ଖେଳ

ବିଜୟରୁ ଓଏଫ୍‌ସିର ଅଭିଯାନ

ଭୁବନେଶ୍ୱର,୨୮ା୧୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଓଡ଼ିଶା ଓମେନ୍ସ ଲିଗ୍‌ ରବିବାର ଆରମ୍ଭ ହୋଇଛି। ପ୍ରଥମକରି ଭାଗ ନେଇଥିବା ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ଓ ଇଷ୍ଟକୋଷ୍ଟ ରେଲଓ୍ବେ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯାଇଥିଲା। ପ୍ରଥମାର୍ଦ୍ଧରେ…

ଭାରତୀୟ ଅଲିମ୍ପିକ ସଂଘର ଅଧ୍ୟକ୍ଷ ହେବେ ପିଟି ଉଷା

ନୂଆଦିଲ୍ଲୀ,୨୮ ।୧୧: ଭାରତର ମହାନ ଆଥଲେଟ ପିଟି ଉଷା ଖେଳରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି । ସେ ଭାରତୀୟ ଅଲିମ୍ପିକ ସଂଘ(ଆଇଓଏ)ର ଅଧ୍ୟକ୍ଷ ହେବା ଏକ ପ୍ରକାର ସ୍ଥିର ନିଶ୍ଚିତ ହୋଇଯାଇଛି । ତାଙ୍କୁ ନିର୍ବିରୋଧରେ ନିର୍ବାଚିତ କରାଯାଇପାରେ…

ପାକିସ୍ତାନରେ ପହଞ୍ଚିଲା ଇଂଲଣ୍ଡ ଦଳ

ଇସ୍‌ଲାମାବାଦ,୨୭ା୧୧: ବେନ୍‌ ଷ୍ଟୋକ୍ସଙ୍କ ନେତୃତ୍ୱାଧୀନ ଇଂଲଣ୍ଡ ଦଳ ରବିବାର ଇସ୍‌ଲାମାବାଦରେ ପହଞ୍ଚିଛି। ୨୦୦୫ ପରେ ଦଳ ପାକିସ୍ତାନରେ ଏହାର ପ୍ରଥମ ଟେଷ୍ଟ ସିରିଜ ଖେଳିବ। ରାଓ୍ବଲପିଣ୍ଡିରେ ପ୍ରଥମ ଟେଷ୍ଟ ଆସନ୍ତା ଗୁରୁବାରଠାରୁ ଆରମ୍ଭ ହେବ। ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୯ରୁ ୧୩…

ତ୍ରିରଙ୍ଗା ଧରି ଫିଫା ବିଶ୍ୱକପ୍‌ ଦେଖିଲେ ଆର୍ଜେଣ୍ଟିନା ମହିଳା, କାରଣ ଜାଣିଲେ ଖୁସିରେ ନାଚିଉଠିବ ହୃଦୟ

ଆଜିକାଲି କାତାରରେ ଫିଫା ବିଶ୍ୱକପ୍‌ ଜୋରସୋରରେ ଚାଲିଛି। ସମଗ୍ର ବିଶ୍ୱରୁ ହଜାର ହଜାର ଫୁଟବଲ ପ୍ରଶଂସକ ମଧ୍ୟ ପୂର୍ବ ପୂର୍ବାଞ୍ଚଳ ଦେଶରେ ଏହି ମ୍ୟାଚ ଦେଖିବା ପାଇଁ ଏକାଠି ହୋଇଛନ୍ତି। ନିଜ ଦେଶର ଦଳକୁ ଉତ୍ସାହିତ କରିବା ପାଇଁ ପୃଥିବୀର ବିଭିନ୍ନ…

ଡେବ୍ୟୁ ମ୍ୟାଚ୍‌ରେ କରିଥିଲେ ‘ଶୂନ’: କିନ୍ତୁ କ୍ରିକେଟରେ ରଚିଥିଲେ ଇତିହାସ

ଭାରତୀୟ କ୍ରିକେଟରେ ପୂର୍ବତନ ଭାରତ କ୍ରିକେଟର ସୁରେଶ ରାଇନାଙ୍କ ସ୍ବତନ୍ତ୍ର ଅବଦାନ ରହିଛି। ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ସୁରେଶ ରାଇନା ନିଜର ପରିଚୟ ସୃଷ୍ଟି କରିଥିଲେ। ରାଇନା ଆଜି ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ନଭେମ୍ବର ୨୭ ୧୯୮୬ରେ…

ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନିକିଆ: ବର୍ଷା ଯୋଗୁ ବଦଳିଲା ନିୟମ

ହାମିଲଟନ,୨୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ଦିନିକିଆ ହାମିଲଟନର ସିଡନ ପାର୍କରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ବର୍ଷା ଯୋଗୁ ଏହି ମ୍ୟାଚ୍‌ରେ…

କର ବା ମର ମ୍ୟାଚ୍‌ରେ ଜିତିଲା ଆର୍ଜେଣ୍ଟିନା

କାତାର,୨୭।୧୧: ଫିଫା ବିଶ୍ୱକପ ୨୦୨୨ରେ ଆର୍ଜେଣ୍ଟିନା ଶେଷରେ କର ବା ମର ମ୍ୟାଚ୍‌ ଜିତିଯାଇଛି। ଏକ ମ୍ୟାଚ୍‌ରେ ମେକ୍ସିକୋକୁ ୨-୦ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡରେ ପହଞ୍ଚିବାର ଆଶା ରଖିଥିଲେ। ଆର୍ଜେଣ୍ଟିନା ପାଇଁ ଏହି ମ୍ୟାଚରେ ଲିଓନେଲ ମେସି ଏବଂ ଏନଜୋ…

ନକ୍‌ଆଉଟ୍‌ରେ ଫ୍ରାନ୍ସ

ଦୋହା (କାତାର), ୨୭।୧୧(ଏପି): ଡେନ୍‌ମାର୍କ ବିପକ୍ଷରେ ୨-୧ ଗୋଲରେ ବିଜୟ ହାସଲ କରି ଫ୍ରାନ୍ସ ଚଳିତ ବିଶ୍ୱକପରେ ପ୍ରଥମ ଦଳ ଭାବେ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛି। ଦଳପକ୍ଷରୁ ଦୁଇଟି ଯାକ ଗୋଲ୍‌ କିଲିଆନ୍‌ ଏମ୍‌ବାପେ ସ୍କୋର କରିଥିଲେ। ମ୍ୟାଚର ତିନୋଟି…

ଡାଟା ସାଇନ୍ସ ଅନୁସାରେ ବ୍ରାଜିଲ୍‌ ଫେଭରାଇଟ୍‌

ଦୋହା,୨୭।୧୧(ପି.ଟି.): କାତାରରେ ଅନୁଷ୍ଠିତ ବିଶ୍ୱକପ ମଧ୍ୟରେ ଟାଇଟଲ ଫେଭରାଇଟ୍‌କୁ ନେଇ ଏକ ଭିନ୍ନ ଧରଣର ଖବର ସାମ୍ନାକୁ ଆସିଛି। କିଛି ଡାଟା ସାଇଣ୍ଟିଷ୍ଟଙ୍କ ଦ୍ୱାରା କରାଯାଇଥିବା ଡାଟା ଲାବ ପ୍ରୋଜେକ୍ଟରୁ ଆସିଥିବା ତଥ୍ୟ ଅନୁସାରେ ଫିଫା ୨୦୨୨ ପାଇଁ ବ୍ରାଜିଲ ଟାଇଟଲ୍‌…

୧୨ ବର୍ଷ ପରେ ଜିତିଲା ଅଷ୍ଟ୍ରେଲିଆ

ଅଲ ଓ୍ବାକରା(କାତାର),୨୭।୧୧,(ପି.ଟି.): ଚଳିତ ଫିଫା ବିଶ୍ୱକପ୍‌ରେ ନିଜର ପ୍ରଥମ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। ଟ୍ୟୁନିସିଆକୁ ୧-୦ରେ ହରାଇବା ସହିତ ଶନିବାର ପ୍ରଥମ ବିଜୟ ହାସଲ କରିଛି ଦଳ। ଏହା ସହିତ ଗ୍ରୁପ୍‌ ଡି’ର ପଏଣ୍ଟ ଟେବଲର ଦ୍ୱିତୀୟ ସ୍ଥାନରେ ରହି…

ଚେତାବନୀ ଦେଲା ପାକିସ୍ତାନ: ଭାରତ ଏସିଆ କପ୍‌ ଖେଳିବାକୁ ନ ଆସିଲେ ପାକିସ୍ତାନ ଦିନିକିଆ ବିଶ୍ୱକପ୍‌ ଖେଳିବାକୁ ଯିବନି ଭାରତ

ଇସଲାମାବାଦ,୨୭।୧୧: ଭାରତ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଏସିଆ କପ ଏବଂ ଦିନିକିଆ ବିଶ୍ୱକପକୁ ନେଇ ପୁଣି ଥରେ ସାମ୍ନାସାମ୍ନି ହୋଇଛି। ବିସିସିଆଇ ସଚିବ ଜୟ ଶାହା…

ଦ୍ୱିତୀୟ ଦିନିକିଆରେ ବର୍ଷା ବାଧକ: ପ୍ରଥମେ ବ୍ୟାଟିଂ କରୁଛି ଭାରତ

ହାମିଲଟନ,୨୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ଦିନିକିଆ ହାମିଲଟନର ସିଡନ ପାର୍କରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?