ଖେଳ

ଅଖତରଙ୍କ ଭବିଷ୍ୟବାଣୀ: ଭାରତରେ ଉଠାଇବୁ କପ୍‌

ଇସଲାମାବାଦ,୧୪।୧୧: ଆଇସିସି ଟି-୨୦ ବିଶ୍ୱକପ ୨୦୨୨ରେ ପାକିସ୍ତାନ ଟାଇଟଲ ଜିତିବା ଆଶା ଧୂଳିସାତ୍‌ ହୋଇଛି। ଫାଇନାଲରେ ଇଂଲଣ୍ଡଠାରୁ ୫ ଉଇକେଟ୍‌ରେ ପରାସ୍ତ ହୋଇଛି ପାକିସ୍ତାନ। ଇଂଲଣ୍ଡ ପ୍ରଥମ କ୍ରିକେଟ ଦଳ ହୋଇ ଏକକାଳୀନ ଉଭୟ ଦିନିକିଆ ଏବଂ ଟି-୨୦ ବିଶ୍ୱକପ ଜିତିଛି।…

କୋଚ ଭାବେ ଇତିହାସ ରଚିଲେ ମାଥ୍ୟୁ ମୋଟ

ମେଲବୋର୍ନ,୧୪।୧୧: ଅଷ୍ଟ୍ରେଲିଆର ମାଥ୍ୟୁ ମୋଟ ରବିବାର ଇତିହାସ ରଚିଛନ୍ତି। ସେ ଗୋଟିଏ ବର୍ଷରେ ଦୁଇଟି ବିଶ୍ୱକପ ଜିତିବାରେ ପ୍ରଥମ କୋଚ ହୋଇଛନ୍ତି। ତାଙ୍କ କୋଚିଂ ଅଧୀନରେ ଇଂଲଣ୍ଡ ଦଳ ମେଲବୋର୍ନରେ ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଥିଲା। ମୋଟ ଚଳିତ ବର୍ଷ…

ଟି-୨୦ ବିଶ୍ୱକପ୍‌ରେ କେଉଁ ଦଳକୁ ମିଳିଲା କେତେ ଟଙ୍କା, ଜାଣନ୍ତୁ

ମେଲବୋର୍ନ,୧୪।୧୧: ଟି-୨୦ ବିଶ୍ୱକପ ୨୦୨୨ର ଅନ୍ତିମ ମ୍ୟାଚ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ ଜିତିବା ପରେ ଟାଇଟଲ ଜିତିଥିବା ଇଂଲଣ୍ଡ ଦଳ ୧.୬ ମିଲିୟନ ଡଲାର୍‌ (ପ୍ରାୟ ୧୩.୦୫ କୋଟି ଟଙ୍କା) ପାଇଛି। ଏଥି ସହିତ ଫାଇନାଲରେ…

ରାଜ୍ୟ ସନ୍ତରଣ ପ୍ରତିଯୋଗିତା ଉଦ୍‌ଯାପିତ

ସମ୍ବଲପୁର,୧୪ା୧୧(ବ୍ୟୁରୋ): ଖଟେଶ୍ୱର ପାଣ୍ଡେ ସ୍ମାରକୀ ଦଶମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସମ୍ବଲପୁରସ୍ଥିତ ଡା. ଝସକେତନ ସାହୁ ସନ୍ତରଣାଗାରଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ସମେତ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ, ଭୁବନେଶ୍ୱର ଓ ବୌଦ୍ଧ ଜିଲାରୁ ୧୫୦ ଜଣ ପ୍ରତିଯୋଗୀ ଭାଗ…

ରାଜ୍ୟ ସବ୍‌ଜୁନିୟର ଚେସ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ପଟିଆସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ପରିସରରେ ରାଜ୍ୟ ୧୩ ବର୍ଷରୁ କମ୍‌ (ବାଳିକା ଓ ଓପନ୍‌) ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଆରମ୍ଭ ହୋଇଛି। ରାଜ୍ୟର ୧୬ ଜିଲାରୁ ମୋଟ ୧୨୩ (୩୫ ବାଳିକା…

ତୃତୀୟ ଦିବସରେ ଓଡ଼ିଶାକୁ ୨ ରୌପ୍ୟ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ତୃତୀୟ ଦିବସରେ ଓଡ଼ିଶା ୨ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ହାସଲ କରିଛି। ୧୬ ବର୍ଷରୁ କମ୍‌ ବାଳକ ହାମର ଥ୍ରୋରେ ଓଁକାର…

୨୧ କି.ମି. ସନ୍ତରଣ କରି ଜିୟାଙ୍କ ରେକର୍ଡ

ବାଲୁଗଁ।,୧୪।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଚିଲିକାରେ ରବିବାର ୧୩ ବର୍ଷୀୟା ଦିବ୍ୟାଙ୍ଗ ସନ୍ତରଣକାରୀ ଜିୟା ରାୟ ୨୧ କିଲୋମିଟର ସନ୍ତରଣ କରି ରେକର୍ଡ ସୃଷ୍ଟି କରିଛନ୍ତି ା ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ର କାଳିଜାଈ ମନ୍ଦିର ନିକଟରୁ ଏହି…

ରାଜ୍ୟସ୍ତରୀୟ ଖୋ ଖୋ ଉଦ୍‌ଘାଟିତ

ପୁରୀ ଅଫିସ, ୧୪ା୧୧: ପୁରୀ ଜିଲା ହାଇସ୍କୁଲ ପରିସରରେ ରବିବାରଠାରୁ ୫୫ତମ ରାଜ୍ୟସ୍ତରୀୟ ସିନିୟର ବର୍ଗ ଖୋ ଖୋ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ଏହା ୩ଦିନ ଧରି ଚାଲିବ। ଜିଲାପାଳ ସମର୍ଥ ବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ା ପତାକା…

ନ୍ମଦିନ ପାର୍ଟିରେ ପଡ଼ି ମ୍ୟାକ୍ସଓ୍ବେଲ ଆହତ

ମେଲ୍‌ବୋର୍ନ,୧୩ା୧୧: ଅଲ୍‌ରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଏକ ଜନ୍ମଦିନ ପାର୍ଟିରେ ପଡ଼ିଯିବାରୁ ଗୋଡ଼ରେ ଆଘାତ ଲାଗିଥିବା ଜଣାପଡ଼ିଛି। ଏଥିରେ ଗୋଡ଼ ଫ୍ରାକ୍‌ଚର ହୋଇଥିବା ବେଳେ ୨୦୨୩ ଭାରତ ଗସ୍ତରୁ ସେ ବାଦ୍‌ ପଡ଼ିବା ପ୍ରାୟ ସମ୍ଭାବନା ରହିଛି।…

ପାକିସ୍ତାନର ପରାଜୟ ପରେ ଅଖତରଙ୍କୁ କଡ଼ା ଜବାବ ଦେଲେ ଶାମି

ନୂଆଦିଲ୍ଲୀ,୧୩।୧୧: ଟି-୨୦ ବିଶ୍ୱକପ ଫାଇନାଲରେ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରି ଇଂଲଣ୍ଡ ଟାଇଟଲ ଜିତିଛି। ଭାରତ ସେମିଫାଇନାଲରୁ ବାଦ୍‌ ପଡିବା ପରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ଅନେକ ବିବୃତ୍ତି ଦେଇ ଭାରତକୁ ଅପମାନିତ କରିଥିଲେ। ଏବେ…

ଐତିହାସିକ ରେକର୍ଡ ହାସଲ କଲେ କୋହଲି

ମେଲବୋର୍ନ,୧୩।୧୧: ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଟି-୨୦ ବିଶ୍ୱକପ ୨୦୨୨ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଏହି ଟୁର୍ନାମେଣ୍ଟରେ ସର୍ବାଧିକ ରନ ସ୍କୋରର ଥିଲେ। କୋହଲି ଏକମାତ୍ର ବ୍ୟାଟ୍ସମ୍ୟାନ ଯିଏକି ଟି-୨୦ ବିଶ୍ୱକପରେ ଦୁଇଥର ସର୍ବାଧିକ ରନ ସଂଗ୍ରହ…

୧୬୫ ବଲ୍‌ରେ ମାରିଲେ ୪୦୭ ରନ୍‌; ଦିନିକିଆରେ ବିସ୍ଫୋରକ ବ୍ୟାଟିଂକୁ ନେଇ…

ଶିମୋଗା,୧୩।୧୧: ଅଣ୍ଡର-୧୬ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ ଲାଗି ଚର୍ଚ୍ଚାରେ ଣେ ଜଣେ ଯୁବ ଭାରତୀୟ କ୍ରିକେଟର। ସେ ହେଲେ ତନ୍ମୟ ମଞ୍ଜୁନାଥ। ତନ୍ମୟ ୫୦ ଓଭରର ଏକ ମ୍ୟାଚ୍‌ରେ ୧୬୫ ବଲ୍‌ରେ ୪୦୭ରନ୍‌ର ଇନିଂସ ଖେଳିଛନ୍ତି। ସେଥିରେ ୪୮ ଚୌକା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?