ଦିଲ୍ଲୀକୁ ୧୯୬ ରନ୍ର ଟାର୍ଗେଟ୍
ମୁମ୍ବାଇ,୧।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍ଏସ୍ଜି) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଖେଳାଯାଉଛି। ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିଥିବା ଲକ୍ଷ୍ନୌ ୩ ଉଇକେଟ୍ ହରାଇ ୧୯୫ ରନ୍ କରିଛି। ଫଳରେ ଦିଲ୍ଲୀ...
‘ଏହା ଅନୁଚିତ, ମୁଁ ଫାଇନାଲ ଖେଳି ପାରିଥାନ୍ତି’
ମାନିଲା(ଫିଲିପାଇନ୍ସ),୧।୫ : ଦୁଇ ଥର ଅଲିମ୍ପିକ୍ ପଦକଧାରୀ ପି ଭି ସିନ୍ଧୁ ବ୍ୟାଡ୍ମିଣ୍ଟନ ଏସିଆ ଚାମ୍ପିୟନଶିପ୍ରେ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ରହିଛନ୍ତି। ଜାପାନର ଆକାନେ ୟାମାଗୁଚିଙ୍କ ଠାରୁ ସେମିଫାଇନାଲରେ ତାଙ୍କୁ ଦୁର୍ଭାଗ୍ୟବଶତଃ ଭାବେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ୍ର...
ପୂର୍ବତନ ଖେଳାଳିଙ୍କ ଦାବି ଦୁଇ ଥର ୧୬୦ କିମିରୁ ଅଧିକ ବେଗରେ ବୋଲିଂ କରିଛି
କରାଚୀ,୧।୫ : ପୂର୍ବତନ ପାକିସ୍ତାନ ପେସର ମହମ୍ମଦ ସାମି କ୍ୟାରିୟର ଆରମ୍ଭରୁ ଦ୍ରୁତଗତିରେ ବୋଲିଂ କରିବା ପାଇଁ ଜଣାଯାଉଥିଲେ। ସେ ଘଣ୍ଟା ପ୍ରତି ୧୪୫ରୁ ୧୫୦ କିମି ବେଗରେ ବଲ ପକାଉଥିଲେ। ଶୋଏବ ଅଖତରଙ୍କ ସହ ମିଶି ପ୍ରତିପକ୍ଷ ବ୍ୟାଟରଙ୍କୁ...
ଟସ୍ ଜିତିଲା ଲକ୍ଷ୍ନୌ ସୁପର ଜିଆଣ୍ଟସ
ମୁମ୍ବାଇ,୧।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍ଏସ୍ଜି) ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ସହିତ ମୁହାଁମୁହିଁ ହେଉଛିି। ଲକ୍ଷ୍ନୌ ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛିି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ବୋଲିଂ କରିବ। ଲକ୍ଷୌ୍ନ...
‘ବିଳମ୍ବରେ ହେଉ ପଛେ ଫେରିଲେ’
ମୁମ୍ବାଇ,୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ ଅଧାରୁ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକତ୍ୱରୁ ଇସ୍ତଫା ଦେଇଛନ୍ତି ରବିନ୍ଦ୍ର ଜାଡେଜା। ତାଙ୍କ ସ୍ଥାନରେ ମହେନ୍ଦ୍ର ସିଂହ ଧୋନୀଙ୍କୁ ପୁଣି ଥରେ ଦଳର ନେତୃତ୍ୱ ମିଳିଛି। ଏନେଇ ଶନିବାର ଫ୍ରାଞ୍ଚାଇଜ୍ ପକ୍ଷରୁ ଘୋଷଣା...
ଏମ୍ଆଇ ବିଜୟୀ…
ମୁମ୍ବାଇ, ୩୦।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍ରେ ଶନିବାର ରାଜସ୍ଥାନ ରୟାଲର୍ସ (ଆର୍ଆର୍) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍ (ଏମ୍ଆଇ) ବିଜୟ ହାସଲ କରିଛି । ଧାର୍ଯ୍ୟ ୧୫୯ ରନ୍ ଲକ୍ଷ୍ୟର ପିଛା କରି ଏମ୍...
ଏମ୍ଆଇ ପାଇଁ ୧୫୯ ରନ୍ର ବିଜୟ ଲକ୍ଷ୍ୟ…
ମୁମ୍ବାଇ, ୩୦।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍ରେ ଶନିବାର ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ)ସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍ରେ...
ଟୁର୍ନାମେଣ୍ଟ ଅଧାରୁ ପଦ ଛାଡ଼ିଲେ ଜାଡେଜା, ପୁଣି ଚେନ୍ନାଇ ମଙ୍ଗ ସମ୍ଭାଳିବେ…
ମୁମ୍ବାଇ,୩୦।୪: ଟୁର୍ନାମେଣ୍ଟ ଅଧାରୁ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ପଦ ଛାଡ଼ିଲେ ରବିନ୍ଦ୍ର ଜାଡେଜା। ଫଳରେ ପୁଣି ଥରେ ଚେନ୍ନାଇର ଦାୟିତ୍ୱ ମହେନ୍ଦ୍ର ସିଂହ ଧୋନୀ ନେବେ। ଶନିବାର ଏନେଇ ଫ୍ରାଞ୍ଚାଇଜ୍ ପକ୍ଷରୁ ଘୋଷଣା ସମସ୍ତଙ୍କୁ ଚକିତ କରିଦେଇଛି। ସିଏସ୍କେ...
ଏମ୍ଆଇ ଜିତିଲା ଟସ୍, ପ୍ରଥମେ ବୋଲିଂ…
ମୁମ୍ବାଇ, ୩୦।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍ରେ ଶନିବାର ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ)ସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଡ. ଡିଓ୍ବାଇ ପାଟିଲ ସ୍ପୋଟର୍ସ ଷ୍ଟାଡିୟମ୍ରେ...
ଗର୍ଜିଲା ବ୍ୟାଟ୍: କୋହଲିଙ୍କ ଅର୍ଦ୍ଧଶତକ ପରେ ଖୁସିରେ ନାଚିଲେ ଅନୁଷ୍କା
ମୁମ୍ବାଇ,୩୦।୪: ଫର୍ମକୁ ଫେରିଲେ ପୂର୍ବତନ ଅଧିନାୟକ ବିରାଟ କୋହଲି। ଦୀର୍ଘଦିନର ଅପେକ୍ଷା ପରେ ରନ୍ ମେଶିନଙ୍କ ପ୍ରଦର୍ଶନ ଦେଖି ଷ୍ଟାଡିୟମରେ ଉପସ୍ଥିତ ଥିବା ସ୍ତ୍ରୀ ଅନୁଷ୍କା ଶର୍ମା ଖୁସିରେ ନାଚିବାକୁ ଲାଗିଥିଲେ। ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ରେ ଶନିବାର ଖେଳାଯାଇଥିବା...
ଜିଟିର ସହଜ ବିଜୟ…
ମୁମ୍ବାଇ, ୩୦।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୪୩ ତମ ମ୍ୟାଚ୍ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ବିପକ୍ଷରେ ଗୁଜରାଟ ଟାଇଟନ୍ସ(ଜିଟି) ବିଜୟୀ ହୋଇଛି। ଧାର୍ଯ୍ୟ ୧୭୧ ରନ୍ ରପିଛା କରି ଜିଟି ୧୯.୩ ଓଭରରେ ୪ ଓ୍ବିକେଟ...
ଆଜି ବି ଏହି ବଲିଉଡ୍ ଅଭିନେତ୍ରୀଙ୍କ ପାଇଁ ପାଗଳ ରୋହିତ ଶର୍ମା
ନୂଆଦିଲ୍ଲୀ,୩୦।୪: ବଲିଉଡ୍ ଫିଲ୍ମ ପ୍ରତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ଦୁର୍ବଳତା ରହିଆସିଛି। ବହୁତ କମ୍ ଲୋକ ଜାଣନ୍ତି ସେ ବଲିଉଡ ଅଭିନେତ୍ରୀ କରିନା କପୁରଙ୍କ ବଡ଼ ପ୍ରଶଂସକ। ପ୍ରଥମ ଚଳଚ୍ଚିତ୍ରରୁ ହିଁ ଅଭିନେତ୍ରୀ ତାଙ୍କୁ ପସନ୍ଦ...
Archives


