ଖେଳ

ଶୁକ୍ରବାର ନାଗପୁରରେ ଟିମ୍‌ ଇଣ୍ଡିଆ-ଅଷ୍ଟ୍ରେଲିଆ ଭେଟ, ବିଦର୍ଭ ଷ୍ଟାଡିୟମରେ ୬ ବର୍ଷ ଧରି ପରାଜିତ ହୋଇନି ଭାରତୀୟ ଦଳ…

ନୂଆଦିଲ୍ଲୀ, ୨୨।୯ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ମ୍ୟାଚ ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର (୨୩ସେପ୍ଟେମ୍ବର) ଟିମ ଇଣ୍ଡିଆ ଏହି ସିରିଜକୁ ବରାବର…

ଭୁଭିଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ନୂପୁର

ନୂଆଦିଲ୍ଲୀ,୨୨।୯: ଆଜିକାଲି ଭାରତର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ସୋସିଆଲ ମିଡିଆରେ ସମାଲୋଚନାର ଶିକାର ହେଉଛନ୍ତି। ପାକିସ୍ତାନ ଏବଂ ଶ୍ରୀଲଙ୍କା ବିପକ୍ଷ ଏସିଆ କପରେ ତାଙ୍କର ୧୯ତମ ଓଭର ଭାରତ ପାଇଁ ମହଙ୍ଗା ପ୍ରମାଣିତ ହୋଇଥିଲା ଏବଂ ବର୍ତ୍ତମାନ ଅଷ୍ଟ୍ରେଲିଆ ବିପକ୍ଷ…

ସେମିରେ ସୁନ୍ଦରଗଡ଼-ସମ୍ବଲପୁର, କିଟ୍‌-ଦେବଗଡ଼

ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି):ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟ ଜୁନିୟର ହକି ଚାମ୍ପିୟନଶିପର ସେମିଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ଗୁରୁବାର ସୁନ୍ଦରଗଡ଼-ସମ୍ବଲପୁର ଏବଂ କିଟ୍‌-ଦେବଗଡ଼ ମଧ୍ୟରେ ସେମିଫାଇନାଲ ଅନୁଷ୍ଠିତ ହେବ। କିଟ୍‌ ଷ୍ଟାଡିୟମରେ ମ୍ୟାଚ ୨ଟି ଯଥାକ୍ରମେ ଅପରାହ୍ନ ୩ଟା୩୦…

ହିତ୍‌, ଜୟଦେବ ସମ୍ମାନ ରଖିଲେ

କୋଏମ୍ବାଟୁର, ୨୧।୯: ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ମଧ୍ୟରେ ଦୁଲିପ ଟ୍ରଫି କ୍ରିକେଟ ଫାଇନାଲ ବୁଧବାର ଆରମ୍ଭ ହୋଇଛି। ଅଜିଙ୍କ୍ୟ ରାହାନେ ଓ ଶ୍ରେୟସ ଆୟାରଙ୍କ ପରି ତାରକା ବ୍ୟାଟରମାନେ ପ୍ରଭାବୀ ବ୍ୟାଟିଂ କରିବାରେ ବିଫଳ ହୋଇଥିବାବେଳେ ପ୍ରଥମ ଦିବସ ଶେଷ ବେଳକୁ…

ଇଣ୍ଡିଆ କ୍ୟାପିଟାଲ୍ସର ପ୍ରଥମ ବିଜୟ

ଲକ୍ଷ୍ନୌ,୨୨ା୯ : ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଟି୨୦ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ପ୍ରଥମ ବିଜୟ ହାସଲ କରିଛି ଗୌତମ ଗମ୍ଭୀରଙ୍କ ଇଣ୍ଡିଆ କ୍ୟାପିଟାଲ୍ସ। ଇରଫାନ ପଠାନଙ୍କ ନେତୃତ୍ୱାଧୀନ ଭିଲଓ୍ବାରା କିଙ୍ଗ୍ସକୁ ୭୮ ରନରେ ପରାସ୍ତ କରି ଦଳ ପଏଣ୍ଟ ଟେବୁଲରେ ତୃତୀୟ…

ମୁଖ୍ୟମନ୍ତ୍ରୀଙ୍କ ସହ ଚୌବେ, ପ୍ରଭାକରନଙ୍କ ଆଲୋଚନା

ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି): ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ସଭାପତି କଲ୍ୟାଣ ଚୌବେ ଓ ମହାସଚିବ ଶାଜି ପ୍ରଭାକରନ ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ…

ବର୍ଷିଲେ ଗାଭାସ୍କର: ‘୧୯ତମ ଓଭର ପାଲଟିଲାଣି ଚିନ୍ତାର ବିଷୟ…ସବୁଥର ଦେଉଛନ୍ତି ଅଧିକ ରନ୍‌’

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟି୨୦ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛି ଟିମ୍‌ ଇଣ୍ଡିଆ। ଏହାକୁ ନେଇ ବିଭିନ୍ନ ମହଲରେ ଦଳକୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ଏହି କ୍ରମରେ ଏବେ ମହାନ କ୍ରିକେଟର ସୁନୀଲ ଗାଭାସ୍କର ଭାରତୀୟ ଖେଳାଳିଙ୍କୁ ନେଇ…

ଟିମ୍‌ରେ ଜାଡେଜା ନାହାନ୍ତି, କେହି ପ୍ରତିଭା ନାହାନ୍ତି; ଏମିତିରେ ମ୍ୟାଚ୍‌ ଜିତିବେ କେମିତି: ଶାସ୍ତ୍ରୀ

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆରମ୍ଭରୁ ଭାରତ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ଦଳ ୪ ଉଇକେଟରେ ପରାଜିତ ହୋଇଛି। ୨୦୮ ରନ୍‌ର ବୃହତ୍‌ ସ୍କୋର କରିଥିଲେ ହେଁ ଖରାପ ବୋଲିଂ…

ବାବରଙ୍କୁ ପଛରେ ପକାଇଲେ ସୂର୍ଯ୍ୟକୁମାର

ଦୁବାଇ, ୨୧।୯:ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ତାଲିକାରେ ଭାରତର ସୂର୍ଯ୍ୟକୁମାର ଯାଦବ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ ପଛରେ ପକାଇ  ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ମୋହାଲିରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ଭାରତ ପରାଜିତ ହୋଇଥିଲେ ହେଁ…

ଆଇସିସିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଏକ ବଡ଼ ଘୋଷଣା କରିଛି। ୨୦୨୩ ଏବଂ ୨୦୨୫ରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି) ଫାଇନାଲ ଯଥାକ୍ରମେ ‘ଦ ଓଭାଲ’ ଏବଂ ‘ଲର୍ଡସ’ ଗ୍ରାଉଣ୍ଡରେ ଖେଲାଯିବ। ଏନେଇ ଆଇସିସି ପକ୍ଷରୁ…

ଭାରତ ପରାଜୟର ଭିଲେନ୍‌ ସାଜିଛନ୍ତି ଏହି ବୋଲର

ମୋହାଲି,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ୪ ଉଇକେଟ ହରାଇ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ପାଇଁ ବୋଲରଙ୍କ ଖରାପ ପ୍ରଦର୍ଶନକୁ ଅଧିନାୟକ ରୋହିତ ଶର୍ମା ଦାୟୀ କରିଛନ୍ତି। ବିଶେଷ କରି ଅନ୍ତିମ ଓଭରରେ…

ପଡ଼ିଆରେ କାର୍ତ୍ତିକ ଗଳା ଧରିଦେଲେ ରୋହିତ:ଭିଡିଓ ହେଉଛି ଭାଇରାଲ୍‌

ମୋହାଲି,୨୧।୯: ମୋହାଲିରେ ମଧ୍ୟରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ଅଷ୍ଟ୍ରେଲିଆର ଇନିଂସର ଦ୍ୱାଦଶ ଓଭରରେ ଭାରତର ଅଧିନାୟକ ରୋହିତ ଶର୍ମା ରାଗରେ ଉଇକେଟ କିପର ଦୀନେଶ କାର୍ତ୍ତିକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri