ଖେଳ

ଆର୍ଜେଣ୍ଟିନାକୁ ହରାଇଲା ସୌଦି ଆରବ…

ଦୋହା,୨୨।୧୧ : ସୌଦି ଆରବ ବିପକ୍ଷ ମ୍ୟାଚରେ ଲିଓନେଲ ମେସି ଏକ ବଡ଼ ରେକର୍ଡ କରିଛନ୍ତି। ଆର୍ଜେଣ୍ଟିନାର ଲିଓନେଲ ମେସି ୪ଟି ଭିନ୍ନ ବିଶ୍ୱକପରେ ସ୍କୋର କରିଥିବା ପ୍ରଥମ ଫୁଟବଲର୍‌ ହୋଇଛନ୍ତି। ଏହି କିମ୍ବଦନ୍ତୀ ଫୁଟବଲର୍‌ ଫିଫା ବିଶ୍ୱକପ ୨୦୦୬, ଫିଫା…

ସିରିଜ ଜିତିଲା ଭାରତ, ଡିଏଲସ୍‌ ନିୟମ ଅନୁସାରେ ତୃତୀୟ ଟି-୨୦ ହେଲା ଟାଇ…

ନାପିଅର,୨୨।୧୧ : ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତରେ ତୃତୀୟ ଟି-୨୦ ଟାଇ ହୋଇଛି। ଫଳରେ ଭାରତ ୧-୦ରେ ସିରିଜ ଜିତିଛି। ବର୍ଷା ଯୋଗୁ ୯ ଓଭରରେ ସଂଗ୍ରହ ହୋଇଥିବା ରନ୍‌ ଆଧାରରେ ଡିଏଲସ୍‌ ନିୟମ ଅନୁସାରେ ମ୍ୟାଚ୍‌ ଶେଷ କରିବାକୁ ଅମ୍ପାୟାର…

ଟି୨୦ ବିଶ୍ୱକପ୍‌ରେ ପ୍ରଦର୍ଶନକୁ ନେଇ ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ରେ ଝଡ଼: ଅଧିନାୟକ ପଦ ଛାଡ଼ିଲେ ପୁରାନ୍‌

ନୂଆଦିଲ୍ଲୀ,୨୨।୧୧: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ଦଳର ପ୍ରଦର୍ଶନ ନୈରାଶ୍ୟଜନକ ଥିଲା। ଦଳ ସୁପର-୧୨ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଥିଲା। ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ଲାଗି ଓ୍ବେଷ୍ଟଇଣ୍ଡଜ୍‌ର ଏଭଳି ବିଫଳତାକୁ ନେଇ ବିଭିନ୍ନ…

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୬୧…

ନାପିଅର,୨୨।୧୧ : ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତରେ ତୃତୀୟ ଟି-୨୦ରେ ନ୍ୟୁଜିଲାଣ୍ଡ ସହିତ ନାପିଅର ସ୍ଥିତ ମ୍ୟାକ୍‌ ଲିନ୍‌ ପାର୍କରେ ମୁହାଁମୁହିଁ ହୋଇଛି। ନ୍ୟୁଜିଲାଣ୍ଡ ଅଧିନାୟକ ଟିମ୍‌ ସୌଥି ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଅଧିନାୟକ…

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ

ନାପିଅର,୨୨।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ ଆଜି ନାପିଅରରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ନିୟମିତ ଅଧିନାୟକ କେନ ୱିଲିୟମସନ ଏହି…

ନେଦରଲାଣ୍ଡ୍ସ ୨-୦ରେ ଜିତିଲା

ଦୋହା,୨୨ା୧୧: କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପରେ ଚିତାକର୍ଷକ ବିଜୟ ହାସଲ କରିଛି ନେଦରଲାଣ୍ଡ୍ସ। ଉଭୟ ଦଳ ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲେ ହେଁ ନେଦରଲାଣ୍ଡ୍ସ ଗୋଲକିପର ଆଣ୍ଡ୍ରିସ୍‌ ନୋପର୍ଟ ଉଭୟ ଦଳ ମଧ୍ୟରେ ଫରକ ସାଜିଥିଲେ। ଏକାଧିକ ଶଟ୍‌କୁ ସେଭ୍‌ କରିବା ସହିତ…

ମ୍ୟାଚ ଦେଖିବାକୁ କାତାରରେ ମାରିଆମ୍‌

ଦୋହା, ୨୧ା୧୧: ବିଶ୍ୱକପ୍‌ ମ୍ୟାଚ ଟିକେଟ ୨୭ ବର୍ଷୀୟା ମାରିଆମ୍‌ଙ୍କ ପାଇଁ ଏକ ବହୁମୂଲ୍ୟ ଉପହାର। କ୍ରୀଡ଼ା ପ୍ରତି ତାଙ୍କର ରହିଛି ଅଶେଷ ଦୁର୍ବଳତା। କାତାରରେ ବିଶ୍ୱକପ୍‌ ଦେଖିବା ଲାଗି ତେହେରାନରୁ କାତାର ଗସ୍ତ କରିଛନ୍ତି। ସୋମବାର ଇଂଲଣ୍ଡ ବିପକ୍ଷରେ ଇରାନର…

ଫିଫା ବିଶ୍ୱକପ୍‌ର ଡେଙ୍ଗା ଦଳ ସର୍ବିୟା

କାତାର,୨୨।୧୧: କ୍ରୀଡାରେ ଉଚ୍ଚତାର ବିଶେଷ ଭୂମିକା ରହିଥାଏ। ବକ୍ସିଂ ପରି ଖେଳରେ ଉଚ୍ଚତାକୁ ହିଁ ସବୁଠାରୁ ଅଧିକ ପ୍ରାଧାନ୍ୟ ଦିଆଯାଏ। ଫୁଟବଲରେ ଯଦିଓ ଉଚ୍ଚତା ଅପେକ୍ଷା ଦକ୍ଷତା ଗୁରୁତ୍ୱ ବହନ କରିଥାଏ୍‌ ତେବେ ଉଚ୍ଚତା ଅଧିକ ଥିଲେ ଏହା ପଡିଆର ଉଭୟ…

ଇଂଲଣ୍ଡର ବୃହତ ବିଜୟ

ଦୋହା,୨୨ା୧୧ : କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ମ୍ୟାଚରେ ବୃହତ ବିଜୟ ହାସଲ କରିଛି ଇଂଲଣ୍ଡ। ଓ୍ବିଙ୍ଗର ବୁକାୟୋ ସାକାଙ୍କ ଡବଲ ଗୋଲ ବଳରେ ୬-୨ରେ ଇରାନକୁ ପରାସ୍ତ କରିଥିଲା ଇଂଲଣ୍ଡ। ଖଲିଫା ଷ୍ଟାଡିୟମରେ ଆତସବାଜି ପ୍ରଦର୍ଶନ ପରେ…

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ନାପିଅର,୨୨।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ ଆଜି ଖେଳାଯିବ। ନାପିଅରରେ ଉଭୟ ଦଳ ମୁହାଁମୁହିଁ ହେବେ। ସିରିଜର ପ୍ରଥମ ମ୍ୟାଚ ବର୍ଷା ଦ୍ୱାରା ଧୋଇ ହୋଇଯାଇଥିଲା। ଏଥି ସହିତ ଦ୍ୱିତୀୟ ଟି-୨୦ରେ…

ସତ ହେଲା ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ରେ ଶତକ ହାସଲ କରିଛନ୍ତି ସୂର୍ଯ୍ୟକୁମାର ଯାଦବ। ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଇଥିବା ମ୍ୟାଚରେ ସେ ୫୧ ବଲରେ ୧୧୧ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଇନିଂସ ସହିତ ସୂର୍ଯ୍ୟକୁମାର ଗୋଟିଏ କ୍ୟାଲେଣ୍ଡର ବର୍ଷରେ ୨ଟି…

ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍‌କା

ଅକଲାଣ୍ଡ,୨୧।୧୧: ଭାରତ ବିପକ୍ଷ ତୃତୀୟ ଟି-୨୦ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଏକ ବଡ଼ ଝଟ୍‌କା ଲାଗିଛି। ବ୍ୟକ୍ତିଗତ କାରଣରୁ କିୱି ଦଳର ଅଧିନାୟକ କେନ ୱିଲିୟମସନ ତୃତୀୟ ମ୍ୟାଚ ଖେଳିବେ ନାହିଁ। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତୀୟ ଦଳ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?