ଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ହାଇଦ୍ରାବାଦ

ମୁମ୍ବାଇ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୋମବାର ୧୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବଦ ଅଧିନାୟକ କେନ୍‌ ଓ୍ବିଲିୟମ୍‌ସନ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ପ୍ରଥମେ ବ୍ୟାଟିଂ କରିବ। ସନରାଇଜର୍ସ ହାଇଦ୍ରାବାଦ: କେନ ୱିଲିୟମସନ...

‘ଆମକୁ ବାଟ ଖୋଜିବାକୁ ପଡ଼ିବ’

ମୁମ୍ବାଇ,୪।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ସିଜନ ଆରମ୍ଭରୁ ଲଗାତାର ୩ ପରାଜୟ ବରଣ କରିଛି। ତୃତୀୟ ମ୍ୟାଚ୍‌ରେ ପଞ୍ଜାବ ଠାରୁ ୫୪ ରନ୍‌ରେ ପରାସ୍ତ ହେବାରୁ ଚେନ୍ନାଇ ତା’ର ଟାଇଟଲ ଡିଫେଣ୍ଡ...

ଟସ୍‌ ଜିତିବା ପରେ ବି ବଦଳିଲା ନାହିଁ ସିଏସ୍‌କେ ଭାଗ୍ୟ

ମୁମ୍ବାଇ,୩।୪: ଚଳିତ ଆଇପିଏଲ୍‌ରେ ଲଗାତାର ତୃତୀୟ ପରାଜୟ ବରଣ କରିଛି ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ଇଣ୍ଡିଆନ ପ୍ରମିୟର ଲିଗ୍‌ ଇତିହାସରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟିଛି। ପୂର୍ବ ଦୁଇ ମ୍ୟାଚ୍‌ ଭଳି ଏଥର...

ଆଗରେ ୧୮୧ ରନ୍‌ର ଟାର୍ଗେଟ, ସିଏସ୍‌କେ ୩୬/୫

ମୁମ୍ବାଇ,୩।୪: ପଞ୍ଜାବ କିଙ୍ଗ୍ସ ପକ୍ଷରୁ ଧାର୍ଯ୍ୟ ୧୮୧ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୮ ଓଭରରେ ୩୬ ରନ୍‌ରେ ୪ ପ୍ରମୁଖ ବ୍ୟାଟରଙ୍କ ଉଇକେଟ ହରାଇ ସଙ୍କଟରେ ପଡ଼ିଛି। ପୂର୍ବ ମ୍ୟାଚ୍‌ରେ ବିସ୍ଫୋରକ...

ଡେଥ୍‌ ଓଭରରେ ମ୍ୟାଚ୍‌କୁ ଫେରିଲା ସିଏସ୍‌କେ

ମୁମ୍ବାଇ,୩।୪: ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରୁଥିବା ପଞ୍ଜାବ କିଙ୍ଗ୍ସ ପ୍ରଥମ ଦୁଇ ଓଭରରେ ମୟଙ୍କ ଅଗ୍ରଓ୍ବାଲ (୪) ଏବଂ ଭାନୁକା ରାଜପକ୍ଷେ (୯)ଙ୍କ ଉଇକେଟ ହରାଇଥିଲା। ତା’ ପରେ ବ୍ୟାଟିଂ ଆସିଥିବା ଲିଆମ ଲିଭିଂଷ୍ଟୋନ କିଛି ବଲ ଖେଳିବା...

ବଡ଼ ମାଇଲଷ୍ଟୋନ ଛୁଇଁଲେ ଧୋନୀ

ନୂଆଦିଲ୍ଲୀ,୩।୪: ପୂର୍ବତନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରବିବାର କ୍ୟାରିୟରରେ ଆଉ ଏକ ମାଇଲଷ୍ଟୋନ ହାସଲ କରିଛନ୍ତି। ବ୍ରାବୋର୍ନେ ଷ୍ଟାଡିୟମରେ ରବିବାର ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ମ୍ୟାଚ୍‌ ଧୋନୀଙ୍କ ପାଇଁ ଥିଲା ୩୫୦ତମ ମ୍ୟାଚ୍‌।...

ଆର୍‌ସିବିକୁ ଫେରିଲେ ପୂର୍ବତନ ସଦସ୍ୟ

ମୁମ୍ବାଇ,୩।୪: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳରେ ସାମିଲ ହୋଇଛନ୍ତି ମଧ୍ୟପ୍ରଦେଶ ବ୍ୟାଟର ରଜତ ପଟିଦାର। ତାଙ୍କୁ ଲବନିଥ ସିସୋଡିଆଙ୍କ ବଦଳ ଖେଳାଳି ଭାବେ ପୂରା ସିଜନ ପାଇଁ ଆର୍‌ସିବିରେ ସ୍ଥାନ ପାଇଛନ୍ତି। ଏ ନେଇ ଚେନ୍ନାଇ ଫ୍ରାଞ୍ଚାଇଜ ପକ୍ଷରୁ...

ସିଏସ୍‌କେ ଭାଗ୍ୟରେ ପଡ଼ିଲା ଟସ୍‌

ମୁମ୍ବାଇ,୩।୪: କ୍ରମାଗତ ଦୁଇଟି ପରାଜୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଭାଗରେ ପଡ଼ିଛି ଟସ୍‌। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି ରବୀନ୍ଦ୍ର ଜାଡେଜା। ଏଥିସହିତ ଚଳିତ ଆଇପିଏଲରେ ଚାଲିଥିବା ଟସ୍‌ ଜିତି...

ସ୍ବାମୀଙ୍କ ପରେ ଦେଶକୁ ଚାମ୍ପିଅନ୍‌ କଲେ ସ୍ତ୍ରୀ

ଖ୍ରୀଷ୍ଟଚର୍ଚ୍ଚ,୩।୪: ମହିଳା ଦିନିକିଆ ବିଶ୍ୱକପ୍‌ ଫାଇନାଲରେ ଇଂଲଣ୍ଡକୁ ୭୧ ରନରେ ପରାସ୍ତ କରି ଅଷ୍ଟ୍ରେଲିଆ ୭ମଥର ପାଇଁ ଟାଇଟେଲ୍‌ ଜିତିଛି। ବିଜୟ ପରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଅଷ୍ଟ୍ରେଲୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଆଲିସା ହେଲିଙ୍କୁ ଟୁର୍ନାମେଣ୍ଟର ସର୍ବଶ୍ରେଷ୍ଠ...

୪ ବର୍ଷରେ ୩୯ରୁ ୩୮ ମ୍ୟାଚ୍‌ ଜିତିଛି ଚାମ୍ପିୟନ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୩।୪: ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳ ରେକର୍ଡ ସପ୍ତମ ଥର ପାଇଁ ଦିନିକିଆ ବିଶ୍ୱକପ୍‌ ହାସଲ କରିଛି। ମେଗ ଲାନ୍ନିଂଙ୍କ ନେତୃତ୍ୱାଧୀନ ଦଳ ରବିବାର ୭୧ ରନ୍‌ରେ ଇଂଲଣ୍ଡକୁ ହରାଇ ଦେଇଛି। ଆଇସିସି ମହିଳା ବିଶ୍ୱକପ୍‌ ଫାଇନାଲରେ ଆଲିସା ହେଲିଙ୍କ...

ଆଇପିଏଲ୍‌ ଟଙ୍କାରେ ଘର କିଣିବେ ଏହି କ୍ରିକେଟର୍‌

ମୁମ୍ବାଇ,୩।୪: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ନୂତନ ଖେଳାଳିଙ୍କ ପାଇଁ ଏକ ବଡ଼ ପ୍ଲାଟଫର୍ମ। ଏହି ପ୍ଲାଟଫର୍ମ ମାଧ୍ୟମରେ, ଅନେକ ଖେଳାଳି ରାତାରାତି ତାରକା ପାଲଟନ୍ତି। ଏହିପରି ଜଣେ ଖେଳାଳି ହେଉଛନ୍ତି ୧୯ ବର୍ଷୀୟ ତିଳକ ବର୍ମା। ସେ ଆଇପିଏଲ...

ସପ୍ତମଥର ବିଶ୍ୱ ଚାମ୍ପିଅନ୍‌ ହେଲା ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୩।୪: ମହିଳା ବିଶ୍ୱକପ ୨୦୨୨ର ଫାଇନାଲରେ ଅଷ୍ଟ୍ରେଲିଆ ଇଂଲଣ୍ଡକୁ ୭୧ ରନରେ ପରାସ୍ତ କରି ସପ୍ତମ ଥର ପାଇଁ ଟାଇଟଲ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଦଳ ୩୫୬ ରନ ସ୍କୋର କରିଥିଲା। ମହିଳା କ୍ରିକେଟ ବିଶ୍ୱକପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri