨୦୦୪ ଘଟଣାର ପୁନରାବୃତ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିୟ ଖେଳାଳି ଉସମାନ ଖ୍ବାଜାଙ୍କ ଅନ୍ୟାୟ କରାଯାଇଛି। ସେ ୧୯୫ ରନ୍ରେ ଅପରାଜିତ ଥିଲେ ହେଁ ନିଜର ଦ୍ୱିଶତକ ପୂରଣ କରିପାରିବାରୁ ବଞ୍ଚିତ ହୋଇଛନ୍ତି। କାରଣ…
ଟସ ଜିତିଲା ଭାରତ ,ବ୍ୟାଟିଂ ନିଷ୍ପତ୍ତି…
ରାଜକୋଟ,୭।୧ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ…
ବିସିସିଆଇ ନୂତନ ଚୟନ କମିଟିରେ ସ୍ଥାନ ପାଇଲେ ଓଡ଼ିଶାର ଶିବସୁନ୍ଦର ଦାସ
ନୂଆଦିଲ୍ଲୀ,୭।୧: ବିସିସିଆଇ ଚୟନ କମିଟି ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଟିମ୍ ଇଣ୍ଡିଆ ତଥା ଓଡ଼ିଶାର ପୂର୍ବତନ ବ୍ୟାଟ୍ସମ୍ୟାନ୍ ଶିବସୁନ୍ଦର ଦାସ। ସେ ଏବେ ଭାରତୀୟ ପୁରୁଷ ସିନିୟର ଟିମ୍ ଚୟନରେ ସକ୍ରିୟ ଭୂମିକା ଗ୍ରହଣ କରିବେ। ୨୦୨୨ ଟି-୨୦ ବିଶ୍ୱକପରେ…
ବିସିସିଆଇର ନୂତନ କମିଟି ଘୋଷଣା: ପୁଣି ଥରେ ଚେତନ ଶର୍ମା ହେଲେ ଟିମ୍ ଇଣ୍ଡିଆ ମୁଖ୍ୟ ଚୟନକର୍ତ୍ତା
ନୂଆଦିଲ୍ଲୀ,୭।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଶନିବାର ଟିମ୍ ଇଣ୍ଡିଆର ନୂତନ ଚୟନ କମିଟି ଘୋଷଣା କରାଯାଇଛି। ପୁଣିଥରେ ଭାରତର ପୂର୍ବତନ ପେସ ବୋଲର ଚେତନ ଶର୍ମା କମିଟିର ଅଧ୍ୟକ୍ଷ ହୋଇଛନ୍ତି। ୨୦୨୨ ଟି-୨୦ ବିଶ୍ୱକପରେ ଭାରତର ବିପର୍ଯ୍ୟୟ ପରେ…
ଦୁବାଇରେ କ୍ୟାରିୟରର ଅନ୍ତିମ ଟୁର୍ନାମେଣ୍ଟ ଖେଳିବେ ସାନିଆ
ନୂଆଦିଲ୍ଲୀ,୭।୧: ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଆସନ୍ତା ଫେବୃୟାରୀ ୧୯ରେ ଖେଳାଯିବାକୁ ଥିବା ଦୁବାଇ ଟେନିସ ଚାମ୍ପିୟନଶିପ୍ ତାଙ୍କ କ୍ୟାରିୟରର ଅନ୍ତିମ ଟୁର୍ନାମେଣ୍ଟ ହେବ ବୋଲି ସେ କହିଛନ୍ତି। ୩୬ ବର୍ଷୀୟ ସାନିଆ ଡବଲ୍ସରେ…
୩ ଘଣ୍ଟା ଯାଏ ଚାଲିଲା ସର୍ଜରି
ମୁମ୍ବାଇ,୭।୧: କାର୍ ଦୁର୍ଘଣାରେ ଆହତ ହୋଇଥିବା ଭାରତୀୟ ଷ୍ଟାର କ୍ରିକେଟର ରିଷଭ ପନ୍ତଙ୍କ ଗୋଟିଏ ସର୍ଜରି ଶେଷ ହୋଇଛି। ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ୩ ଘଣ୍ଟା ଧରି ତାଙ୍କର ଲିଗାମେଣ୍ଟ ସର୍ଜରୀ ଚାଲିଥିଲା। ଅପରେଶନ ପରେ ପନ୍ତ ଭଲ ଅନୁଭବ କରୁଛନ୍ତି।…

