ପନ୍ତଙ୍କ ମା’ଙ୍କ ସହ ଫୋନ୍ରେ କଥା ହେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଶୁକ୍ରବାର ସେ ପନ୍ତଙ୍କ ମା’ଙ୍କ ସହ କଥା ହୋଇଛନ୍ତି। ଫୋନ୍ ବାର୍ତ୍ତାଳାପରେ ସେ କ୍ରିକେଟରଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି…
୩ ବିବାହ କରିଥିଲେ ପେଲେ, ରହିଛନ୍ତି ୭ ସନ୍ତାନ; କିଛି ଏଭଳି ଥିଲା ମହାନ ଫୁଟବଲରଙ୍କ ବ୍ୟକ୍ତିଗତ ଜୀବନ
ସାଓପାଓଲା,୩୦।୧୨: ବ୍ରାଜିଲର ମହାନ ଫୁଟବଲର ରାଜା ପେଲେଙ୍କ ୮୨ ବର୍ଷରେ ପରଲୋକ ଘଟିଛି। ସେ ଦୀର୍ଘଦିନରୁ କ୍ୟାନ୍ସରରେ ପୀଡ଼ିତ ଥିଲେ। ଡାକ୍ତରଖାନାରେ ଚିକିତ୍ସା ଚାଲୁଥିଲେ ହେଁ ପେଲେଙ୍କ ଶରୀରର ଅନେକ ଅଙ୍ଗ କାମ କରିବା ବନ୍ଦ କରିଦେଇଥିଲା। ଶେଷରେ ତାଙ୍କର ମୃତ୍ୟୁ…
ଜନ୍ମ ସହର ସାଣ୍ଟୋସରେ ହେବ ପେଲେଙ୍କ ଅନ୍ତ୍ୟେଷ୍ଟିକ୍ରିୟା
ସାଓପାଉଲୋ,୩୦।୧୨: ପେଲେଙ୍କ ଅନ୍ତ୍ୟେଷ୍ଟିକ୍ରିୟା ତାଙ୍କ ଜନ୍ମ ସହର ସାଣ୍ଟୋସରେ ହେବ। ଯେଉଁଠାରେ ସେ ତାଙ୍କ କ୍ୟାରିୟର ୩ଟିି ଶ୍ରେଷ୍ଠ ମ୍ୟାଚ ଖେଳିଛନ୍ତି। ବ୍ରାଜିଲରେ ପେଲେ ସାଣ୍ଟୋସ କ୍ଲବରେ ଖେଳିଥିଲେ। ଏହାକୁ ଦୃଷ୍ଟିରୁ ରଖି ସାଓପାଉଲୋ ଉପକଣ୍ଠସ୍ଥ ଭିଲା ବେଲ୍ମିରୋ ଷ୍ଟାଡିୟମରେ ତାଙ୍କୁ…
ବାମଣ୍ଡା କପ୍: କଟକକୁ ହରାଇ ଝାରସୁଗୁଡ଼ା ଫାଇନାଲରେ
ଦେବଗଡ଼,୩୦।୧୨:(ଡି.ଏନ୍.ଏ.): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡ଼ିୟମରେ ଚାଳିଥିବା ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ପ୍ରୋଗ୍ରେସିଭ ଝାରସୁଗୁଡ଼ା ଏବଂ ୟୁନିୟନ ସ୍ପୋର୍ଟିଂ କଟକ ମଧ୍ୟରେ ମ୍ୟାଚ୍ ହୋଇଥିଲା । ଏଥିରେ ଝାରସୁଗୁଡ଼ା ଦଳ କଟକକୁ ୭୦ ରନ୍ରେ ପରାସ୍ତ କରି ଫାଇନାଲରେ…
ସାମ୍ନାକୁ ଆସିଲା ଦୁର୍ଘଟଣାର ଲୋମଟାଙ୍କୁରା ଭିଡିଓ, ରାସ୍ତାରେ ଫୁଙ୍ଗୁଳା ହୋଇ ପଡ଼ିଛନ୍ତି ପନ୍ତ…
ନୂଆଦିଲ୍ଲୀ,୩୦।୧୨: କାର୍ ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି ଭାରତୀୟ କ୍ରିକେଟ ଟିମ୍ର ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ। ଶୁକ୍ରବାର ସକାଳ ୫.୩୦ରେ ତାଙ୍କ ଗାଡ଼ିଟି ଦ୍ରୁତ ଗତିରେ ଆସୁଥିବା ବେଳେ ଡିଭାଇଡରରେ ପିଟିହୋଇ ହୁତୁ ହୁତୁ ହୋଇ ଜଳି ଉଠିଥିଲା।…
ପନ୍ତଙ୍କୁ ନେଇ ଚିନ୍ତାରେ କ୍ରିକେଟଜଗତ: ସଚିନ-ସେହ୍ବାଗ-ବିରାଟ ଲେଖିଲେ…
ନୂଆଦିଲ୍ଲୀ,୩୦।୧୨: ଭାରତର ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ଶୁକ୍ରବାର ଏକ କାର୍ ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି। ଏହି ଖବର ଜଣାପଡ଼ିବା ପରେ ସମସ୍ତେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିନ୍ତା ପ୍ରକଟ କରିବା ସହ ଶୀଘ୍ର ଆରୋଗ୍ୟ ହେବାର କାମନା କରୁଛନ୍ତି।…
ପନ୍ତଙ୍କୁ ନେଇ ବିସିସିଆଇ ଜାରି କଲା ବିିଜ୍ଞପ୍ତି
ମୁମ୍ବାଇ,୩୦।୧୨: ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ଦିଲ୍ଲୀରୁ ନିଜ ସହର ରୁର୍କି ଯାଉଥିବା ପନ୍ତଙ୍କ କାର ସକାଳ ୫.୩୦ରେ ଡିଭାଇଡରକୁ ଧକ୍କା ଦେଇଥିଲା। ପନ୍ତଙ୍କ…
ପନ୍ତଙ୍କ ଲାଗି ଦେବଦୂତ ସାଜିଥିଲେ ଏହି ବସ୍ ଡ୍ରାଇଭର: ଜଳନ୍ତା ଗାଡ଼ି ନିକଟରୁ ଦୂରକୁ ନେଇଥିଲେ, ଚାଦର ଢ଼ାଙ୍କି…
ନୂଆଦିଲ୍ଲୀ,୩୦।୧୨: କ୍ରିକେଟର ଋଷଭ ପନ୍ତଙ୍କ କାର୍ ଶୁକ୍ରବାର ବଡ଼ ଦୁର୍ଘଟଣାର ଶିକାର ହୋଇଛି। ତାଙ୍କର ମୁଣ୍ଡ ଏବଂ ଆଣ୍ଠୁରେ ଗଭୀର ଆଘାତ ଲାଗିଛି। ସେହିଭଳ ପିଠିରେ ଏବଂ ଗୋଡର କିଛି ଅଂଶରେ ମଧ୍ୟ ଆଘାତ ଲାଗିଥିବା ଜଣାପଡ଼ିଛି। ତେବେ ପନ୍ତଙ୍କ ଏହି…
ପନ୍ତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ଧାମି ସରକାର
ଡେରାଡୁନ,୩୦।୧୨: ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ସେ ଗୁରୁତର ହୋଇ ଉତ୍ତରାଖଣ୍ଡର ଡେରାଡୁନରେ ଥିବା ମାକ୍ସ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି। ତେବେ ତାଙ୍କର ଚିକିତ୍ସା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ…
ଏହି କାରଣରୁ ଦୁର୍ଘଟଣାର ଶିକାର ହେଲେ ରିଷଭ ପନ୍ତ
ଡେରାଡୁନ,୩୦।୧୨: ଭାରତୀୟ କ୍ରିକେଟ ଦଳର ଉଇକେଟ୍କିପର ରିଷଭ ପନ୍ତ ଶୁକ୍ରବାର କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଦିଲ୍ଲୀରୁ ନିଜ ଘର ରୁର୍କୀ ଯାଉଥିବା ସମୟରେ ତାଙ୍କ କାର୍ ଏକ ଡିଭାଇଡର୍ରେ ପିଟି ହୋଇଯାଇଛି। ଏହି ଦୁର୍ଘଟଣାରେ ପନ୍ତ ଗୁରୁତର ଆହତ…
ଋଷଭ ପନ୍ତଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ
ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ଦିଲ୍ଲୀ ସ୍ଥିତ ଘରକୁ ଫେରୁଥିବା ବେଳେ ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ ତାଙ୍କ ମୁଣ୍ଡ ଏବଂ ଗୋଡରେ ଆଘାତ ଲାଗିଛି। ଋଷଭଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ-ଡେରାଡୁନ…
ପେଲେଙ୍କ ପରଲୋକରେ ଫୁଟ୍ବଲ ଜଗତ ସ୍ତବ୍ଧ
ବ୍ରାସିଲା,୩୦।୧୨: କିମ୍ବଦନ୍ତୀ ବ୍ରାଜିଲର ଫୁଟବଲର୍ ପେଲେଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ଝିଅ କେଲି ନାସିମେଣ୍ଟୋ ଇନଷ୍ଟାଗ୍ରାମରେ ନିଶ୍ଚିତ କରିଛନ୍ତି। ପେଲେ କ୍ୟାନ୍ସର ସହିତ ଲଢୁଥିଲେ। ନିକଟରେ ପେଲେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର…

