ଭାରତ-ଦକ୍ଷିଣ ଆଫ୍ରିକା ଟିମ୍ର ଖେଳାଳିଙ୍କୁ ଭବ୍ୟ ସ୍ବାଗତ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଜୁନ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ ଲାଗି ଭାରତ ଓ ଦକ୍ଷିଣ ଆଫ୍ରିକାର ଖେଳାଳି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ...
ସଚିନଙ୍କ ପାଇଁ ଆଜି ମୁଁ ଷ୍ଟାର: ଶୋଏବ ଅଖତର
ନୂଆଦିଲ୍ଲୀ,୧୦।୬: ପାକିସ୍ତାନର ସର୍ବୋତ୍ତମ ଦ୍ରୁତ ବୋଲରମାନଙ୍କ ମଧ୍ୟରୁ ଶୋଏବ ଅଖତର ଅନ୍ୟତମ। ନିଜ କ୍ୟାରିୟରରେ ସେ ନିଜର ପ୍ରଭାବୀ ବୋଲିଂ ପାଇଁ ଚର୍ଚ୍ଚାରେ ରହିଆସୁଥିଲେ। ଏବେ ଅବସର ନେବା ପରେ ମଧ୍ୟ ସେ ତାଙ୍କ ବିବୃତ୍ତିକୁ ନେଇ ଲାଇମଲାଇଟ୍ରେ ରହିଥାନ୍ତି।...
ଅଧିନାୟକ ଭାବେ ଡେବ୍ୟୁରେ ହେଲେ ଫେଲ୍, କୋହଲିଙ୍କ ସ୍ବତନ୍ତ୍ର କ୍ଲବରେ ସାମିଲ
ନୂଆଦିଲ୍ଲୀ,୧୦।୬: ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଡେବ୍ୟୁ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଗୁରୁବାର ଦିଲ୍ଲୀରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଟିମ୍ ଭାରତକୁ ୭ ଉଇକେଟରେ ପରାସ୍ତ କରିଛି। ଅତିଥି...
ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ ଝଟ୍କା
ନୂଆଦିଲ୍ଲୀ,୧୦।୬: ଶୁକ୍ରବାରଠାରୁ ଟ୍ରେଣ୍ଟବ୍ରିଜ୍ରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡ ଟିମ୍କୁ ବଡ଼ ଝଟ୍କା ଲାଗିଛି। ଦଳର ଅଧିନାୟକ କେନ ଓ୍ବିଲିୟମସନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ସେ ମୁକାବିଲାରୁ ବାହାର ହୋଇଛନ୍ତି।...
କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
ମୁଲତାନ,୧୦।୬: ପାକିସ୍ତାନ ଅଧିନାୟକ ବାବର ଆଜାମ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ଚମତ୍କାର ଫର୍ମ ଜାରି ରଖି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ତାଙ୍କ ଶତକ ଯୋଗୁ ୩୦୬ ରନ୍ର ଟାର୍ଗେଟ ପିଛା କରୁଥିବା ପାକିସ୍ତାନ ୪...
ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ ହରାଇଲା ଭାରତ
ନୂଆଦିଲ୍ଲୀ,୧୦।୬: ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟିମ ଇଣ୍ଡିଆକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ଲଜ୍ଜାଜନକ ପରାଜୟ ସହିତ ଟିମ ଇଣ୍ଡିଆ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି କରିବାର...
ଭାରତୀୟ କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ନୂଆଦିଲ୍ଲୀ,୧୦।୬: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭ ଉଇକେଟ ନେଇ ଭାରତକୁ ପରାସ୍ତ କରିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ଚାରି ଉଇକେଟ...
ବାରବାଟୀ ମ୍ୟାଚ୍: ଆଜି ପହଞ୍ଚିବେ ଦୁଇ ଟିମ୍
ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ୍ ମ୍ୟାଚ୍ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଉଭୟ ଦଳର ଖେଳାଳି ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା...
ପ୍ରଥମ ଦିନରେ ଟିକେଟ ଶେଷ
କଟକ ଅଫିସ, ୧୦ା୬: ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଟି୨୦ମ୍ୟାଚ୍ ପାଇଁ ପ୍ରଥମ ଦିନରେ ଟିକେଟ ବିକ୍ରି ଶେଷ ହୋଇଛି। ଗୁରୁବାର ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଥିଲା।...
ମିଲର-ଡୁସେନ ଛଡ଼ାଇ ନେଲେ ମ୍ୟାଚ୍
ନୂଆଦିଲ୍ଲୀ,୯।୬: ୨୧୧ ରନ୍ର ବିଶାଳ ଟାର୍ଗେଟ ଛିଡ଼ା କରିବା ସତ୍ତ୍ୱେ ଭାରତ ବିଜୟ ସ୍ବାଦ ଚାଖିପାରି ନାହିଁ। ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ଗୁରୁବାର ଦକ୍ଷିଣ ଆଫ୍ରିକା ୫ ବଲ ପୂର୍ବରୁ ୭ ଉଇକେଟରେ ମ୍ୟାଚ୍କୁ ଜିତି ନେଇଛି। ଦକ୍ଷିଣ...
ଦକ୍ଷିଣ ଆଫ୍ରିକାର ଆଗରେ ୨୧୨ ରନ୍ର ଟାର୍ଗେଟ୍
ନୂଆଦିଲ୍ଲୀ,୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ ଗୁରୁବାର ଆରମ୍ଭ ହୋଇଯାଇଛି। ଅରୁଣ ଜେଟ୍ଲି ଷ୍ଟାଡିୟମରେ ଆରମ୍ଭ ହୋଇଥିବା ସିରିଜ୍ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି...
ଟସ୍ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି
ନୂଆଦିଲ୍ଲୀ,୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟିି-୨୦ ଶୃଙ୍ଖଳା ଗୁରୁବାର ଆରମ୍ଭ ହୋଇଛି। ଅରୁଣ ଜେଟଲି ଷ୍ଟାଡିୟମରେ ଆରମ୍ଭ ହୋଇଥିବା ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ପ୍ରଥମେ...
Archives


