ଓଡ଼ିଶା ଏଫ୍ସି ଓଡବ୍ଲ୍ୟୁଏଲ୍ ଚାମ୍ପିୟନ
ଭୁବନେଶ୍ୱର, ୨୨।୧୨ (କ୍ରୀଡ଼ା ପ୍ରତିନିଧି): ଚଳିତ ବର୍ଷର ଓଡ଼ିଶା ଓମେନ୍ସ ଲିଗ୍ (ଓଡବ୍ଲ୍ୟୁଏଲ୍)ରେ ଚାମ୍ପିୟନ ହୋଇଛି ଓଡ଼ିଶା ଏଫ୍ସି। ଇଷ୍ଟକୋଷ୍ଟ ରେଲଓ୍ବେ ଦ୍ୱିତୀୟ ସ୍ଥାନରେ ରହି ପ୍ରତିଯୋଗିତା ଶେଷ କରିଛି। ଫଳରେ ଓଡ଼ିଶା ଏଫ୍ସି ମହିଳା ଦଳ ଇଣ୍ଡିଆନ ଓମେନ୍ସ ଲିଗ୍…
ଉତ୍ତରାଖଣ୍ଡ ଅଗ୍ରଣୀ
ଭୁବନେଶ୍ୱର, ୨୨।୧୨(କ୍ରୀଡ଼ା ପ୍ରତିନିଧି): ଡେରାଡୁନରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ବୋଲରଙ୍କ ପ୍ରଦର୍ଶନ ପ୍ରଭାବହୀନ ରହିଛି। ଅଧିନାୟକ ଜିଓ୍ବନଜୋତ ସିଂଙ୍କ ଅପରାଜିତ ଶତକ ସହାୟତାରେ ଉତ୍ତରାଖଣ୍ଡ ପ୍ରଥମ ଇନିଂସ ଅଗ୍ରଣୀଲାଭ କରିଛି। ଅଭିମନ୍ୟୁ କ୍ରିକେଟ ଏକାଡେମୀ ପଡ଼ିଆରେ ଚାଲିଥିବା…
ଆଇପିଏଲ୍ ୨୦୨୩ରେ ଏହି ୩ ଖେଳାଳିଙ୍କୁ ମିଳିପାରେ ଅଧିନାୟକ ଦାୟିତ୍ୱ
ନୂଆଦିଲ୍ଲୀ,୨୧।୧୨: ଡିସେମ୍ବର ୨୩ରେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)-୨୦୨୩ ପାଇଁ ନିଲାମ ଅନୁଷ୍ଠିତ ହେବ। କୋଚିରେ ହେବାକୁ ଥିବା ଏହି ନିଲାମ ସମୟରେ ଅନେକ ଖେଳାଳିଙ୍କ ଉପରେ ଫ୍ରାଞ୍ଚାଇଜର ନଜର ରହିବ। କିଛି ଦଳ ମଧ୍ୟ ଆଇପିଏଲ୍ ପାଇଁ ନୂତନ ଅଧିନାୟକ…
ରମିଜଙ୍କ ମୁହଁ ବନ୍ଦ କଲେ ବାବର, କହିଲେ-ଦିନକରେ ବଦଳି ପାରିିବୁ ନାହିଁ
କରାଚି,୨୧।୧୨: ଘରୋଇ ମଇଦାନରେ ଇଂଲଣ୍ଡଠାରୁ ଲଜ୍ଜାଜନକ ଭାବେ ପରାଜିତ ହୋଇଛି ପାକିସ୍ତାନ ଟିମ୍ । ଟେଷ୍ଟ ଇତିହାସରେ ପ୍ରଥମ ଥର ଲାଗି ସିରିଜକୁ ୩-୦ରେ କ୍ଲିନ୍ ସୁଇପ୍ କରିଛି ଇଂଲଣ୍ଡ। ଏହି ପରାଜୟ ପରେ ପାକିସ୍ତାନ କ୍ରିକେଟ୍ରେ ହଲଚଲ ସୃଷ୍ଟି ହୋଇଛି।…
ଆର୍ଜେଣ୍ଟିନା ଖେଳାଳିଙ୍କ ବସ୍ ଉପରକୁ ଡେଇଁଲେ ପ୍ରଶଂସକ
ବୁଏନ୍ସ ଏୟାର୍ସ,୨୧।୧୨: ଆର୍ଜେଣ୍ଟିନାରେ ଫିଫା ବିଶ୍ୱକପ ବିଜୟ ଉତ୍ସବ ପାଳନ କରାଯାଉଛି। ଅଧିନାୟକ ଲିଓନେଲ ମେସିଙ୍କ ସମେତ ସମସ୍ତ ଖେଳାଳି ଖୋଲା ବସ ପରେଡରେ ଅଂଶଗ୍ରହଣ କରିଥିଲେ। ଆର୍ଜେଣ୍ଟିନାର ରାଜଧାନୀ ବୁଏନ୍ସ ଏୟାର୍ସରେ ହଜାର ହଜାର ଲୋକ ଏକତ୍ରିତ ହୋଇ ନିଜ…
୩ ବର୍ଷ ପରେ ଫେରିଲେ, ତଥାପି ଗର୍ଜିଲା ସୂର୍ଯ୍ୟକୁମାରଙ୍କ ବ୍ୟାଟ୍
ନୂଆଦିଲ୍ଲୀ,୨୧।୧୨: ରଣଜୀ ଟ୍ରଫି ମ୍ୟାଚ୍ରେ ଚମକିଛନ୍ତି ସୂର୍ଯ୍ୟକୁମାର ଯାଦବ। ପ୍ରାୟ ୩ ବର୍ଷ ପରେ ମୁମ୍ବାଇ ପକ୍ଷରୁ ରଣଜୀ ମ୍ୟାଚ୍ ଖେଳି ସେ ୮୦ ବଲ୍ରେ ୯୦ ରନ୍ର ବିସ୍ଫୋରକ ଇନିଂସ ଖେଳିଛନ୍ତି। ଏଥିରେ ୧୫ ଚୌକା ଏବଂ ୧ ଛକା…
ପାକିସ୍ତାନ ହାରିଲା, ରମିଜ ରାଜାଙ୍କ ପଦ ଗଲା
ଇସଲାମାବାଦ୍,୨୧।୧୨: ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ରମିଜ ରାଜାଙ୍କୁ ବହିଷ୍କୃତ କରାଯାଇଛି। ନଜାମ ସେଠୀ ତାଙ୍କ ସ୍ଥାନ ନେବେ ବୋଲି ଜଣାପଡିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ନଜାମ ସେଠୀଙ୍କ ନାମକୁ ଅନୁମୋଦନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ତିନିଟି ଟେଷ୍ଟ ମ୍ୟାଚ…
ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ଝଟ୍କା
ଢାକା,୨୧।୧୨: ଭାରତୀୟ ଟେଷ୍ଟ ଦଳର ବର୍ତ୍ତମାନର ଅଧିନାୟକ କେ.ଏଲ ରାହୁଲ ଆହତ ହୋଇଛନ୍ତି। ଅଭ୍ୟାସ ସମୟରେ ସେ ଆହତ ହୋଇଥିବା ଜଣାପଡିଛି। ଭାରତ ଏବଂ ବାଂଲାଦେଶ ମଧ୍ୟରେ ଟେଷ୍ଟ ସିରିଜ ଖେଳାଯାଉଛି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ରାହୁଲଙ୍କୁ ପ୍ରଥମ ଟେଷ୍ଟ ମ୍ୟାଚ…
ବଢିଲା ଆଇପିଏଲ୍ ବ୍ରାଣ୍ଡ ଭାଲ୍ୟୁ
ନୂଆଦିଲ୍ଲୀ,୨୧।୧୨: ଆଇପିଏଲ ଆଉ ଏକ ବଡ ସଫଳତା ହାସଲ କରିଛି। ଗତ ଏକ ବର୍ଷ ମଧ୍ୟରେ ଏହାର ବ୍ରାଣ୍ଡ ମୂଲ୍ୟ ୭୫ ପ୍ରତିଶତ ବୃଦ୍ଧି ପାଇଛି। ଏହା ୯୦ ହଜାର କୋଟି ଟଙ୍କା ଅତିକ୍ରମ କରିଛି। ଗତ ବର୍ଷ ଟି-୨୦ ଲିଗରେ…
ପ୍ରଥମ ଦିବସରେ ଓଡ଼ିଶା ୨୧୩ରେ ସୀମିତ
ଡେରାଡୁନ୍,୨୧ା୧୨: ରଣଜୀ ଟ୍ରଫିରେ ଓଡ଼ିଶା ଦଳ ଉତ୍ତରାଖଣ୍ଡ ବିପକ୍ଷରେ ଏହାର ଦ୍ୱିତୀୟ ମ୍ୟାଚ ଖେଳିଛି। ପ୍ରଥମ ଦିନରେ ଓଡ଼ିଶା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୧୩ ରନ୍ରେ ସୀମିତ ରହିଛି। ଜବାବରେ ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଉତ୍ତରାଖଣ୍ଡ ବିନା…
ପ୍ୟାରିସ ଲୋକାରଣ୍ୟ
ପ୍ୟାରିସ୍,୨୧ା୧୨(ପି.ଟି): ବିଶ୍ୱକପ୍ ଫାଇନାଲରେ ଫ୍ରାନ୍ସ ଦଳ ପରାଜିତ ହୋଇଥିଲେ ହେଁ ପ୍ୟାରିସରେ ଦଳକୁ ମିଳିଛି ଅଦ୍ଭୂତପୂର୍ବ ସ୍ବାଗତ। କିଲିଆନ୍ ଏମ୍ବାପେ ଏବଂ ଦଳର ଅନ୍ୟ ସମସ୍ତ ସଦସ୍ୟ ଚାର୍ଲସ ଡେ ଗଲ୍ଲେ ବିମାନ ବନ୍ଦରରେ ପହଞ୍ଚିବା ପରେ ଲକ୍ଷ ଲକ୍ଷ ସମର୍ଥକ…
ଭାରତ ଜୁନିୟର ଦଳରେ ଓଡ଼ିଶାର ୪
ରାଉରକେଲା ଅଫିସ,୨୧ା୧୨: ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍ ଖେଳାଯିବାକୁ ଆଉ ଅଳ୍ପଦିନ ବାକି ରହିଛି। ଏଥିପାଇଁ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅନ୍ୟପଟେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ହକି ବିଶ୍ୱକପକୁ ଅଧିକ ରୋମାଞ୍ଚକ କରିବା…

