ଖେଳ

କ୍ରିକେଟରେ ଚମକିବାକୁ ପ୍ରସ୍ତୁତ ସେହ୍ବାଗଙ୍କ ପୁଅ, ଏହି ଟିମ୍‌ରେ ହେଲା ଚୟନ

ନୂଆଦିଲ୍ଲୀ,୬।୧୨: ନିଜ ସମୟରେ ଓପନର୍‌ ଭାବେ ବିସ୍ଫୋରକ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ରହିଆସୁଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ତାଙ୍କୁ ବୋଲିଂ କରିବା ବେଳେ ବିରୋଧୀ ଟିମ୍‌ ବୋଲର୍‌ମାନେ ଚିନ୍ତାରେ ପଡ଼ିଯାଉଥିଲେ। ଏହି ଦିନକୁ ଅନେକ ବର୍ଷ ବିତିଗଲାଣି। ଅପରପକ୍ଷେ ସେହ୍ବାଗ…

୧୪୫ ବର୍ଷର ଟେଷ୍ଟ ଇତିହାସରେ ପ୍ରଥମଥର ଘଟିଲା ଏମିତି

ରାଉଲପିଣ୍ଡି,୬।୧୨: ଇଂଲଣ୍ଡ ଦଳ ୧୭ ବର୍ଷ ପରେ ପାକିସ୍ତାନରେ ଏକ ଟେଷ୍ଟ ସିରିଜ ଖେଳୁଛି। ବିଜୟ ସହ ଇଂଲଣ୍ଡ ଯାତ୍ରା ଆରମ୍ଭ କରିଛି। ରାୱଲପିଣ୍ଡିରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ୭୪ ରନରେ ଇଂଲଣ୍ଡ ଜିତିଥିଲା। ବେନ ଷ୍ଟୋକ୍ସଙ୍କ ଦ୍ୱାରା ଅଧିନାୟକତ୍ୱ ହୋଇଥିବା…

ପାକିସ୍ତାନକୁ ହରାଇଲା ଇଂଲଣ୍ଡ

ରାଓ୍ବଲପିଣ୍ଡି, ୬ା୧୨: ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚକୁ ଇଂଲଣ୍ଡ ୭୪ରନରେ ଜିତିନେଇଛି। ସୋମବାର ମ୍ୟାଚର ୫ମ ତଥା ଅନ୍ତିମ ଦିବସରେ ପାକିସ୍ତାନ ହାତରେ ୮ ଉଇକେଟ ଥାଇ ବିଜୟ ପାଇଁ ୨୬୩ ରନ ଆବଶ୍ୟକ କରୁଥିଲା। ଦଳ କିନ୍ତୁ…

ପେନାଲ୍ଟି ଶୁଟ୍‌ଆଉଟରେ କ୍ରୋଏସିଆ କ୍ୱାର୍ଟରରେ

ଦୋହା,୬ା୧୨: ଅଣ୍ଡରଡଗ୍‌ ଜାପାନ ବିପକ୍ଷ କଡା ସଂଘର୍ଷପୂର୍ଣ୍ଣ ମ୍ୟାଚକୁ ପେନାଲ୍ଟି ଶୁଟ ଆଉଟରେ ଜିତି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ୨୦୧୮ ସଂସ୍କରଣ ରନର୍ସଅପ୍‌ କ୍ରୋଏସିଆ। ନିର୍ଦ୍ଧାରିତ ସମୟରେ ମ୍ୟାଚଟି ୧-୧ରେ ରହିଥିଲା। ଅତିରିକ୍ତ ସମୟରେ ମଧ୍ୟ ଉଭୟ ଦଳ ପରସ୍ପରକୁ…

ସ୍କାଲୋନିଙ୍କ ଦୃଢ଼ ନିଷ୍ପତ୍ତି

ଲିଓନେଲ ସ୍କାଲୋନିଙ୍କ ଆର୍ଜେଣ୍ଟିନା ଏକ ବଡ଼ ବିଜୟ ସହ କାତାର ଫୁଟ୍‌ବଲ ବିଶ୍ୱକପ୍‌ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛି। ବର୍ତ୍ତମାନ ସେମାନେ ଲୋଇସ୍‌ ଭାନ୍‌ ଗାଲ୍‌ (ନେଦରଲାଣ୍ଡ୍ସ କୋଚ୍‌)ଙ୍କ ଦଳ ସହିତ ମୁକାବିଲା କରିବେ। ଏହି ମ୍ୟାଚ ଲୁସେଲ ଷ୍ଟାଡିୟମରେ ଖେଳାଯିବ, ଯେଉଁଠାରେ…

ଭାରତକୁ ଲାଗିଲା ବଡ଼ ଝଟ୍‌କା

ଢାକା,୬।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ୧ ଉଇକେଟ୍‌ରେ ପରାଜୟର ସମ୍ମୁଖୀନ ହୋଇଥିଲା। ବାଂଲାଦେଶ ଗସ୍ତର ପ୍ରଥମ ମ୍ୟାଚ୍‌ରେ ପରାଜୟ ପରେ ଟିମ ଇଣ୍ଡିଆକୁ ଆଉ ଏକ…

ବୃହତ ବିଜୟ ସହିତ କ୍ୱାର୍ଟରରେ ବ୍ରାଜିଲ

ଦୋହା,୬ା୧୨: ଫିଫା ବିଶ୍ୱକପର ରାଉଣ୍ଡ ଅଫ୍‌ ୧୬ ମୁକାବିଲାରେ ସୋମବାର ବୃହତ ବିଜୟ ହାସଲ କରିଛି ବ୍ରାଜିଲ। ଦଳ ୪-୧ରେ ଦକ୍ଷିଣ କୋରିଆକୁ ପରାସ୍ତ କରିବା ସହିତ କ୍ୱାର୍ଟର ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛି। ବ୍ରାଜିଲ ପକ୍ଷରୁ ଭିନିସିଅସ୍‌ ଜୁନିୟର(୭), ନେମାର(୧୩),…

କୋରିଆ- ବ୍ରାଜିଲ ମୁକାବିଲା: ନେମାର ଖେଳିବା ନେଇ ସ୍ପଷ୍ଟ

ଦୋହା,୫।୧୨: ଫିଫା ବିଶ୍ୱକପର ସୋମବାର ୧୬ ତମ ମ୍ୟାଚ ଦକ୍ଷିଣ କୋରିଆ- ବ୍ରାଜିଲ ମଧ୍ୟରେ ମୁକାବିଲା ହେବ। ମ୍ୟାଚରେ ନେମାର ଖେଳିବେ ବୋଲି ବ୍ରାଜିଲର ପ୍ରଶିକ୍ଷକ ଟାଇଟ ଏକ ଖବରଦାତା ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି। ସୂଚନା ଯୋଗ୍ୟ, ସର୍ବିଆ ବିପକ୍ଷ ଗ୍ରୁପ…

ରାଗିଗଲେ ରୋହିତ ଶର୍ମା: କହିଲେ, ଆଉ କୌଣସି ବାହାନା ଚଳିବନି

ଢାକା,୫।୧୨: ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆରେ ପରାଜୟ ପାଇଁ ଭାରତୀୟ ଅଧିନାୟକ ରୋହିତ ଶର୍ମା ବ୍ୟାଟ୍ସମ୍ୟାନଙ୍କୁ ଦାୟୀ କରିଛନ୍ତି। ଢାକା ମୀରପୁର ଠାରେ ଏକ କମ ସ୍କୋରର ମ୍ୟାଚରେ ଟିମ ଇଣ୍ଡିଆ ଗୋଟିଏ ଉଇକେଟରେ ଘରୋଇ ଦଳଠାରୁ ହାରିଥିଲା। ଦଳର ବ୍ୟାଟିଂ…

ଓଡ଼ିଶାକୁ ୧୨ ପଦକ

ଭୁବନେଶ୍ୱର,୫ା୧୨(ସ୍ପୋଟର୍‌ସ ବ୍ୟୁରୋ): ଦିଲ୍ଲୀର ତାଲକୋଟରା ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସବ ଜୁନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶା ୧୨ ପଦକ ହାସଲ କରିଛି। ଓଡ଼ିଶା ପ୍ରତିଯୋଗୀ ୨ ସ୍ବର୍ଣ୍ଣ, ୬ ରୌପ୍ୟ ଓ ୪ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୧୧…

ଜାତୀୟ ସାମ୍ବୋରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୫।୧୨ (କ୍ରୀଡ଼ା ପ୍ରତିନିଧି): ଜମ୍ମୁସ୍ଥିତ ଭଗବତୀ ନଗର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ସାମ୍ବୋ (ମାର୍ଶାଲ ଆର୍ଟର ଏକ ଷ୍ଟାଇଲ) ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ମୋଟ ୫ଟି ପଦକ ହାସଲ କରିଛି। ଏହା…

ବଡ଼ ଉପଲବ୍ଧି ହାସଲ କଲେ ରୋହିତ ଶର୍ମା

ଢାକା,୪।୧୨: ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶ ଭାରତକୁ ୧ ଉଇକେଟ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଟିମ ଇଣ୍ଡିଆର ବ୍ୟାଟିଂ ଖରାପ ଥିଲା। ପୁରା ଦଳ ୧୮୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। କେଏଲ ରାହୁଲ ୭୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?