ଖେଳ

‘ବିରାଟ କୋହଲି ବିଶ୍ୱକପ୍‌ ପରେ ଟି-୨୦ ଫର୍ମାଟରୁ ନେବେ ଅବସର’

ଇସଲାମାବାଦ୍‌,୧୫।୯: ପାକିସ୍ତାନର ପୂର୍ବତନ କ୍ରିକେଟର ଶୋଏବ ଅଖତର ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ବିରାଟ କୋହଲି ଟି-୨୦ ବିଶ୍ୱକପ ୨୦୨୨ ପରେ ଖେଳର ସବୁଠାରୁ ଛୋଟ ଫର୍ମାଟରୁ ଅବସର ନେବାକୁ ଚିନ୍ତା କରିପାରନ୍ତି। ଅନ୍ୟ ଫର୍ମାଟରେ ଭଲ ଖେଲିବା…

କ୍ରିକେଟ୍‌ରୁ ସନ୍ନ୍ୟାସ ଘୋଷଣା କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୧୫।୯: ଅଷ୍ଟ୍ରେଲିଆ ମହିଳା ଦଳର ଉପ-ଅଧିନାୟକ ରାଚେଲ ହେନ୍ସ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୩୫ ବର୍ଷୀୟା ବାମହାତୀ ବ୍ୟାଟ୍ସମ୍ୟାନ୍‌ ହେନ୍ସ ନିଶ୍ଚିତ କରିଛନ୍ତି ଯେ, ଆଗାମୀ ମହିଳା ବିଗ ଲିଗ ତାଙ୍କର ଶେଷ ଘରୋଇ ସିଜିନ୍‌ ହେବ।…

ପ୍ରସିଦ୍ଧ ଅମ୍ପାୟାର ଅସଦ ରୌଫଙ୍କ ପରଲୋକ

ଇସଲାମାବାଦ,୧୫।୯: ଆଇସିସିର ଏଲିଟ ପ୍ୟାନେଲର ଅଂଶ ଥିବା ପାକିସ୍ତାନୀ ଅମ୍ପାୟାର ଅସଦ ରୌଫ (୬୬)ଙ୍କ ଲାହୋରରେ ଦେହାନ୍ତ ହୋଇଛି। ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବରକୁ ତାଙ୍କ ଭାଇ ତାହିର ନିଶ୍ଚିତ କରିଛନ୍ତି। ପୂର୍ବତନ ଅମ୍ପାୟାରଙ୍କ ଭାଇ କହିଛନ୍ତି…

ରିଫ୍ରେଶର କୋର୍ସ ଭାରୋତ୍ତୋଳନ ବିକାଶରେ ସହାୟକ ହେବ: ସାନ୍ଧୁ

ଭୁବନେଶ୍ୱର, ୧୫।୯ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଭାରତୀୟ ଭାରୋତ୍ତୋଳନ ଫେଡେରେଶନ (ଆଇଡବ୍ଲ୍ୟୁଏଲ୍‌ଏଫ୍‌)ର ମିଳିତ ଉଦ୍ୟମରେ କଳିଙ୍ଗ ଷ୍ଟାଡିୟମରେ ଏକ ୩ ଦିନିଆ ଟେକ୍ନିକାଲ ଅଫିସିଆଲ ରିଫ୍ରେଶର କୋର୍ସ (ନ୍ୟାଶନାଲ କାଟେଗୋରି-୨ ଓ କାଟେଗୋରି-୧)…

ଭିନେଶଙ୍କୁ ବ୍ରୋଞ୍ଜ

ବେଲଗ୍ରେଡ୍‌,୧୫ା୯(ପି.ଟି.) : ବିଶ୍ୱ କୁସ୍ତି ଚାମ୍ପିୟନଶିପରେ ୫୩ କିଗ୍ରା ଓଜନ ବର୍ଗରେ ବ୍ରୋଞ୍ଜ ପଦକ ଜିତିଛନ୍ତି ଭିନେଶ ଫୋଗତ। ଏହା ସହିତ ପ୍ରଥମ ଭାରତୀୟ ମହିଳା ରେସଲର ଭାବରେ ଦୁଇଟି ବିଶ୍ୱ ଚାମ୍ପିୟନଶିପ ପଦକ ଜିତି ସେ ଇତିହାସ ସୃଷ୍ଟି କରିଛନ୍ତି।…

ଭାରତ ବିପକ୍ଷ ସିରିଜରୁ ମାର୍ଶ, ଷ୍ଟାର୍କ, ଷ୍ଟୋଇନିସ ଓହରିଲେ

ମେଲବୋର୍ନ, ୧୫।୯ (ପି.ଟି.): ଆସନ୍ତା ଭାରତ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ କ୍ରିକେଟ ସିରିଜରୁ ଅଷ୍ଟ୍ରେଲିଆର ମିଚେଲ ମାର୍ଶ, ମିଚେଲ ଷ୍ଟାର୍କ ଓ ମାର୍କୁସ ଷ୍ଟୋଇନିସ ଓହରି ଯାଇଛନ୍ତି। ଆହତ ସମସ୍ୟା କାରଣରୁ ଏହି ଖେଳାଳିମାନେ ଭାରତରେ ହେବାକୁଥିବା ସିରିଜପାଇଁ ଉପଲବ୍ଧ…

ଇଂଲଣ୍ଡକୁ ହରାଇଲା ଭାରତ

ଡର୍ବି,୧୫ା୯(ପି.ଟି.): ଓପନର ସ୍ମୃତି ମନ୍ଧାନାଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମୁକାବିଲାରେ ବିଜୟୀ ହୋଇଛି ଭାରତ। ୩ ମ୍ୟାଚ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ରହିଥିବା ବେଳେ ଗୁରୁବାର ଅନ୍ତିମ ମ୍ୟାଚ ଖେଳାଯିବ। ପ୍ରଥମେ ବ୍ୟାଟିଂ…

ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ବେଙ୍ଗାଲୁରୁ,୧୪।୯: ଭାରତୀୟ କ୍ରିକେଟର ରବିନ ଉଥାପ୍ପା ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଅବସର ନେଇ ସେ କହିଛନ୍ତି, ନିଜ ଦେଶ ଏବଂ ରାଜ୍ୟ କର୍ନାଟକ ପାଇଁ ପ୍ରତିନିଧିତ୍ୱ କରିବା ସମ୍ମାନର କଥା। ସନ୍ତୁ ଜିନିଷର ଅନ୍ତଃ ରହିଛି। ମୁଁ ଭାରତୀୟ…

ବିସିସିଆଇକୁ ମିଳିଲା ବଡ଼ ଆଶ୍ୱସ୍ତି: ପଦରେ ରହିପାରିବେ ଗାଙ୍ଗୁଲି, ଶାହା

ନୂଆଦିଲ୍ଲୀ,୧୪।୯: ସୁପ୍ରିମକୋର୍ଟଙ୍କଠାରୁ ବିସିସିଆଇକୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ବିସିସିଆଇକୁ ବୋର୍ଡର ସମ୍ବିଧାନରେ ସଂଶୋଧନ କରିବାକୁ ଅନୁମତି ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ଆଦେଶ ପରେ ବର୍ତ୍ତମାନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ତିନି ବର୍ଷ ପାଇଁ ବିସିସିଆଇର ସଭାପତି…

କୋହଲିଙ୍କୁ ମିଳିଲା ଲାଭ

ନୂଆଦିଲ୍ଲୀ,୧୪।୯: ନିକଟରେ ଶେଷ ହୋଇଥିବା ଏସିଆ କପ୍‌ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଚମତ୍କାର ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ଏସିଆ କପରେ ତାଙ୍କର ଚମତ୍କାର ପ୍ରଦର୍ଶନ ଯୋଗୁ ଟି-୨୦ ର଼୍ୟାଙ୍କିଙ୍ଗରେ ତାଙ୍କୁ ଲାଭ ମିଳିଛି।…

ଆଫ୍ରିଦିଙ୍କୁ ମୁହଁତୋଡ ଜବାବ ଦେଲେ ଅମିତ ମିଶ୍ର

ନୂଆଦିଲ୍ଲୀ,୧୪।୯: ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶହିଦ ଆଫ୍ରିଦି ଭାରତୀୟ କ୍ରିକେଟର୍‌ ବିରାଟ କୋହଲିଙ୍କୁ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଅବସର ନେବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ବିରାଟ କେବଳ ତାଙ୍କ କ୍ୟାରିୟରର ଶୀର୍ଷରେ ଅଛନ୍ତି, ତାଙ୍କୁ ଏବେ କ୍ରିକେଟକୁ ବିଦାୟ ଦେବା ଉଚିତ।…

ରେଣୁକାକୁ ମିଳିଲା ୧୩ ସ୍ଥାନ, ୭ତମ ସ୍ଥାନ ବଜାୟ ରଖିଲେ ଦୀପ୍ତି

ଦୁବାଇ,୧୪।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟର ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ କରିଛି। ଏଥିରେ ଭାରତ ସିମର ରେଣୁକା ସିଂ ୫ ସ୍ଥାନ ପଦୋନ୍ନତି ପାଇ ଶ୍ରେଷ୍ଠ ବୋଲର ତାଲିକାର ୧୩ତମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ସେହିପରି ସ୍ପିନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri