ଖେଳ

ସେନ ଓ୍ବାର୍ନଙ୍କ ସମ୍ମାନର୍ଥେ କ୍ରିକେଟ୍‌ ଅଷ୍ଟ୍ରେଲିଆ ନେଲା ବଡ଼ ନିଷ୍ପତ୍ତି

ମେଲବୋର୍ନ,୨୬।୧୨: ବିଶ୍ୱ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ କ୍ରିକେଟର ସ୍ବର୍ଗତ ଅଷ୍ଟ୍ରେଲୀୟ ସ୍ପିନର ସେନ୍‌ ୱାର୍ନଙ୍କୁ ସମ୍ମାନିତ କରିବା ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଏକ ବଡ଼ ନିଷ୍ପତ୍ତି ନେଇଛି। କ୍ରିକେଟ ଅଷ୍ଟ୍ରେଲିଆ ବର୍ତ୍ତମାନ ଦ୍ୱିତୀୟ ସମ୍ମାନଜନକ ପୁରସ୍କାର ଅଷ୍ଟ୍ରେଲିଆ ପୁରୁଷ ଟେଷ୍ଟ ପ୍ଲେୟାର…

ଅଶ୍ୱିନଙ୍କୁ ‘ବୈଜ୍ଞାନିକ’ ଆଖ୍ୟା ଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୬।୧୨: ବାଂଲାଦେଶ ବିପକ୍ଷରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ଶ୍ରେୟସ ଆୟର ଭାରତକୁ ପରାଜୟରୁ ମୁହଁରୁ ରକ୍ଷା କରିଥିଲେ। ଏହି ବିଜୟ ସହିତ ଭାରତୀୟ ଦଳ ମଧ୍ୟ ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୦ରେ ଜିତିଛି। ୧୪୫ ରନ୍‌ର…

ଟେଷ୍ଟଠାରୁ ଟି-୨୦ ପର୍ଯ୍ୟନ୍ତ ସବୁଠି ଭାରତର ଦବ୍‌ଦବା

ନୂଆଦିଲ୍ଲୀ,୨୬।୧୨: ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ଏହାସହ ଟିମ ଇଣ୍ଡିଆ ୨୦୨୨ ବର୍ଷର ଶେଷ ଟେଷ୍ଟ ସିରିଜ ଏବଂ ଶେଷ ମ୍ୟାଚ ଜିତିଥିଲା। ଯଦି ଟିମ ଇଣ୍ଡିଆର ଚଳିତବର୍ଷର ସମଗ୍ର ପ୍ରଦର୍ଶନକୁ ଦେଖାଯାଏ,…

ଦିବ୍ୟାଙ୍ଗ ଦୁଃସାହସିକ କ୍ରୀଡ଼ା ଶିବିରରେ ଓଡ଼ିଶାରୁ ୧୧

ଭୁବନେଶ୍ୱର,୨୬ା୧୨(ସ୍ପୋଟର୍‌ସ ବ୍ୟୁରୋ): ପଶ୍ଚିମବଙ୍ଗ ରାଜ୍ୟ କ।ଲିମ ପୋଙ୍ଗ ଜିଲାର ଦୁର୍ଗମ ଜଙ୍ଗଲ ଓ ପାହାଡ଼ଭରା ଦାରସିଂ ଅଞ୍ଚଳରେ ଡିସେମ୍ବର ୧୮ରୁ ୨୩ ଯାଏ ଅନୁଷ୍ଠିତ ହୋଇଛି ଜାତୀୟ ଦୁଃସାହସିକ କ୍ରୀଡ଼ା ଓ ପ୍ରକୃତିକୁ ଚିହ୍ନିବା ଶିବିର। ୭ରୁ ୨୫ ବୟସ ବର୍ଗର…

ଅଦିତି, ସାର୍ଥକ, ଅଙ୍କିତ, ଅର୍ଣ୍ଣବ ଚାମ୍ପିୟନ୍‌

ଭୁବନେଶ୍ୱର,୨୬ା୧୨(ସ୍ପୋଟର୍‌ସ ବ୍ୟୁରୋ): ପ୍ରଥମ ପ୍ରସନ୍ନ କୁମାର ମଲ୍ଲିକ ଶିଶୁ ସ୍ମୃତି ଚେସ୍‌ ଚାମ୍ପିୟନଶିପ୍‌ରେ ବିଭିନ୍ନ ବୟସ ବର୍ଗରେ ଅଦିତି, ସାର୍ଥକ, ଅଙ୍କିତ, ଅର୍ଣ୍ଣବ ଚାମ୍ପିୟନ୍‌ ଆଖ୍ୟା ଅର୍ଜନ କରିଛନ୍ତି। ୭ ବର୍ଷରୁ କମ୍‌ ବୟସ ବର୍ଗରେ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଅଦିତି ମହାରଣା…

ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଅନୁଗୋଳ ଅଫିସ, ୨୬ା୧୨ : ଅନୁଗୋଳ ଜିଲା କ୍ରିକେଟ ସଂଘର ରୌପ୍ୟ ଜୟନ୍ତୀ ଅବସରରେ ଆୟୋଜିତ ସର୍ବଭାରତୀୟ ଅନୁଗୋଳ କପ୍‌ କ୍ରିକେଟ୍‌ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ଅନୁଗୋଳ କ୍ରିକେଟ୍‌ କ୍ଲବକୁ ହରାଇ କଟକର ୟୁନିୟନ ସ୍ପୋର୍ଟିଂ ଟିମ୍‌…

ରାଉରକେଲାରେ ଟିକେଟ୍‌ ଶେଷ

ଭୁବନେଶ୍ୱର,୨୬ା୧୨(ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଆୟୋଜିତ ହେବାକୁଥିବା ହକି ବିଶ୍ୱକପ୍‌କୁ ନେଇ ଫ୍ୟାନ୍‌ଙ୍କ ମଧ୍ୟରେ ଦେଖାଦେଇଛି ପ୍ରବଳ ଉତ୍ସାହ। ସମଗ୍ର ବିଶ୍ୱର ନଜର ଏହି ଟୁର୍ନାମେଣ୍ଟ ଉପରେ ରହିଛି। ବିଶ୍ୱର ୧୬ଟି ଶକ୍ତିଶାଳୀ…

‘ଓଡ଼ିଶା ହକିର ହବ୍‌ ବୋଲି ଦେଖାଇବାକୁ ପଡ଼ିବ’

ଭୁବନେଶ୍ୱର,୨୬।୧୨(କ୍ରୀଡ଼ା ପ୍ରତିନିଧି): ପୁରୁଷ ବିଶ୍ୱକପ୍‌ ହକି ଟ୍ରଫି ରବିବାର ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପରିକ୍ରମା କରିବା ପରେ ଶେଷରେ କିଟ୍‌ ପରିସରରେ ପହଞ୍ଚିଥିଲା। କିଟ୍‌ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ୨ରୁ କିଟ୍‌ ଓ କିସ୍‌ର ଛାତ୍ରୀଛାତ୍ର ଏବଂ କର୍ମଚାରୀମାନେ ଟ୍ରଫିକୁ କିଟ୍‌ ଷ୍ଟାଡିୟମ୍‌…

ହକି ଟ୍ରଫିକୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ଭୁବନେଶ୍ୱର ଓ ରାଉରକେଲାରେ ହେବାକୁଥିବା ହକି ବିଶ୍ୱକପ୍‌ ପାଇଁ ଉତ୍କଣ୍ଠା ବଢ଼ିଛି। ନୂଆ ରୂପରେ ସଜେଇ ହେଉଛି ଉଭୟ ସହର। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଭ୍ରମଣ କରିବା ପରେ ବିଶ୍ୱକପ୍‌ ଟ୍ରଫି ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଛି।…

ବାମଣ୍ଡା କପ୍‌: କଟକକୁ ହରାଇ ସେମିରେ ସମ୍ବଲପୁର

ଦେବଗଡ଼,୨୫।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡ଼ିୟମରେ ୩୨ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ କଟକକୁ ହରାଇ ସମ୍ବଲପୁର ବିଜୟୀ ହୋଇଛି। କଟକ ରାଜିଜିଂ ଷ୍ଟୁଡେଣ୍ଟ ବନାମ ସମ୍ବଲପୁର ଆଭାର ଟାଇଗର ମଧ୍ୟରେ ଖେଳ ହୋଇଥିଲା। ଏଥିରେ ସମ୍ବଲପୁର…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍‌ରେ ପହଞ୍ଚିବା ଭାରତ ପାଇଁ ନୁହେଁ ସହଜ: ଜାଣନ୍ତୁ କ’ଣ ରହିଛି ସମୀକରଣ

ଢାକା,୨୫।୧୨: ଭାରତ ବାଂଲାଦେଶକୁ ତିନି ଉଇକେଟରେ ପରାସ୍ତ କରି ଦୁଇ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୦ରେ ଜିତିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପଏଣ୍ଟ ଟେବୁଲରେ ନିଜର ସ୍ଥିତିକୁ ଆହୁରି ଦୃଢ କରିଛି। ଭାରତ ଦ୍ୱିତୀୟ…

ବାଂଲାଦେଶ ମୁହଁରୁ ବିଜୟ ଛଡାଇ ଆଣି ଭାରତ କଲା ଏମିତି ରେକର୍ଡ

ଢାକା,୨୫।୧୨: ଢାକାରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତ ବାଂଲାଦେଶକୁ ତିନି ଉଇକେଟରେ ପରାସ୍ତ କରି ସିରିଜକୁ ୨-୦ରେ ଜିତି ନେଇଛି। ଏହି ମ୍ୟାଚରେ, ଆର ଅଶ୍ୱିନ ଏବଂ ଶ୍ରେୟସ ଆୟରଙ୍କ ଦମ୍‌ଦାର ଇନିଂସ ଯୋଗୁ ଟିମ ଇଣ୍ଡିଆ ବାଂଲାଦେଶର ହାତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?