କ୍ରିକେଟ୍ ଇତିହାସରେ ଏମିତି ରେକର୍ଡ, ଯାହା ଆଜି ବି ଅତୁଟ
କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଚାଲର୍ସ ଲାରା କ୍ରିକେଟ ପଡ଼ିଆରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ରେକର୍ଡ କରିବା ସହିତ ସେ ଅନେକ ମହାନ କ୍ରିକେଟରଙ୍କ ରେକର୍ଡ ମଧ୍ୟ ଭାଙ୍ଗିଥିଲେ। ଜୁନ ୬ ଲାରା ପାଇଁ ଏକ ବିଶେଷ ଦିନ। ୧୯୯୪ରେ...
ଚାଷୀଙ୍କ କାର୍ଯ୍ୟକୁ ଆହୁରି ସହଜ କରିବେ ଧୋନୀ
ଚେନ୍ନାଇ,୬।୬:ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଡ୍ରୋନ କମ୍ପାନୀ ଗରୁଡର ଅଂଶଧନ କିଣିଛନ୍ତି। ଏହି କମ୍ପାନୀ ଡ୍ରୋନ ତିଆରି କରେ ଏବଂ ଦେଶରେ କୃଷି ସମ୍ବନ୍ଧୀୟ ପ୍ରଣାଳୀରେ ଉନ୍ନତି ଆଣେ। ଗରୁଡ କମ୍ପାନୀ ଡ୍ରୋନ ମାଧ୍ୟମରେ ଚାଷୀଙ୍କ କାର୍ଯ୍ୟକୁ...
ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍: ନାଡାଲ ପୁଣି ଚାମ୍ପିୟନ
ପ୍ୟାରିସ,୫।୬: ସ୍ପେନର ରାଫେଲ ନାଡାଲ ପୁଣି ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍ ଚାମ୍ପିଅନ ହୋଇଛନ୍ତି। ରବିବାର ଖେଳାଯାଇଥିବା ଏକପାଖିଆ ଫାଇନାଲ ମ୍ୟାଚରେ ୩୬ ବର୍ଷୀୟ ନାଡାଲ ନରୱେର କାସପର୍ ରୁଡଙ୍କୁ ୬-୩, ୬-୩, ୬-୦ ସେଟ୍ରେ ପରାସ୍ତ କରିଛନ୍ତି। ଦୁଇ ଖେଳାଳିଙ୍କ...
ଇତିହାସ ରଚିଲେ ଏହି କ୍ରିକେଟର୍
ଲର୍ଡସ,୫।୬: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଇଂଲଣ୍ଡ ବିଜୟ ହାସଲ କରିଛି। ଲର୍ଡସ ଟେଷ୍ଟର ଚତୁର୍ଥ ଦିନରେ ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ୫ ଉଇକେଟ୍ରେ ପରାସ୍ତ କରିଛନ୍ତି। ପ୍ରଥମ ଇନିଂସରେ ଖରାପ ବ୍ୟାଟିଂ କରିବା ପରେ ଇଂଲଣ୍ଡ...
ସଚିନଙ୍କୁ ଜାଣିଶୁଣି ଆହତ କରିବାକୁ ଚାହୁଁଥିଲେ ଏହି ପାକିସ୍ତାନ ବୋଲର୍: ନିଜେ କଲେ ଖୁଲାସା
ଇସଲାମାବାଦ୍,୫।୬: ପୂର୍ବତନ ମହାନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ପ୍ରାୟ ୨୪ ବର୍ଷ ଧରି କ୍ରିକେଟ୍ରେ ରାଜୁତି କରିଥିଲେ। ନିଜ କ୍ୟାରିୟରରେ ସଚିନ ଅନେକ କିମ୍ବଦନ୍ତୀ ବୋଲରଙ୍କ ସମ୍ମୁଖୀନ ହୋଇଥିଲେ। ଏଥିରେ ସାମିଲ ଥିଲେ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ...
୧୪ ବର୍ଷ ପରେ କ୍ଷମା ମାଗିଲେ ହରଭଜନ
ନୂଆଦିଲ୍ଲୀ,୫।୬: ପୂର୍ବତନ କ୍ରିକେଟର୍ ହରଭଜନ ସିଂ ଭାରତର ଅନ୍ୟତମ ସଫଳ ବୋଲର। ଅନେକ ବିବାଦ କାରଣରୁ ହରଭଜନ ଚର୍ଚ୍ଚାରେ ଥିଲେ। ୧୪ ବର୍ଷ ପୂର୍ବେ ହୋଇଥିବା ଭୁଲ ପାଇଁ ହରଭଜନ ସିଂ ନିକଟରେ କ୍ଷମା ମାଗିଛନ୍ତି। ୨୦୦୮ରେ ଆଇପିଏଲ ଆରମ୍ଭ...
ଏମ୍ପି ସତ୍ତ୍ୱେ ଆଇପିଏଲ୍ରେ କାହିଁକି କରୁଛନ୍ତି କାମ? ସମାଲୋଚକଙ୍କ ମୁହଁ ବନ୍ଦ କଲେ…
ନୂଆଦିଲ୍ଲୀ,୪।୬: ପୂର୍ବତନ କ୍ରିକେଟର ତଥା ବର୍ତ୍ତମାନର ଏମ୍ପି ଗୌତମ ଗମ୍ଭୀର ଆଇପିଏଲ୍ରେ କମେଣ୍ଟ୍ରି କରୁଥିବା ନଜର ଆସିଥିଲେ। ଏହାକୁ ନେଇ ତାଙ୍କୁ ସମାଲୋଚିତ ହେବାକୁ ପଡ଼ିଥିଲା। ଏମ୍ପି ହେବା ସତ୍ତ୍ୱେ ସେ କମେଣ୍ଟ୍ରି କରି ରୋଜଗାର କରୁଥିବା ଲୋକେ କହୁଥିଲେ।...
ମାତ୍ର ୮ ରନ୍ରେ ଅଲଆଉଟ୍; ୭ ବଲ୍ରେ ମ୍ୟାଚ୍ ଜିତିନେଲା ବିରୋଧୀ ଟିମ୍
ନୂଆଦିଲ୍ଲୀ,୪।୬: ମାତ୍ର ୮ ରନ୍ କରି ଅଲଆଉଟ୍ ହେଲା ଟିମ୍। ୭ ବଲ୍ରେ ବିରୋଧୀ ଟିମ୍ ଜିତିନେଲା ମ୍ୟାଚ୍। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ। ଅଣ୍ଡର ୧୯ ମହିଳା ବିଶ୍ୱକପ୍ର ଏସିଆ ଯୋଗ୍ୟତା ପର୍ଯ୍ୟାୟରେ ଏଭଳି କିଛି ଦୃଶ୍ୟ...
‘ରୋହିତ-ବିରାଟଙ୍କ ଶେଷ ବିଶ୍ୱକପ୍ ହୋଇପାରେ’
ନୂଆଦିଲ୍ଲୀ,୪।୬: କିଛି ଦିନ ଧରି ଖରାପ ଫର୍ମରେ ନଜର ଆସୁଛନ୍ତି ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବ ଅଧିନାୟକ ବିରାଟ କୋହଲି। କୋହଲି ଆଇପିଏଲ୍ରେ ସାମାନ୍ୟ ଉନ୍ନତି କରିବା ନଜର ଆସିଥିଲେ ହେଁ ରୋହିତଙ୍କ ବ୍ୟାଟ୍ ଆଦୌ...
ଆସିଲା ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ର କୋଭିଡ୍ ଟେଷ୍ଟ ରିପୋର୍ଟ
ନୂଆଦିଲ୍ଲୀ, ୩ା୬: ଭାରତ ଭ୍ରମଣରେ ଆସିଥିବା ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ସମସ୍ତ ସଦସ୍ୟଙ୍କ କୋଭିଡ୍ ଟେଷ୍ଟ ନେଗେଟିଭ୍ ଆସିଛି। ଏହାପରେ ଦଳ ଅଭ୍ୟାସ ଆରମ୍ଭ କରିଛି। ଏହି ସମୟରେ ସ୍ପିନ ଯୋଡ଼ି ଟାବ୍ରେଜ୍ ଶାମ୍ସି ଓ କେଶବ ମହାରାଜ...
ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସର ଶୁଭାରମ୍ଭ କରିବେ ଅମିତ ଶାହା
ଚଣ୍ଡିଗଡ଼, ୩ା୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ପଞ୍ଚକୁଲାଠାରେ ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ-୨୦୨୧ର ଶୁଭାରମ୍ଭ କରିବେ। ଏହା ଜୁନ୍ ୧୩ ପର୍ଯ୍ୟନ୍ତ ଚାଲିବ। ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସର ୪ର୍ଥ ସଂସ୍କରଣରେ ସମଗ୍ର ଦେଶରୁ ପ୍ରାୟ...
୨୩ତମ ଓଭରରେ ୨୩ ସେକେଣ୍ଡ
ଲର୍ଡସ,୩।୬: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ପୂର୍ବତନ ସ୍ପିନର ଶେନ ଓ୍ବର୍ନ ଆଉ ନାହାନ୍ତି ସତ, ହେଲେ ତାଙ୍କୁ ବିଶ୍ୱର କୋଣ ଅନୁକୋଣରେ ଥିବା ପ୍ରଶଂସକମାନେ ମନେ ପକାଉଛନ୍ତି। ଏପରିକି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା...
Archives


