ଖେଳ

ପୂର୍ବାଞ୍ଚଳ ରୋଲ୍‌ବଲ୍‌ ପାଇଁ ଓଡ଼ିଶା ଦଳ ମନୋନୀତ

ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ପୂର୍ବାଞ୍ଚଳ ଜାତୀୟ ରୋଲବଲ୍‌ ଚାମ୍ପିୟନଶିପ୍‌ (୧୪ ବର୍ଷରୁ କମ୍‌)ର ଦ୍ୱିତୀୟ ସଂସ୍କରଣ ଆସାମର ଗୁଆହାଟୀଠାରେ ଚଳିତ ମାସ ୪ରୁ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶା ଦଳ ମନୋନୀତ ହୋଇଛି। ପ୍ରତିଯୋଗିତାରେ…

‘ୟୁରୋପରେ ତାଲିମ ପାଇଁ ଆର୍ଥିକ ପ୍ରୋତ୍ସାହନ ସହାୟକ ହେବ’

ଭୁବନେଶ୍ୱର, ୨ା୧୧(କ୍ରୀଡ଼ା ପ୍ରତିନିଧି): ଅଦମ୍ୟ ଇଚ୍ଛାଶକ୍ତି ଏବଂ ନିଷ୍ଠା ବଳରେ ଆଗକୁ ବଢ଼ିବାର ପ୍ରୟାସ ଜାରି ରଖିଛନ୍ତି ଓଡ଼ିଶାର ‘ସ୍ନୋ ଗର୍ଲ’ ରଞ୍ଜିତା ବେହେରା। ତାଙ୍କୁ ଏବେ ସହାୟତାର ହାତ ବଢ଼ାଇଛି ଏଲ୍‌ଆଇସି ହାଉସିଂ ଫାଇନାନ୍ସ ନିଗମ। ସ୍ନୋ, ସ୍କି ପରି…

ଅଫ୍‌ଲାଇନ୍‌ରେ ଉପଲବ୍ଧ ହେଲା ଓଏଫ୍‌ସି ଜର୍ସି

ଭୁବନେଶ୍ୱର,୨ା୧୧(ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ୨୦୨୨-୨୩ ସିଜନ୍‌ ପାଇଁ ଓଡ଼ିଶା ଏଫ୍‌ସି(ଓଏଫ୍‌ସି) ଫ୍ରାଞ୍ଚାଇଜ ପକ୍ଷରୁ ଏହାର ଜର୍ସି ଅଫ୍‌ଲାଇନରେ ଲଞ୍ଚ କରାଯାଇଛି। କ୍ଲବ୍‌ ପକ୍ଷରୁ ୩ଟି କିଟ୍‌ ଲଞ୍ଚ କରାଯାଇଥିବା ବେଳେ ଅଫ୍‌ଲାଇନରେ ବିକ୍ରି ପାଇଁ ମଧ୍ୟ ଉପଲବ୍ଧ…

ଆଜି ବାଂଲାଦେଶକୁ ଭେଟିବ ଭାରତ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଆଡିଲେଡ,୨।୧୧: ଟି-୨୦ ବିଶ୍ୱକପ ସୁପର ୧୨ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହେବା ପରେ ଭାରତୀୟ କ୍ରିକେଟ ଦଳ ଆଜି ବାଂଲାଦେଶକୁ ଭେଟିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଆଡିଲେଡରେ ଖେଳାଯିବ। ଟିମ ଇଣ୍ଡିଆ ପାଇଁ ଏହି ମ୍ୟାଚରେ ବିଜୟ…

ଟିମ୍‌ ଇଣ୍ଡିଆରେ ଚୟନର ଉତ୍ସବ ପାଳିଲେ ଶୁଭମନ; ୫୭ ବଲ୍‌ରେ ମାରିଲେ ୧୨୬ ରନ୍‌…

ନୂଆଦିଲ୍ଲୀ,୧।୧୧: ଟିମ୍‌ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କ ଚୟନ ନ୍ୟୁଜିଲାଣ୍ଡ ଏବଂ ବାଲାଂଦେଶ ବିପକ୍ଷ ସିରିଜ ଲାଗି କରାଯାଇଛି। ସୋମବାର ଏନେଇ ଘୋଷଣା ହେବା ପରେ ମଙ୍ଗଳବାର ସେ ବଡ ସ୍କୋର କରିଛନ୍ତି। ସୟଦ ମୁସ୍ତାକ ଅଲି ଟ୍ରଫିର କ୍ୱାଟର…

‘କୌଣସି ଦ୍ୱନ୍ଦ୍ୱ ନାହିଁ କି ଚିନ୍ତା ନାହିଁ’; କେ.ଏଲ୍‌. ରାହୁଲଙ୍କୁ ନେଇ ଏଭଳି ସ୍ପଷ୍ଟୀକରଣ ଦେଲେ ଦ୍ରାବିଡ

ନୂଆଦିଲ୍ଲୀ,୧।୧୧: ଟି୨୦ ବିଶ୍ୱକପ୍‌ ୨୦୨୨ରେ ଏଯାବତ ଟିମ୍‌ ଇଣ୍ଡିଆ ଭଲ ପ୍ରଦର୍ଶନ କରିଆସୁଛି। ପ୍ରଥମରୁ ଦୁଇଟି ମ୍ୟାଚ୍‌ ଜିତି ନେଇଥିବାରୁ ଦଳ ସେମିଫାଇନାଲରେ ଖେଳିବ ବୋଲି ଆଶା କରାଯାଉଛି। ଏମିତିରେ ବାଲାଂଦେଶ ବିପକ୍ଷରେ ନଭେମ୍ବର ୨ରେ ଦଳ ଚତୁର୍ଥ ମ୍ୟାଚ୍‌ ଖେଳିବ।…

ଲଢୁଆ ବ୍ୟାଟିଂ ସତ୍ତ୍ୱେ ୨୦ ରନରେ ହାରିଲା ନ୍ୟୁଜିଲାଣ୍ଡ…

ମେଲବୋର୍ନ,୧।୧୧: ଟି-୨୦ ବିଶ୍ୱକପର ୩୩ତମ ମ୍ୟାଚରେ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଲଢୁଆ ବ୍ୟାଟିଂ ସତ୍ତ୍ୱେ ନ୍ୟୁଜିଲାଣ୍ଡ ହାରିଛି। ଧାର୍ଯ୍ୟ ୧୮୦ ରନ୍‌ର ପିଛା କରି ନ୍ୟୁଜିଲାଣ୍ଡ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୫୯ ରନ୍‌ କରିଥିଲା।…

ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୮୦…

ମେଲବୋର୍ନ,୧।୧୧: ଟି-୨୦ ବିଶ୍ୱକପର ୩୩ତମ ମ୍ୟାଚ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ବ୍ରିସବେନରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୨୦ ଓଭରରେ ଇଂଲଣ୍ଡ ୬ ଓ୍ବିକେଟ ହରାଇ ୧୭୯ ରନ୍‌ ସ୍କୋର…

ଆଫଗାନିସ୍ତାନ ଟି-୨୦ ବିଶ୍ୱକପରୁ ବାହାର…

ମେଲବୋର୍ନ,୧।୧୧ : ଆଫଗାନିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଟି -୨୦ ବିଶ୍ୱକପର ୩୨ ତମ ମ୍ୟାଚ ମଙ୍ଗଳବାର ବ୍ରିସବେନରେ ଖେଳାଯାଇଥିଲା। ଆଫଗାନିସ୍ତାନ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୨୦ ଓଭରରେ ଆଠ ୱିକେଟ ହରାଇ ଆଫଗାନିସ୍ତାନ ୧୪୪…

୨୦୨୪ ଟି-୨୦ ବିଶ୍ୱକପ୍‌ ଖେଳିବେ କି ରୋହିତ, କୋହଲି: ମୁଖ୍ୟ ଚୟନକର୍ତ୍ତା କହିଲେ…

ନୂଆଦିଲ୍ଲୀ,୧।୧୧: ଆଇସିସି ଟି-୨୦ ବିଶ୍ୱକପ ୨୦୨୨ ଅଷ୍ଟ୍ରେଲିଆରେ ଖେଳାଯାଉଛି ଏବଂ ବର୍ତ୍ତମାନ ଏହା ପରେ ପରବର୍ତ୍ତୀ ଟି-୨୦ ବିଶ୍ୱକପ ୨୦୨୪ରେ ଖେଳାଯିବ। ଏହି ମେଗା ଇଭେଣ୍ଟ ମଧ୍ୟରେ ନ୍ୟୁଜିଲାଣ୍ଡ ଏବଂ ବାଂଲାଦେଶ ଗସ୍ତ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ…

ବାଂଲାଦେଶ ବିପକ୍ଷରେ ଖେଳି ନ ପାରନ୍ତି କାର୍ତ୍ତିକ

ଆଡିଲେଡ୍‌, ୧ା୧୧:ଭାରତୀୟ କ୍ରିକେଟ୍‌ ଦଳର ସିନିୟର ଉଇକେଟ୍‌କିପର ଦୀନେଶ କାର୍ତ୍ତିକଙ୍କ ପିଠି ମାଂସପେଶୀରେ ସମସ୍ୟା ଦେଖା ଦେଇଛି। ଫଳରେ ତାଙ୍କର ବୁଧବାର ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ପିଠିରେ ଯନ୍ତ୍ରଣା ଯୋଗୁ ଗତ ଦକ୍ଷିଣ ଆଫ୍ରିକା…

ଜାତୀୟ ଜୁନିୟର ତୀରନ୍ଦାଜୀ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧।୧୧(କ୍ରୀଡ଼ା ପ୍ରତିନିଧି): ଗୋଆର ପଣଜୀଠାରେ ନଭେମ୍ବର ୩ରୁ ୧୨ ପର୍ଯ୍ୟନ୍ତ ୪୨ତମ ଏନ୍‌ଟିପିସି ଜାତୀୟ ଜୁନିୟର ତୀରନ୍ଦାଜୀ (ଇଣ୍ଡିଆନ, ରିକର୍ଭ, କମ୍ପାଉଣ୍ଡ) ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ଆର୍ଚେରୀ ଆସୋସିଏଶନ ପକ୍ଷରୁ ରାଜ୍ୟ ଦଳ ମନୋନୀତ ହୋଇଛି। ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?