‘ଘରୋଇ ପରିବେଶରୁ ଫାଇଦା ନେବୁ’
ଭୁବନେଶ୍ୱର, ୨୮ା୧୨(କ୍ରୀଡ଼ା ପ୍ରତିନିଧି): ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ହକି ବିଶ୍ୱକପ ଭୁବନେଶ୍ୱର ଏବଂ ରାଉରକେଲାରେ ଅନୁଷ୍ଠିତ ହେବ। ହକିର ଏହି ମହାକୁମ୍ଭରେ ଅଂଶଗ୍ରହଣ କରିବା ପାଇଁ ହରମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମଙ୍ଗଳବାର ଓଡ଼ିଶାରେ ପହଞ୍ଚତ୍ଛି। ବିଶ୍ୱକପ…
ଦୃଷ୍ଟିବାଧିତ ମହିଳା କ୍ରିକେଟ ଦଳର ପ୍ରସ୍ତୁତି ଶିବିର
ଭୁବନେଶ୍ୱର,୨୮ା୧୨(ସ୍ପୋଟର୍ସ ବ୍ୟୁରୋ): ଜାତୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟର ତୃତୀୟ ସଂସ୍କରଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଓଡ଼ିଶା ମହିଳା ଦଳ। ଦଳରେ ସାମିଲ ହେବାକୁ ଥିବା ୨୦ ଜଣିଆ ସମ୍ଭାବ୍ୟ ଖେଳାଳିଙ୍କୁ ନେଇ ଏହି ପ୍ରସ୍ତୁତି ଶିବିର ଅନୁଷ୍ଠିତ ହେଉଛି। ଦୃଷ୍ଟିବାଧିତ…
ଅଷ୍ଟ୍ରେଲିଆ ୧୯୭ ରନରେ ଆଗୁଆ
ମେଲବୋର୍ନ,୨୮ା୧୨(ପି.ଟି): ଶତକୀୟ ଟେଷ୍ଟରେ ଓପନର ଡେଭିଡ୍ ଓ୍ବାର୍ନରଙ୍କ ଦ୍ୱିଶତକ ବଳରେ ଦୃଢ ସ୍ଥିତିରେ ରହିଛି ଅଷ୍ଟ୍ରେଲିଆ। ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୧୮୯ ରନରେ ଅଲଆଉଟ ହୋଇଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା ଅଷ୍ଟ୍ରେଲିଆ ୩ ଉଇକେଟରେ ୩୮୬…
ରୋଲ୍ ବଲ୍ ଚାମ୍ପିୟନଶିପ ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର,୨୮ା୧୨(ସ୍ପୋଟର୍ସ ବ୍ୟୁରୋ): ରାଜସ୍ଥାନର ଜୟପୁରରେ ହେବାକୁ ଥିବା ୧୫ ତମ ଜାତୀୟ ସବ୍ ଜୁନିୟର ରୋଲ୍ ବଲ୍ ଚାମ୍ପିୟନଶିପ୍ରେ ଅଂଶଗ୍ରହଣ କରିଛନ୍ତି ଓଡ଼ିଶା ବାଳକ ଓ ବାଳିକା ଦଳ। ସାଇ ଶ୍ରୀୟାଂଶୁ ରାଉତଙ୍କ ନେତୃତ୍ୱରେ ୧୦ ଜଣିଆ ବାଳକ ଦଳ ଓ…
ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ
ପ୍ରିଟୋରିଆ (ଦକ୍ଷିଣ ଆଫ୍ରିକା), ୨୮ା୧୨ (ପି.ଟି.): ଭାରତର ୧୯ ବର୍ଷରୁ କମ୍ ମହିଳା କ୍ରିକେଟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚକୁ ୫୪ରନରେ ଜିତି ୫ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି।…
ବ୍ରିଜେଶ ଦମାନି ଜାତୀୟ ବିଲିୟାଡର୍ସ ଚାମ୍ପିୟନ
ନୂଆଦିଲ୍ଲୀ, ୨୮ା୧୨(ପି.ଟି.): ଇନ୍ଦୋରରେ ପିଏସ୍ପିବି (ପେଟ୍ରୋଲିୟମ ସ୍ପୋଟର୍ସ ପ୍ରମୋଶନ ବୋର୍ଡ)ର ଧ୍ରୁବ ସିଟ୍ଓ୍ବାଲଙ୍କୁ ୫-୩ରେ ହରାଇ ଏସିଆନ ଗେମ୍ସ ରୌପ୍ୟ ବିଜେତା ବ୍ରିଜେଶ ଦମାନି ପ୍ରଥମ ଥର ଜାତୀୟ ବିଲିୟାଡର୍ସ ଚାମ୍ପିୟନଶିପ୍ ଜିତିଛନ୍ତି। ଇଣ୍ଡିଆନ ଅଏଲ୍ସର ବ୍ରିଜେଶ କ୍ୱାର୍ଟରଫାଇନାଲ ଓ ସେମିଫାଇନାଲରେ…
ହାର୍ଦ୍ଦିକ ପାଣ୍ଡ୍ୟା ଟି୨୦ ଅଧିନାୟକ
ନୂଆଦିଲ୍ଲୀ, ୨୮ା୧୨ (ପି.ଟି.): ଆଗାମୀ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭାରତୀୟ ଦଳର ଅଧିନାୟକ ମନୋନୀତ କରାଯାଇଛି। ରୋହିତ ଶର୍ମା କିନ୍ତୁ ଅନ୍ତର୍ଜାତୀୟ ଦିନିକିଆ ଦଳର ଅଧିନାୟକ ରହିବେ। ବିରାଟ…
ଏମିତି ଖେଳିଲେ ୩୦୦ ରନ୍ ପକ୍କା… ଏହି କ୍ରିକେଟରଙ୍କୁ ନେଇ ଗାଭାସ୍କର କଲେ ବଡ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୨୭।୧୨: ଟିମ୍ ଇଣ୍ଡିଆର ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଇଶାନ କିଶନଙ୍କୁ ନେଇ ବଡ ଭବିଷ୍ୟବାଣୀ କରିଛନ୍ତି ପୂର୍ବ କ୍ରିକେଟର ସୁନୀଲ ଗାଭାସ୍କର। ଦିନିକିଆରେ ତ୍ରିଶତକ ମାରିବାର କ୍ଷମତା ତାଙ୍କର ରହିଛି ବୋଲି ଗାଭାସ୍କର କହିଛନ୍ତି। ସୋନି ଷ୍ଟୋଟ୍ସ ସହ କଥାବାର୍ତ୍ତାରେ ଗାଭାସ୍କର…
ହକି ବିଶ୍ୱକପ୍କୁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ନିମନ୍ତ୍ରଣ, ସାଦରରେ ଗ୍ରହଣ କଲେ ଶିବରାଜ
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍ ଅନୁଷ୍ଠିତ ହେବ। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍ ଆୟୋଜନ କରୁଥିବାରୁ ଏଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ…
୧୭ଜଣ ପିସିବି ଅଫିସକୁ ପଶି ଆସିଲେ, ଜିନିଷପତ୍ର ବି ନେବାକୁ ଦେଲେନି: ରମିଜ
ଇସଲାମାବାଦ,୨୭।୧୨: ଆଜିକାଲି ପାକିସ୍ତାନ କ୍ରିକେଟରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରଥମେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ସଭାପତି ପଦରୁ ରମିଜ ରାଜାଙ୍କୁ ହଟାଯାଇ ନଜମ ସେଠୀଙ୍କୁ ନିଯୁକ୍ତ କରାଯାଇଥିଲା। ପରେ ଚୟନ କମିଟିରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଏସବୁ ପରିବର୍ତ୍ତନ ମଧ୍ୟରେ…
ସନ୍ନ୍ୟାସ ଘୋଷଣା କଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୨୭।୧୨: ଦକ୍ଷିଣ ଆଫ୍ରିକାର ସୀମିତ ଓଭର ବିଶେଷଜ୍ଞ ତଥା ପୂର୍ବତନ ଟି -୨୦ ଅନ୍ତର୍ଜାତୀୟ ଅଧିନାୟକ ଫରହାନ୍ ବେହେରଡିଏନ୍ ମଙ୍ଗଳବାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୩୯ ବର୍ଷୀୟ ଏହି କ୍ରିକେଟର ସୋସିଆଲ ମିଡିଆ ମାଧ୍ୟମରେ ଅବସର ନେବାକୁ ତାଙ୍କ ନିଷ୍ପତ୍ତି…
ଇତିହାସ ରଚିଲେ ଓ୍ବାର୍ନର
ମେଲବୋର୍ନ,୨୭।୧୨:ବକ୍ସିଂ ଡେ ଟେଷ୍ଟ ମ୍ୟାଚରେ ଡେଭିଡ ୱାର୍ନର ଦକ୍ଷିଣ ଆଫ୍ରିକା ବିପକ୍ଷରେ ଇତିହାସ ସୃଷ୍ଟି କରିଛନ୍ତି। ୱାର୍ନର ତାଙ୍କର ୧୦୦ତମ ଟେଷ୍ଟ ମ୍ୟାଚରେ ଦ୍ୱିଶତକ ହାସଲ କରିଛନ୍ତି। ସେ ତାଙ୍କ ଇନିଂସରେ ୨୫୪ ବଲରେ ୨୦୦ ରନ କରିଥିଲେ। ଏହି ସମୟ…

