ଖେଳ

ଭାରତର ଲଜ୍ଜାଜନକ ପରାଜୟ

ଢାକା,୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଘରୋଇ ଦଳ ଚମକପ୍ରଦ ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ବାଂଲାଦେଶ ଗୋଟିଏ ଉଇକେଟ୍‌ରେ ଭାରତକୁ ପରାସ୍ତ କରିଛି। ଭାରତର ୧୮୭ ରନ୍‌ର ବିଜୟ…

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ୍‌…

ଢାକା,୪।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିବସୀୟ ସିରିଜ ରବିବାର ଠାରୁ ଆରମ୍ଭ ହୋଇଛି। ଢାକାର ଶେରଏ ବାଂଲା ନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶ ଲିଟୋନ ଦାସ ଟସ୍‌ ଜିତି ପ୍ରଥମେ…

ଅଶ୍ୱିନଙ୍କୁ ପଛରେ ପକାଇ ଇତିହାସ ରଚିଲେ ଏହି ସ୍ପିନର

ନୂଆଦିଲ୍ଲୀ,୪।୧୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ବଡ ରେକର୍ଡ ନିଜ ନାମରେ କରିଛନ୍ତି ଅଷ୍ଟ୍ରେଲିଆର ଭେଟେରାନ ସ୍ପିନର ନାଥନ ଲିୟନ। ଏପରି କରି ସେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ଡେଲ ଷ୍ଟେନ ଏବଂ ଭାରତର ଭେଟେରାନ ସ୍ପିନର ଆର୍‌.…

ଟିମ୍‌ ଇଣ୍ଡିଆରୁ ବାଦ୍‌ ପଡ଼ିଲେ ପନ୍ତ, ଅକ୍ଷରଙ୍କୁ ବି ମିଳିଲାନି ସୁଯୋଗ

ଢାକା,୪।୧୨: ଭାରତ-ବାଲାଂଦେଶ ମଧ୍ୟରେ ରବିବାର ଖେଳାଯାଉଥିବା ଦିନିକିଆ ସିରିଜରୁ ବାଦ୍‌ ପଡ଼ିଛନ୍ତି ଉଇକେଟ କିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। କ୍ରମାଗତ ଭାବେ ଖରାପ ପ୍ରଦର୍ଶନ ପରେ ତାଙ୍କୁ ସମାଲୋଚନା କରାଯାଉଥିଲା। ଏବେ ସେ ଆହତ ସମସ୍ୟାକୁ ନେଇ ମ୍ୟାଚ୍‌ରୁ ବାହାର ହୋଇଛନ୍ତି।…

ଟସ୍‌ ଜିତିଲା ବାଂଲାଦେଶ, ବୋଲିଂ ନିଷ୍ପତ୍ତି…

ଢାକା,୪।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିବସୀୟ ସିରିଜ ରବିବାର ଠାରୁ ଆରମ୍ଭ ହୋଇଛି। ଢାକାର ଶେରଏ ବାଂଲା ନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ବାଂଲାଦେଶ ଲିଟୋନ ଦାସ ଟସ୍‌ ଜିତି ପ୍ରଥମେ…

ଦିନିକିଆରେ ୩୫ ଥର ମୁହାଁମୁହିଁ ହୋଇଛନ୍ତି ଭାରତ-ବାଲାଂଦେଶ, କିଛି ଏଭଳି ରହିଛି ସମୀକରଣ

ଢାକା,୪।୧୨: ଭାରତ-ବାଲାଂଦେଶ ଟିମ୍‌ ମଧ୍ୟରେ ରବିବାରଠାରୁ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏଯାବତ ଉଭୟ ଟିମ୍‌ ୩୫ ଦିନିକିଆ ମୁକାବିଲା ଖେଳିଛନ୍ତି। ଏଥିରୁ ୩୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବାଜିମାତ କରିଛି। ସେହିଭଳି ବାଲାଂଦେଶ ମାତ୍ର…

ଡାକ୍ତରଖାନାରେ ଚାଲିଛି ଚିକିତ୍ସା, ଫଟୋ ଶେୟାର କରି ଭାବବିହ୍ବଳ ହେଲେ କ୍ରିକେଟର

ନୂଆଦିଲ୍ଲୀ,୪।୧୨: ବାଲାଂଦେଶ ବିପକ୍ଷ ସିରିଜ ପୂର୍ବରୁ ଭାରତୀୟ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଆହତ ସମସ୍ୟା ଯୋଗୁ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଦିନିକିଆ ସିରିଜରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ କାନ୍ଧରେ ଆଘାତ ଲାଗିଛି। ତାଙ୍କ ସ୍ଥାନରେ ଉମରାନ ମଲିକଙ୍କୁ…

ଲକ୍ଷ୍ୟ, କୋଚ୍‌ ବିମଲଙ୍କ ବିରୋଧରେ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ, ୪ା୧୨ (ପି.ଟି.): ବୟସ ଜାଲିଆତି ଓ ଠକେଇ ପାଇଁ ଭାରତର ନମ୍ବର ଓ୍ବାନ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ଓ ତାଙ୍କ ପରିବାର ଏବଂ ପୂର୍ବତନ ଜାତୀୟ କୋଚ୍‌ ବିମଲ କୁମାରଙ୍କ ବିରୋଧରେ ବେଙ୍ଗାଲୁରୁରେ ଏକ ମାମଲା ଦରଜ ହୋଇଛି।…

ଅଲ ଇଣ୍ଡିଆ ଜୋନାଲ କରାଟେ: ଓଡ଼ିଶାକୁ ୨୩ ପଦକ

ଭୁବନେଶ୍ୱର,୪ା୧୨(ସ୍ପୋଟର୍‌ସ ବ୍ୟୁରୋ): ଦିଲ୍ଲୀର ତାଲକୋଟରା ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍‌ ଇଣ୍ଡିଆ ଜୋନାଲ କରାଟେ ପ୍ରତିଯୋଗିତାରେ ଓଡିଶା ୨୩ଟି ପଦକ ହାସଲ କରିଛି। ଓଡ଼ିଶାର କରାଟେକାମାନେ ୧୦ ସ୍ବର୍ଣ୍ଣ, ୫ ରୌପ୍ୟ ଓ ୮ କାଂସ୍ୟ ପଦକ ହାସଲ କରିଛନ୍ତି। ଅନୁପମା…

ଆଜିଠୁ ବାଂଲାଦେଶ ଦିନିକିଆ ସିରିଜ୍‌

ମୀରପୁର,୪ା୧୨(ପି.ଟି.): ଭାରତ ଓ ବାଂଲାଦେଶ ମଧ୍ୟରେ ଦିନିକିଆ ସିରିଜ ରବିବାରଠାରୁ ଆରମ୍ଭ ହେବ। ଏହି ସିରିଜ୍‌ରେ ଭାରତୀୟ ଦଳ ନିଜର ବ୍ୟାଟିଂ ଲାଇନ୍‌ଅପ୍‌ ସୁଧାରିବା ଲକ୍ଷ୍ୟରେ ରହିବ। ଘରୋଇ ପରିବେଶରେ ବାଂଲାଦେଶ ବିଶ୍ୱର ଅନ୍ୟତମ ବିପଜ୍ଜନକ ଦଳ। ରବିବାର ମୀରପୁରରେ ଦିନିକିଆ…

ରବିବାରଠାରୁ ଭାରତ-ବାଲାଂଦେଶ ମୁକାବିଲା ଆରମ୍ଭ: ଜାଣନ୍ତୁ କେବେ-କେଉଁଠି ଦେଖିବେ ସିରିଜ…

ନୂଆଦିଲ୍ଲୀ,୩।୧୨: ନ୍ୟୁଜିଲାଣ୍ଡ ପରେ ଏବେ ବାଲାଂଦେଶ ଗସ୍ତରେ ଟିମ୍‌ ଇଣ୍ଡିଆ। ଦଳ ଏଠାରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ମ୍ୟାଚ୍‌ ଖେଳିବ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିବ…

ବିମାନରେ ଭାରତୀୟ କ୍ରିକେଟରଙ୍କ ସହ ଦୁର୍ବ୍ୟବହାର; ମିଳିଲାନି ଖାଦ୍ୟ, ଜିନିଷପତ୍ର ବି ହରାଇଲେ…

ଢାକା,୩।୧୨: ଭାରତୀୟ ଟିମ୍‌ ଏବେ ବାଲାଂଦେଶ ଗସ୍ତରେ ଅଛି। ଏଠାରେ ଉଭୟ ଟିମ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ୨ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏସବୁ ମଧ୍ୟରେ ଜଣେ ଭାରତୀୟ କ୍ରିକେଟରଙ୍କ ସହ ବିମାନରେ ଖରାପ ଆଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?