ଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଦଳ ଘୋଷଣା

ନୂଆଦିଲ୍ଲୀ,୨୮।୧୨: ବିସିସିଆଇ ବୁଧବାର ମହିଳା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଘୋଷଣା କରିଛି। ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଦଳର ଉପ-ଅଧିନାୟକ ଭାବରେ ସ୍ମୃତି ମନ୍ଧନା ନିଯୁକ୍ତ ହୋଇଛନ୍ତି। ଫେବୃଆରୀ ୧୦ରୁ ଦକ୍ଷିଣ ଆଫ୍ରିକାରେ ଟି-୨୦…

ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ ବୁଧବାର…

ନୂଆ ବର୍ଷ ପୂର୍ବରୁ ହାର୍ଦ୍ଦିକ- ସୂର୍ଯ୍ୟକୁମାରଙ୍କୁ ବଡ଼ ଭେଟି, ଦୁହିଁଙ୍କ ବମ୍ପର ପ୍ରମୋଶନ…

ନୂଆଦିଲ୍ଲୀ,୨୮।୧୨: ନୂଆ ବର୍ଷ ଆସିବାକୁ ଆଉ ଦିନ କେଇଟା ବାକି। ହେଲେ ଏହା ପୂର୍ବରୁ ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ବଡ଼ ଉପହାର ମିଳିଛି। ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଥିବା…

୬ ବର୍ଷ ପରେ ସବୁଠୁ ଖରାପ ର଼୍ୟାଙ୍କିଙ୍ଗ୍‌ରେ ପହଞ୍ଚିଲେ କୋହଲି

ନୂଆଦିଲ୍ଲୀ,୨୮।୧୨: ବିରାଟ କୋହଲି ଟି-୨୦ କ୍ରିକେଟରେ ଦୃଢ ପ୍ରତ୍ୟାବର୍ତ୍ତନ କରିଛନ୍ତି କିନ୍ତୁ ଟେଷ୍ଟରେ ତାଙ୍କର ଖରାପ ପ୍ରଦର୍ଶନ ଜାରି ରହିଛି। ଏହାର ପ୍ରଭାବ ହେଉଛି ସର୍ବଶେଷ ଆଇସିସି ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ସେ ଦୁଇଟି ସ୍ଥାନ ଖସି ୧୪ତମ ସ୍ଥାନରେ ରହିଛନ୍ତି।…

ସ୍ତ୍ରୀଙ୍କ ସପକ୍ଷରେ ମତ ଦେଇ ଟ୍ରୋଲ ହେଲେ ଜାଡେଜା

ନୂଆଦିଲ୍ଲୀ,୨୮।୧୨: ଭାରତୀୟ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜିକାଲି କ୍ରିକେଟ ଅପେକ୍ଷା ଅନ୍ୟ ଫିଲ୍ଡରେ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ଗୁଜରାଟ ବିଧାନସଭା ନିର୍ବାଚନ ସମୟରେ ସେ ସ୍ତ୍ରୀ ରିଭାବାଙ୍କ ପାଇଁ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ରିଭାବା ଜାମନଗର ଉତ୍ତରରୁ…

ପୁଣି ଦଳରେ ମିଳିଲାନି ସୁଯୋଗ, ଡିପି ହଟାଇ ଭାବବିହ୍ବଳ ପୋଷ୍ଟ କଲେ ପୃଥ୍ବୀ…

ନୂଆଦିଲ୍ଲୀ,୨୮।୧୨: ଶ୍ରୀଲଙ୍କା ବିପକ୍ଷରେ ହେବାକୁ ଥିବା ଟି୨୦ ଏବଂ ଦିନିକିଆ ସିରିଜ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଥିବା ବେଳେ କିଛି ବାଦ୍‌ ପଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ପୃଥ୍ବୀ ଶ’ ରହିଛନ୍ତି। ମଙ୍ଗଳବାର…

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଦିନିକିଆ ତ୍ରିଶତକ ହାସଲ କରିପାରିବେ ଏହି ଖେଳାଳି

ନୂଆଦିଲ୍ଲୀ,୨୮।୧୨: ଭାରତୀୟ ଦଳ ବାଂଲାଦେଶି ବିପକ୍ଷରେ ଟେଷ୍ଟ ସିରିଜ ବିଜୟ ସହିତ ୨୦୨୨ କ୍ୟାଲେଣ୍ଡର ବର୍ଷ ଶେଷ କରିଛି। ଏହି ବିଜୟ ସହ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିବାର ସମ୍ଭାବନାକୁ ଦୃଢ କରିଛି। ଭାରତ ପାଇଁ ଏହା…

ଧୋନୀଙ୍କ ଝିଅକୁ ସ୍ବତନ୍ତ୍ର ଉପହାର ପଠାଇଲେ ମେସି

ନୂଆଦିଲ୍ଲୀ,୨୮।୧୨:ଫିଫା ବିଶ୍ୱକପ ୨୦୨୨ ଜିତି ଆର୍ଜେଣ୍ଟିନା ଇତିହାସ ସୃଷ୍ଟି କରିଛି। ପେନାଲ୍ଟି ସୁଟଆଉଟରେ ଡିଫେଣ୍ଡିଂ ଚାମ୍ପିଅନ ଫ୍ରାନ୍ସକୁ ୪-୨ରେ ପରାସ୍ତ କରିବା ପରେ ଲିଓନେଲ ମେସିଙ୍କ ନେତୃତ୍ୱାଧୀନ ଆର୍ଜେଣ୍ଟିନା ଟ୍ରଫି ଉଠାଇଥିଲା। ଭାରତରେ ମଧ୍ୟ ଆର୍ଜେଣ୍ଟିନାର ବିଜୟ ଉତ୍ସବ ପାଳନ କରାଯାଇଥିଲା।…

ଆକର୍ଷଣର କେନ୍ଦ୍ରରେ ଦିଶା, ରଣବୀର

ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଅନୁଷ୍ଠିତ ହେବ। କଟକରେ ଅନୁଷ୍ଠିତ ହେବ ଏହାର ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ। ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ୧୧ ଜାନୁୟାରୀ…

କେବଳ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି

ଭୁବନେଶ୍ୱର, ୨୮ା୧୨ (ସ୍ପୋଟର୍‌ସ ବ୍ୟୁରୋ): ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଉଦ୍‌ଘାଟନୀ ସମାରୋହ ପାଇଁ ବୁଧବାରଠାରୁ ଟିକେଟ ବିକ୍ରି ଆରମ୍ଭ ହେବ। କେବଳ ଅନ୍‌ଲାଇନରେ ଏହି ଟିକେଟ ଉପଲବ୍ଧ ଥିବା ବେଳେ ବୁଧବାର ଅପରାହ୍ନ…

ସୂର୍ଯ୍ୟକାନ୍ତଙ୍କୁ ୪ ଉଇକେଟ, ନିଶାନ୍ତଙ୍କ ଶତକ

ଭୁବନେଶ୍ୱର, ୨୮ା୧୨(ସ୍ପୋଟର୍‌ସ ବ୍ୟୁରୋ): କଟକର ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ଓଡ଼ିଶା ବିପକ୍ଷ ରଣଜୀ ଟ୍ରଫି ମ୍ୟାଚର ପ୍ରଥମ ଦିନରେ ୫ ଉଇକେଟରେ ୩୦୬ ରନ୍‌ କରିଛି ହରିୟାଣା। ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ଖେଳାଳି ନିଶାନ୍ତ ସିନ୍ଧୁ ଅପରାଜିତ…

ରାଉରକେଲାରେ ଭବ୍ୟ ସ୍ବାଗତ

ରାଉରକେଲା ଅଫିସ,୨୮ା୧୨: ରାଉରକେଲାରେ ପ୍ରଥମ ଥର ହକି ବିଶ୍ୱକପ୍‌ ଆୟୋଜନ ହେବାକୁ ଯାଉଥିବାରୁ ଦର୍ଶକଙ୍କ ମନରେ ନାହିଁ ନ ଥିବା ଉତ୍ସାହ ପରିଲକ୍ଷିତ ହୋଇଛି। ଝାରସୁଗୁଡା ଏୟାରପୋର୍ଟରୁ ବସ୍‌ ଯୋଗେ ଭାରତୀୟ ହକି ଦଳ ମଙ୍ଗଳବାର ସନ୍ଧ୍ୟା ୭ଟାରେ ରାଉରକେଲାରେ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?