ଖେଳ

ସ୍ବଦେଶ ଫେରିଗଲେ ନ୍ୟୁଜିଲାଣ୍ଡର ଏହି ପେସ୍‌ ବୋଲର, ଜାଣନ୍ତୁ…

କଲମ୍ବୋ,୨୭ା୨: ନ୍ୟୁଜିଲାଣ୍ଡ ପେସ୍‌ ବୋଲର ମ୍ୟାଟ୍‌ ହେନ୍‌ରୀଙ୍କୁ ପୈତୃକ ଛୁଟି ମିଳିଛି। ତାଙ୍କ ସ୍ତ୍ରୀ ଦ୍ୱିତୀୟ ସନ୍ତାନର ଜଜନୀ ହେବାକୁ ଯାଉଥିବାରୁ ଇଂଲଣ୍ଡ ବିପକ୍ଷ ଟି୨୦ ବିଶ୍ୱକପ୍‌ ସୁପର-୮ ମ୍ୟାଚ୍‌ ପରେ ଶୁକ୍ରବାର ରାତିରେ ସେ ସ୍ବଦେଶ ଫେରିଛନ୍ତି। ନ୍ୟୁଜିଲାଣ୍ଡ ଯଦି…

ସେମିଫାଇନାଲରେ କେଉଁ ଦଳ ସହିତ ମୁକାବିଲା କରିବ ଭାରତ? ସମ୍ପୂର୍ଣ୍ଣ ସମୀକରଣ ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ଭାରତୀୟ ଦଳ ମାର୍ଚ୍ଚ ୧ ତାରିଖରେ ଜିମ୍ବାୱେ ବିପକ୍ଷରେ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ତାର ଶେଷ ମ୍ୟାଚ ଖେଳିବ। ଯଦି ଭାରତୀୟ ଦଳ ୱେଷ୍ଟଇଣ୍ଡିଜ୍‌କୁ ପରାସ୍ତ କରେ, ତେବେ ସେମାନେ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିବେ। ଟି-୨୦…

ବାପାଙ୍କ ମୃତ୍ୟୁ ପରେ ରିଙ୍କୁ ସିଂ ପରବର୍ତ୍ତୀ ମ୍ୟାଚ ଖେଳିବେ ନା ନାହିଁ? BCCI ଦେଲା ବଡ଼ ସୂଚନା

ନୂଆଦିଲ୍ଲୀ,୨୭।୨: ଟିମ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂଙ୍କ ପିତା ଖାନଚାନ୍ଦ ସିଂଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡିତ ଥିଲେ। ଫେବୃଆରୀ ୨୧ ତାରିଖରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଥିଲା, ଯାହା ପରେ ତାଙ୍କୁ…

ଜିମ୍ବାଓ୍ବେ ବିପକ୍ଷର ବିଜୟ ପଡିଲା ଫିକା? ଟିମ ଇଣ୍ଡିଆର ଏହି ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ,୨୭।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ ମ୍ୟାଚରେ ଭାରତ ଜିମ୍ବାୱେକୁ ୭୨ ରନରେ ପରାସ୍ତ କରି ସେମିଫାଇନାଲରେ ପହଞ୍ଚିବାର ଆଶାକୁ ପୁନର୍ଜୀବିତ କରିଛି। ଏହି ବିଜୟ ସତ୍ତ୍ୱେ, ଟିମ ଇଣ୍ଡିଆର ଅଲରାଉଣ୍ଡର ଶିବମ ଦୁବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ଆଶା ଜୀବିତ ରଖିଛି। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭ ଫେବୃଆରୀ ସକାଳେ ରିଙ୍କୁଙ୍କ ବାପାଙ୍କ ମୃତ୍ୟୁ ସମୟରେ ଘରେ ବିବାହ ପ୍ରସ୍ତୁତି ଚାଲିଥିଲା,…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧ ମାର୍ଚ୍ଚ, ୨୦୨୬ ରେ କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି…

ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଏକ ଚମତ୍କାର ପ୍ରଦର୍ଶନ…

୬,୬,୬,୬,୬….ମାତ୍ର ୧୪ ବଲ୍‌ରେ କମାଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୬।୨: IPL 2026 ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚମତ୍କାର ଫର୍ମରେ ଅଛନ୍ତି। ସେ ଚଳିତ DY ପାଟିଲ T20 ଟୁର୍ନାମେଣ୍ଟରେ ଏହି ସଫଳତା ହାସଲ କରିଛନ୍ତି। ସେ ମାତ୍ର ୧୪ ବଲ୍‌ରେ ତାଙ୍କର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହି…

କ୍ରିକେଟର ରିଙ୍କୁ ସିଂଙ୍କ ବାପାଙ୍କ ଦେହାନ୍ତ, ଲିଭର କ୍ୟାନସରରେ ପୀଡ଼ିତ….

ନୂଆଦିଲ୍ଲୀ,୨୭ା୨: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କ ପିତାଙ୍କ ଦେହାନ୍ତ ହୋଇଛି । ସେ ଗ୍ରେଟର ନୋଏଡାର ଯଥାର୍ଥ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ରିଙ୍କୁ ସିଂଙ୍କ ପିତା ଖାନଚନ୍ଦ୍ର ସିଂ ଷ୍ଟେଜ୍-୪ ଲିଭର କ୍ୟାନସର ସହିତ ଲଢ଼ୁଥିଲେ। ତାଙ୍କ…

ସମ୍ବଲପୁର କପ୍‌ ଫୁଟବଲ: ସମଲେଶ୍ୱରୀ ସ୍ପୋର୍ଟିଂକୁ ହରାଇ ଫାଇନାଲରେ କେରଳ

ସମ୍ବଲପୁର,୨୬ା୨(ବି.ଶଙ୍କର): ସମଲେଶ୍ୱରୀ ସ୍ପୋର୍ଟିଂ ପକ୍ଷରୁ ଆୟୋଜିତ ୧୪ତମ ସର୍ବଭାରତୀୟ ସମ୍ବଲପୁର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କେରଳ ଷ୍ଟେଟ୍‌ ଇଲେଷ୍ଟ୍ରିସିଟି ବୋର୍ଡ ବିଜୟୀ ହୋଇଛି। ଏଥିସହ କେରଳ ଫାଇନାଲ ମ୍ୟାଚ୍‌ ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି। ସ୍ଥାନୀୟ…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ ଦଳକୁ ଆଶ୍ଚର୍ଯ୍ୟ ଚକିତ କରି ଅଭିଷେକ ଚେନ୍ନାଇ ମଇଦାନରେ ଏକ ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?