ଖେଳ

ଆଜି ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୯।୬: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ମୁକାବିଲାରୁ ଭାରତୀୟ ଟିମ୍‌ରେ ପରିବର୍ତ୍ତନ କରାଯାଇଛି। ଅଧିନାୟକ ରୋହିତ ଶର୍ମାଙ୍କୁ ଆରାମ ଦିଆଯାଇଥିବା ବେଳେ ଋଷଭ ପନ୍ତଙ୍କ ଏହି ଦାୟିତ୍ୱ ତୁଲାଇବେ।...

ବାରବାଟୀ ମ୍ୟାଚ୍‌ ଖେଳିବେନି ରାହୁଲ

ନୂଆଦିଲ୍ଲୀ,୮ା୬: ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ନୈରାଶଜନକ ଖବର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ଏକ ବଡ଼ ଝଟ୍‌କା। ବାରବାଟୀ ମ୍ୟାଚ୍‌ ଖେଳିବେନି ଅଧିନାୟକ କେ.ଏଲ୍‌ ରାହୁଲ। ପ୍ରଥମ ମୁକାବିଲା ଗୁରୁବାର ଦିଲ୍ଲୀର...

ଥୋମାସ କପ୍‌ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି।...

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ମିତାଲି

ନୂଆଦିଲ୍ଲୀ,୮।୬: ଭାରତୀୟ ମହିଳା କ୍ରିକେଟର ଟେଷ୍ଟ ଏବଂ ଦିନିକିଆ ଟିମ୍‌ର ଅଧିନାୟକ ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୯ ବର୍ଷୀୟ ମିତାଲି ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତିନିଧିତ୍ୱ କରି ଅନେକ ରେକର୍ଡ ନିଜ ନାମରେ...

ଝିଅଙ୍କ ଲାଗି ପ୍ରାର୍ଥନା କରିବାକୁ କହିଲେ ଆସିଫ

ନୂଆଦିଲ୍ଲୀ,୮।୬: ପାକିସ୍ତାନ କ୍ରିକେଟର ଆସିଫ ଆଫ୍ରିଦିଙ୍କ ଝିଅ ଅସୁସ୍ଥ। ତାଙ୍କୁ ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାକୁ ନେଇ ସେ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇବା ସହ ଝିଅଙ୍କ ଲାଗି ପ୍ରାର୍ଥନା କରିବାକୁ ଅପିଲ କରିଛନ୍ତି। ପୋଷ୍ଟକୁ...

ଏହି ୭ କମ୍ପାନୀରୁ ରୋଜଗାର କରୁଛନ୍ତି ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ଡ୍ରୋନ ଷ୍ଟାର୍ଟଅପ ଗରୁଡ ଏରୋସ୍ପେସରେ ଅଂଶଧନ କିଣିଛନ୍ତି। ୨୬ଟି ସହରରେ ଏହି କମ୍ପାନୀର ୩୦୦ରୁ ଅଧିକ ଡ୍ରୋନ ଏବଂ ୫୦୦ ପାଇଲଟ କାର୍ଯ୍ୟ କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ...

ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏମିତି ଉପଲବ୍ଧି ହାସଲ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୬:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ବ୍ୟାଟ୍‌ ହୁଏତ ପଡ଼ିଆରେ ଚାଲୁନାହିଁ, କିନ୍ତୁ ସେ ସୋସିଆଲ ମିଡିଆରେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ଇନଷ୍ଟାଗ୍ରାମରେ ପ୍ରଥମ କ୍ରିକେଟର ଭାବେ ତାଙ୍କ ଫଲୋଅର୍ସ ସଂଖ୍ୟା ୨୦୦ ମିଲିୟନରେ ପହଞ୍ଚିଛି। ଏପରି...

ହାର୍ଦ୍ଦିକ କହିଲେ କିଏ ପ୍ରିୟ

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ପରେ ଏବେ ଜାତୀୟ ଦଳକୁ ଫେରିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ନିଜର ଯୁବ ସମୟରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଏବଂ କିମ୍ବଦନ୍ତୀ ଅଲରାଉଣ୍ଡର ଜ୍ୟାକ୍‌ କଲିସଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ସେ। ହେଲେ...

ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ

କଟକ ଅଫିସ,୭।୬: ଆସନ୍ତା ଜୁନ୍‌ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର...

ସ୍ପେନ୍‌ ମାଟିରେ ମେସି ଦେଖାଇଲେ ଚମକ

ମାଡ୍ରିଡ୍‌, ୭।୬: ସ୍ପେନ୍‌ ମାଟିରେ ପୁଣି ଥରେ ଦେଖିବାକୁ ମିଳିଛି ଲିଓନେଲ ମେସିଙ୍କ ଚମକ। ଆର୍ଜେଣ୍ଟିନା ଷ୍ଟ୍ରାଇକର ରବିବାର ଇଷ୍ଟୋନିଆ ବିପକ୍ଷ ଏକ ବନ୍ଧୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୫ ଗୋଲ ସ୍କୋର କରିଛନ୍ତି। ଆର୍ଜେଣ୍ଟିନାକୁ ୫-୦ର ବୃହତ୍‌ ବିଜୟ ଦେବା...

ଆଇଏଲ୍‌ ଟି୨୦ରେ ଭାଗନେବେ ୬ ଫ୍ରାଞ୍ଚାଇଜ

ଦୁବାଇ,୭।୬: ଏମିରେଟ୍ସ କ୍ରିକେଟ ବୋର୍ଡ(ଇସିବି) ଦ୍ୱାରା ଆରମ୍ଭ ହେବାକୁ ଥିବା ୬ ଦଳ ବିଶିଷ୍ଟ ଲିଗ୍‌କୁ ଇଣ୍ଟରନ୍ୟାଶନାଲ ଲିଗ୍‌ ଟି୨୦ (ଆଇଏଲ୍‌ ଟି୨୦) କୁହାଯିବ। ଏ ନେଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି। ଫ୍ରାଞ୍ଚାଇଜ୍‌ଭିତ୍ତିକ ଲିଗ୍‌ର ପ୍ରଥମ ସିଜନରେ ୩୪...

ପୂର୍ବତନ କ୍ରିକେଟରଙ୍କ ପିତା ଗିରଫ

ଭୋପାଳ,୭।୬: ପୂର୍ବତନ ଭାରତୀୟ କ୍ରିକେଟର ନମନ ଓଝାଙ୍କ ପିତା ବିନୟ ଓଝାଙ୍କୁ ମୁଲତାଇ ପୋଲିସ ଗିରଫ କରିଛି। ବ୍ୟାଙ୍କ ମ୍ୟାନେଜର ଭାବେ ବିନୟ ୧.୨୫ କୋଟି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଛି। ପୋଲିସ ତାଙ୍କୁ ଗିରଫ କରି କୋର୍ଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri