ଖେଳ

ଓଡ଼ିଶା ବାଳିକାଙ୍କୁ ରୌପ୍ୟ

ଭୁବନେଶ୍ୱର, ୨୩।୧୨(ସ୍ପୋଟର୍‌ସ ବ୍ୟୁରୋ):ଜାତୀୟ ସବ୍‌ଜୁନିୟର ମହିଳା ରଗ୍‌ବୀ ଚାମ୍ପିୟନଶିପରେ ଓଡ଼ିଶା ବାଳିକା ଦଳକୁ ମିଳିଛି ରୌପ୍ୟ ପଦକ। ଗୁଜରାଟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଥିଲା। ଫାଇନାଲରେ ଓଡ଼ିଶା ବାଳିକା ଦଳ ବିହାର ନିକଟରୁ ୨୦-୦ରେ ପରାଜିତ ହୋଇ ରୌପ୍ୟ…

ଆଜି ଆଇପିଏଲ୍‌ ନିଲାମି

ନୂଆଦିଲ୍ଲୀ,୨୩ା୧୨: ମାର୍ଚ୍ଚ ମାସ ସୁଦ୍ଧା ଟି୨୦ କ୍ରିକେଟ ମହାକୁମ୍ଭ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବ। ଟୁର୍ନାମେଣ୍ଟ ପୂର୍ବରୁ ଶୁକ୍ରବାର ଅନୁଷ୍ଠିତ ହେବ ମିନି ଅକ୍ସନ(ନିଲାମି)। ଏହି ନିଲାମି ପାଇଁ ସମୁଦାୟ ୫୯୧ ଜଣ ଖେଳାଳି ଆବେଦନ କରିଥିବା ବେଳେ…

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ। ବିଶ୍ବକପ୍‌ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ଗୁରୁବାର ଲୋକସେବା ଭବନର କନ୍‌ଭେନଶନ ସେଣ୍ଟରଠାରେ…

ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୦/୧୯

ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନର ଖେଳ ଶେଷ ହୋଇଛି। ଟସ ଜିତିବା ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ପ୍ରଥମ ଇନିଂସରେ ୨୨୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ…

ଦ୍ୱିତୀୟ ଟେଷ୍ଟ: ବାଂଲାଦେଶ ୨୨୭ ରନ୍‌ରେ ଅଲଆଉଟ୍‌

ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଢାକାରେ ଚାଲିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ଦଳ ପ୍ରଥମ ଇନିଂସରେ ୨୨୭ ରନରେ ଅଲଆଉଟ୍‌ ହୋଇଯାଇଥିଲା। ମୋମିନୁଲ ହକ ବାଂଲାଦେଶ ପାଇଁ…

୧୨ ବର୍ଷ ପରେ ଟେଷ୍ଟରେ ପ୍ରଥମ ଉଇକେଟ୍‌ ନେଲେ ଏହି କ୍ରିକେଟର୍‌

ମୀରପୁର,୨୨।୧୨: ମୀରପୁରରେ ଖେଳାଯାଉଥିବା ଭାରତ-ବାଂଲାଦେଶ ଟେଷ୍ଟରେ ଜୟଦେବ ଉନାଦକତ୍‌ ଟିମ ଇଣ୍ଡିଆକୁ ପ୍ରଥମ ସଫଳତା ଦେଇଛନ୍ତି। ସେ ଜାକିର ହାସନଙ୍କୁ ଆଉଟ୍‌ କରିଥିଲେ। ଟେଷ୍ଟ କ୍ରିକେଟରେ ଏହା ତାଙ୍କର ପ୍ରଥମ ଉଇକେଟ ଥିଲା। ଏଠାରେ ବିଶେଷ କଥା ହେଉଛି ତାଙ୍କର ପ୍ରଥମ…

ଦ୍ୱିତୀୟ ଟେଷ୍ଟ: ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ବାଲାଂଦେଶ

ଢାକା,୨୨।୧୨: ଭାରତ-ବାଲାଂଦେଶ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ପ୍ରଥମ ଦିନରେ ବାଲାଂଦେଶ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବା ନିଷ୍ପତ୍ତି ନେଇଛି। ତେବେ ଭାରତୀୟ ଟିମ୍‌ରେ କୁଲଦୀପ ଯାଦବଙ୍କୁ ସୁଯୋଗ ମିଳିନାହିଁ। ତାଙ୍କ ସ୍ଥାନରେ ଜୟଦେବ ଉନାଦକଟଙ୍କୁ…

ନୀରଜଙ୍କ ବିଶ୍ୱବିଦ୍ୟାଳୟ ରେକର୍ଡ ଭାଙ୍ଗିଲେ ବିକ୍ରାନ୍ତ

ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଉତ୍ତର ପୂର୍ବାଞ୍ଚଳ ଜୋନ୍‌ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଆୟୋଜକ ଦଳର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ବୁଧବାର ଦ୍ୱିତୀୟ ଦିବସରେ କିଟ୍‌ ପ୍ରତିଯୋଗୀଙ୍କୁ ୩ ସ୍ବର୍ଣ୍ଣ ଏବଂ ୨ଟି…

ମରକ୍କୋ ଦଳକୁ ଭବ୍ୟ ସ୍ବାଗତ

ରାବାଟ,୨୨ା୧୨(ପି.ଟି): କାତାର ଫିଫା ବିଶ୍ୱକପ୍‌-୨୦୨୨ରେ ୪ର୍ଥ ସ୍ଥାନ ହାସଲ ସହ ଇତିହାସ ସୃଷ୍ଟି କରି ଫେରିଥିବା ମରକ୍କୋ ଦଳକୁ ମିଳିଛି ଭବ୍ୟ ସ୍ବାଗତ। ବିଶ୍ୱକପ୍‌ର ହିରୋମାନେ ରାଜଧାନୀ ରାବାଟରେ ବିମାନରୁ ଅବତରଣ କରିବା ପରେ ଫ୍ୟାନମାନଙ୍କ ମଧ୍ୟରେ ଦେଖିବାକୁ ମିଳିଥିଲା ଅଫୁରନ୍ତ…

ଜୁନିୟର ବ୍ୟାଡ୍‌ମିଣ୍ଟନ: ତାମିଲନାଡ଼ୁ ଚାମ୍ପିୟନ

ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଜାତୀୟ ଜୁନିୟର (୧୯ ବର୍ଷରୁ କମ୍‌) ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଦଳଗତ ପ୍ରତିଯୋଗିତା ବୁଧବାର ଶେଷ ହୋଇଛି। ଏହାର ଫାଇନାଲରେ ହରିୟାଣାକୁ ହରାଇ ତାମିଲନାଡ଼ୁ ଚାମ୍ପିୟନ ହୋଇଛି। ଉତ୍ତରାଖଣ୍ଡ…

ସର୍ବଭାରତୀୟ ଓପନ କରାଟେ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୧୨(କ୍ରୀଡ଼ା ପ୍ରତିନିଧି): ଉତ୍କଳ କରାଟେ ସ୍କୁଲ ଆନୁକୂଲ୍ୟରେ ବୁଧବାର ସର୍ବଭାରତୀୟ ଓପନ କରାଟେ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ଉତ୍କଳ କରାଟେ ସ୍କୁଲ ପରିସରରେ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ ଓଡ଼ିଶା, ଗୁଜରାଟ, ଝାଡ଼ଖଣ୍ଡ, ବିହାର ଆଦି ୪ ରାଜ୍ୟରୁ ୮୦୦ରୁ ଊର୍ଦ୍ଧ୍ୱ…

ଓଡ଼ିଶା ଏଫ୍‌ସି ଓଡବ୍ଲ୍ୟୁଏଲ୍‌ ଚାମ୍ପିୟନ

ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): ଚଳିତ ବର୍ଷର ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ୍‌)ରେ ଚାମ୍ପିୟନ ହୋଇଛି ଓଡ଼ିଶା ଏଫ୍‌ସି। ଇଷ୍ଟକୋଷ୍ଟ ରେଲଓ୍ବେ ଦ୍ୱିତୀୟ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛି। ଫଳରେ ଓଡ଼ିଶା ଏଫ୍‌ସି ମହିଳା ଦଳ ଇଣ୍ଡିଆନ ଓମେନ୍ସ ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?