ଖେଳ

ଦମୟନ୍ତୀ ଖେସ୍‌ଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୨ା୧୧(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଶୁକ୍ରବାର ଆରମ୍ଭ ହୋଇଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ମିଟ୍‌ର ପ୍ରଥମ ଦିବସରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ଓଡ଼ିଶାର ଦମୟନ୍ତୀ ଖେସ। ୨୦ ବର୍ଷରୁ କମ୍‌ ବର୍ଗ ବାଳିକା ଜାଭେଲିନ୍‌ ଥ୍ରୋରେ ସେ…

ବର୍ଷାରେ ଧୋଇବ ଫାଇନାଲ, ଯୁଗ୍ମ ବିଜେତା ସମ୍ଭାବନା

ମେଲବୋର୍ନ,୧୨ା୧୧(ପି.ଟି.): ଆସନ୍ତା ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ହେବାକୁଥିବା ପାକିସ୍ତାନ-ଇଂଲଣ୍ଡ ଟି୨୦ କ୍ରିକେଟ ବିଶ୍ୱକପ୍‌ ମ୍ୟାଚ ବର୍ଷାରେ ଧୋଇଯିବା ସମ୍ଭାବନା ରହିଛି। ଏପରି ହେଲେ ଦୁଇ ଦଳ ଯୁଗ୍ମ ବିଜେତା ଘୋଷିତ ହେବେ। ରବିବାର ମେଲବୋର୍ନରେ ବର୍ଷା ହେବାର ସମ୍ଭାବନା ୯୫…

୩୦ ବର୍ଷ ପରେ ବିଶ୍ୱକପ୍‌ ଫାଇନାଲରେ ଇଂଲଣ୍ଡ-ପାକିସ୍ତାନ

ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ ଫାଇନାଲରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ମୁକାବିଲା ହେବ। ଆସନ୍ତା ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ମେଗା ଫାଇନାଲ ଖେଳାଯିବ। ରେକର୍ଡ ଅନୁସାରେ ୩୦ ବର୍ଷ ପରେ ଉଭୟ ଦଳ କୌଣସି ଏକ ବିଶ୍ୱକପ ଫାଇନାଲରେ…

୧୩ରୁ ରାଜ୍ୟସ୍ତରୀୟ ଖୋ ଖୋ ଚାମ୍ପିୟନଶିପ୍‌

ପୁରୀ ଅଫିସ, ୧୨ା୧୧: ଓଡ଼ିଶାର ଜଗରନଟ୍ସ ଖୋ ଖୋ ଦଳ ଗତ ଅଗଷ୍ଟରେ ପୁଣେରେ ଅନୁଷ୍ଠିତ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଥିଲା। ତେଣୁ ଖୋ ଖୋ ଖେଳକୁ ରାଜ୍ୟରେ ଅଧିକ ଲୋକପ୍ରିୟ କରିବା ଲକ୍ଷ୍ୟରେ ପୁରୀରେ ସିନିୟର ବର୍ଗର ରାଜ୍ୟସ୍ତରୀୟ ଖୋ ଖୋ…

ଚୟନରେ ତ୍ରୁଟି, ରକ୍ଷଣଶୀଳ ସ୍ବଭାବରୁ ବିପର୍ଯ୍ୟୟ

ମେଲବୋର୍ନ, ୧୨ା୧୧(ପି.ଟି.): ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ମାତ୍ର ଇଂଲଣ୍ଡଠାରୁ ଯେପରି ୧୦ ଉଇକେଟରେ ଲଜ୍ଜାଜନକ ପରାଜୟ ମିଳିଲା ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଖେଳାଳି ଚୟନରେ ଜିଦ୍‌ଖୋର ମନୋବୃତ୍ତି, ପାଓ୍ବାରପ୍ଲେରେ ଟପ୍‌ ଅର୍ଡରଙ୍କ…

ମଜା ଉଡାଇଲେ ରମିଜ: କହିଲେ‘ ବିଲିୟନ ଡଲାର ରୋଜଗାର କରୁଥିବା ଟିମ୍‌ ପଛରେ ରହିଲେ, ଆମେ ଫାଇନାଲରେ…’

ମେଲବୋର୍ନ,୧୧।୧୧: ଭାରତୀୟ କ୍ରିକେଟ ଟିମ୍‌ ଗୁରୁବାର ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ୧୦ ଉଇକେଟରେ ପରାଜିତ ହୋଇ ଫାଇନାଲ ଖେଳିବାରୁ ବଞ୍ଚିତ ହୋଇଛି। ଏହି ଶୋଚନୀୟ ପରାଜୟ ପରେ ଭାରତୀୟ ଟିମ୍‌କୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ଏହି କ୍ରମରେ…

‘ଭାରତକୁ ଆଇପିଏଲ୍‌ରୁ କ’ଣ ମିଳିଛି… ସବୁଠାରୁ ଖରାପ ଟିମ୍‌’

ଲଣ୍ଡନ,୧୧।୧୧: ଧଳା ବଲ୍‌ କ୍ରିକେଟ ଇତିହାସରେ ଭାରତ ସବୁଠାରୁ ଖରାପ ପ୍ରଦର୍ଶନକାରୀ ଦଳ ବୋଲି କଟାକ୍ଷ କରିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ୍‌ ଭାଓନ୍‌। ଇଣ୍ଡିଆନ ପ୍ରିମିୟର ଲିଗ୍‌ ଖେଳାଳିଙ୍କ ଖେଳକୁ ଉନ୍ନତ କରିଥିବା ପ୍ରତ୍ୟେକ ଖେଳାଳି କହିଥାନ୍ତି। ହେଲେ ଭାରତ…

କିଏ ସେହି ପାକିସ୍ତାନୀ ଅଭିନେତ୍ରୀ? ଯାହାଙ୍କ ସହ ଯୋଡାଯାଉଛି ସାନିଆଙ୍କ ସ୍ବାମୀ ଶୋଏବଙ୍କ ନାମ?

ନୂଆଦିଲ୍ଲୀ,୧୧।୧୧: ଛାଡ଼ପତ୍ରକୁ ନେଇ ଚର୍ଚ୍ଚାରେ ଅଛନ୍ତି ଭାରତୀୟ ଟେନିସ ତାରକା ସାନିଆ ମିର୍ଜା। ବିବାହର ଦୀର୍ଘ ୧୨ ବର୍ଷ ପରେ ସେ ସ୍ବାମୀ ତଥା କ୍ରିକେଟର ଶୋଏବ ମଲିକଙ୍କଠାରୁ ଅଲଗା ହେବାକୁ ଯାଉଥିବା କୁହାଯାଉଛି। ଏସବୁ ମଧ୍ୟରେ ଏହା ପଛର କାରଣ…

ଶୋଏବଙ୍କ ପ୍ରଥମ ପତ୍ନୀ ବି ଥିଲେ ଭାରତୀୟ; ଛାଡ଼ପତ୍ର ନ ଦେଇ ସାନିଆଙ୍କୁ କରିଥିଲେ ବିବାହ…

ନୂଆଦିଲ୍ଲୀ: ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜା ଏବଂ ପାକିସ୍ତାନ କ୍ରିକେଟର ଶୋଏବ ମଲିକଙ୍କ ସମ୍ପର୍କରେ ଫାଟ। ୨୦୧୦ରେ ଶୋଏବଙ୍କୁ ବିବାହ କରିଥିଲେ ସାନିଆ। ଏବେ ୧୨ ବର୍ଷର ବିବାହରେ ତିକ୍ତତା ଆସିଛି। ଉଭୟ ଶୀଘ୍ର ଛାଡ଼ପତ୍ର ନେବେ ବୋଲି କୁହାଯାଉଥିଲେ…

ଫୁଟ୍‌ବଲ ମହାସମର

ଫେଡେରେଶନ ଇଣ୍ଟରନ୍ୟାଶନାଲ ଡି ଫୁଟ୍‌ବଲ ଆସୋସିଏଶନ (ଫିଫା)ର ୨୨ତମ ସଂସ୍କରଣ ମଧ୍ୟପ୍ରାଚ୍ୟ ଦେଶ କାତାରରେ ଅନୁଷ୍ଠିତ ହେବ। ନଭେମ୍ବର ୨୦ରୁ ଡିସେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଏହି ମେଗା ପ୍ରତିଯୋଗିତା ଖେଳାଯିବ। ଏଥିପାଇଁ କାତାର ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏସିଆ ମହାଦେଶରେ ୨ୟ…

ମନର ବ୍ୟଥା ପ୍ରକାଶ କଲେ କୋହଲି

ନୂଆଦିଲ୍ଲୀ,୧୧।୧୧: ଆଇସିସି ଟି-୨୦ ବିଶ୍ୱକପ ୨୦୨୨ ଫାଇନାଲ ଟିକେଟ୍‌ ହାସଲ କରିବାରେ ବିଫଳ ହୋଇଛି ଭାରତ। ସେମିଫାନାଲରେ ଇଂଲଣ୍ଡଠାରୁ ୧୦ ଉଇକେଟ୍‌ରେ ପରାସ୍ତ ହୋଇ ବିଶ୍ୱକପରୁ ବିଦାୟ ନେଇଛି ଭାରତ। ଭାରତର ଶୋଚନୀୟ ପରାଜୟ ପରେ ବିରାଟ କୋହଲିଙ୍କ ପ୍ରତିକ୍ରିୟା ପ୍ରଥମ…

ଭାରତୀୟ ଦଳକୁ ଟ୍ରୋଲ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୧୧।୧୧: ଅଷ୍ଟ୍ରେଲିଆରେ ଚାଲିଥିବା ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ଇଂଲଣ୍ଡଠାରୁ ୧୦ ଉଇକେଟରେ ହାରିବା ପରେ ଭାରତ ବିଶ୍ୱକପ ଜିତିବାର ଆଶା ଶେଷ ହୋଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୧୬୮ ରନ୍‌ କରିଥିଲା। ଏହାର ଜବାବରେ ଇଂଲଣ୍ଡ ଦଳ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?