କୋକେନ୍ ସେବନ କରୁଥିଲେ ଆକ୍ରମ
କରାଚି,୩୧ା୧୦: ପାକିସ୍ତାନୀ କିମ୍ବଦନ୍ତୀ ପେସ୍ ବୋଲର ଓ୍ବାସିମ୍ ଆକ୍ରମ କୋକେନ୍ ସେବନ କରୁଥିବା ସ୍ବୀକାର କରିଛନ୍ତି। ନିଶା ସେବନ ନେଇ ଆକ୍ରମ ନିଜ ଆତ୍ମଜୀବନୀ ‘ସୁଲ୍ତାନ-ଏ ମେମୋଏର’ରେ ଏହି ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। କ୍ରିକେଟରୁ ଅବସର ଗ୍ରହଣ କରିବା ପରେ ସେ…
ରାଜ୍ୟସ୍ତରୀୟ ପାରା ସନ୍ତରଣ ଉଦ୍ଯାପିତ
ଭୁବନେଶ୍ୱର, ୩୧।୧୦, (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ଅନୁଷ୍ଠିତ ୨ ଦିନିଆ ରାଜ୍ୟସ୍ତରୀୟ ପାରା ସୁଇମିଂ ଚାମ୍ପିୟନଶିପ୍ ରବିବାର ଉଦ୍ଯାପିତ ହୋଇଛି। ପାରା ସ୍ପୋଟର୍ସ ଆସୋସିଏଶନ ଅଫ୍ ଓଡ଼ିଶା, ରାଜ୍ୟ କ୍ରୀଡ଼ା ବିଭାଗ ଏବଂ ଓଡ଼ିଶା ରାଜ୍ୟ…
ଓଜୋଦୀପ୍, ଜେସିକାଙ୍କୁ ସିଙ୍ଗଲ୍ସ ଟାଇଟଲ
ଭୁବନେଶ୍ୱର,୩୧ା୧୦,(ସ୍ପୋଟର୍ସ ବ୍ୟୁରୋ) : କଟକସ୍ଥିତ ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ୧୩ ବର୍ଷରୁ କମ୍ ରାଜ୍ୟସ୍ତରୀୟ ସବ୍ଜୁନିୟର ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ ଉଦ୍ଯାପିତ ହୋଇଯାଇଛି। ରାଜ୍ୟ ଆସୋସିଏଶନ ଓ ବ୍ୟାଡ୍ମିଣ୍ଟନ ଡେଭେଲପମେଣ୍ଟ କମିଟିର ମିଳିତ ଆନୁକୂଲ୍ୟରେ ଏହି ଟୁର୍ନାମେଣ୍ଟ ଖେଳାଯାଇଛି। ଓଡ଼ିଶାର ବିଭିନ୍ନ…
ସ୍ପେନ୍ଠାରୁ ହାରିଲା ଭାରତ
ଭୁବନେଶ୍ୱର, ୩୧।୧୦,(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏଫ୍ଆଇଏଚ୍ ହକି ପ୍ରୋ ଲିଗ୍ ମ୍ୟାଚ୍ରେ ଭାରତ ୨-୩ ଗୋଲରେ ସ୍ପେନ୍ଠାରୁ ହାରିଯାଇଛି। ପୂରା ମ୍ୟାଚ୍ରେ ଭାରତ ଲଢ଼ୁଆ ପ୍ରଦର୍ଶନ କରିଥିଲା। ମାତ୍ର ସ୍ପେନ୍ ଶେଷରେ ବାଜି ମାରିଥିଲା। ଭାରତ ଏହାର…
ଟି-୨୦ ବିଶ୍ୱକପ୍: ଦକ୍ଷିଣ ଆଫ୍ରିକାଠାରୁ ହାରିଲା ଭାରତ
ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଭାରତକୁ ୫ ଉଇକେଟ୍ରେ ପରାସ୍ତ କରିଛି। ଫଳରେ ଭାରତକୁ ଏହି ଟୁର୍ନାମେଣ୍ଟରେ ପ୍ରଥମ ପରାଜୟ ଚାଖିବାକୁ ପଡିଛି। ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ ଜିତି…
ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ: ଦକ୍ଷିଣ ଆଫ୍ରିକାକୁ ୧୩୪ ରନ୍ର ବିଜୟ ଲକ୍ଷ୍ୟ ଦେଲା ଭାରତ
ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍ର ଏକ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୧୩୪ ରନ୍ର ବିଜୟ ଲକ୍ଷ୍ୟ ଦେଇଛି ଭାରତ। ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ୍ ହରାଇ ୧୩୩ ରନ୍ କରିଥିଲା। ଟସ୍ ଜିତି ପ୍ରଥମେ…
୫୦ ରନ୍ ଭିତରେ ପାଭିଲିୟନ ଫେରିଲେ ଅଧା ଭାରତୀୟ ଟିମ୍
ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍ରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଦଳ ଖରାପ ପ୍ରଦର୍ଶନ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୫୦ ରନ୍ ଭିତରେ ୫ ଉଇକେଟ୍ ହରାଇଛି।…
ପୂର୍ବତନ ପାକିସ୍ତାନ କ୍ରିକେଟରଙ୍କ ବଡ଼ ଖୁଲାସା: ଅବସର ପରେ କୋକେନ ଜାଲରେ ଫସିଥିଲି…
ଲାହୋର,୩୦।୧୦:ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକ୍ରମ ବିଶ୍ୱର ଶ୍ରେଷ୍ଠ ଦ୍ରୁତ ବୋଲରଙ୍କ ମଧ୍ୟରୁ ଜଣେ। ଏବେ ସେ ଏକ ବଡ଼ ଖୁଲାସା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ ଡ୍ରଗ୍ସର ଜାଲରେ ଫସିଯାଇଥିଲେ। ୨୦୦୯ରେ ପ୍ରଥମ ସ୍ତ୍ରୀ ହୁମାଙ୍କ…
ପାକିସ୍ତାନର ପ୍ରଥମ ବିଜୟ, ହାରିଲା ନେଦରଲାଣ୍ଡ…
ମେଲବୋର୍ନ,୩୦।୧୦ : ପର୍ଥର ଅପ୍ଟସ ଷ୍ଟାଡିୟମରେ ପାକିସ୍ତାନ ଏବଂ ନେଦରଲାଣ୍ଡ ମଧ୍ୟରେ ଟି -୨୦ ବିଶ୍ୱକପର ୨୯ ତମ ମ୍ୟାଚରେ ନେଦରଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳ ଧାର୍ଯ୍ୟ ଓଭରରେ ୯ ଓ୍ବିକେଟ ହରାଇ ୯୧…
ଟି-୨୦ ବିଶ୍ୱକପ୍: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟସ୍ ଜିତିଲା ଭାରତ
ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍ରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍ ଖେଳାଯାଉଛି। ପର୍ଥ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ରେ ଭାରତ ଗୋଟିଏ ପରିବର୍ତ୍ତନ କରିଛି।…
ଆଜି ଦକ୍ଷିଣ ଆଫ୍ରିକାକୁ ଭେଟିବ ଭାରତ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ ୨୦୨୨ରେ ଭାରତୀୟ ଦଳ ଏପର୍ଯ୍ୟନ୍ତ ମୋଟ ୨ଟି ମ୍ୟାଚ ଖେଳି ଉଭୟ ମ୍ୟାଚ୍ ଜିତିଛି। ବର୍ତ୍ତମାନ ଦଳ ପରବର୍ତ୍ତୀ ମ୍ୟାଚ ଆଜି ପର୍ଥରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ଉଭୟ ଦଳ ମଧ୍ୟରେ ଏହି ମ୍ୟାଚ ବହୁତ…
ରୋମାଞ୍ଚକର ମ୍ୟାଚ୍ରେ ବାଂଲାଦେଶ ୩ ରନ୍ରେ ଜିତିଲା…
ବ୍ରିସବେନ ,୩୦।୧୦ : ଟି-୨୦ ବିଶ୍ୱକପରେ ବାଂଲାଦେଶ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଇଥିବା ୨୮ ତମ ମ୍ୟାଚ୍ରେ ରୋମାଞ୍ଚକର ଭାବେ ବାଂଲାଦେଶ ୩ ରନ୍ରେ ଜିତିଛି। ଧାର୍ଯ୍ୟ ୨୦ ଓଭରରେ ୭ ଓ୍ବିକେଟ ହରାଇ ବାଂଲାଦେଶ ୧୫୦ ରନ୍ ସ୍କୋର କରିଥିଲା।…

