ଟସ୍ ଜିତିଲା କେକେଆର, ବ୍ୟାଟିଂ ନିଷ୍ପତ୍ତି…
ମୁମ୍ବାଇ, ୧୪।୫: ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍ରେ ଶନିବାର କୋଲକାତା ନାଇଟ୍ ରାଇଡର୍ସ୍(କେକେଆର) ସନ୍ ରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍ରେ ଖେଳାଯାଉଥିବା...
ସନ୍ୟାସ ନେଇ କଲେ ଟୁଇଟ୍, ପୁଣି କଲେ ଡିଲିଟ୍
ମୁମ୍ବାଇ,୧୪।୫: ଚେନ୍ନାଇ ସୁପର କିଙ୍ଗ୍ସର ତାରକା ଖେଳାଳି ଅମ୍ବାତି ରାୟୁଡ଼ୁ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରୁ ସନ୍ୟାସ ଘୋଷଣା କରି ସମସ୍ତଙ୍କୁ ଚମକାଇଛନ୍ତି। ୨୦୨୨ ତାଙ୍କର ଶେଷ ସିଜନ ହେବ ବୋଲି ସେ ଟୁଇଟ୍ କରି ଜଣାଇଥିଲେ। ହେଲେ କିଛି ସମୟ...
ଚେନ୍ନାଇର ଆଗାମୀ ଅଧିନାୟକ ହୋଇପାରନ୍ତି ଏହି ଷ୍ଟାର ଅଲରାଉଣ୍ଡର: ସେହ୍ବାଗ
ମୁମ୍ବାଇ,୧୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସିଛି। ଏଥିଯୋଗୁ ଦଳ ପ୍ଲେ-ଅଫ୍ ଦୌଡ଼ରୁ ବାହାର ହୋଇଛି। ତେବେ ଟୁର୍ନାମେଣ୍ଟ ଆରମ୍ଭରୁ ଦଳ ଚକିତ କଲାଭଳି ନିଷ୍ପତ୍ତି ନେଇଥିଲା। ଏହାର ପରିଣାମ ଦଳକୁ...
ଆଇପିଏଲ୍ରେ ଜବରଦସ୍ତ ପ୍ରଦର୍ଶନ କରୁଥିବା ତିଳକ ବର୍ମା କିଏ? ନିଜର ଘର ଖଣ୍ଡେ ନାହିଁ, ବାପା…
ମୁମ୍ବାଇ,୧୩।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରୁ ଭାରତକୁ ଅନେକ ତାରକା ଖେଳାଳି ମିଳିଛି। ଚଳିତ ସିଜନରେ ମଧ୍ୟ ସେଭଳି କିଛି ଯୁବ ଖେଳାଳି ଚର୍ଚ୍ଚାରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ତିଳକ ବର୍ମା। ହାଇଦ୍ରାବାଦରେ...
ବୃହତ୍ ବିଜୟ ଲକ୍ଷ୍ୟ ଦେଲା ପଞ୍ଜାବ: ମୂଳରୁ ଆଣ୍ଠେଇଲାଣି ଆର୍ସିବି
ମୁମ୍ବାଇ, ୧୩।୫- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବିକୁ ବୃହତ୍ ବିଜୟ ଲକ୍ଷ୍ୟ ଦେଇଛି ପଞ୍ଜାବ କିଙ୍ଗ୍ସ। ଜନି ବେୟାରଷ୍ଟୋ ଓ ଲିଆମ ଲିଭିଂଷ୍ଟୋନଙ୍କ ଅର୍ଦ୍ଧଶତକ ସହାୟତାରେ ପଞ୍ଜାବ ୨୦ ଓଭରରେ...
ତିନି ବର୍ଷରେ ଦ୍ୱିତୀୟ ଥର; ରାଇନାଙ୍କ ବିନା ଫିକା ପଡ଼ିଲା …
ମୁମ୍ବାଇ,୧୩।୫: ଏଯାବତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୧୩ଟି ସିଜନ ଖେଳିସାରିଛି ଚେନ୍ନାଇ ସୁପର କିଙ୍ଗ୍ସ। ଏଥିରୁ ୨ ଥର ଦଳ ପ୍ଲେ-ଅଫ୍ ଖେଳିବାରୁ ବଞ୍ଚିତ ହୋଇଛି। ପ୍ରଥମ ଥର ପାଇଁ ଦଳ ୨୦୨୦ରେ ପ୍ଲେ-ଅଫ୍ରେ ପହଞ୍ଚି ନ ଥିବା ବେଳେ...
ଥୋମାସ କପ୍ରେ ଇତିହାସ ରଚିଲା ଭାରତ ପୁରୁଷ ବ୍ୟାଡ୍ମିଣ୍ଟନ ଟିମ୍
ନୂଆଦିଲ୍ଲୀ,୧୩।୫: ଦୀର୍ଘ ୪୩ ବର୍ଷ ପରେ ‘ଥୋମାସ କପ୍’ରେ ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ଇତିହାସ ରଚିଛି। ଶକ୍ତିଶାଳୀ ମାଲେସିୟାକୁ ୩-୨ରେ ପରାସ୍ତ କରି ଭାରତୀୟ ଟିମ ସେମି ଫାଇନାଲରେ ପ୍ରବେଶ କରିବାକୁ ସକ୍ଷମ ହୋଇଛି। ଭାରତ ସେମିରେ ପ୍ରବେଶ...
ଆଇପିଏଲ୍ରେ ଟସ୍ ଜିତି ବୋଲିଂ ଧାରା ଜାରି
ମୁମ୍ବାଇ,୧୩।୫: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମ୍ରେ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୬୦ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଫାଫ୍ ଦୁ ଫ୍ଲେସିସ ଟସ୍ ଜିତି ବୋଲିଂ କରିବାକୁ...
ରୋହିତଙ୍କ ଭବିଷ୍ୟବାଣୀ: ଖୁବ୍ଶୀଘ୍ର ଭାରତ ପାଇଁ ଖେଳିବେ ଏହି କ୍ରିକେଟର…
ମୁମ୍ବାଇ,୧୩।୫: ଆଇପିଏଲ୍ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ଯୁବ ବ୍ୟାଟ୍ସମ୍ୟାନ ତିଳକ ବର୍ମାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଅଧିନାୟକ ରୋହିତ ଶର୍ମା। ସେ ଖୁବ୍ଶୀଘ୍ର ଜାତୀୟ ଦଳରେ ସାମିଲ ହୋଇ ସମସ୍ତ ଫର୍ମାଟରେ ଖେଳିବେ ବୋଲି ଭବିଷ୍ୟବାଣୀ କରିଛନ୍ତି।...
ଜାଡେଜାଙ୍କୁ ପ୍ରଶଂସା କଲେ ଧୋନୀ
ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ପ୍ଲେ ଅଫ୍ରୁ ଚେନ୍ନାଇ ସୁପର କିଙ୍ଗ୍ସ ବାଦ୍ ପଡିଛି। ଦଳ ମୁମ୍ବାଇ ଇଣ୍ଡିଆନ୍ସଠାରୁ ୫ ଉଇକେଟରେ ପରାସ୍ତ ହୋଇଛି। ମୁମ୍ବାଇ ବିପକ୍ଷ ମ୍ୟାଚ ପରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୋଲରମାନଙ୍କୁ ପ୍ରଶଂସା କରିଥିଲେ। ଏପରିକି...
ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ
ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏହା ଚଳିତ ସିଜିନ୍ରେ ତୃତୀୟ ବିଜୟ। ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ ଦୌଡ଼ରୁ ପୂର୍ବରୁ ବାହାରି...
ସିଏସ୍କେର ପ୍ଲେ-ଅଫ୍ ବାଟ ବନ୍ଦ
ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏକ ଲୋ ସ୍କୋରିଂ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ୫.୧ ଓଭର ପୂର୍ବରୁ ୫ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ହରାଇ ଦେଇଛି। ଏହି ପରାଜୟ ଯୋଗୁ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇର...
Archives


