ଖେଳ

ମେରି କମ୍‌ଙ୍କୁ ମିଳିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୧: ୬ ଥର ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନ ତଥା ଅଲିମ୍ପିକ ବିଜେତା ଏମ୍‌ସି ମେରି କମ୍‌ ଭାରତୀୟ ଅଲିମ୍ପିକ ସଂଘ (ଆଇଓଏ)ର ଆଥେଲେଟ୍ସ କମିଶନର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଟେବୁଲ ଟେନିସ ତାରକା ଶରତ କମଲ ଉପାଧ୍ୟକ୍ଷ ଭାବେ…

‘ରୋହିତ ଟେଷ୍ଟ-ଦିନିକିଆ ସମ୍ଭାଳନ୍ତୁ, ପାଣ୍ଡ୍ୟା ହୁଅନ୍ତୁ ଟି୨୦ ଟିମ୍‌ର ଅଧିନାୟକ’

ନୂଆଦିଲ୍ଲୀ,୧୮।୧୧: ଟି୨୦ ବିଶ୍ୱକପ୍‌ରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳରେ ପରିବର୍ତ୍ତନ କରାଯାଉ ବୋଲି ଚର୍ଚ୍ଚା ହେଉଛି। ବିଶେଷକରି ଟି୨୦ ଫର୍ମାଟରେ ଦଳରେ ନୂଆ ଅଧିନାୟକ ନିଯୁକ୍ତିକୁ ନେଇ କ୍ରିକେଟ ବିଶେଷଜ୍ଞମାନେ ମତ ଦେଉଛନ୍ତି। ଏସବୁ ମଧ୍ୟରେ ପୂର୍ବତନ ମୁଖ୍ୟ କୋଚ୍‌…

କ୍ରୀଡ଼ାରେ ପୁରାତନ ଏବଂ ନୂତନ ବିଚାରଧାରାର ଲଢ଼େଇ

ଦେଖିବାକୁ ମିଳୁଛି କ୍ରୀଡ଼ା ଆସୋସିଏଶନଗୁଡ଼ିକରେ ରାଜନୈତିକ ଦଳ ପରି ଲଢ଼େଇ ଚାଲିଛି। ଆସୋସିଏଶନଗୁଡ଼ିକରେ ରାଜନୈତିକ ଦଳର ନେତାମାନେ ହସ୍ତକ୍ଷେପ କରୁଛନ୍ତି। କିନ୍ତୁ ଲୋଧା କମିଶନ କିଛି ନିୟମାବଳୀ କରିବାରୁ ବର୍ତ୍ତମାନ କେତେକ ଆସୋସିଏଶନରେ ପୁରାତନ ଖେଳାଳି ପଦାଧିକାରୀ ହେଲେଣି ା ସୌରଭ…

ଜନସାଧାରଣଙ୍କ ଆବେଗ ଓ ଫୁଟ୍‌ବଲ

ଫୁଟବଲ ଖେଳର ଆବେଗ ମାନବଜାତିକୁ କୈଶୋର ଅବସ୍ଥାରୁ ମୃତ୍ୟୁ ପର୍ଯ୍ୟନ୍ତ ଆବଦ୍ଧ କରି ରଖିବାରେ ସକ୍ଷମ ହୋଇଛି। ଊନବିଂଶ ଶତାବ୍ଦୀର ଷଷ୍ଠ ଦଶକରୁ ଆଜି ପର୍ଯ୍ୟନ୍ତ ଫୁଟବଲ ବିଶ୍ୱର ସର୍ବାଦୃତ ଆକର୍ଷଣୀୟ ଏବଂ ଲୋକପ୍ରିୟ ଖେଳ ଭାବେ ପ୍ରସିଦ୍ଧିଲାଭ କରିଛି। ବିଶ୍ୱର…

ବର୍ଷା ଯୋଗୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି-୨୦ ବାତିଲ

ୱେଲିଂଟନ,୧୮।୧୧: ୱେଲିଂଟନରେ ପ୍ରବଳ ବର୍ଷା ହେତୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ବାତିଲ କରାଯାଇଛି। ବର୍ଷା ଯୋଗୁ ଟସ ମଧ୍ୟ ପଡିପାରି ନ ଥିଲା। ତେଣୁ ଅମ୍ପାୟାର ମ୍ୟାଚ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ। ସ୍ଥାନୀୟ ପାଣିପାଗ ବିଭାଗ…

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଓ୍ବେଲିଂଟନ,୧୭।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଓ୍ବେଲିଂଟନରେ ଉଭୟ ଦଳ ମୁହାଁମୁହିଁ ହେବେ। ଟି-୨୦ ବିଶ୍ୱକପରେ ସେମିଫାଇନାଲରେ ଉଭୟ ଦଳ ବାଦ ପଡିଥିଲେ। ଟିମ ଇଣ୍ଡିଆ ଏବଂ କିୱି ଦଳ…

ଜୋକୋଭିଚଙ୍କୁ ମିଳିଲା ଅଷ୍ଟ୍ରେଲିଆ ଭିଜା

କାନବେରା,୧୮ା୧୧(ପି.ଟି): ସର୍ବିଆର ନୋଭାକ୍‌ ଜୋକୋଭିଚଙ୍କୁ ମିଳିଛି ଅଷ୍ଟ୍ରେଲିଆ ଭିଜା। ଗୁରୁବାର ଏହି ସୂଚନା ମିଳିବା ସହିତ ସେ ଆସନ୍ତା ବର୍ଷର ଅଷ୍ଟ୍ରେଲିଆନ ଓପନରେ ଅଂଶଗ୍ରହଣ କରିବା ଆପାତତଃ ସ୍ପଷ୍ଟ ହୋଇଛି। ୨୦୨୨ ଜାନୁୟାରୀରେ କୋଭିଡ୍‌-୧୯ ଟିକାକରଣ ବିବାଦ କାରଣରୁ ତାଙ୍କୁ ଅଷ୍ଟ୍ରେଲିଆରୁ…

ନୂତନ ଆରମ୍ଭ ଲକ୍ଷ୍ୟରେ ଭାରତ

ଓ୍ବେଲିଂଟନ୍‌,୧୮ା୧୧(ପି.ଟି): ବିଶ୍ୱକପ୍‌ ବିଫଳତା ପରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ଟି ଲେଖାଏ ଟି୨୦ ଓ ଦିନିକିଆ ମ୍ୟାଚ ଖେଳିବ। ଏହି ସିରିଜରେ ନୂତନ ନେତୃତ୍ୱ ସହିତ ଏକ ନୂତନ ଆରମ୍ଭ ଲକ୍ଷ୍ୟରେ ରହିବ ଭାରତ। ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜର…

ଗୁଣତିଲକାଙ୍କୁ ସର୍ତ୍ତମୂଳକ ଜାମିନ

ସିଡ୍‌ନୀ, ୧୮ା୧୧ (ପି.ଟି.): ଶ୍ରୀଲଙ୍କା କ୍ରିକେଟର ଦନୁଷ୍କା ଗୁଣତିଲକାଙ୍କୁ ଗୁରୁବାର ଜାମିନ ମଞ୍ଜୁର ହୋଇଛି। କିନ୍ତୁ ତାଙ୍କୁ ସୋସିଆଲ ମିଡିଆ ଆକାଉଣ୍ଟ ବ୍ୟବହାର ପାଇଁ ବାରଣ କରାଯାଇଛି। ଶ୍ରୀଲଙ୍କା କ୍ରିକେଟ ଦଳ ଅଷ୍ଟ୍ରେଲିଆକୁ ଟି୨୦ ବିଶ୍ୱକପ୍‌ ଖେଳିବାକୁ ଆସିଥିବା ବେଳେ ନଭେମ୍ବର…

ସ୍ବର୍ଣ୍ଣପଦକ ଜିତିଲେ ସମରେନ୍ଦ୍ର

ବେତନଟୀ,୧୮ା୧୧(ସ୍ବ.ପ୍ର.):ମହାରାଷ୍ଟ୍ରର ପୁନେରେ ଚାଲିଥିବା ୭୧ତମ ସର୍ବଭାରତୀୟ ପୋଲିସ କ୍ରୀଡ଼ା ଶକ୍ତିଉତ୍ତୋଳନ (ପାୱାରଲିଫ୍ଟ) ପ୍ରତିଯୋଗିତାରେ ଗୁରୁବାର ସ୍ବର୍ଣ୍ଣପଦକ ହାସଲ କରିଛନ୍ତି ମୟୂରଭଞ୍ଜ ପୋଲିସ ପକ୍ଷରୁ ପ୍ରତିନିଧିତ୍ତ୍ୱ କରୁଥିବା କନଷ୍ଟେବଳ ସମରେନ୍ଦ୍ର ମହାନ୍ତ। ସମରେନ୍ଦ୍ରଙ୍କ ଘର ବେତନଟୀ ଥାନା ଅଧୀନ ଲଙ୍ଗଳକଟା ଗ୍ରାମରେ। ଲଙ୍ଗଳକଟାସ୍ଥିତ…

ପ୍ରଶାନ୍ତ କୁମାର ‘ମିଷ୍ଟର ଇଷ୍ଟର୍ନ ଇଣ୍ଡିଆ’

ଭୁବନେଶ୍ୱର, ୧୮ା୧୧ (ସ୍ପୋଟର୍‌ସ ବ୍ୟୁରୋ): କୋଲକାତାସ୍ଥିତି ଖୁଦିରାମ ଅନୁଶୀଳନ କେନ୍ଦ୍ରରେ ଏକାଦଶ ପୂର୍ବାଞ୍ଚଳ (ପୂର୍ବ ଭାରତ) ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ଦଳଗତ ଚାମ୍ପିୟନ ହୋଇଛି। ବାବୁଲି ଚରଣ ସ୍ବାଇଁଙ୍କ ନେତୃତରେ ୩୦ ଜଣିଆ ଓଡ଼ିଶା ଦଳ…

ଭିଜା ମିଳିବା ପରେ ଖୁସି ଜାହିର କଲେ ଜୋକୋଭିଚ

କାନବେରା,୧୭ା୧୧: ସର୍ବିଆର ନୋଭାକ୍‌ ଜୋକୋଭିଚଙ୍କୁ ମିଳିଛି ଅଷ୍ଟ୍ରେଲିଆ ଭିଜା। ଗୁରୁବାର ଏହି ସୂଚନା ମିଳିବା ସହିତ ସେ ଆସନ୍ତା ବର୍ଷର ଅଷ୍ଟ୍ରେଲିଆନ ଓପନରେ ଅଂଶଗ୍ରହଣ କରିବା ଆପାତତଃ ସ୍ପଷ୍ଟ ହୋଇଛି। ୨୦୨୨ ଜାନୁୟାରୀରେ କୋଭିଡ୍‌-୧୯ ଟିକାକରଣ ବିବାଦ କାରଣରୁ ତାଙ୍କୁ ଅଷ୍ଟ୍ରେଲିଆରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?