ଆଇପିଏଲ୍ରେ ବେବି ଏବିଙ୍କ ପରେ ଏବେ ‘ବେବି ଗାଙ୍ଗୁଲି’ଙ୍କ ଏଣ୍ଟ୍ରି !
ମୁମ୍ବାଇ,୨୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ରେ ବେବି ଏବିଙ୍କ ପରେ ଏବେ ‘ବେବି ଗାଙ୍ଗୁଲି’ଙ୍କ ଏଣ୍ଟ୍ରି। ମଙ୍ଗଳବାର ଗୁଜରାଟ ଟାଇଟନ୍ସ ବିପକ୍ଷ ପ୍ରଥମ କ୍ୱାଲିଫାୟାର ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳିବେ ସେ। ଏନେଇ ରାଜସ୍ଥାନ ପକ୍ଷରୁ ଏକ ଭିଡିଓ...
କେ.ଏଲ୍.ଙ୍କୁ ପ୍ରଶଂସକ ପଚାରିଲେ ପ୍ରଶ୍ନ: ଭାଉଜ କ’ଣ କୋଲକାତାରେ…
କୋଲକାତା, ୨୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ ଏବେ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ଲେଅଫ୍ରେ ୪ ଟିମ୍ ମଧ୍ୟରେ ମୁକାବିଲା ହେବା ପରେ ବିଜେତା ଦୁଇ ଦଳ ଫାଇନାଲ ଖେଳିବେ। ତେବେ ଏହି ତାଲିକାରେ ନୂଆ ଟିମ୍ ଗୁଜରାଟ...
ନିର୍ବାଚନ ଡ୍ୟୁଟି କରୁଛନ୍ତି କି ଧୋନୀ? ଲୋକଙ୍କ ଭିଡ ପରେ ଜଣାପଡିଲା ପ୍ରକୃତ ରହସ୍ୟ
ରାଞ୍ଚି,୨୪।୫:ଆଇପିଏଲ୍ ୨୦୨୨ରେ ଚେନ୍ନାଇ ସୁପର୍ କିଙ୍ଗ୍ସ(ସିଏସ୍କେ)ର ଯାତ୍ରା ସମାପ୍ତ ହୋଇଛି। ଚଳିତ ସିଜିନ୍ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ସିଏସ୍କେ ପଏଣ୍ଟ ଟେବୁଲରେ ନବମ ସ୍ଥାନ ଅଧିକାର କରିଥିଲା। ଧୋନୀ ଝାଡଖଣ୍ଡର ରାଜଧାନୀ ରାଞ୍ଚିରୁ ଆସିଛନ୍ତି। ଏବେ ଝାଡଖଣ୍ଡରେ ପଞ୍ଚାୟତ ନିର୍ବାଚନ...
ଆଜି ପ୍ଲେ ଅଫ୍ରେ ଗୁଜରାଟ-ରାଜସ୍ଥାନ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
କୋଲକତା,୨୪।୫:ଆଇପିଏଲ ୨୦୨୨ର ପ୍ଲେ ଅଫ ମ୍ୟାଚ୍ ଆଜିଠୁ ଆରମ୍ଭ ହେବ। କୋଲକାତାରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଲିଫାୟର୍-୧ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଗୁଜରାଟ ଟାଇଟାନ୍ସକୁ ଭେଟିବ। କ୍ୱାଲିଫାୟର ୧ର ବିଜେତା ଦଳ ଆଇପିଏଲ ୨୦୨୨ର ଫାଇନାଲ ପାଇଁ ଟିକେଟ ପାଇବ।...
ଚହଲଙ୍କୁ ପଛରୁ କିକ୍ ମାରିଲେ ଗୁଜରାଟ ଟାଇଟାନ୍ସ କୋଚ୍
କୋଲକତା,୨୪।୫: ଗୁଜରାଟ ଟାଇଟାନ୍ସ ଦଳର ମୁଖ୍ୟ କୋଚ ଆଶିଷ ନେହେରା ଆଇପିଏଲ ୨୦୨୨ କ୍ୱାଲିଫାୟର ୧ ମ୍ୟାଚ ପୂର୍ବରୁ ରାଜସ୍ଥାନ ରୟାଲ୍ସ ବୋଲର ୟୁଜଭେନ୍ଦ୍ର ଚହଲଙ୍କୁ ପଛରୁ ଏକ କିକ୍ ମାରିଛନ୍ତି। ଏହାର ଫଟୋ ଗୁଜରାଟ ଟାଇଟାନ୍ସ ଦ୍ୱାରା ସୋସିଆଲ...
ପନ୍ତଙ୍କ ସହ ଧୋକା:୧.୫ କୋଟି ଟଙ୍କା ଠକି ନେଲେ ସାଥୀ କ୍ରିକେଟର୍
ମୁମ୍ବାଇ,୨୪।୫: ଜଣେ ହରିୟାଣା କ୍ରିକେଟର ଭାରତୀୟ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କଠାରୁ ୧.୫ କୋଟିରୁ ଅଧିକ ଟଙ୍କା ଠକି ନେଇଛନ୍ତି। ସେହି କ୍ରିକେଟରଙ୍କ ନାମ ହେଉଛି ମ୍ରିନାଙ୍କ ସିଂ। ଚଳିତ ମାସରେ ଅନ୍ୟ ଏକ ମାମଲାରେ ପୋଲିସ ତାଙ୍କୁ ଗିରଫ...
ବ୍ୟାଟିଂ ବିପର୍ଯ୍ୟୟ ପରେ ୨୫୦ ରନ୍ର ପାର୍ଟନରଶିପ୍
ଢାକା,୨୩।୫: ସ୍ଥାନୀୟ ଶେରେ ବାଂଲା ଜାତୀୟ ଷ୍ଟାଡିୟମରେ ସୋମବାରଠାରୁ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଟସ୍ ଜିତି ବ୍ୟାଟିଂ କରିଥିବା ବାଂଲାଦେଶ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୨୪ରନ୍...
ରାଜସ୍ଥାନରେ ଯୋଗଦେବାକୁ ପ୍ରତିଶ୍ରୁତି ଦେଲେ ଅମିର ଖାନ୍
ନୂଆଦିଲ୍ଲୀ,୨୩।୫: ବଲିଉଡ୍ ସୁପରଷ୍ଟାର ଅମିର ଖାନ୍ଙ୍କୁ ଆଇପିଏଲ୍ରେ କିଣିବାକୁ ରାଜି ହୋଇଛି ରାଜସ୍ଥାନ ରୟାଲ୍ସ। ପ୍ରଥମ ସିଜନ ଚାମ୍ପିୟନ ‘ମିଃ ପରଫେକ୍ଶନିଷ୍ଟ’ଙ୍କ କ୍ରିକେଟିଂ ଦକ୍ଷତା ଉପରେ ବିଶ୍ୱାସ ଦେଖାଇବା ସହିତ ଆଗାମୀ ସିଜନରେ ଚୂଡ଼ାନ୍ତ ଏକାଦଶରେ ସାମିଲ କରିବାକୁ ଇଚ୍ଛା...
ଖୁସି ପ୍ରକାଶ କଲେ ପୂଜାରା
ମୁମ୍ବାଇ,୨୩।୫: ଜୁଲାଇ ୧ରୁ ବର୍ମିଂହାମରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ଲାଗି ଭାରତୀୟ ଟେଷ୍ଟ ଦଳରୁ ଡାକରା ପାଇବା ପରେ ଖୁସି ପ୍ରକାଶ କରିଛନ୍ତି ଚେତେଶ୍ୱର ପୂଜାରା। ଖରାପ ଫର୍ମ କାରଣରୁ ଚଳିତ ବର୍ଷ ପ୍ରାରମ୍ଭରେ ଅନୁଷ୍ଠିତ...
ଆଇପିଏଲ ପ୍ଲେ ଅଫ୍ରେ ବର୍ଷା ହେଲେ କିଏ ହେବ ବିଜେତା: ଜାଣନ୍ତୁ ନିୟମ
ମୁମ୍ବାଇ,୨୩।୫:ଆଇପିଏଲ ପ୍ଲେ ଅଫ ମ୍ୟାଚ ପାଇଁ ପରିଚାଳନା ପରିଷଦ ପକ୍ଷରୁ ନୂତନ ନିୟମ ବିଷୟରେ ପ୍ରକାଶ କରାଯାଇଛି। କ୍ୱାଲିଫାୟର୍-୧, ଏଲିମିନେଟର ଏବଂ କ୍ୱାଲିଫାୟର୍-୨ରେ ଯଦି ବର୍ଷା ଯୋଗୁ ମ୍ୟାଚ ବାଧାପ୍ରାପ୍ତ ହୁଏ ଏବଂ ମ୍ୟାଚ ନିୟମିତ ସମୟରେ ସମାପ୍ତ ନ...
ଆଇପିଏଲ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି…
ମୁମ୍ବାଇ,୨୩।୫: ଆଇପିଏଲ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ସିଜିନ୍ରେ ୧୦୦୦ ଛକା ମାରିବାର ରେକର୍ଡ ସୃଷ୍ଟି ହୋଇଛି। ପଞ୍ଜାବ କିଙ୍ଗସ ବ୍ୟାଟ୍ସମ୍ୟାନ ଲିଆମ ଲିଭିଙ୍ଗଷ୍ଟୋନ ଚଳିତ ସିଜିନ୍ରେ ୧୦୦୦ ତମ ଛକା ମାରିଥିଲେ। ଚଳିତ ଆଇପିଏଲ୍ରେ ଏପର୍ଯ୍ୟନ୍ତ ୧୦୦୧ଟି ଛକା...
ବାପା ହେଲେ ଏହି କ୍ରିକେଟର୍
ଅକଲାଣ୍ଡ,୨୩।୫: ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ ୱିଲିୟମସନ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ତାଙ୍କ ପ୍ରେମିକା ସାରା ରହିମ୍ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୱିଲିୟମସନ ଇନଷ୍ଟାଗ୍ରାମରେ ପ୍ରେମିକା ଏବଂ ପୁଅର ଫଟୋ ଶେୟାର କରି ପ୍ରଶଂସକମାନଙ୍କୁ...
Archives


