ଟି୨୦ ବିଶ୍ୱକପ୍ରେ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହୋଇପାରନ୍ତି ଏହି ବୋଲର୍: ଗାଭାସ୍କର
ନୂଆଦିଲ୍ଲୀ,୨୧।୬: ଭାରତୀୟ ଦ୍ରୁତ ବୋଲର ହର୍ଷଲ ପଟେଲ ନିଜ ବୋଲିଂ ଦ୍ୱାରା ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ନିଜର ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ହର୍ଷଲଙ୍କୁ ୨୦୨୧ରେ ଭାରତୀୟ ଟି୨୦ ସ୍କ୍ବାର୍ଡରେ ସୁଯୋଗ ମିଳିଥିଲା। ଏଯାବତ ସେ ୧୩ ଅନ୍ତର୍ଜାତୀୟ ମୁକାବିଲା ଖେଳି...
ଭାରତ ବିପକ୍ଷ ସିରିଜ୍ ଲାଗି ୧୯ ଜଣିଆ ଶ୍ରୀଲଙ୍କା ମହିଳା ଦଳ ଘୋଷିତ
ଡାମ୍ବୁଲା,୨୧।୬: ଆସନ୍ତା ୨୩ ତାରିଖରୁ ଭାରତ ଓ ଶ୍ରୀଲଙ୍କା ମହିଳା ଦଳ ମଧ୍ୟରେ ୩ ମ୍ୟାଚ୍ବିଶିଷ୍ଟ ଦିନିକିଆ ଓ ୩ ଟି୨୦ ମ୍ୟାଚ୍ ଖେଳାଯିବ। ଉଭୟ ସିରିଜ ଲାଗି ସୋମବାର ଶ୍ରୀଲଙ୍କା କ୍ରିକେଟ (ଏସ୍ଏଲ୍ସି) ପକ୍ଷରୁ ୧୯ ଜଣିଆ ମହିଳା...
ଭାରତୀୟ ଟେଷ୍ଟ ଦଳର ଅଭ୍ୟାସ ଆରମ୍ଭ
ଲିସେଷ୍ଟର,୨୧।୬: ଆସନ୍ତା ୧ ତାରିଖରୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ ପାଇଁ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଟେଷ୍ଟ ଦଳ ଲିସେଷ୍ଟରଶାୟାର ଗ୍ରାଉଣ୍ଡରେ ଅଭ୍ୟାସ ଆରମ୍ଭ କରିଛି। ଆହତ ସମସ୍ୟା କାରଣରୁ ଲୋକେଶ ରାହୁଲ ଦଳରେ ନ ଥିବାରୁ ଅଧିନାୟକ...
ଟେଷ୍ଟ କ୍ରିକେଟ୍ରେ ୧୧ ବର୍ଷ ପୂରଣ କଲେ କୋହଲି
ନୂଆଦିଲ୍ଲୀ,୨୧।୬:ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଟେଷ୍ଟ କ୍ରିକେଟ୍ରେ ୧୧ ବର୍ଷ ପୂରଣ କରିଛନ୍ତି। ୨୦୧୧ ଜୁନ ୨୦ରେ ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ଜାମାଇକାର କିଙ୍ଗଷ୍ଟୋନରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ବିରାଟ ତାଙ୍କର ପ୍ରଥମ ଟେଷ୍ଟ ଖେଳିଥିଲେ। କୋହଲି ତାଙ୍କର ପ୍ରଥମ...
ଏହି ଫିଲ୍ମ ଦେଖିବାକୁ ଅପେକ୍ଷା କରିଛନ୍ତି ସଚିନ ତେନ୍ଦୁଲକର
ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ଆଧାରିତ ‘ଶାବାସ ମିଠୁ’ ଫିଲ୍ମର ଟ୍ରେଲର ମୁକ୍ତିଲାଭ କରିଛି। ଟ୍ରେଲରକୁ ସୋସିଆଲ ମିଡିଆରେ ଭଲ ପ୍ରତିକ୍ରିୟା ମିଳୁଛି। ଫିଲ୍ମରେ ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ମିତାଲିଙ୍କ...
ଅଶ୍ୱିନ କରୋନା ପଜିଟିଭ, ଟିମ ସହ ଯିବେ ନାହିଁ ଇଂଲଣ୍ଡ
ବେଙ୍ଗାଲୁରୁ,୨୧ ।୬: ଭାରତୀୟ କ୍ରିକେଟ ଦଳର ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କରୋନା ମହାମାରୀ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଯେଉଁଥିପାଇଁ ପଞ୍ଚମ ଯେଷ୍ଟ ମ୍ୟାଚ ପାଇଁ ଇଂଲଣ୍ଡ ଯାଉଥିବା ଟିମରେ ସେ ସାମିଲ ହୋଇ ପାରିବେ ନାହିଁ ।...
ଇଂଲଣ୍ଡ ଗସ୍ତରେ ରାହୁଲ ଦ୍ରାବିଡ, ପନ୍ତ, ଆୟାର୍
ନୂଆଦିଲ୍ଲୀ,୨୦।୬: ଭାରତୀୟ ଦଳ ଗୋଟିଏ ଟେଷ୍ଟ, ତିନୋଟି ଦିନିକିଆ ଏବଂ ତିନୋଟି ଟି-୨୦ ମ୍ୟାଚ ପାଇଁ ଇଂଲଣ୍ଡ ଯାଇ ସାରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପରେ ସୋମବାର ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ ସହ ଉଇକେଟ କିପର...
କେବେ ଏମିତି ଘଟିବ ଭାବି ନ ଥିଲି, କାହିଁକି ଏପରି କହିଲେ ଦ୍ରାବିଡ
ବେଙ୍ଗାଲୁରୁ,୨୦।୬: ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ କୋଚ୍ ଭାବେ ରାହୁଲ ଦ୍ରାବିଡ ପ୍ରାୟ ୮ ମାସ ପୂରଣ କରିଛନ୍ତି। ବେଙ୍ଗାଲୁରୁରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ସିରିଜର ପଞ୍ଚମ ତଥା ଅନ୍ତିମ ଟି -୨୦ ମ୍ୟାଚ ପୂର୍ବରୁ ରାହୁଲ ଦ୍ରାବିଡ...
ପ୍ରଥମ ଟେଷ୍ଟ ଜିତିଲା ଓ୍ବେଷ୍ଟଇଣ୍ଡିଜ
ଆଣ୍ଟିଗୁଆ,୧୯।୬: ସ୍ଥାନୀୟ ସାର ଭିଭିଆନ ରିଚାଡର୍ସ ଷ୍ଟାଡିୟମରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ଓ୍ବେଷ୍ଟଇଣ୍ଡିଜ ୭ ଉଇକେଟରେ ଜିତି ନେଇଛି। ପ୍ରଥମ ଇନଂସରେ ବାଂଲାଦେଶ ୧୦୩ ରନ୍ କରିଥିବା ବେଳେ ଘରୋଇ ଦଳ ୨୬୫ ରନ୍ କରିଥିଲା। ୧୬୨...
୨-୨ରେ ସିରିଜ ଶେଷ
ବେଙ୍ଗାଲୁରୁ, ୧୯।୬: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜ ୨-୨ରେ ଶେଷ ହୋଇଛି। ପୂର୍ବରୁ ୪ଟି ମ୍ୟାଚ ଅନୁଷ୍ଠିତ ହୋଇ ହୋଇଥିବା...
ଭାରତ-ଦକ୍ଷିଣ ଆଫ୍ରିକା ପଞ୍ଚମ ଟି-୨୦: ବର୍ଷା ସାଜିଛି ବାଧକ
ବେଙ୍ଗାଲୁରୁ,୧୯।୬: ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚରେ ବର୍ଷା ବାଧକ ସାଜିଛି। ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି...
ପନ୍ତଙ୍କ ନାଁରେ ଲଜ୍ଜାଜନକ ରେକର୍ଡ
ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତୀୟ ଅଧିନାୟକ ରିଷଭ ପନ୍ତ ପୁଣି ଟସ ହାରିଛନ୍ତି।...
Archives


