ଅଧିନାୟକ ଭାବେ ପ୍ରଥମ ବିଜୟକୁ ନେଇ ପନ୍ତ କହିଲେ ଏମିତି
ବିଶାଖାପାଟଣା,୧୫।୬: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ରେ ଭାରତ ୪୮ ରନ୍ରେ ବିଜେତା ହୋଇଛି। ଉଭୟ ବୋଲିଂ ଏବଂ ବ୍ୟାଟିଂରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଟିମ୍ ଇଣ୍ଡିଆ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଛି। ତେବେ ଏହି ବିଜୟ ଭାରତୀୟ ଅଧିନାୟକ ଭାବେ...
ମୁଁ କାର୍ତ୍ତିକଙ୍କୁ ଟି୨୦ ବିଶ୍ୱକପ୍ ଟିମ୍ରେ ରଖିବି ନାହିଁ: ଗମ୍ଭୀର
ନୂଆଦିଲ୍ଲୀ,୧୫।୬: ଆଇପିଏଲ୍ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଏକ ଫିନିଶର ଭାବେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ଦୀନେଶ କାର୍ତ୍ତିକ। ଏହାକୁ ନେଇ ତାଙ୍କୁ ଟି-୨୦ ବିଶ୍ୱକପ୍ରେ ଫିନିଶର ଭାବେ ଚୟନ କରାଯିବା ଉଚିତ ବୋଲି ପ୍ରଶଂସକମାନେ ଦାବି କରି...
୪୮ ରନ୍ରେ ଜିତିଲା ଟିମ୍ ଇଣ୍ଡିଆ
ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ବିଜୟ ଲାଭ କରିଛି। ଏହି ‘କର ବା ମର’ ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଭାରତ।...
୪୮,୩୯୦ କୋଟି ଟଙ୍କାରେ ବିକ୍ରି ହେଲା ଆଇପିଏଲ୍ ମିଡିଆ ରାଇଟ୍
ନୂଆଦିଲ୍ଲୀ,୧୪।୬: ଆଗାମୀ ୫ ବର୍ଷ ଲାଗି ଆଇପିଏଲ୍ର ପ୍ରସାରଣ ଅଧିକାର ନିଲାମ ପ୍ରକ୍ରିୟା ମଙ୍ଗଳବାର ଶେଷ ହୋଇଛି। ଭାରତରେ ଟିଭି ଓ ଡିଜିଟାଲ ସମେତ ପୂରା ଆଇପିଏଲ ପ୍ରସାରଣ ଅଧିକାର ମୋଟ ୪୮,୩୯୦ କୋଟି ଟଙ୍କାରେ ବିକ୍ରି ହୋଇଥିବା ନେଇ...
ଦକ୍ଷିଣ ଆଫ୍ରିକାକୁ ୧୮୦ ରନ୍ର ଟାର୍ଗେଟ୍
ବିଶାଖାପଟନମ୍,୧୪।୬: ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଟିମ୍କୁ ୧୮୦ ରନ୍ର ଟାର୍ଗେଟ ଦେଇଛି ଭାରତ। ଟସ୍ରେ ହାରିବା ପରେ ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ...
ପୁଣି ଟସ୍ ହାରିଲେ ପନ୍ତ, ଚୂଡ଼ାନ୍ତ ଏକାଦଶରେ ପରିବର୍ତ୍ତନ ନାହିଁ…
ବିଶାଖାପଟନମ୍,୧୪।୬: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟରେ ବି ଭାରତ ଅଧିନାୟକ ଋଷଭ ପନ୍ତ ଟସ୍ ହାରିଛନ୍ତି। ପୂର୍ବରୁ ଦୁଇ ମ୍ୟାଚ୍ରେ ମଧ୍ୟ ସେ ଟସ୍ ହାରିଥିଲେ। ଉଭୟ ମ୍ୟାଚ୍ରେ ଦଳ ପରାଜିତ ହୋଇଥିଲା। ଫଳରେ ଆଜିର ମ୍ୟାଚ୍ଟି ବେଶ...
ଆଜି ଗୁରୁତ୍ୱପୂର୍ଣ୍ଣ ମୁକାବିଲା: ଜାଣନ୍ତୁ କେଉଁଠି, କେତେବେଳେ ଦେଖିବେ…
ନୂଆଦିଲ୍ଲୀ,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ଖେଳାଯିବ। ଋଷଭ ପନ୍ତଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍ ଲାଗି ଆଜିର ମୁକାବିଲା ‘କର ବା ମର’ ମ୍ୟାଚ୍ ସାବ୍ୟସ୍ତ ହେବ।...
ପୂର୍ବତନ କ୍ରିକେଟରଙ୍କ ବଢ଼ିଲା ପେନ୍ସନ
ନୂଆଦିଲ୍ଲୀ,୧୪।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପୂର୍ବତନ କ୍ରିକେଟର (ମହିଳା ଓ ପୁରୁଷ) ଏବଂ ଅମ୍ପାୟରଙ୍କ ପେନ୍ସନ ବୃଦ୍ଧି କରିଛି। ଯେଉଁ ପ୍ରଥମ ଶ୍ରେଣୀ କ୍ରିକେଟରମାନେ ମାସକୁ ୧୫,୦୦୦ ଟଙ୍କା ପାଉଥିଲେ ସେମାନେ ଏବେ ୩୦,୦୦୦ ପାଇବେ। ସେହିପରି ୩୭,୫୦୦...
ଇତିହାସ ରଚିଲେ ଜେମ୍ସ ଆଣ୍ଡରସନ୍: ୧୪୫ ବର୍ଷ ଟେଷ୍ଟ କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ନଟିଂହାମ,୧୪।୬: ଇଂଲଣ୍ଡର ତାରକା ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ଇତିହାସ ସୃଷ୍ଟି କରିଛନ୍ତି। ଟେଷ୍ଟ କ୍ରିକେଟରେ ୬୫୦ ଉଇକେଟ ନେବାରେ ଜେମ୍ସ ଆଣ୍ଡରସନ ଦୁନିଆର ପ୍ରଥମ ଦ୍ରୁତ ବୋଲର ହୋଇଛନ୍ତି। ୧୪୫ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର...
ଭାରତ ପାଇଁ ‘କର ବା ମର’ ମ୍ୟାଚ୍
ବିଶାଖାପଟନମ୍,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ବିଶାଖାପଟନମ୍ରେ ଖେଳାଯିବ। ଆଜି ଅର୍ଥାତ୍ ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍ରେ ଟିମ୍ ଇଣ୍ଡିଆ ପ୍ରତ୍ୟାବର୍ତ୍ତନ କରିବାକୁ ଚେଷ୍ଟା କରିବ।...
ବାରବାଟୀରେ ହାରିଲା ଟିମ୍ ଇଣ୍ଡିଆ
କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୪ ଉଇକେଟରେ ଟିମ୍ ଇଣ୍ଡିଆକୁ ହରାଇ ଦେଇଛି। ଏହି ବିଜୟ ସହ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୨-୦ର...
ବାରବାଟୀରେ ୧୪୮ ରନ୍ରେ ଅଟକିଲା ଭାରତ
କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।...
Archives


