ପେଲେଙ୍କ ମହାପ୍ରସ୍ଥାନ
ସାଓପାଓଲୋ,୩୦ା୧୨(ପି.ଟି.):ବ୍ରାଜିଲ ଫୁଟବଲର ରାଜା ପେଲେଙ୍କ ଗୁରୁବାର ଦେହାନ୍ତ ହୋଇଯାଇଛି। ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଗତ ଶତାବ୍ଦୀର ବିଶ୍ୱର ସେ ଅନ୍ୟତମ ଶ୍ରେଷ୍ଠ କ୍ରୀଡ଼ାବିତ୍ ଭାବେ ପରିଗଣିତ ହେଉଥିଲେ। ୩ ଥର ଫୁଟ୍ବଲ ବିଶ୍ୱକପ୍ ଜିତିବା ରେକର୍ଡ ତାଙ୍କ ନାମରେ…
ବିନା ହିଜାବରେ ଚେସ୍ ଖେଳିଲେ
ଅଲ୍ମାଟି,୨୯ା୧୨: ଏଫ୍ଆଇଡିଇ ଓ୍ବାଲର୍ଡ ରାପିଡ୍ ଆଣ୍ଡ୍ ବ୍ଲିଜ୍ ଚାମ୍ପିୟନ୍ଶିପ୍ କାଜାଖାସ୍ତାନର ଅଲ୍ମାଟିରେ ଆୟୋଜିତ ହୋଇଛି। ଏଥିରେ ଇରାନର ଚେସ୍ ଖେଳାଳି ସାରା ଖାଦେମ୍ ଭାଗନେଇଥିଲେ। ଇରାନ ସରକାର ମହିଳାମାନଙ୍କ ପାଇଁ ହିଜାବ ପରିଧାନକୁ ବାଧ୍ୟତାମୂଳକ କରିଥିବା ବେଳେ ସାରା ଏହାକୁ ଅବଜ୍ଞା…
ବାମଣ୍ଡା କପ୍: ବ୍ରହ୍ମପୁରକୁ ପରାସ୍ତ କରି ସେମିରେ କଟକ
ଦେବଗଡ଼,୨୯।୧୨(ଡି.ଏନ୍.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୨ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟର ଗୁରୁବାର ମ୍ୟାଚରେ ବ୍ରହ୍ମପୁରକୁ ପରାସ୍ତ କରି କଟକ ବିଜୟୀ ହୋଇଛି। ଆଲ୍ଫା ସ୍ପୋର୍ଟିଂ ବ୍ରହ୍ମପୁର ବନାମ ୟୁନିୟନ ସ୍ପୋର୍ଟିଂ କଟକ ମଧ୍ୟରେ ମ୍ୟାଚ ହୋଇଥିଲା। ମ୍ୟାଚରେ…
ଟି-୨୦ ପ୍ଲେୟାର ଅଫ ଦି ଇୟର ପୁରସ୍କାର ଦୌଡରେ ସୂର୍ଯ୍ୟକୁମାର
ନୂଆଦିଲ୍ଲୀ,୨୯।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୨୦୨୨ ବାର୍ଷିକ ପୁରସ୍କାର ପାଇଁ ଖେଳାଳିଙ୍କ ନାମ ତାଲିକାଭୁକ୍ତ କରିଛି। ଟି-୨୦ ସର୍ଟଲିଷ୍ଟରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ସୁର୍ଯ୍ୟକୁମାର ଯାଦବ ସ୍ଥାନ ପାଇଛନ୍ତି। ତାଙ୍କ ବ୍ୟତୀତ ଅନ୍ୟ ତିନି ଖେଳାଳିଙ୍କୁ ମଧ୍ୟ ସର୍ଟଲିଷ୍ଟ କରାଯାଇଛି। ଦିନିକିଆରେ…
ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର
ମୁମ୍ବାଇ,୨୯।୧୨: ଚଳିତ ବର୍ଷ ଟି-୨୦ରେ ଭାରତ ପାଇଁ ଚମତ୍କାର କରିଥିବା ସୂର୍ଯ୍ୟକୁମାର ଯାଦବ ଆଇସିସି ର଼୍ୟାଙ୍କିଙ୍ଗରେ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି। ବର୍ତ୍ତମାନ ସେ ଏକ ନୂତନ ଦାୟିତ୍ୱ ପାଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ସୂର୍ଯ୍ୟକୁମାର ଯାଦବଙ୍କୁ ଭାରତୀୟ…
ଦକ୍ଷିଣ ଆଫ୍ରିକା ହାରିଲା, ଭାରତକୁ ଫାଇଦା
ନୂଆଦିଲ୍ଲୀ,୨୯।୧୨:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ଦଳ କ୍ରମାଗତ ଦ୍ୱିତୀୟ ମ୍ୟାଚକୁ ଏକ ବଡ଼ ବ୍ୟବଧାନରେ ହରାଇଛି। ଫଳରେ ଦକ୍ଷିଣ ଆଫ୍ରିକା ଦଳର ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ପ୍ରବେଶ କରିବାର ଦାବି ଦୁର୍ବଳ ହୋଇଛି। ଏହି ବିଜୟ ସହିତ…
ମେଲବୋର୍ନରେ ଭାରତ-ପାକିସ୍ତାନ ଟେଷ୍ଟ ମ୍ୟାଚ ହେବା ନେଇ ଚର୍ଚ୍ଚା, ଭିକ୍ଟୋରିଆ ସରକାରଙ୍କ ଉଦ୍ୟମ…
ମେଲବୋର୍ନ,୨୯।୧୨ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୫ ବର୍ଷ ପରେ ପୁଣି ଟେଷ୍ଟ ମ୍ୟାଚ ଖେଳାଯିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କ୍ରିକେଟର ଦୀର୍ଘତମ ଫର୍ମାଟରେ, ଏହି ଦୁଇ ଦଳ ଶେଷ ଥର ପାଇଁ ୨୦୦୭ ରେ ମୁହାଁମୁହିଁ ହୋଇଥିଲେ…
ଇମର୍ଜିଂ ପ୍ଲେୟର ଦୌଡ଼ରେ ଅର୍ଶଦୀପ, ରେଣୁକା, ୟସ୍ତିକା
ଦୁବାଇ,୨୯ା୧୨(ପି.ଟି): ଆଇସିସି ଉଦୀୟମାନ ଖେଳାଳି (ଇମର୍ଜିଂ ପ୍ଲେୟର) ଦୌଡରେ ସାମିଲ ହୋଇଛନ୍ତି ଭାରତର ଅର୍ଶଦୀପ ସିଂ, ରେଣୁକା ସିଂ ଓ ୟସ୍ତିକା ଭାଟିଆ। ଦକ୍ଷିଣ ଆଫ୍ରିକାର ମାର୍କୋ ଜାନସେନ୍, ନ୍ୟୁଜିଲାଣ୍ଡର ଫିନ୍ ଆଲେଡ୍ ଏବଂ ଆଫଗାନିସ୍ତାନର ଇବ୍ରାହିମ୍ ଜାଦ୍ରାନଙ୍କ ସହିତ ସେ…
ତେଲଙ୍ଗାନାଠାରୁ ହାରିଲା ଓଡ଼ିଶା
ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପରାଜିତ ହୋଇଥିବାବେଳେ ତେଲେଙ୍ଗାନା, ମେଘାଳୟ ଓ ସିକ୍କିମ ବିଜୟ ହାସଲ କରିଛି। କ୍ୟାପିଟାଲ ଫୁଟବଲ ଆରେନାରେ ଅନୁଷ୍ଠିତ…
ପୁରସ୍କାର ରାଶି ଘୋଷଣାକଲା ହକି ଇଣ୍ଡିଆ
ଭୁବନେଶ୍ୱର,୨୯ା୧୨(ସ୍ପୋଟର୍ସ ବ୍ୟୁରୋ) : ଏଫ୍ଆଇଏଚ୍ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍ ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଖେଳାଳିଙ୍କ ମନୋବଳ ବଢାଇବା ପାଇଁ ପଦକ୍ଷେପ ନେଇଛି ହକି ଇଣ୍ଡିଆ।…
ଦଳକୁ ଫେରିଲେ ଭେଟେରାନ୍ ଶିଖା ପାଣ୍ଡେ
ନୂଆଦିଲ୍ଲୀ,୨୯ା୧୨ : ବୁଧବାର ମହିଳା ଟି୨୦ ବିଶ୍ୱକପ ଓ ଦକ୍ଷିଣ ଆଫ୍ରିକା ତ୍ରିରାଷ୍ଟ୍ରୀୟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ହରମନପ୍ରୀତ୍ କୌରଙ୍କ ନେତୃତ୍ୱରେ ଘୋଷଣା କରାଯାଇଥିବା ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ଭେଟେରାନ ଶିଖା ପାଣ୍ଡେ। ଭାରତର ଏହି ବରିଷ୍ଠ…
ଓଡ଼ିଶାର ଦୃଢ଼ ଜବାବ
ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ହରିୟାଣାକୁ ଦୃଢ଼ ଜବାବ ଦେଇଛି ଘରୋଇ ଓଡ଼ିଶା। ହରିୟାଣାର ପ୍ରଥମ ଇନିଂସ ସ୍କୋର ୩୩୮ ରନ ଜବାବରେ ଓଡ଼ିଶା ବୁଧବାର ଦ୍ୱିତୀୟ ଦିବସ ଖେଳ…

