ଖେଳ

ଭାରତ ପୁରୁଷ ଦଳ ପ୍ରଥମ ଥର ଜିତିଲା ସ୍ବର୍ଣ୍ଣ

ଚେଅଙ୍ଗଜୁ (ଦକ୍ଷିଣ କୋରିଆ), ୫ା୧୧(ପି.ଟି.): ଏସିଆନ ସ୍କ୍ବାଶ ଟିମ୍‌ ଚାମ୍ପିୟନଶିପ୍‌ରେ ସୌରଭ ଘୋସାଲଙ୍କ ନେତୃତ୍ୱରେ ଭାରତୀୟ ପୁରୁଷ ଦଳ ପ୍ରଥମ ଥର ସ୍ବର୍ଣ୍ଣ ଜିତିବାରେ ସଫଳ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଦଳ ୨-୦ରେ କୁଏଟକୁ ପରାସ୍ତ କରିଛି। ରମିତ ଟଣ୍ଡନ…

ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଧୋନି

ଚେନ୍ନାଇ,୫ା୧୧(ପି.ଟି.): ଆଇପିଏସ୍‌ ଅଫିସର ଜି. ସମ୍ପତ କୁମାରଙ୍କ ବିରୋଧରେ ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନି। ମ୍ୟାଚ ଫିକ୍ସିଂ ମାମଲାରେ ବିବାଦୀୟ ବୟାନ ଏବଂ କୋର୍ଟଙ୍କ ଅବମାନନାକୁ ନେଇ ଧୋନି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ଅଷ୍ଟ୍ରେଲିଆର ସଂଘର୍ଷପୂର୍ଣ୍ଣ ବିଜୟ

ଆଡିଲେଡ୍‌,୫ା୧୧(ପି.ଟି): ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ରେ ଘରୋଇ ଦଳ ଆଫଗାନିସ୍ତାନ ବିପକ୍ଷରେ ବିଜୟ ସହିତ ଏହାର ଅଭିଯାନ ଶେଷ କରିଛି। ରଶିଦ୍‌ ଖାନଙ୍କ ବିସ୍ଫୋରକ ବ୍ୟାଟିଂ ଝଡକୁ ସାମ୍ନା କରିଥିବା ଅଷ୍ଟ୍ରେଲିଆ ଶେଷ ଓଭରରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଥିଲେ ହେଁ…

ବିରାଟ କୋହଲିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ଖେଳାଳି, କହିଲେ କାଲି ପର୍ଯ୍ୟନ୍ତ ଅପେକ୍ଷା କରିପାରିବି ନାହିଁ

ଇସଲାମାବାଦ/ନୂଆଦିଲ୍ଲୀ,୫ ।୧୧: ପୂର୍ବତନ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ନଭେମ୍ବର ୫ରେ ୩୪ ବର୍ଷରେ ପଦାର୍ପଣ କରିଛନ୍ତି । ଶନିବାର ସେ ତାଙ୍କର ୩୪ ତମ ଜନ୍ମଦିନ ପାଳନ କରିବେ । ହେଲେ ଏହା ପୂର୍ବରୁ ତାଙ୍କ ପ୍ରଶଂସକ…

ପରାଜୟ ପରେ ଆଫଗାନିସ୍ତାନ ଅଧିନାୟକ ପଦ ଛାଡ଼ିଲେ ନବୀ

ନୂଆଦିଲ୍ଲୀ,୪।୧୧: ଟି୨୦ ବିଶ୍ୱକପ୍‌ ୨୦୨୨ରେ ଆଫଗାନିସ୍ତାନ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ଏହାକୁ ନେଇ ଦଳ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି। ଶୁକ୍ରବାର ଅନ୍ତିମ ମ୍ୟାଚ୍‌ରେ ଆଫଗାନ ଟିମ୍‌ ଅଷ୍ଟ୍ରେଲିଆ ବିପକ୍ଷରେ ପରାଜିତ ହୋଇଛି। ଏହାପରେ ଦଳର ଅଧିନାୟକ ମହମ୍ମଦ ନବୀ ଟି୨୦…

ଜୋସୁଆଙ୍କ ହ୍ୟାଟ୍ରିକ୍‌

ଆଡିଲେଡ୍‌,୪ା୧୧: ଷଷ୍ଠ ବୋଲର ଭାବେ ଟି୨୦ ବିଶ୍ୱକପରେ ହ୍ୟାଟ୍ରିକ ନେଇଛନ୍ତି ଆୟର୍ଲାଣ୍ଡର ଜୋସୁଆ ଲିଟିଲ୍‌। ଶୁକ୍ରବାର ନ୍ୟୁଜିଲାଣ୍ଡ ବିପକ୍ଷ ସୁପର-୧୨ ମ୍ୟାଚରେ ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି ଲିଟିଲ। ଏହା ସହିତ ଚଳିତ ବିଶ୍ୱକପ ସଂସ୍କରଣର ଦ୍ୱିତୀୟ ହ୍ୟାଟ୍ରିକ ଅର୍ଜନ କରିଛନ୍ତି।…

ଭାରତ ବିପକ୍ଷରେ କରିଥିଲେ ବିସ୍ଫୋରକ ବ୍ୟାଟିଂ; ଲିଟନ ଦାସଙ୍କୁ ସ୍ବତନ୍ତ୍ର ଉପହାର ଦେଲେ କୋହଲି…

ଆଡିଲେଡ୍‌,୪।୧୧: ଭାରତ ବିପକ୍ଷ ବିଶ୍ୱକପ୍‌ ସୁପର-୧୨ ମୁକାବିଲାରେ ବିସ୍ଫୋରକ ବ୍ୟାଟିଂ କରିଥିଲେ ବାଲାଂଦେଶ କ୍ରିକେଟର ଲିଟନ ଦାସ। ଏହାକୁ ନେଇ ତାଙ୍କୁ ଚାରିଆଡୁ ପ୍ରଶଂସାର ସୁଅ ଛୁଟିଥିବା ବେଳେ ବିରାଟ କୋହଲି ତାଙ୍କୁ ଏକ ସ୍ବତନ୍ତ୍ର ଉପହାର ଦେଇଛନ୍ତି। ସେ ଲିଟନଙ୍କୁ…

‘ପନ୍ତଙ୍କ ସ୍ଥାନରେ କାର୍ତ୍ତିକଙ୍କୁ ଖେଳାଇବା ହାସ୍ୟାସ୍ପଦ’

ନୂଆଦିଲ୍ଲୀ,୪।୧୧: ଟି୨୦ ବିଶ୍ୱକପ୍‌ ୨୦୨୨ରେ ଏଯାବତ ଟିମ୍‌ ଇଣ୍ଡିଆ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ୪ଟି ମ୍ୟାଚ୍‌ ଖେଳିଛି। ଏଥିରେ ଦୀନେଶ କାର୍ତ୍ତିକଙ୍କୁ ସୁଯୋଗ ମିଳିଥିବା ବେଳେ ଋଷଭ ପନ୍ତ ଅପେକ୍ଷାରେ ଅଛନ୍ତି। ଏହି ନିଷ୍ପତ୍ତିକୁ ଅନେକେ ନାପସନ୍ଦ କରୁଥିବା ବେଳେ ଏବେ…

ଶିଖର ଧାୱନଙ୍କୁ ମିଳିଲା ପୁଣି ନୂଆ ଦାୟୀତ୍ୱ

ଚଣ୍ଡିଗଡ଼,୪।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୩ ସଂସ୍କରଣ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ମୟଙ୍କ ଅଗ୍ରୱାଲଙ୍କୁ ହଟାଇ ତାଙ୍କ ସ୍ଥାନରେ ଶିଖର ଧାୱନଙ୍କୁ ନୂତନ ଅଧିନାୟକ ଭାବେ ଚୟନ କରିଛି। ବୁଧବାର ଫ୍ରାଞ୍ଚାଇଜ୍‌ ବୋର୍ଡ ବୈଠକରେ ଧାୱନଙ୍କ ନାମକୁ ଅନୁମୋଦନ କରାଯାଇଥିଲା।…

ସେମିଫାଇନାଲରେ ନ୍ୟୁଜିଲାଣ୍ଡ

ପର୍ଥ,୪।୧୧: ଅଧିନାୟକ କେନ ୱିଲିୟମସନଙ୍କ ବିସ୍ଫୋରକ ବ୍ୟାଟିଂ ଜରିଆରେ ନ୍ୟୁଜିଲାଣ୍ଡ ପ୍ରଥମ ଦଳ ଭାବେ ଟି -୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ପ୍ରବେଶ କରିଛି। ଶେଷ ଗ୍ରୁପ ୧ ମ୍ୟାଚରେ ଆୟର୍ଲାଣ୍ଡକୁ ୩୫ ରନ୍‌ରେ ପରାସ୍ତ କରି ସେମିଫାଇନାଲ୍‌ ଟିକେଟ୍‌ ହାସଲ…

ଫିଫା ଟୁର୍ନାମେଣ୍ଟର ସ୍ମରଣୀୟ ସ୍ମୃତି

ଭାରତରେ ପ୍ରଥମଥର ପାଇଁ ଆୟୋଜିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ସଫଳତାର ସହ ସମ୍ପନ୍ନ ହୋଇଛି। ଚାମ୍ପିୟନ ସ୍ପେନ୍‌ଠାରୁ ଆରମ୍ଭ କରି ଫାଇନାଲିଷ୍ଟ କଲମ୍ବିଆ, ବ୍ରୋଞ୍ଜ ମେଡାଲିଷ୍ଟ ନାଇଜେରିଆ ଏବଂ ପଦାର୍ପଣକାରୀ ମରକ୍କୋ ଓ ତାଞ୍ଜାନିଆ ପର୍ଯ୍ୟନ୍ତ ସମସ୍ତଙ୍କ…

ପଣ୍ଟିଂଙ୍କ ଭବିଷ୍ୟବାଣୀ: ଏହି ଦୁଇ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ୍‌ ଫାଇନାଲ

ପର୍ଥ,୪।୧୧: ଟି-୨୦ ବିଶ୍ୱକପ ବର୍ତ୍ତମାନ ଶେଷ ଆଡକୁ ଗତି କରୁଛି। କେତେକ ଦଳ ଏହି ସମ୍ମାନଜନକ ଟୁର୍ନାମେଣ୍ଟରୁ ପ୍ରାୟ ବାଦ୍‌ ପଡିଥିବାବେଳେ ଅନେକ ଦଳ ଯୋଗ୍ୟତା ଅର୍ଜନ ପାଇଁ ପ୍ରାଣପଣେ ଉଦ୍ୟମ କରୁଛନ୍ତି। କେଉଁ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?