ଖେଳ

ଶେଫ୍‌ଙ୍କ ଅନଧିକାର ପ୍ରବେଶ: ଫିଫାର ସମୀକ୍ଷା

ଜୁରିଚ୍‌, ୨୪।୧୨(ଏପି): କାତାର ବିଶ୍ୱକପ୍‌ ବେଳେ ଜଣେ ଶେଫ୍‌ (ରୋଷେୟା)ଙ୍କ ‘ଅନଧିକାର ପ୍ରବେଶ’କୁ ନେଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ଫିଫା (ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ)। ଶେଫ୍‌ ଜଣକ ସଲ୍‌ଟ ବେ’ ନାମରେ ପରିଚିତ। ଜଣେ ସେଲିବ୍ରିଟି ଭଳି…

ବିଶ୍ୱକପ ଦଳ ଘୋଷଣା କଲା ହକି ଇଣ୍ଡିଆ: ହରମନ୍‌ପ୍ରୀତଙ୍କୁ ଅଧିନାୟକ ଦାୟିତ୍ୱ

ନୂଆଦିଲ୍ଲୀ,୨୩ା୧୨: ହକି ଇଣ୍ଡିଆ ପକ୍ଷରୁ ଶୁକ୍ରବାର ହକି ବିଶ୍ୱକପ ପାଇଁ ୧୮ ଜଣିଆ ଦଳ ଘୋଷଣା କରାଯାଇଛି। ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର-ରାଉରକେଲାରେ ହେବାକୁ ଥିବା ଏହି ମେଗା ଟୁର୍ନାମେଣ୍ଟ ପାଇଁ ହରମନ୍‌ପ୍ରୀତ୍‌ ସିଂଙ୍କୁ ଅଧିନାୟକ ଭାବେ ଘୋଷଣା କରାଯାଇଛି।…

ରୁଟ୍‌-ହାସନ-ମେଣ୍ଡିସ୍‌ ଭଳି ଖେଳାଳିଙ୍କୁ ମିଳିଲେନି କ୍ରେତା, ଜାଣନ୍ତୁ ଆଉ କିଏ ରହିଲେ ‘ଅନ୍‌ସୋଲ୍ଡ’

କୋଚି,୨୩।୧୨: ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ)-୨୦୨୩ ର ମିନି ଅକ୍ସନ(ନିଲାମି) ଜାରି ରହିଛି। କେରଳର କୋଚିରେ ଚାଲିଥିବା ଏହି ମିନି ନିଲାମରେ ୪୦୫ ଖେଳାଳିଙ୍କ ଉପରେ ମୂଲ୍ୟ ନିର୍ଦ୍ଧାରଣ ହେଉଛି। ଏସବୁ ମଧ୍ୟରେ ଇଂଲଣ୍ଡର ସାମ୍‌ କୁରାନ ସବୁଠାରୁ ମହଙ୍ଗା ଖେଳାଳି ଭାବେ…

ଆଇପିଏଲ୍‌ ନିଲାମି: କେଉଁ ଖେଳାଳିଙ୍କୁ କିଣିଲା କେଉଁ ଟିମ୍‌, ଦେଖନ୍ତୁ ପୁରା ତାଲିକା…

କୋଚି,୨୩।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌-୨୦୨୩ର ମିନି ଅକ୍ସନ(ନିଲାମି) ଏଠାରେ ଅନୁଷ୍ଠିତ ହେଉଛି। ଏହି ନିଲାମରେ ୪୦୫ ଖେଳାଳିଙ୍କ ଉପରେ ଦାମ୍‌ ଲଗାଉଛନ୍ତି ସମସ୍ତ ୧୦ ଫ୍ରାଞ୍ଚାଇଜ୍‌। ବିଶେଷକରି ବିଦେଶୀ ଖେଳାଳିଙ୍କ ଉପରେ ମୋଟା ଅଙ୍କର ମୂଲ୍ୟ ଲାଗୁଥିବା ବେଳେ କିଛି ଭାରତୀୟ…

ମାତ୍ର ୫୦ ଲକ୍ଷରେ ବିକ୍ରି ହେଲେ ରାହାନେ

କୋଚି,୨୩।୧୨: ଅଷ୍ଟ୍ରେଲିଆରେ ଭାରତକୁ ଟେଷ୍ଟ ସିରିଜରେ ଐତିହାସିକ ବିଜୟ ଭେଟି ଦେଇଥିବା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କୁ କିଣିଛି ଚେନ୍ନାଇ ସୁପର କିଙ୍ଗ୍ସ। ଶୁକ୍ରବାର ଚାଲିଥିବା ମିନି ଅକ୍ସନରେ ଚେନ୍ନାଇ ମାତ୍ର ୫୦ ଲକ୍ଷ ମୂଲ୍ୟରେ ତାଙ୍କୁ ଦଳରେ ସାମିଲ କରିଛି। ଏହା…

ଷ୍ଟୋକ୍ସଙ୍କୁ ଚେନ୍ନାଇ, କାମେରନ୍‌ଙ୍କୁ ମୁମ୍ବାଇ, ନିକୋଲାସଙ୍କୁ କିଣିଲା ଲକ୍ଷ୍ନୌ

କୋଚି,୨୩।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୬ତମ ସିଜନ୍‌ ଲାଗି ନିଲାମି ପ୍ରକ୍ରିୟା ଶୁକ୍ରବାର ଜାରି ରହିଛି। ବିଦେଶୀ ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ସମସ୍ତ ଫ୍ରାଞ୍ଚାଇଜ୍‌ଙ୍କ ନଜର ଥିବା ଯୋଗୁ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ବେନ ଷ୍ଟୋକ୍ସଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ…

ଢାକା ଟେଷ୍ଟ: ଟିମ୍‌ ଇଣ୍ଡିଆ ୩୧୪ରେ ଅଲଆଉଟ୍‌

ଢାକା,୨୩।୧୨: ଭାରତ-ବାଲାଂଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଏଠାରେ ଖେଳାଯାଉଛି। ଦ୍ୱିତୀୟ ଦିନରେ ଭାରତୀୟ ଟିମ୍‌ ପ୍ରଥମ ଇନିଂସରେ ୩୧୪ ରନ୍‌ କରି ଅଲଆଉଟ୍‌ ହୋଇଛି। ବାଲାଂଦେଶ ଟିମ୍‌ ପ୍ରଥମ ଇନିଂସରେ ୨୨୭ ରନ୍‌ କରିଥିବାରୁ ଦଳକୁ ୮୭ରନ୍‌ର…

କୁରାନ୍‌ଙ୍କ ଉପରେ ଟଙ୍କା ବର୍ଷା: ପାଲଟିଲେ ଆଇପିଏଲ୍‌ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି

ନୂଆଦିଲ୍ଲୀ,୨୩।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ସାବ୍ୟସ୍ତ ହୋଇଛନ୍ତି ଇଂଲଣ୍ଡର ସାମ କୁରାନ୍‌। ଶୁକ୍ରବାର ଅନୁଷ୍ଠିତ ନିଲାମିରେ ପଞ୍ଜାବ କିଙ୍ଗ୍ସ ଏହି ଷ୍ଟାର ଅଲରାଉଣ୍ଡରଙ୍କୁ ୧୮.୫୦ କୋଟି ଟଙ୍କାରେ କିଣିଛି। ଆହତ ସମସ୍ୟା ଯୋଗୁ କୁରାନ୍‌ ଗତ…

ପନ୍ତ-ଆୟରଙ୍କ ଚମତ୍କାର ବ୍ୟାଟିଂ

ଢାକା,୨୩।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ଢାକାରେ ଖେଳାଯାଉଛି। ଏହି ମ୍ୟାଚରେ ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୨୨୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଟିମ ଇଣ୍ଡିଆର ବ୍ୟାଟିଂ ଜାରି…

ହକି ବିଶ୍ୱକପ୍‌: ୧୮ ଜଣିଆ ଟିମ୍‌ ଘୋଷଣା, ହରମନ୍‌ପ୍ରୀତ ସିଂଙ୍କୁ ଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ହକି ବିଶ୍ୱକପ୍‌। ଏହାପୂର୍ବରୁ ହକି ଇଣ୍ଡିଆ ଶୁକ୍ରବାର ୧୮ ଜଣିଆ ଟିମ୍‌ ଘୋଷଣା କରିଛି। ହରମନ୍‌ପ୍ରୀତ ସିଂଙ୍କୁ ଟିମ୍‌ ଇଣ୍ଡିଆର ଅଧିନାୟକ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ଅମିତ ରୋହିତ…

ବଡ଼ ଉପଲବ୍ଧି ହାସଲ କଲେ ପୂଜାରା

ଢାକା,୨୩।୧୨: ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଢାକାରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ଏକ ବଡ଼ ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଏହି…

ଚାଷୀ ଝିଅ ଶୁଚିସ୍ମିତା ଓଡ଼ିଶା ମହିଳା କ୍ରିକେଟର ଉଜ୍ଜ୍ୱଳ ତାରକା

ରସୁଲପୁର,୨୩ା୧୨(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବଡ଼କଇଞ୍ଚତ୍ ପଞ୍ଚାୟତ ଗରୁଆଳ ଗ୍ରାମର ଚାଷୀ ଚନ୍ଦ୍ରମଣୀ ପଣ୍ଡାଙ୍କ ଝିଅ ଶୁଚିସ୍ମିତା ପଣ୍ଡା ୧୯ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ପକ୍ଷରୁ ଆୟୋଜିତ ଗ୍ରାମାଞ୍ଚଳ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?