ଖେଳ

ଶରଥ କମଲ ଖେଳରନତ୍, ଦୀପଗ୍ରେସ୍‌ଙ୍କୁ ଅର୍ଜୁନ

ନୂଆଦିଲ୍ଳୀ, ୧ା୧୨ (ପି.ଟି.) ଟେବଲ ଟେନିସ କିମ୍ବଦନ୍ତୀ ଅଚନ୍ତା ଶରଥ କମଲଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି। ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶରଥଙ୍କୁ ସମ୍ମାନିତ କରିଛନ୍ତି। ଏକମାତ୍ର ଖେଳାଳି…

ପାକିସ୍ତାନରେ ଇଂଲଣ୍ଡ ଖେଳାଳି ଅଜଣା ଭୂତାଣୁ ଦ୍ୱାରା ଆକ୍ରାନ୍ତ…

ଇସଲାମାବାଦ,୩୦।୧୧ : ଇଂଲଣ୍ଡ ଦଳ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଟେଷ୍ଟ ସିରିଜ ଗୁରୁବାର ଠାରୁ ରାୱଲପିଣ୍ଡିରେ ଆରମ୍ଭ ହେଉଛି। ଏହାପୂର୍ବରୁ ଇଂଲଣ୍ଡ ଖେଳାଳିଙ୍କ ଉପରେ ଭାଇରାଲ ଆକ୍ରମଣ ହୋଇଛି। ଅଧିନାୟକ ବେନ ଷ୍ଟୋକ୍ସଙ୍କ ସମେତ ବହୁ…

ଭାରତ ଅଷ୍ଟ୍ରେଲିଆକୁ ୪-୩ ଗୋଲରେ ହରାଇଲା…

ନୂଆଦିଲ୍ଲୀ,୩୦।୧୧ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚଟି ହକି ଟେଷ୍ଟ ମ୍ୟାଚ ଖେଳାଯାଉଛି। ସିରିଜର ତୃତୀୟ ମ୍ୟାଚରେ ଭାରତୀୟ ହକି ଦଳ ରୋମାଞ୍ଚକର ଢଙ୍ଗରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏହି ମ୍ୟାଚକୁ ଭାରତ ୪-୩ ଗୋଲରେ ଜିତିଛି। ଏହାପୂର୍ବରୁ ଭାରତୀୟ…

ତୃତୀୟ ଦିନିକିଆ ବାତିଲ,୧-୦ରେ ସିରିଜ ହାତେଇଲା ନ୍ୟୁଜିଲାଣ୍ଡ…

ଖ୍ରୀଷ୍ଟଚର୍ଚ୍ଚ,,୩୦।୧୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଓଡିଆଇ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ମଧ୍ୟ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଏହା ସହ ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ ଜିତିଛି। ଖ୍ରୀଷ୍ଟଚର୍ଚ୍ଚରେ ଖେଳାଯାଉଥିବା ଏହି…

ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୨୨୦…

ଖ୍ରୀଷ୍ଟଚର୍ଚ୍ଚ,,୩୦।୧୧ : ଭାରତୀୟ କ୍ରିକେଟ ଦଳ ନ୍ୟୁଜିଲାଣ୍ଡ ଗସ୍ତରେ ଅଛନ୍ତି। ଏଠାରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ଏବଂ ତିନି ମ୍ୟାଚ ବିଶିଷ୍ଟ ଓଡ଼ିଆଇ ସିରିଜ ଖେଳାଯାଉଛି। ଟି-୨୦ ସିରିଜ ଶେଷ ହୋଇଛି। ଯେଉଁଥିରେ ଭାରତ ନ୍ୟୁଜିଲାଣ୍ଡକୁ ୧-୦ରେ ପରାସ୍ତ କରିଛି।…

ସପ୍ତରଙ୍ଗୀ ପତାକା ସହ ପଡ଼ିଆରେ ବିକ୍ଷୋଭକାରୀ

ଲୁସେଲ୍‌,୩୦।୧୧(ଏପି): ଚଳିତ ଫୁଟ୍‌ବଲ ବିଶ୍ୱକପ୍‌ରେ ସୋମବାର ପର୍ତ୍ତୁଗାଲ ଓ ଉରୁଗୁଏ ମଧ୍ୟରେ ଏକ ମ୍ୟାଚ ଖେଳାଯାଉଥିବା ବେଳେ ଜଣେ ବିକ୍ଷୋଭକାରୀ ପଡ଼ିଆ ଭିତରକୁ ପଶିଆସିଥିଲେ। ସେ ନୀଳରଙ୍ଗର ଏକ ସୁପରମ୍ୟାନ ଟି-ଶାର୍ଟ ପରିଧାନ କରିଥିଲେ। ଟି-ଶାର୍ଟ ସମ୍ମୁଖ ଭାଗରେ ‘ୟୁକ୍ରେନ୍‌କୁ ବଞ୍ଚାଅ’…

ଆର୍ଜେଣ୍ଟିନା ଓ ମେସିଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ

ଦୋହା, ୩୦।୧୧: ଚଳିତ ଫିଫା ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଉପନୀତ। ଗ୍ରୁପ୍‌ ପର୍ଯ୍ୟାୟର ତୃତୀୟ ତଥା ଶେଷ ରାଉଣ୍ଡ ଖେଳ ଆରମ୍ଭ ହୋଇଯାଇଛି। କେଉଁ ଦଳ ନକ୍‌ଆଉଟକୁ ଯିବ କିମ୍ବା କେଉଁ ଦଳ ବିଦାୟ ନେବ ତାହା ଏହି ରାଉଣ୍ଡରୁ ସ୍ପଷ୍ଟ…

ନକ୍‌ ଆଉଟରେ ନେଦରଲାଣ୍ଡ୍ସ, ସେନେଗାଲ

ଦୋହା, ୩୦।୧୧: ନେଦରଲାଣ୍ଡ୍ସ ଓ ସେନେଗାଲ ଚଳିତ ଫିଫା ବିଶ୍ୱକପର ନକ୍‌ଆଉଟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ‘ଏ’ରେ ମଙ୍ଗଳବାର ଅନୁଷ୍ଠିତ ୨ଟି ମ୍ୟାଚରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଆୟୋଜକ କାତାରକୁ ଏବଂ ସେନେଗାଲ ୨-୧ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି। ସେନେଗାଲ…

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ନିର୍ଣ୍ଣାୟକ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଖ୍ରୀଷ୍ଟଚର୍ଚ୍ଚ,୩୦।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଖ୍ରୀଷ୍ଟଚର୍ଚ୍ଚରେ ଖେଳାଯିବ। ଏହି ମ୍ୟାଚ୍‌ ଭାରତ ପାଇଁ କର ବା ମର ମ୍ୟାଚ୍‌। ଏହି ମ୍ୟାଚ୍‌ ପରାସ୍ତ ହେଲେ ଭାରତ…

ହୃଦୟ ଜିତିଲେ ଏହି କ୍ରିକେଟର୍‌

ଇସଲାମାବାଦ,୨୯।୧୧: ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଡିସେମ୍ବର ୧ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ପାଇଁ ଇଂଲଣ୍ଡ ଦଳ ପାକିସ୍ତାନରେ ପହଞ୍ଚିଛି। ସିରିଜ ପୂର୍ବରୁ ଇଂଲଣ୍ଡ ଅଧିନାୟକ ତାଙ୍କର ଗୋଟିଏ ପଦକ୍ଷେପ ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି।…

ଭାଲେଣ୍ଟିନା, ମଧୁପ୍ରିୟା, ବ୍ରତତୀଙ୍କୁ ବ୍ରୋଞ୍ଜ୍‌

ଭୁବନେଶ୍ୱର, ୨୯।୧୧(କ୍ରୀଡ଼ା ପ୍ରତିନିଧି):ଶ୍ରୀଲଙ୍କାର କଲମ୍ବୋରେ ଅନୁଷ୍ଠିତ ଦକ୍ଷିଣ ଏସୀୟ କରାଟେ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଭାଲେନା ଭାଲେଣ୍ଟିନା, ମଧୁପ୍ରିୟା ବାଇ ଓ ବ୍ରତତୀ ବିଶ୍ୱପ୍ରଭା ପତି ବ୍ରୋଞ୍ଜ୍‌ ପଦକ ହାସଲ କରିଛନ୍ତି। ଭାଲେଣ୍ଟିନା ସିନିୟର ବ୍ୟକ୍ତିଗତ ମହିଳା କାଟା, ମଧୁପ୍ରିୟା କ୍ୟାଡେଟ୍‌ ବ୍ୟକ୍ତିଗତ…

ଓଏଫ୍‌ସିର ମୁଖ୍ୟ ପାର୍ଟନର ଜିନ୍ଦଲ ପାନ୍ଥର୍ସ

ଭୁବନେଶ୍ୱର, ୨୯ା୧୧ (ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ଓଡ଼ିଶା ଫ୍ରାଞ୍ଚାଇଜ ଓଡ଼ିଶା ଫୁଟ୍‌ବଲ୍‌ କ୍ଲବ୍‌(ଓଏଫ୍‌ସି)ର ମୁଖ୍ୟ ପାର୍ଟନର ରହିଛି ଜିନ୍ଦଲ ପାନ୍ଥର୍ସ। ସୋମବାର ଏନେଇ ଜିନ୍ଦଲ ପାନ୍ଥର୍ସ ଏବଂ ଓଏଫ୍‌ସି ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷର ହୋଇଛି। ଆସନ୍ତା ସିଜନ୍‌ଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?