ଖେଳ

ରୋମାଣ୍ଟିକ୍‌ ହେଲେ କୋହଲି

ନୂଆଦିଲ୍ଲୀ,୧୧।୧୨: ଭାରତୀୟ ପୂର୍ବତନ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଆଜି ୫ମ ବିବାହବାର୍ଷିକୀ ପାଳନ କରୁଛନ୍ତି। ଏହି ଅବସରରେ ସେ ସୋସିଆଲ ମିଡିଆରେ ସ୍ତ୍ରୀ ଅନୁଷ୍କାଙ୍କ ସହ ଫଟୋ ଶେୟାର କରି ଏକ ବିଶେଷ ବାର୍ତ୍ତା ଲେଖିଛନ୍ତି। କୋହଲି…

ଏଥର ମେସିଙ୍କ ବିଶ୍ୱକପ୍‌

୧୯୮୬ରେ ମାରାଡୋନାଙ୍କ ବିଶ୍ୱକପ୍‌ ଥିଲା। ଏଥର କିନ୍ତୁ ଲିଓନେଲ ମେସିଙ୍କର। ତାଙ୍କ ନାମରେ ରହିଥିବା ରେକର୍ଡ ଓ ତାଙ୍କ ଫୁଟ୍‌ବଲ ନେତୃତ୍ୱକୁ ନେଇ ଆଉ ଆଲୋଚନା କରିବା ଦରକାର ନାହିଁ। ତାଙ୍କ ମ୍ୟାଜିକ ବଲରେ ଆର୍ଜେଣ୍ଟିନା ସେମିଫାଇନାଲରେ ପ୍ରବେଶ କରିସାରିଛି। ଲୁସେଲ…

ମଇଦାନରେ ଇଶାନଙ୍କ ସହ କୋହଲିଙ୍କ ‘ଭାଙ୍ଗଡ଼ା’, ଭାଇରାଲ ହେଉଛି ଭିଡିଓ

ଚାଟୋଗ୍ରାମ୍‌,୧୦।୧୨: ବାଲାଂଦେଶ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ନାଚିଲେ ବିରାଟ କୋହଲି । ବ୍ୟାଟ୍ସମ୍ୟାନ୍‌ ଇଶାନ କିଶନ ଦ୍ୱିଶତକ ମାରିବା ଖୁସିରେ ସେ ମଇଦାନରେ ଭାଙ୍ଗଡ଼ା କରିଥିବା ଦେଖାଯାଇଛି। ପରେ ଇଶାନ ମଧ୍ୟ ତାଙ୍କ ସହ ମିଶି ଖୁସି ମନାଇଛନ୍ତି। ଏହାର…

ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନର ପ୍ରଥମ ମହିଳା ସଭାପତି ହେଲେ ପି.ଟି. ଉଷା

ନୂଆଦିଲ୍ଲୀ,୧୦।୧୨: ଭେଟେରାନ ଧାବିକା ପି.ଟି. ଉଷା ଶନିବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ)ର ପ୍ରଥମ ମହିଳା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୮ ବର୍ଷୀୟ ଉଷା ନିର୍ନ୍ଦ୍ୱନ୍ଦ୍ୱରେ ଶୀର୍ଷ ପଦବୀକୁ ମନୋନୀତ ହୋଇଛନ୍ତି। ‘ପାୟୋଲି ଏକ୍ସପ୍ରେସ୍‌’ ଏବଂ ‘ଉଡନ ପରୀ’ ନାମରେ ଉଷା…

ଦିନିକିଆ ଫର୍ମାଟରେ ଭାରତର ତୃତୀୟ ବୃହତ ବିଜୟ, ବାଲାଂଦେଶକୁ ୨୨୭ରନ୍‌ରେ ହରାଇଲା…

ନୂଆଦିଲ୍ଲୀ,୧୦।୧୨: ଭାରତ ଦିନିକିଆ ସିରିଜର ତୃତୀୟ ମ୍ୟାଚ୍‌ରେ ବାଲାଂଦେଶକୁ ଶୋଚନୀୟ ଭାବେ ପରାଜିତ କରିଛି। ୨୨୭ରନ୍‌ ବ୍ୟବଧାନରେ ଦଳ ବିଜେତା ହୋଇଛି। ଦିନିକିଆ ଫର୍ମାଟରେ ଏହା ଭାରତର ତୃତୀୟ ବଡ଼ ବିଜୟ ବୋଲି କୁହାଯାଉଛି। ପ୍ରଥମରୁ ଦୁଇଟି ମ୍ୟାଚ୍‌ ଜିତି ସିରିଜ…

୧୪ରେ ଆର୍ଜେଣ୍ଟିନା-କ୍ରୋଏସିଆ ସେମିଫାଇନାଲ

ଦୋହା,୧୦।୧୨: ଚଳିତ ଫିଫା ବିଶ୍ୱକପର ସେମିଫାଇନାଲରେ କ୍ରୋଏସିଆକୁ ଭେଟିବ ଆର୍ଜେଣ୍ଟିନା। ଶୁକ୍ରବାର ଖେଳାଯାଇଥିବା ୨ଟିଯାକ କ୍ୱାର୍ଟର ଫାଇନାଲ ପେନାଲ୍ଟି ଶୁଟ୍‌ ଆଉଟରେ ମୀମାଂସା ହୋଇଥିଲା। ବ୍ରାଜିଲକୁ କ୍ରୋଏସିଆ ୪-୨ ଗୋଲରେ ହରାଇଥିବା ବେଳେ ଆର୍ଜେଣ୍ଟିନା ୪-୩ ଗୋଲରେ ନେଦରଲାଣ୍ଡ୍ସକୁ ହରାଇ ସେମିଫାଇନାଲରେ…

୪୧୦ ରନ୍‌ର ବିଶାଳ ଟାର୍ଗେଟ ଦେଲା ଟିମ୍‌ ଇଣ୍ଡିଆ

ଚାଟୋଗ୍ରାମ୍‌,୧୦।୧୨: ବାଲାଂଦେଶ ବିପକ୍ଷ ତୃତୀୟ ଦିନିକିଆରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ଇଶାନ କିଶନ ଏବଂ ବିରାଟ କୋହଲିଙ୍କ ଦ୍ୱିଶତକୀୟ ଭାଗିଦାରୀ ଯୋଗୁ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୪୦୯ କରିବାରେ ସଫଳ ହୋଇଛି।…

୩ ବର୍ଷ ପରେ ଦିନିକିଆରେ ଶତକ ମାରିଲେ କୋହଲି

ଚାଟୋଗ୍ରାମ୍‌,୧୦।୧୨: ଟିମ୍‌ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଶନିବାର ବାଲାଂଦେଶ ବିପକ୍ଷରେ ଖେଳାଯାଉଥିବା ତୃତୀୟ ତଥା ଅନ୍ତିମ ଦିନିକିଆରେ ଶତକ ମାରି ବଡ ଉପଲବ୍ଧି ହାସଲ କରିଛନ୍ତି। ଅଗଷ୍ଟ ୨୦୧୯ ପରେ ଦିନିକିଆରେ ବିରାଟଙ୍କ ଏହା ପ୍ରଥମ ଶତକ। ୨୫ଟି…

ଇତିହାସ ରଚିଲେ ଇଶାନ

ନୂଆଦିଲ୍ଲୀ,୧୦।୧୨: ବାଲାଂଦେଶ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ଇଶାନ କିଶନ। ମ୍ୟାଚ୍‌ରେ ସେ ୧୩୧ ବଲ୍‌ରେ ୨୧୦ରନ୍‌ର ଇନିଂସ ଖେଳିଛନ୍ତି। ଏଥିରେ ୨୪ ଚୌକା ଏବଂ ୧୦ ଛକା ରହିଛି। ଇଶାନଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁ ଦଳର ସ୍କୋର…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ବାଂଲାଦେଶ

ହାଇଦ୍ରାବାଦ,୧୦।୧୨: ବାଂଲାଦେଶ ଏବଂ ଭାରତ ମଧ୍ୟରେ ଶନିବାର ଆରମ୍ଭ ହୋଇଛି ତୃତୀୟ ଦିନିକିଆ ମ୍ୟାଚ୍‌। ତେବେ ବାଂଲାଦେଶ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିବା ବେଳେ ଭାରତ ପ୍ରଥମେ ବ୍ୟାଟିଂ କରିବ। ପ୍ରଥମ ଏବଂ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ହାରିବା…

ଅବ୍ରାରଙ୍କୁ ୭ ଉଇକେଟ: ଇଂଲଣ୍ଡ ୨୮୧

ମୁଲ୍‌ତାନ, ୧୦ା୧୨ (ଏପି): ସ୍ଥାନୀୟ ମୁଲ୍‌ତାନ କ୍ରିକେଟ ଷ୍ଟାଡିୟମ ପାକିସ୍ତାନ ଓ ଭ୍ରମଣକାରୀ ଇଂଲଣ୍ଡ କ୍ରିକେଟ ଦଳ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ପାକିସ୍ତାନର ପଦର୍ପଣକାରୀ ଖେଳାଳି ଅବ୍ରାର୍‌ ଅହମ୍ମଦଙ୍କ ୭ ଉଇକେଟ ସଫଳତା ଯୋଗୁ…

ଜଣେ ଲଙ୍ଗ ଜମ୍ପର, ଅଫିସିଆଲ ବାସନ୍ଦ

ମୋନାକୋ, ୧୦ା୧୨(ଏପି): ଗତବର୍ଷ ଟୋକିଓ ଅଲିମ୍ପିକ୍ସରେ ଜଣେ ଆଥ୍‌ଲେଟଙ୍କୁ ଯୋଗ୍ୟତା ହାସଲ କରାଇବାରେ ସହାୟତା କରିଥିବା ଅଭିଯୋଗରେ ଆଲ୍‌ବାନିଆର ଦୁଇଜଣ ଅଫିସିଆଲ ବାସନ୍ଦ ଦଣ୍ଡର ସମ୍ମୁଖୀନ ହୋଇଛନ୍ତି। ସେମାନେ ଲଙ୍ଗ ଜମ୍ପର ଇଜ୍‌ମିର୍‌ ସ୍ମାଜ୍‌ଲାଜ୍‌ଙ୍କ ପ୍ରଦର୍ଶନ ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?