‘ସିଜିଂ ଦି ଅପର୍ଚୁନିଟି’ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର, ୧୭।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଛି ହକି ବିଶ୍ୱକପ୍। ଏହି ମେଗା ପ୍ରତିଯୋଗିତା କ୍ରମେ ପାଖେଇ ଆସୁଥିବାରୁ ହକି ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରାଜ୍ୟରେ ଏବେ ହକି ଫିଭର। ବିଶ୍ୱକପ୍ର ଅବ୍ୟବହିତ ପୂର୍ବରୁ…
ମରକ୍କୋ-କ୍ରୋଏସିଆ ପ୍ଲେ-ଅଫ୍ ଆଜି
ଦୋହା, ୧୭।୧୨: ଚଳିତ ଫିଫା ବିଶ୍ୱକପ୍ର ତୃତୀୟ ସ୍ଥାନ ପାଇଁ ପ୍ଲେ-ଅଫ୍ ମ୍ୟାଚ ଶନିବାର ସ୍ଥାନୀୟ ଖଲିଫା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ପରାଜିତ ଦୁଇ ସେମିଫାଇନାଲିଷ୍ଟ ଦଳ ମରକ୍କୋ ଓ କ୍ରୋଏସିଆ ଏହି ମ୍ୟାଚରେ ପରସ୍ପରର ମୁକାବିଲା କରିବେ। ପ୍ରଥମ…
ଫିଟ୍ନେସ୍ ଟେଷ୍ଟ ପାସ୍ କଲେ ରୋହିତ
ନୂଆଦିଲ୍ଲୀ,୧୬।୧୨: ଆହତ ସମସ୍ୟାରୁ ସୁସ୍ଥ ହୋଇଛନ୍ତି ଭାରତୀୟ ଟିମ୍ର ନିୟମିତ ଅଧିନାୟକ ରୋହିତ ଶର୍ମା। ଏଥିଲାଗି ସେ ୨୨ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳିବାର ବାଟ ଫିଟିଛି। ବର୍ତ୍ତମାନ ରୋହିତ ବାଙ୍ଗାଲୋର ସ୍ଥିତ ନ୍ୟାଶନାଲ…
କୁଲଦୀପଙ୍କ ସହ ହେଉଛି ପକ୍ଷପାତିତା…? ୫ ବର୍ଷରେ ଖେଳିଛନ୍ତି ମାତ୍ର ୮ ଟେଷ୍ଟ ମ୍ୟାଚ୍…
ଚଟ୍ଟଗ୍ରାମ,୧୬।୧୨: ବାଲାଂଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି ଟିମ୍ ଇଣ୍ଡିଆର ଚାଇନାମ୍ୟାନ୍ ବୋଲର୍ କୁଲଦୀପ ଯାଦବ। ପ୍ରଥମ ଇନିଂସରେ ସେ ୪୦ ରନ୍ କରିଥିବା ବେଳେ ୫ ଉଇକେଟ ନେବାରେ ସଫଳ ହୋଇଛନ୍ତି। ତୃତୀୟ ଥର ଲାଗି ସେ…
ମାତ୍ର ୧୫ ରନ୍ରେ ଅଲ୍ଆଉଟ୍
ସିଡନୀ,୧୬।୧୨: ଟି୨୦ କ୍ରିକେଟ ଇତିହାସରେ ସବୁଠାରୁ ଲଜ୍ଜାଜନକ ରେକର୍ଡ। ମାତ୍ର ୧୫ ରନ୍ରେ ଆଉଟ୍ ହେଲା ଟିମ୍। ଅଷ୍ଟ୍ରେଲିଆରେ ଚାଲିଥିବା ଘରୋଇ ଟୁର୍ନାମେଣ୍ଟ(ବିଗ୍ ବ୍ୟାସ ଲିଗ୍)ରେ ଏଭଳି ସ୍କୋର ଦେଖିବାକୁ ମିଳିଛି। ଆଡିଲେଡ୍ ଷ୍ଟ୍ରାଇକର୍ସ ଏବଂ ସିଡନୀ ଥଣ୍ଡର ମଧ୍ୟରେ ଶୁକ୍ରବାର…
୪ ବର୍ଷ ପରେ କ୍ୟାରିୟରର ଦ୍ରୁତତମ ଶତକ ମାରିଲେ ପୂଜାରା
ଚଟ୍ଟଗ୍ରାମ,୧୬।୧୨:ବାଲାଂଦେଶ ବିପକ୍ଷ ଚଟ୍ଟଗ୍ରାମ ଟେଷ୍ଟରେ ଭାରତୀୟ ଟିମ୍ର ଉପଅଧିନାୟକ ଚେତେଶ୍ୱର ପୂଜାରା ବିରୋଧୀ ଟିମ୍ର ବୋଲର୍ଙ୍କୁ ଘାଇଲା କରିଛନ୍ତି। ସେ ବିସ୍ଫୋରକ ବ୍ୟାଟିଂ କରି ନିଜ ଟେଷ୍ଟ କ୍ୟାରିୟରର ସବୁଠାରୁ ଦ୍ରୁତତମ ଶତକ ମାରିଛନ୍ତି। ପ୍ରାୟ ୪ ବର୍ଷ ପରେ ପୂଜାରା…
ବାଲାଂଦେଶ ବୋଲର୍ଙ୍କୁ ଘାଇଲା କଲେ ଶୁଭମନ
ଚଟ୍ଟଗ୍ରାମ, ୧୬।୧୨: ବାଲାଂଦେଶ ବିପକ୍ଷ ଚଟ୍ଟଗ୍ରାମ ଟେଷ୍ଟର ଦ୍ୱିତୀୟ ପାଳିରେ ଚମକିଛନ୍ତି ଭାରତୀୟ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ। ସେ ୧୪୭ ବଲ୍ରେ ନିଜର ଟେଷ୍ଟ କ୍ୟାରିୟରର ପ୍ରଥମ ଶତକ ମାରିବାରେ ସଫଳ ହୋଇଛନ୍ତି। ଏଥିରେ ତାଙ୍କର ୧୦ ଚୌକା ଏବଂ…
ହଠାତ୍ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି କ୍ରିକେଟର
କରାଚି,୧୬।୧୨: ପାକିସ୍ତାନ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍ ଅଜହର ଅଲି ଶୁକ୍ରବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଡିସେମ୍ବର ୧୭ରୁ ଆରମ୍ଭ ହେବାକୁ ଯାଉଥିବା ସିରିଜର ତୃତୀୟ ମୁକାବିଲା ତାଙ୍କ…
୨୫ ବର୍ଷ ପରେ ଦ୍ରାବିଡଙ୍କୁ କ୍ଷମା ମାଗିଲେ ଏହି କ୍ରିକେଟର୍
ଚଟ୍ଟଗ୍ରାମ,୧୬।୧୨: ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଆଲାନ ଡୋନାଲ୍ଡ ତାଙ୍କ ଯୁଗର ଶ୍ରେଷ୍ଠ ବୋଲର ଥିଲେ। ଏବେ ସେ ବାଂଲାଦେଶ ଦଳର କୋଚ ଅଛନ୍ତି। ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ସମୟରେ ସେ ଭାରତୀୟ କୋଚ…
ସୌଦିି ନୂଆ ଟେଷ୍ଟ ଅଧିନାୟକ
ଅକ୍ଲାଣ୍ଡ,୧୬ା୧୨(ପି.ଟି.):କେନ୍ ଓ୍ବିଲିୟମସନ ନ୍ୟୁଜିଲାଣ୍ଡ ଟେଷ୍ଟ ଦଳର ଅଧିନାୟକ ପଦବୀରୁ ଓହରିଯାଇଥିବା ଦେଶର କ୍ରିକେଟ ବୋର୍ଡ ଗୁରୁବାର ଘୋଷଣା କରିଛି। ଓ୍ବିଲିୟମସନଙ୍କ ସଫଳ ନେତୃତ୍ୱରେ ନ୍ୟୁଜିଲାଣ୍ଡ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲ୍ୟୁଟିସି)ର ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇପାରିଥିଲା। ତାଙ୍କ ସ୍ଥାନରେ ଟିମ୍ ସୌଦିଙ୍କୁ ଟେଷ୍ଟ…
୩୬ ବର୍ଷର ଅପେକ୍ଷା
ଆପଣ ମୋ କଥାରେ ରାଜି ହୋଇପାରନ୍ତି ଅବା ନ ହୋଇପାରନ୍ତି, କିନ୍ତୁ ଏହା ଲିଓନେଲ ମେସିଙ୍କ ବିଶ୍ୱକପ୍ ବୋଲି ମୁଁ କହିବି। ବର୍ତ୍ତମାନ ସେ କେବଳ ଆର୍ଜେଣ୍ଟିନାର ନୁହନ୍ତି ବିଶ୍ୱ ଫୁଟ୍ବଲକୁ ପ୍ରତିନିଧିତ୍ୱ କରୁଛନ୍ତି। ପିଚ୍ରେ ଏବଂ ପିଚ୍ ବାହାରେ ସେ…
ଆର୍ଜେଣ୍ଟିନା ଉତ୍ସବ ମୁଖରିତ
ବୁଏନ୍ସ ଏୟାର୍ସ, ୧୬/୧୨ (ଏପି):ଆର୍ଜେଣ୍ଟିନା କାତାର ଫୁଟ୍ବଲ ବିଶ୍ୱକପ୍ର ଫାଇନାଲରେ ପ୍ରବେଶ କରିବା ପରେ ଏହି ଦେଶରେ ଖୁସିର ଲହରି ଖେଳିଯାଇଥିଲା। ମ୍ୟାଚ ଶେଷ ହେବା ପରେ ରାଜଧାନୀ ବୁଏନ୍ସ ଏୟାର୍ସରେ ପ୍ରଶଂସକମାନେ ରାସ୍ତାକୁ ଚାଲିଆସିଥିଲେ। ଲୋକେ ସେମାନଙ୍କ କାର୍ରେ ଜାତୀୟ…

