ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୧୫୩ ରନ…
ମେଲବୋର୍ନ,୯।୧୧ : ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ପାକିସ୍ତାନ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସିଡନୀ ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍ ଓ୍ବିଲମସନଙ୍କ ନେତୃତ୍ୱରେ ବ୍ୟାଟିଂ ପାଇଁ…
ଟସ୍ ଜିତିଲା ନ୍ୟୁଜିଲାଣ୍ଡ ବ୍ୟାଟିଂ ନିଷ୍ପତ୍ତି..
ମେଲବୋର୍ନ,୯।୧୧ : ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ପାକିସ୍ତାନ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ସିଡନୀ ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍ ଓ୍ବିଲମସନ ବିଜୟ ପରେ ଟାଇଟଲ…
ସିଡନୀ ଗ୍ରାଉଣ୍ଡରେ ପାକିସ୍ତାନ-ନ୍ୟୁଜିଲାଣ୍ଡ ବଳ କଷାକଷି…
ମେଲବୋର୍ନ,୯।୧୧ : ବୁଧବାର ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ ମ୍ୟାଚ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ସିଡନୀ ଗ୍ରାଉଣ୍ଡରେ ଭାଗ୍ୟର ସାହାଯ୍ୟରେ ଶେଷ-୪ ରେ ପହଞ୍ଚିଥିବା ପାକିସ୍ତାନୀ ଦଳ ଏଥର ଫାଇନାଲକୁ ଯିବାକୁ ଲକ୍ଷ୍ୟ ରଖିଛି। ଶେଷ ଥର ପାଇଁ…
ଅଷ୍ଟ୍ରେଲିଆ ଦଳରେ ୧୮ ବର୍ଷୀୟ କୁଓଲ୍
କାତାର ଫିଫା ଫୁଟ୍ବଲ ବିଶ୍ୱକପ୍ ପାଇଁ ମଙ୍ଗଳବାର ଅଷ୍ଟ୍ରେଲିଆ ଫୁଟ୍ବଲ ଦଳ ଘୋଷଣା କରାଯାଇଛି। ପ୍ରଫେସନାଲ ଅଭିଜ୍ଞତା ନ ଥିବା ସତ୍ତ୍ୱେ ମୁଖ୍ୟ କୋଚ୍ ଗ୍ରାହମ ଆର୍ନୋଲ୍ଡ ୧୮ ବର୍ଷୀୟ ଫରଓ୍ବାର୍ଡ ଗରଙ୍ଗ କୁଓଲ୍ଙ୍କୁ ମନୋନୀତ କରିଛନ୍ତି। କିନ୍ତୁ ଘୋଷଣା କରାଯାଇଥିବା…
ତଦନ୍ତ କରିବ ୩ଜଣିଆ କମିଟି
କଲମ୍ବୋ,୯।୧୧(ପି.ଟି.): ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍ ବେଳେ ଶ୍ରୀଲଙ୍କା ବ୍ୟାଟର ଦାନୁଷ୍କା ଗୁଣତିଲକାଙ୍କ ବିରୋଧରେ ହୋଇଥିବା ଯୌନ ଶୋଷଣ ଅଭିଯୋଗର ତଦନ୍ତ ପାଇଁ ଶ୍ରୀଲଙ୍କା କ୍ରିକେଟ (ଏସ୍ଏଲ୍ସି) ଏକ ୩ଜଣିଆ କମିଟି ଗଠନ କରିଛି। ଏଥିରେ ଜଣେ ଅବସରପ୍ରାପ୍ତ ହାଇକୋର୍ଟ ବିଚାରପତି ଜଷ୍ଟିସ…
ଗୋଆକୁ ହରାଇ ରାଜସ୍ଥାନ ଚାମ୍ପିୟନ
ତାଳଚେର/ଅନୁଗୋଳ ଅଫିସ, ୯।୧୧: ସର୍ବଭାରତୀୟ ଫୁଟ୍ବଲ ସଂଘ ସହଯୋଗରେ ତଥା ଆମେ ଓଡ଼ିଆ ଫାଉଣ୍ଡେଶନ ଟ୍ରଷ୍ଟ ପକ୍ଷରୁ ଢେଙ୍କାନାଳ, ଅନୁଗୋଳ ଓ ତାଳଚେର ଅଞ୍ଚଳରେ ଆୟୋଜିତ ବାଜି ରାଉତ କପ୍ ଜାତୀୟ ଫୁଟ୍ବଲ ଟୁର୍ନାମେଣ୍ଟରେ ରାଜସ୍ଥାନ ୟୁନାଇଟେଡ୍ ଏଫ୍ସି ଚାମ୍ପିୟନ ହୋଇଛି।…
ସେମିଫାଇନାଲ ପୂର୍ବରୁ ରୋହିତ ଆହତ
ଆଡିଲେଡ୍,୯।୧୧(ପି.ଟି): ନେଟ୍ସରେ ଅଭ୍ୟାସ କରୁଥିବା ସମୟରେ ଆହତ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା। ଇଂଲଣ୍ଡ ବିପକ୍ଷ ଟି୨୦ ସେମିଫାଇନାଲ ପୂର୍ବରୁ ମଙ୍ଗଳବାର ଅଭ୍ୟାସ କରୁଥିବା ସମୟରେ ରୋହିତଙ୍କ ହାତରେ ବଲ୍ ବାଜିଥିଲା। ଟିମ୍ ଇଣ୍ଡିଆର ଥ୍ରୋ ଡାଉନ୍…
ଆଜି ପ୍ରଥମ ସେମିଫାଇନାଲ
ସିଡ୍ନୀ,୯।୧୧(ପି.ଟି): ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍ର ପ୍ରଥମ ସେମି ଫାଇନାଲରେ ପରସ୍ପର ସାମ୍ନା କରିବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ଚଳିତ ଟୁର୍ନାମେଣ୍ଟରେ ନ୍ୟୁଜିଲାଣ୍ଡ ସ୍ଥିର ପ୍ରଦର୍ଶନ ଦେବାରେ ସମର୍ଥ ହୋଇଥିବା ବେଳେ ପାକିସ୍ତାନର ପ୍ରଦର୍ଶନରେ ସ୍ଥିରତା ନଜର ଆସିନାହିଁ। ବୁଧବାର ସିଡ୍ନୀ…
‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’
ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍ଘାଟିତ ହୋଇଥିବା ବାଜି ରାଉତ କପ୍ ଜାତୀୟ ଫୁଟ୍ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ତାଳଚେରସ୍ଥିତ ଏମ୍ସିଏଲ୍ର ବ୍ଲାକ ଡାଇମଣ୍ଡ ଷ୍ଟାଡିୟମରେ ଖେଳାଯାଇଥିବା ବେଳେ ହଜାର…
ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ସିଡନୀ,୯।୧୧: ଟି-୨୦ ବିଶ୍ୱକପ ୨୦୨୨ର ପ୍ରଥମ ସେମିଫାଇନାଲରେ ଆଜି ପାକିସ୍ତାନ ନ୍ୟୁଜିଲାଣ୍ଡକୁ ଭେଟିବ। ଗ୍ରୁପ-୧ରେ ଶୀର୍ଷରେ ରହି ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ଦଳ ଗ୍ରୁପ-୨ରେ ଦ୍ୱିତୀୟ ସ୍ଥାନରେ ରହି ସେମିଫାଇନାଲରେ ପ୍ରବେଶ କରିଛି। ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ନଭେମ୍ବର…
ଅଲଗା ହେବେ ସାନିଆ-ଶୋଏବ!
ମୁମାଇ,୮।୧୧: ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲ୍ଲିକ୍ଙ୍କ ସମ୍ପର୍କରେ ଫାଟ। ସାନିଆ ଏବଂ ଶୋଏବ ମଧ୍ୟରେ କିଛି ଠିକ୍ ଚାଲିନାହିଁ ।ଉଭୟ ଖୁବ୍ଶୀଘ୍ର ଛାଡପତ୍ର ନେବାକୁ ଯାଉଛନ୍ତି ବୋଲି ଶୁଣାଯାଉଛି। ହେଲେ ଏହାକୁ ନେଇ କୌଣସି…
ପାକିସ୍ତାନ ପାଇଁ କଡ଼ା ପରୀକ୍ଷା
ଟୁର୍ନାମେଣ୍ଟରୁ ଏଲିମିନେଟ୍ ହେବାର ଦ୍ୱାରଦେଶରୁ ଅପ୍ରତ୍ୟାଶିତ ଭାବେ ପ୍ରତ୍ୟାବର୍ତ୍ତନ କରିଥିଲା ପାକିସ୍ତାନ। ନେଦରଲାଣ୍ଡ୍ସ ନିକଟରୁ ଦକ୍ଷିଣ ଆଫ୍ରିକା ପରାଜିତ ହୋଇ ନ ଥିଲେ ଏବେ ସେମିଫାଇନାଲ ଲାଇନ୍ଅପ୍ ଭିନ୍ନ ଧରଣର ହୋଇଥାନ୍ତା। ଦକ୍ଷିଣ ଆଫ୍ରିକା ଏହାର କ୍ରିକେଟ ଇତିହାସରେ ସବୁଠାରୁ ବଡ଼…

