ଟସ୍ ଜିତି ବୋଲିଂ କରିବ ଦକ୍ଷିଣ ଆଫ୍ରିକା
ରାଜକୋଟ,୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍ର ଚତୁର୍ଥ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ...
ଭାରତ ପାଇଁ କର ବା ମର ମ୍ୟାଚ୍
ରାଜକୋଟ,୧୭।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଚତୁର୍ଥ ମ୍ୟାଚ ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ ଜିତି ଟିମ ଇଣ୍ଡିଆ ସିରିଜ...
ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା
ହେଡିଂଲେ,୧୬।୬: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ର ପ୍ରଥମ ଦୁଇ ମ୍ୟାଚ୍ରେ ପରାସ୍ତ ହୋଇଥିବା ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା ଲାଗିଛି। ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟ ପୂର୍ବରୁ ଡେଭନ କନଓ୍ବେ କୋଭିଡ୍-୧୯ ପଜିଟିଭ ଥିବା ଜଣାପଡ଼ିଛି।...
ଇଂଲଣ୍ଡ ଦଳରେ ଯାଆଁଳା ଭାଇ
ହେଡିଂଲେ,୧୬।୬: ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟ ପୂର୍ବରୁ ଇଂଲଣ୍ଡ ଦଳରେ ପରିବର୍ତ୍ତନ କରାଯାଇଛି। ଦଳରେ ସ୍ଥାନ ପାଇଛନ୍ତି ସରେ ପେସର ଜେମି ଓଭର୍ଟନ। ସେ ହେଉଛନ୍ତି କ୍ରେଗ ଓଭର୍ଟନଙ୍କ ଯାଆଁଳା ଭାଇ। ଦୁଇ ଭାଇଙ୍କୁ...
ଭାରତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଦଳରେ ଦୂତୀ, ଶ୍ରାବଣୀ
ନୂଆଦିଲ୍ଲୀ,୧୬।୬: ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ଆଥ୍ଲେଟିକ୍ସ ଫେଡେରେଶନ (ଏଏଫ୍ଆଇ) ପକ୍ଷରୁ ଗୁରୁବାର ୩୭ ଜଣିଆ ଭାରତୀୟ ଆଥ୍ଲେଟ୍ ଦଳ ଘୋଷଣା କରାଯାଇଛି। ଅଲିମ୍ପିକ୍ ଚାମ୍ପିୟନ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଏହି ଦଳର ନେତୃତ୍ୱ ନେବେ। ଏହି...
ଶତକ ହାସଲ ପରେ ମନ୍ତ୍ରୀଙ୍କ ରୋମାଣ୍ଟିକ୍ ଚିଠି ଭାଇରାଲ୍
କୋଲକତା,୧୬।୬: ରଣଜୀ ଟ୍ରଫିରେ ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଆଲୁର (କର୍ନାଟକ)ରେ ମଧ୍ୟପ୍ରଦେଶ ବିପକ୍ଷ ସେମିଫାଇନାଲ ମ୍ୟାଚରେ ମନୋଜ ତିୱାରୀ ୧୦୨ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ଏଥିରେ ୧୨ଟି ଚୌକା ସାମିଲ...
ବିଶ୍ୱରେକର୍ଡ ହାସଲ କଲେ ଏହି କ୍ରିକେଟର୍
ବ୍ରିସବେନ,୧୬।୬: ଅଷ୍ଟ୍ରେଲୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଷ୍ଟିଫେନ ନେରୋ ଦୃଷ୍ଟିହୀନ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ୧୪୦ ବଲରୁ ନେରୋ ଅପରାଜିତ ୩୦୯ ରନ୍ ସ୍କୋର କରିଥିଲେ। ଏହା ଏକ ବିଶ୍ୱ ରେକର୍ଡ। ଏହାପୂର୍ବରୁ ୧୯୯୮ ଦୃଷ୍ଟିହୀନ...
ଆୟାରଲାଣ୍ଡ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକ
ନୂଆଦିଲ୍ଲୀ,୧୫।୬: ଆୟାରଲାଣ୍ଡ ବିପକ୍ଷ ଦୁଇଟି ଟି-୨୦ ସିରିଜ ପାଇଁ ବୁଧବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ସିରିଜ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ କରାଯାଇଛି। ସୂର୍ଯ୍ୟକୁମାର ଯାଦବ ଏବଂ ସଞ୍ଜୁ ସାମସନ ୧୭ ଜଣିଆ ଦଳକୁ...
ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍ ହେଲେ ରୁଟ୍
ଦୁବାଇ,୧୫।୬: ଆଇସିସି ଦ୍ୱାରା ପ୍ରକାଶିତ ର଼୍ୟାଙ୍କିଙ୍ଗରେ ଇଂଲଣ୍ଡର ଜୋ ରୁଟ ଟେଷ୍ଟରେ ନମ୍ବର ୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୭୬ର ଏକ ପାଳି ଖେଳିଥିଲେ। ଗତ ବର୍ଷ ଡିସେମ୍ବରରୁ ଅଷ୍ଟ୍ରେଲିଆର ମାର୍ନସ ଲାବୁସେନ୍ ନମ୍ବର...
ପୁଣି ଏକ ରେକର୍ଡ ହାସଲ କଲେ ସୁନା ପୁଅ
ହେଲସିଙ୍କି,୧୫।୬: ଭାରତର ଜାଭେଲିନ ଥ୍ରୋ’ ଖେଳାଳି ନୀରଜ ଚୋପ୍ରା ପୁଣି ଏକ ରେକର୍ଡ କରିଛନ୍ତି। ୮୯.୩୦ ମିଟର ଦୂରତା ଜାଭଲିନ୍ ପକାଇ ନିଜ ରେକର୍ଡ ଭାଙ୍ଗି ଏକ ନୂତନ ଜାତୀୟ ରେକର୍ଡ କରିଛନ୍ତି। ଫିନଲ୍ୟାଣ୍ଡର ତୁର୍କୁରେ ପାଭୋ ନୁରମି ଗେମ୍ସରେ...
କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ନଟିଂହାମ,୧୫।୬:ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ଶେଷ ଦିନରେ ଇଂଲଣ୍ଡକୁ ୭୨ ଓଭରରେ ୨୯୯ ରନର ବିଜୟ ଲକ୍ଷ୍ୟ ମିଳିଥିଲା। ବେନ ଷ୍ଟୋକ୍ସ ନେତୃତ୍ୱାଧୀନ ଦଳ ଏହାକୁ ମାତ୍ର ୫୦ ଓଭରରେ ହାସଲ...
ବିସିସିଆଇ ଗଠନ କରିବ ଦୁଇ ଜାତୀୟ ଟିମ୍, ଏକା ସମୟରେ ଖେଳିବେ ଟେଷ୍ଟ-ସୀମିତ ଓଭର ମ୍ୟାଚ…
କୋଲକାତା, ୧୫।୬ : ବିସିସିଆଇ ୨୦୨୨ ରୁ ୨୦୨୭ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ ସାଇକିଲ୍ ପାଇଁ ମିଡିଆ ଅଧିକାରର ନିଲାମରୁ ୪୮ ହଜାର କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହା ସହିତ ଆଇପିଏଲ ବିଶ୍ୱର ଦ୍ୱିତୀୟ ବୃହତ୍ତମ...
Archives


