‘ପନ୍ତ ମୋଟା ହୋଇଗଲେଣି, କିପିଂ ବେଳେ ନଇଁ ପାରୁନାହାନ୍ତି’
କରାଚି,୧୯।୬: ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କ ଫିଟ୍ନେସକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପାକିସ୍ତାନ କ୍ରିକେଟ ଟିମ୍ର ପୂର୍ବ ସ୍ପିନର ଡାନିଶ କାନେରିଆ। ପନ୍ତ ଏବେ ବହୁତ ମୋଟା ହୋଇଗଲେଣି। ଫଳରେ ସେ ଉଇକେଟକିପିଂ ସମୟରେ ଦ୍ରୁତ ବୋଲରଙ୍କ ଆଗରେ...
ମ୍ୟାଚ ଆରମ୍ଭରୁ ବର୍ଷା
ବେଙ୍ଗାଲୁରୁ,୧୯।୬: ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍ର ପଞ୍ଚମ ତଥା ଅନ୍ତିମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ କେଶବ ମହାରାଜ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ...
ନିର୍ଣ୍ଣାୟକ ମ୍ୟାଚରେ ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା
ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ନିର୍ଣ୍ଣାୟକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍ ଜିତି ପ୍ରଥମେ ବୋଲିଂ...
ଫାଦର୍ସ ଡେ’ରେ ପୁଅର ନାଁ ଘୋଷଣା କଲେ ଯୁବରାଜ
ଆଜି ଫାଦର୍ସ ଡେ’ ଅର୍ଥାତ୍ ପିତୃ ଦିବସ। ଆଜିର ଦିନରେ ଅନେକ ସେଲିବ୍ରିଟି ନିଜ ପିତାଙ୍କ ସହ ଫଟୋ ଶେୟାର କରି ଶୁଭେଚ୍ଛା ଜଣାଇଛନ୍ତି। ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଏବଂ ତାଙ୍କ ସ୍ତ୍ରୀ ହେଜେଲ କିଚ ପିତୃ...
ଇତିହାସ ରଚିପାରନ୍ତି ପନ୍ତ, ଧୋନୀ-କୋହଲିଙ୍କୁ ପକାଇବେ ପଛରେ…!
ନୂଆଦିଲ୍ଲୀ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ସିରିଜର ଅନ୍ତିମ ମୁକାବିଲା ରବିବାର ବାଙ୍ଗାଲୁରୁରେ ଖେଳାଯିବ। ଏହି ମ୍ୟାଚ୍ରେ ବିଜେତା ଟିମ୍ ସିରିଜ ଜିତିବ। ଏବେ ଉଭୟ ଦଳ ଦୁଇଟି ଲେଖାଏ ମ୍ୟାଚ୍ ଜିତି ସମାନ ସ୍ଥିତିରେ ଥିବାରୁ...
ସିରିଜ୍ ଜିତିବା ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବେ ଦୁଇ ଦଳ
ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ କର ବା ମର ହେବ। ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ...
ଶାମିଙ୍କୁ ସୁଯୋଗ ମିଳିବନି
ନୂଆଦିଲ୍ଲୀ,୧୯।୬: ଭାରତୀୟ ଦ୍ରୁତ ବୋଲର୍ ମହମ୍ମଦ ଶାମି କ୍ରିକେଟର ତିନୋଟି ଯାକ ଫର୍ମାଟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି। ହେଲେ ଗତ କିଛି ସମୟ ଧରି ତାଙ୍କୁ ଟି୨୦ କ୍ରିକେଟ ଖେଳିବାର ସୁଯୋଗ ମିଳୁନାହିଁ। ଏବେ ଏହାକୁ ନେଇ ଭାରତର ପୂର୍ବତନ...
ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କାର୍ତ୍ତିକ
ରାଜକୋଟ,୧୮।୬: ଦୀନେଶ କାର୍ତ୍ତିକ ଶୁକ୍ରବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବୟୋଜ୍ୟେଷ୍ଠ ଭାରତୀୟ ଖେଳାଳି ଭାବେ ଅନ୍ତର୍ଜାତୀୟ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ ଭଙ୍ଗ କରିଛନ୍ତି। ୩୭ ବର୍ଷୀୟ ଭାରତୀୟ ଉଇକେଟକିପର ବ୍ୟାଟର ଦକ୍ଷିଣ ଆଫ୍ରିକା ବିପକ୍ଷ...
ବାଂଲାଦେଶର ଅଲୋଡ଼ା ରେକର୍ଡ: ୬ ବ୍ୟାଟର ବିନା ରନ୍ରେ ହୋଇଥିଲେ ଆଉଟ
ନୂଆଦିଲ୍ଲୀ,୧୮।୬: ଚଳିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବାଂଲାଦେଶ ଏକ ଅଲୋଡା ରେକର୍ଡର ସମକକ୍ଷ ହୋଇଛି। ଦଳର ୬ଜଣ ବ୍ୟାଟର ବିନା କୌଣସି ରନ୍ରେ ଆଉଟ ହୋଇଯାଇଥିଲେ। ଫଳରେ ଦଳର ପ୍ରଥମ ଇନିଂସ ୧୦୩ ରନ୍ରେ ସୀମିତ ହୋଇଯାଇଥିଲା।...
୮୨ ରନ୍ରେ ଜିତିଲା ଟିମ୍ ଇଣ୍ଡିଆ
ରାଜକୋଟ, ୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮୨ ରନ୍ରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ। ଏହି ବିଜୟ ସହ ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୨-୨ରେ ପହଞ୍ଚାଇ...
ଦିନିକିଆରେ ଇଂଲଣ୍ଡର ବିଶ୍ୱ ରେକର୍ଡ
ଆମଷ୍ଟେଲଭିନ(ନେଦରଲାଣ୍ଡ୍ସ), ୧୭।୬: ଦିନିକିଆ କ୍ରିକେଟ ଇତିହାସରେ ଗୋଟିଏ ଇନିଂସରେ ସର୍ବାଧିକ ସ୍କୋର କରି ଇଂଲଣ୍ଡ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଶୁକ୍ରବାର ଅନୁଷ୍ଠିତ ନେଦରଲାଣ୍ଡ୍ସ ବିପକ୍ଷ ଦିନିକିଆରେ ଇଂଲଣ୍ଡ ୪ ଉଇକେଟ ହରାଇ ୪୯୮ ରନକରି ଏହି କୀର୍ତ୍ତିମାନ ସ୍ଥାପନ...
ଦକ୍ଷିଣ ଆଫ୍ରିକା ଆଗରେ ୧୭୦ ରନ୍ର ଟାର୍ଗେଟ୍
ରାଜକୋଟ,୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍ର ଚତୁର୍ଥ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ପ୍ରଥମେ ବ୍ୟାଟିଂ...
Archives


