ଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା

ମୁମ୍ବାଇ,୨।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୭ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଶ୍ରେୟାସ୍‌ ଆୟର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି...

ସଚିନଙ୍କ ସମକକ୍ଷ ହେଲେ ଋତୁରାଜ

ପୁଣେ,୨।୫ : ଆଇପିଏଲ୍‌ ଇତିହାସରେ ଦ୍ରୁତତମ ବ୍ୟାଟର ଭାବେ ୧ ହଜାର ରନ୍‌ ପୂରଣ କରିବାରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ରବିବାର କିମ୍ବଦନ୍ତୀ ବ୍ୟାଟର ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷରେ...

ପୃଥ୍ବୀ ଶ ଦେବେ ମ୍ୟାଚ ଫି’ର ୨୫ ପ୍ରତିଶତ ଜରିମାନା

ନୂଆଦିଲ୍ଲୀ,୨।୫: ରବିବାର ପ୍ରଥମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ପରାଜୟର ସମ୍ମୁଖୀନ ହୋଇଛି ଦିଲ୍ଲୀ। ଅନ୍ୟପକ୍ଷେ ଦିଲ୍ଲୀ କ୍ୟାପିଟାଲ ଚଳିତ ଆଇପିଏଲ୍‌ ସିଜନରେ ୯ଟି ମ୍ୟାଚ ଖେଳି ୪ଟିରେ ବିଜୟୀ ହୋଇଥିବା...

ଚେନ୍ନାଇ ବିପକ୍ଷ ମ୍ୟାଚରେ ଦ୍ରୁତ ବଲ୍‌ ପିଙ୍ଗି ରେକର୍ଡ କଲେ ଉମ୍‌ରାନ

ନୂଆଦିଲ୍ଲୀ,୨।୫: ସନ୍‌ରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଆଇପିଏଲ୍‌-୨୦୨୨ ଖେଳୁଥିବା ଦ୍ରୁତ ବୋଲର ଉମ୍‌ରାନ ମଲ୍ଲିକ ରବିବାର ଚେନ୍ନାଇ ସୁପର କିଙ୍ଗ୍‌ସ ବିପକ୍ଷ ମ୍ୟାଚରେ ଦ୍ରୁତ ବଲ୍‌ ପିଙ୍ଗି ରେକର୍ଡ ସୃଷ୍ଟି କରିଛନ୍ତି । ଜମ୍ମୁ-କଶ୍ମୀରର ୨୨ ବର୍ଷୀୟ ଉମ୍‌ରାନ ଘଣ୍ଟା ପ୍ରତି...

‘ମୁଁ ଧୋନୀଙ୍କ ପାଇଁ ଜୀବନ ଦେଇପାରିବି’

ମୁମ୍ବାଇ,୨।୫: କ୍ରିକେଟ ଦୁନିଆରେ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରେଜ ସବୁଠି ଦେଖାଯାଏ। ଦେଶ ହେଉ କି ବିଦେଶ ଖେଳରେ ଧୋନୀଙ୍କ ଫ୍ୟାନ ବେସ ସର୍ବାଧିକ। କ୍ୟାପଟେନ କୁଲଙ୍କ ପାଇଁ କ୍ରିକେଟ ପ୍ରଶଂସକମାନେ କେତେ ପାଗଳ, ଅନେକ ଥର ଏହାର ଉଦାହରଣ...

ଆଇପିଏଲ୍‌ରେ ନିଜ ଭବିଷ୍ୟତକୁ ନେଇ ମୁହଁ ଖୋଲିଲେ ଧୋନୀ

ମୁମ୍ବାଇ,୨।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ମହେନ୍ଦ୍ର ସିଂ ଧୋନୀ ପୁଣି ଥରେ  ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଖେଳାଯାଇଥିବା ମ୍ୟାଚରେ ସେ ଦଳର ଅଧିନାୟକ ହୋଇଥିଲେ। ଧୋନୀ ଅଧିନାୟକତ୍ୱ ଗ୍ରହଣ କରିବା ମାତ୍ରେ...

ଦଳର ବିଜୟ ପରେ ବି ରାଗିଗଲେ ଗମ୍ଭୀର, ହରାଇଲେ ନିୟନ୍ତ୍ରଣ

ପୁଣେ,୨।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳିଥିଲା। ଲକ୍ଷ୍ନୌ ଦଳ ଶେଷରେ ୬ ରନ୍‌ରେ ଏହି ମ୍ୟାଚ ଜିତିଥିଲା। ଏହି ମ୍ୟାଚ ଜିତିବା ପରେ...

କାହିଁକି ଅଧିନାୟକ ପଦ ଛାଡିଲେ ଜାଡେଜା, ଧୋନୀ କଲେ ଖୁଲାସା

ମୁମ୍ବାଇ,୨।୫:ଆଇପିଏଲ ୨୦୨୨ର ୪୬ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ୧୩ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବିଜୟ ହାସଲ କରିଛି। ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ଏହି ସିଜିନରେ ଚେନ୍ନାଇର ପ୍ରଥମ ଏବଂ ତୃତୀୟ ସାମଗ୍ରିକ ବିଜୟ ଥିଲା। ମ୍ୟାଚ୍‌...

ଛକା, ଚୌକା ବର୍ଷା କଲେ ଋତୁରାଜ-କନଓ୍ବେ

ପୁଣେ,୧।୫: ସନରାଇଜର୍ସ ହାଇଦ୍ରାବାଦ୍‌ ବୋଲରଙ୍କ ସହ କେବଳ ଛକା ଓ ଚୌକାରେ କଥାବାର୍ତ୍ତା କରିଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ଏବଂ ଡେଭନ କନଓ୍ବେ। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କୌଣସି ବୋଲରଙ୍କୁ କ୍ଷମା ଦେଲେ ନାହିଁ।...

ସେହ୍ବାଗଙ୍କ ଭବିଷ୍ୟବାଣୀ

ମୁମ୍ବାଇ,୧।୫: ଚଳିତ ଆଇପିଏଲର ଅଧାରୁ ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ପଦ ଛାଡିଛନ୍ତି ରବୀନ୍ଦ୍ର ଜାଡେଜା। ଏଥିସହ ଚଳିତ ସିଜିନର ବାକି ମ୍ୟାଚ ଗୁଡିକ ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱରେ ଖେଳିବ ଦଳ। ଆଇପିଏଲ ଆରମ୍ଭ ହେବାର ଦୁଇ ଦିନ...

ଲକ୍ଷ୍ନୌକୁ ବଞ୍ଚାଇ ଦେଲେ ମୋହସିନ, ରାହୁଲ

ମୁମ୍ବାଇ,୧।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୬ ରନ୍‌ରେ ଦିଲ୍ଲୀ କ୍ୟାପିଟଲ୍ସକୁ ହରାଇ ଦେଇଛି। ଏହି ବିଜୟ ଯୋଗୁ ଲକ୍ଷ୍ନୌ ୧୪ ପଏଣ୍ଟ ସହ ଅଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ...

ସ୍ତ୍ରୀଙ୍କ ଜନ୍ମଦିନରେ ଭଗବାନଙ୍କୁ ଧନ୍ୟବାଦ ଦେଲେ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜି ତାଙ୍କର ୩୪ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସ୍ବାମୀ ବିରାଟ କୋହଲି ତାଙ୍କୁ ଏକ ବିଶେଷ ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି। ସ୍ତ୍ରୀ ଅନୁଷ୍କାଙ୍କ ସହ ବିରାଟ କୋହଲି ଏକ ସୁନ୍ଦର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri