ଖେଳ

କେବେ ଦୁଇବେଳା ମ୍ୟାଗି ଖାଇ ରହୁଥିଲେ, ଏବେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ପାଣ୍ଡ୍ୟା ବ୍ରଦର୍ସ

ନୂଆଦିଲ୍ଲୀ,୨୬।୧୦: ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପାକିସ୍ତାନ ବିପକ୍ଷ ମୁକାବିଲାରେ ଅଲରାଉଣ୍ଡ ପ୍ରଦର୍ଶନ କରି ଭାରତକୁ ବିଜେତା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ପ୍ରଥବେ ବୋଲିଂ ଆଉ ପରେ ବ୍ୟାଟିଂରେ ଚମକିଥିଲେ ସେ। ମ୍ୟାଚ୍‌ ଶେଷ ହେବା…

ଆଇପିଏଲ ନିଲାମ ଇସ୍ତାନବୁଲରେ ହେବା ସମ୍ଭାବନା, ପସନ୍ଦ ତାଲିକାରେ ୨ ସହର…

ନୂଆଦିଲ୍ଲୀ,୨୬।୧୦ : ଆଇପିଏଲର ପରବର୍ତ୍ତୀ ସିଜିନ ପାଇଁ ନିଲାମ ଚଳିତ ବର୍ଷ ଡିସେମ୍ବରରେ ଅନୁଷ୍ଠିତ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଲାମର ସ୍ଥାନ ଏବଂ ତାରିଖ ବିଷୟରେ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହିଁ। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏଥର…

ଇଂଲଣ୍ଡର ବିଜୟ ପଥରେ ବର୍ଷା ବାଧକ, ଡିଏଲଏସ ନିୟମରେ ଆୟର୍ଲାଣ୍ଡ ଜିତିଲା…

ମେଲବୋର୍ନ,୨୬।୧୦ : ମେଲବୋର୍ନରେ ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ମଧ୍ୟରେ ବୁଧବାର ଟି -୨୦ ବିଶ୍ୱକପର ୨୦ ତମ ମ୍ୟାଚରେ ଇଂଲଣ୍ଡର ବିଜୟ ପଥରେ ବର୍ଷା ବାଧକ ସାଜିଛି। ଡକଓ୍ବର୍ଥ ଲୁଇସ୍‌(ଡିଏଲଏସ) ନିୟମ ଅନୁସାରେ ଆୟର୍ଲାଣ୍ଡ ଜିତିଛି। ଇଂଲଣ୍ଡ ୧୪.୩ ଓଭର ଖେଳି…

ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୫୮…

ମେଲବୋର୍ନ,୨୬।୧୦ : ମେଲବୋର୍ନରେ ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ବିଶ୍ୱକପର ୨୦ ତମ ମ୍ୟାଚ ଖେଳାଯାଉଛି। ବୁଧବାର ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଜୋସ୍‌ ବଟଲରଙ୍କ ନେତୃତ୍ୱରେ ଦଳ…

ଟିମ୍‌ ଇଣ୍ଡିଆକୁ ଅନୁପଯୁକ୍ତ ଖାଦ୍ୟ, ଆୟୋଜକଙ୍କ ଉପରେ ଅସନ୍ତୋଷ ବଢ଼ିଲା…

ମେଲବୋର୍ନ,୨୬।୧୦ : ମେଲବୋର୍ନରେ ପାକିସ୍ତାନ ବିପକ୍ଷରେ ଐତିହାସିକ ବିଜୟ ପରେ ଟିମ ଇଣ୍ଡିଆ ସିଡନୀରେ ଅଛି। ନେଦରଲାଣ୍ଡ ବିପକ୍ଷ ଦ୍ୱିତୀୟ ସୁପର -୧୨ ମ୍ୟାଚରେ ଟିମ୍‌ ଇଣ୍ଡିଆକୁ ସେଠାରେ ଖେଳିବାକୁ ପଡିବ। ଏହି ମ୍ୟାଚ ୨୭ ଅକ୍ଟୋବରରେ ଖେଳାଯିବ। ମ୍ୟାଚ ପୂର୍ବରୁ…

ଜାତୀୟ କ୍ରୀଡ଼ା ପଦକ ବିଜେତାଙ୍କୁ ୩.୧୬ କୋଟି

ଭୁବନେଶ୍ୱର,୨୬।୧୦(ସ୍ପୋଟର୍‌ସ ବ୍ୟୁରୋ): ଗୁଜରାଟରେ ଅନୁଷ୍ଠିତ ୩୬ ତମ ଜାତୀୟ କ୍ରୀଡାରେ ପଦକ ବିଜେତା ଆଥଲେଟ ମାନଙ୍କୁ ପୁରସ୍କୃତ କରିଛନ୍ତି ଓଡ଼ିଶା ସରକାର। କ୍ରୀଡା ଓ ଯୁବସେବା ବ୍ୟାପାର ପକ୍ଷରୁ ଆଥଲେଟ ମାନଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। କଳିଙ୍ଗ ଷ୍ଟାଡିୟମରେ ହୋଇଥିବା…

ଗ୍ରିନରଙ୍କ ଆବେଦନକୁ ରୁଷୀୟ କୋର୍ଟଙ୍କ ଖାରଜ

ମସ୍କୋର, ୨୬।୧୦(ଏପି): ଆମେରିକାର ମହିଳା ଷ୍ଟାର ବାସ୍କେଟବଲ ଖେଳାଳି ବ୍ରିଟ୍‌ନୀ ଗ୍ରୀନରଙ୍କ ଆବେଦନକୁ ଏକ ରୁଷୀୟ କୋର୍ଟ ଖାରଜ କରିଦେଇଛନ୍ତି। ମସ୍କୋର ସେରେମେତ୍‌ୟୋଭ ବିମାନ ବନ୍ଦରରେ ପୋଲିସ ବ୍ରିଟ୍‌ନୀଙ୍କ ଲଗେଜରୁ ଡ୍ରଗ୍ସ ଜବତ କରିଥିଲା। ଏହି ମାମଲାରେ ସେ ଦୋଷୀ ସାବ୍ୟସ୍ତ…

ଜାତୀୟ ସିନିୟର ଉସୁରେ ଅଂଶଗ୍ରହଣ କରିବ ଓଡ଼ିଶା

ଭୁବନେଶ୍ୱର,୨୬।୧୦(ସ୍ପୋଟର୍‌ସ ବ୍ୟୁରୋ): ଜମ୍ମୁ-କଶ୍ମୀରର ଶ୍ରୀନଗରସ୍ଥିତ ଏସ୍‌.କେ. ଇନ୍‌ଡୋର ଷ୍ଟାଡିୟମରେ ହେବାକୁ ଥିବା ଜାତୀୟ ସିନିୟର ଉସୁ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ ଓଡ଼ିଶା। ମଙ୍ଗଳବାର ୨୯ ଜଣିଆ ଓଡ଼ିଶା ଦଳ ଜମ୍ମୁ-କଶ୍ମୀର ଯାତ୍ରା କରିଛି। ୨୮ ଅକ୍ଟୋବରରୁ ନଭେମ୍ବର ୨ ପର୍ଯ୍ୟନ୍ତ ଏହି…

ଅଷ୍ଟ୍ରେଲିଆର ସହଜ ବିଜୟ

ପର୍ଥ,୨୬।୧୦(ପି.ଟି.): ଟି୨୦ ବିଶ୍ୱକପ୍‌ ସୁପର-୧୨ରେ ପ୍ରଥମ ବିଜୟ ହାସଲ କରିଛି ଆୟୋଜକ ଅଷ୍ଟ୍ରେଲିଆ। ପର୍ଥରେ ଖେଳାଯାଇଥିବା ମ୍ୟାଚରେ ଲୋକାଲ ବୟ ମାର୍କସ୍‌ ଷ୍ଟୋଇନିସଙ୍କ ଧୂଆଁଧାର ଅଦ୍ଧଶତକ ବଳରେ ୭ ଉଇକେଟରେ ଜିତି ପ୍ରଥମ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। ପ୍ରଥମେ ବ୍ୟାଟିଂ…

ହରମନ୍‌ପ୍ରୀତଙ୍କୁ ଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ପାଇଁ ୨୨ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ସ୍ପେନ୍‌ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ମିନି ଟୁର୍ନାମେଣ୍ଟ ପାଇଁ ନିୟମିତ ଅଧିନାୟକ ମନ୍‌ପ୍ରୀତଙ୍କ ସ୍ଥାନରେ…

ଭୁବନେଶ୍ୱରରେ ସ୍ପେନ୍‌, ନ୍ୟୁଜିଲାଣ୍ଡ ହକି ଦଳ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ ପାଇଁ ପହଞ୍ଚିଛନ୍ତି ସ୍ପେନ୍‌ ଓ ନ୍ୟୁଜିଲାଣ୍ଡ ହକି ଦଳ। ଉଭୟ ଦଳ ଭାରତ ସହିତ ଦୁଇଟି ଲେଖାଏ ମ୍ୟାଚ ଖେଳିବେ ଓ ପରସ୍ପର ସହିତ ମଧ୍ୟ ଦୁଇଟି ଲେଖାଏ…

ମାର୍ଗାଓରେ ଆଜି ସେମିଫାଇନାଲ ମୁକାବିଲା

ମାର୍ଗାଓ,୨୬ା୧୦: ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଶେଷ ପର୍ଯ୍ୟାୟରେ ଉପନୀତ। ସ୍ଥାନୀୟ ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ହେବ ସେମିଫାଇନାଲ ମ୍ୟାଚ। ପ୍ରଥମ ସେମିରେ କଲମ୍ବିଆକୁ ଭେଟିବ ନାଇଜେରିଆ। ଦକ୍ଷିଣ ଆମେରିକା ଓ ଆଫ୍ରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?