କ୍ରିକେଟ୍ରେ ୟୋ-ୟୋ, ଡେକ୍ସା ଟେଷ୍ଟ କ’ଣ
ନୂଆଦିଲ୍ଲୀ,୨।୧: ଜାନୁଆରୀ ୧ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିସିସିଆଇ ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛି। ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ ପାଇଁ ୨୦ ଜଣ ଖେଳାଳିଙ୍କୁ ସର୍ଟଲିଷ୍ଟ କରିବା ସହିତ ୟୋ-ୟୋ ଟେଷ୍ଟ ଏବଂ ଖେଳାଳିମାନଙ୍କୁ…
ସହିଦ ନଗର ଏକାଦଶ ଚାମ୍ପିୟନ
ଭୁବନେଶ୍ୱର, ୨।୧(କ୍ରୀଡ଼ା ପ୍ରତିନିଧି): ରସୁଲଗଡ଼ ୟୁଥ୍ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସନ୍ତୋଷ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟର ୨୩ତମ ସଂସ୍କରଣରେ ସହିଦ ନଗର ଏକାଦଶ ଚାମ୍ପିୟନ ହୋଇଛି। ସ୍ଥାନୀୟ ଜିଜିପି ହାଇସ୍କୁଲ ପଡ଼ିଆରେ ରବିବାର ଅନୁଷ୍ଠିତ ଫାଇନାଲରେ ସହିଦ ନଗର ଦଳ ୭୩…
ବରାହୀପୁର ଫୁଟବଲ: ଗଣ୍ଡରପୁର ଚାମ୍ପିୟନ
କଣ୍ଟାପଡା, ୨।୧(ଡି.ଏନ୍.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ବରାହୀପୁର ଗୋପୀନାଥ ଆଥଲେଟିକ ଆସୋସିଏଶନ ପକ୍ଷରୁ ଆୟୋଜିତ ୪୦ ତମ ଦିନିକିଆ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲରେ ଦହି ଗଁା ଫୁଟବଲ ଟିମକୁ ୨-୦ ଗୋଲରେ ହରାଇ ଗଣ୍ଡରପୁର ଚାମ୍ପିୟନ ହୋଇଛି। ପ୍ରଥମ କ୍ୱାର୍ଟରରେ ଉଷୁମାକୁ…
ମେଘାଳୟ ସହ ମ୍ୟାଚ ଡ୍ର ରଖିଲା ଓଡ଼ିଶା
ଭୁବନେଶ୍ୱର, ୨।୧ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ଜାତୀୟ ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ରବିବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କ୍ୟାପିଟାଲ ଫୁଟବଲ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚରେ ମେଘାଳୟ ସହ ମ୍ୟାଚ ଡ୍ର ରଖିଛି ଓଡ଼ିଶା। ଉଭୟ ଦଳ ପକ୍ଷରୁ…
ଅଭିଷେକଙ୍କ ସଫଳତା ପଛରେ ହିନ୍ଦୀ ଶିକ୍ଷକ
ଭୁବନେଶ୍ୱର,୨ା୧(ସ୍ପୋଟର୍ସ ବ୍ୟୁରୋ): ବିଗତ ବର୍ଷ ଏଫ୍ଆଇଏଚ୍ ପ୍ରୋ ଲିଗ୍ରେ ଭାରତୀୟ ପୁରୁଷ ହକି ଦଳ ପାଇଁ ପଦାର୍ପଣ କରିଥିଲେ ଫରଓ୍ବାର୍ଡ ଖେଳାଳି ଅଭିଷେକ। ମନଦୀପ ସିଂ, ଲଳିତ କୁମାର ଉପାଧ୍ୟାୟ ଓ ସୁଖଜିତ ସିଂଙ୍କ ସହିତ ଭାରତୀୟ ଫରଓ୍ବାର୍ଡର ଏକ ଅବିଚ୍ଛେଦ୍ୟ…
ନୁର୍ ଖାନ୍ ହକି ବିଶ୍ୱକପ୍ର ଜନକ
ଚଳିତ ବର୍ଷ ହକି ବିଶ୍ୱକପ୍ର ୧୫ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଚଳିତମାସ ୧୩-୨୯ ତାରିଖ ଯାଏ ଭୁବନେଶ୍ୱର-ରାଉରକେଲାରେ ଏହି ଟୁର୍ନାମେଣ୍ଟ ଖେଳାଯିବ। ୧୯୭୧ରେ ପ୍ରଥମ ଥର ହକି ବିଶ୍ୱକପ୍ ଖେଳାଯାଇଥିବା ବେଳେ ଏହାର ଜନକ ଥିଲେ ପାକିସ୍ତାନୀ ଏୟାର ମାର୍ଶାଲ…
ଚୟନ ପାଇଁ ୟୋ ୟୋ, ଡେକ୍ସା ବାଧ୍ୟତାମୂଳକ : ଅଧିନାୟକ ରହିବେ ରୋହିତ ଶର୍ମା
ମୁମ୍ବାଇ,୨ା୧(ପି.ଟି.): ବିସିସିଆଇ ପକ୍ଷରୁ ଏହାର ଖେଳାଳି ଚୟନ ନିୟମରେ କରାଯାଇଛି ବଡ଼ ପରିବର୍ତ୍ତନ। ରବିବାରର ସମୀକ୍ଷା ବୈଠକ ପରେ ୟୋ ୟୋ ଟେଷ୍ଟ ଓ ଡେକ୍ସା(ବୋନ୍ ମ୍ୟାରୋ) ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି। ଭାରତର ଟି୨୦ ବିଶ୍ୱକପ ପରାଜୟ ସମୀକ୍ଷାକୁ ନେଇ ଏହି…
ପ୍ରେମିକାଙ୍କ ସହ ରୋମାଣ୍ଟିକ ଅନ୍ଦାଜ୍ରେ ନୂଆବର୍ଷ ପାଳିଲେ ରାହୁଲ
ନୂଆ ବର୍ଷ ସେଲିବ୍ରେଶନରେ ସମଗ୍ର ବିଶ୍ୱ ବୁଡି ରହିଛି। ବିରାଟ କୋହଲି, ଏମଏସ ଧୋନୀଙ୍କ ସମେତ ଅନେକ କ୍ରିକେଟର ନିଜ ପରିବାର ସହିତ ନୂଆ ବର୍ଷ କରିଛନ୍ତି। ଭାରତୀୟ କ୍ରିକେଟର କେ.ଏଲ ରାହୁଲ ମଧ୍ୟ ତାଙ୍କ ଗର୍ଲଫ୍ରେଣ୍ଡ ତଥା ବଲିଉଡ ଅଭିନେତ୍ରୀ…
ବିସିସିଆଇ ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ମୁମ୍ବାଇ,୧।୧: ମୁମ୍ବାଇରେ ବିସିସିଆଇର ସମୀକ୍ଷା ବୈଠକ ଶେଷ ହୋଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏହା ସହିତ, ଦିନିକିଆ ବିଶ୍ୱକପ ପୂର୍ବରୁ, କାର୍ଯ୍ୟ ଭାର ପରିଚାଳନା ଏବଂ ଖେଳାଳିଙ୍କ ଆଘାତ ଉପରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏହା…
ଦ୍ରୁତ ଗାଡି ଚାଳନା ଯୋଗୁ ହୋଇନାହିଁ ପନ୍ତଙ୍କ ଦୁର୍ଘଟଣା: ଧାମି
ଡେରାଡୁନ,୧ ।୧: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କର ସଡ଼କ ଦୁର୍ଘଟଣା ହେବା ପରଠାରୁ ଏହି ଦୁର୍ଘଟଣାକୁ ନେଇ ଅନେକ କାରଣ ସାମ୍ନାକୁ ଆସିଛି । ହେଲେ ଏବେ ଏହାର ଅସଲ କାରଣ କହିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ।…
ରିଷଭ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର: ବାରମ୍ବାର ଭେଟିବାକୁ ନ ଯିବାକୁ ଡିଡିସିଏର ଅପିଲ୍
ନୂଆଦିଲ୍ଲୀ,୧।୧: ଟିମ ଇଣ୍ଡିଆର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ କାର ଦୁର୍ଘଟଣା ଶିକାର ହେବାପରେ ଡେରାଡୁନ ସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାଙ୍କୁ ଭେଟିବା ପାଇଁ ଘରକୁ ଯାଉଥିବାବେଳେ ତାଙ୍କ କାର ଡିଭାଇଡରକୁ ଧକ୍କା ଦେଇଥିଲା। ଫଳରେ ତାଙ୍କ…
ରୋନାଲ୍ଡୋ ସବୁଠୁ ଦାମୀ ଖେଳାଳି
ଲଣ୍ଡନ,୧।୧: କ୍ରିଷ୍ଟିଆନୋ ରୋନାଲ୍ଡୋ ସାଉଦି ଆରବର ଏକ ଫୁଟବଲ କ୍ଲବ ଅଲ୍ ନାସର ସହ ଚୁକ୍ତି କରିଛନ୍ତି। ମଧ୍ୟପ୍ରାଚ୍ୟ ଫୁଟ୍ବଲ ପାଇଁ ଏହା ଏକ ଉଲ୍ଲେଖନୀୟ ମୁହୂର୍ତ୍ତ ବୋଲି କୁହାଯାଉଛି। କିନ୍ତୁ ୟୁରୋପର ଜଣେ ଅନ୍ୟତମ ବଡ଼ ଷ୍ଟାର ଖେଳାଳି ଖେଳର…

