ଖେଳ

ରୋନାଲ୍ଡୋଙ୍କୁ ଆଶ୍ୱାସନା ଦେଲେ କୋହଲି

ନୂଆଦିଲ୍ଲୀ,୧୨।୧୨: ରୋନାଲ୍ଡୋଙ୍କ ଦଳ ପର୍ତ୍ତୁଗାଲ ଫିଫା ବିଶ୍ୱକପ ୨୦୨୨ ବାଦ୍‌ ପଡିଛି। ଏହା ସହିତ ରୋନାଲ୍ଡୋଙ୍କର ବିଶ୍ୱ ଚାମ୍ପିୟନ ହେବାର ସ୍ବପ୍ନ ପୁଣି ଥରେ ଭାଙ୍ଗି ଯାଇଛି। ପର୍ତ୍ତୁଗାଲ ପାଇଁ ପାଞ୍ଚଟି ବିଶ୍ୱକପ ଜିତିଥିବା ରୋନାଲ୍ଡୋ ଏପର୍ଯ୍ୟନ୍ତ ଦେଶ ପାଇଁ ଫିଫା…

ଭାରତୀୟ ମହିଳା ଦଳକୁ ରୌପ୍ୟ

ଭୁବନେଶ୍ୱର, ୧୨।୧୨ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁଠାରେ ୧୮ ବର୍ଷରୁ କମ୍‌ ଏସୀୟ ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ରବିବାର ଶେଷ ହୋଇଛି। ଏଥିରେ ଓଡ଼ିଶା ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। କିସ୍‌ର ମାମା ନାୟକ ଏହି ପ୍ରତିଯୋଗିତାରେ ଭାରତୀୟ…

ବାରବାଟୀରେ ଭାରତ, ବାଂଲାଦେଶ ମ୍ୟାଚ

ଭୁବନେଶ୍ୱର,୧୨ା୧୨ (ସ୍ପୋଟର୍‌ସ ବ୍ୟୁରୋ) : ଭାରତରେ ଅନୁଷ୍ଠିତ ଦୃଷ୍ଟିବାଧିତ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦୃଷ୍ଟିବାଧିତ ଦଳ ଏହାର ତୃତୀୟ ମ୍ୟାଚ୍‌ରେ ବାଂଲାଦେଶକୁ ଭେଟିବ। ଐତିହାସିକ ବାରବାଟୀ ଷ୍ଟାଡିୟମରେ ଏହି ମ୍ୟାଚ୍‌ଟି ଡିସେମ୍ବର ୧୩ରେ ଖେଳାଯିବ। ୧୨ ତାରିଖରେ ଉଭୟ ଦଳ ଭୁବନେଶ୍ୱରସ୍ଥିତ…

ଭାଲେଣ୍ଟିନା, ମଧୁପ୍ରିୟା ପ୍ରସ୍ତୁତ

ଭୁବନେଶ୍ୱର, ୧୨।୧୨ (କ୍ରୀଡ଼ା ପ୍ରତିନିଧି): ରଉଜ୍‌ବେକିସ୍ତାନର ଡାସ୍କଟାଠାରେ ଚଳିତ ମାସ ୧୩ରୁ ୨୦ ପର୍ଯ୍ୟନ୍ତ ଏସୀୟ କରାଟେ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଓଡ଼ିଶାରୁ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କରାଟେକା ଭାଲେନା ଭାଲେଣ୍ଟିନା ଓ ପ୍ରତିଭାସମ୍ପନ୍ନ ମଧୁପ୍ରିୟା ବାଇ ଅଂଶଗ୍ରହଣ କରିବେ।…

ସୁଇମିଂ ପୁଲ୍‌ରେ ଓଡ଼ିଶା ସୁଇମରଙ୍କ ଚମକ

ଭୁବନେଶ୍ୱର, ୧୨।୧୨(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ଏସଏଫ୍‌ଆଇ (ସୁଇମିଂ ଫେଡେରେଶନ ଅଫ୍‌ ଇଣ୍ଡିଆ) ଜୋନାଲ କ୍ୱାଲିଫାୟର ଟୁର୍ନାମେଣ୍ଟ ରବିବାର ଶେଷ ହୋଇଛି। ଏଥିରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର ଆଦି ୫ଟି ରାଜ୍ୟର…

ସ୍କୁଲ୍ସ ଓପନ ଚେସ୍‌: ଶୁକ ମୁର୍ମୁ ଚାମ୍ପିୟନ

ଭୁବନେଶ୍ୱର, ୧୨।୧୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଅନୁଷ୍ଠିତ ସମର ବିଜୟ ମହାନ୍ତି ମେମୋରିଆଲ ସ୍କୁଲ୍ସ ଓପନ ଚେସ୍‌ରେ କଟକ ସାଇ ଇଣ୍ଟିଗ୍ରେଟେଡ୍‌ ପବ୍ଲିକ୍‌ ସ୍କୁଲ୍‌ର ଶୁକ ମୁର୍ମୁ ଚାମ୍ପିୟନ ହୋଇଛନ୍ତି। ସେ ୬ ରାଉଣ୍ଡବିଶିଷ୍ଟ…

ଦୃଷ୍ଟିବାଧିତ ମହିଳା କ୍ରିକେଟ୍‌: ବାଲେଶ୍ବର ଚାମ୍ପିୟନ

ଭୁବନେଶ୍ୱର,୧୨ା୧୨(ସ୍ପୋଟର୍‌ସ ବ୍ୟୁରୋ): କେଟି ଗ୍ଲୋବାଲ ସ୍କୁଲ ପଡ଼ିଆ ଠାରେ କାଭି ଓଡ଼ିଶା ଓ କେଟି ଗ୍ଲୋବାଲ ସ୍କୁଲର ମିଳିତ ଆନୁକୂଲ୍ୟରେ ଏବଂ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସହଯୋଗରେ ଦୁଇଦିନିଆ ରାଜ୍ୟ ଦୃଷ୍ଟିବାଧିତ ମହିଳା କ୍ରିକେଟ ଟୁର୍ନାମେଣ୍ଟ…

ଅଷ୍ଟ୍ରେଲିଆର କ୍ଲିନ୍‌ ସୁଇପ୍‌

ଆଡିଲେଡ୍‌,୧୧।୧୨: ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିବାରାତ୍ର କ୍ରିକେଟ ଟେଷ୍ଟରେ ୪୧୯ ରନ୍‌ରେ ବିଜୟ ସହ ଅଷ୍ଟ୍ରେଲିଆ ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ କ୍ଲିନ୍‌ ସୁଇପ୍‌ କରିଛି। ୪୯୭ ରନ୍‌ର ବିଜୟ ଲକ୍ଷ୍ୟ ପଛା କରୁଥିବା ବେଳେ ଓ୍ବେଷ୍ଟଇଣ୍ଡିଜ ମାତ୍ର…

ପ୍ରଥମ ଟେଷ୍ଟରୁ ବାଦ୍‌ ପଡିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୧।୧୨: ବାଂଲାଦେଶ ବିପକ୍ଷ ଆଗାମୀ ଟେଷ୍ଟ ସିରିଜକୁ ନେଇ ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କିଛି ପରିବର୍ତ୍ତନ କରିଛି। ଆହତ କାରଣରୁ ଅଧିନାୟକ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରୁ ବାଦ ପଡିଛନ୍ତି। ତାଙ୍କ…

୧୯୦ ରନ୍‌ରେ ଖେଳୁଥିବାବେଳେ କୋହଲିଙ୍କୁ ଏମିତି କିଛି କହୁଥିଲେ ଇଶାନ କିଶନ

ଢାକା,୧୧।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନ ବାଂଲାଦେଶ ବିପକ୍ଷ ସିରିଜର ତୃତୀୟ ଦିନିକିଆରେ ବିସ୍ଫୋରକ ଇଂନିସ ଖେଳିଥିଲେ। ଚଟ୍ଟୋଗ୍ରାମରେ ଖେଳାଯାଇଥିବା ମ୍ୟାଚରେ କିଶନ ଦିନିକିଆ କ୍ରିକେଟରେ ଦ୍ରୁତତମ ଦ୍ୱିଶତକ ହାସଲ କରିଥିଲେ। ସେ ବିରାଟ କୋହଲିଙ୍କ ସହ ଦ୍ୱିତୀୟ…

ବାପା ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲ ପ୍ରଥମଥର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ମୟଙ୍କଙ୍କ ସ୍ତ୍ରୀ ଆଶିତା ସୁଦ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ମାୟାନକ ସ୍ତ୍ରୀ ଏବଂ ପୁଅଙ୍କ ସହ ଫଟୋ ଶେୟାର କରି ଏହି ଖୁସି…

ରୋମାଣ୍ଟିକ୍‌ ହେଲେ କୋହଲି

ନୂଆଦିଲ୍ଲୀ,୧୧।୧୨: ଭାରତୀୟ ପୂର୍ବତନ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଆଜି ୫ମ ବିବାହବାର୍ଷିକୀ ପାଳନ କରୁଛନ୍ତି। ଏହି ଅବସରରେ ସେ ସୋସିଆଲ ମିଡିଆରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଫଟୋ ଶେୟାର କରି ଏକ ବିଶେଷ ବାର୍ତ୍ତା ଲେଖିଛନ୍ତି। କୋହଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?