ଓ୍ବର୍ନଙ୍କୁ ଶେଷ ବିଦାୟ
ମେଲବୋର୍ନ,୨୦।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଶେନ ଓ୍ବର୍ନଙ୍କୁ ଶେଷ ବିଦାୟ ଦେଇଛନ୍ତି ପରିବାରଲୋକେ। ରବିବାର ଏଠାର ସେଣ୍ଟ କିଲ୍ଡା ଫୁଟବଲ୍ କ୍ଲବରେ ଏକ ବ୍ୟକ୍ତିଗତ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଓ୍ବର୍ନଙ୍କ ପରିବାର ଏବଂ ବନ୍ଧୁମାନେ ଯୋଗଦେଇଥିଲେ। ପ୍ରକାଶ ଯେ, ୧୯୯୨ରେ...
ୟୁକ୍ରେନ୍ ଲାଗି ସହାୟତା ଘୋଷଣା କଲେ ଫେଡେରର୍
ନୂଆଦିଲ୍ଲୀ,୨୦।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଇତିମଧ୍ୟରେ ୨୫ ଦିନ ବିତିଗଲାଣି। ରୁଷିଆର ଲଗାତାର ରକେଟ ଓ ବୋମା ମାଡରେ ଧ୍ୱଂସ ହୋଇଗଲାଣି ୟୁକ୍ରେନର ଅନେକ ସହର। ଅନେକ ସ୍କୁଲ, କଲେଜ ମଧ୍ୟ ନଷ୍ଟ ହୋଇଗଲାଣି। ଏସବୁ...
ଜୟ ଶାହାଙ୍କ କାର୍ଯ୍ୟକାଳ ବଢ଼ିଲା
କଲମ୍ବୋ,୧୯।୩: ବିସିସିଆଇ ସଚିବ ଜୟ ଶାହାଙ୍କ ଏସିଆନ୍ କ୍ରିକେଟ୍ ପରିଷଦ (ଏସିସି) ସଭାପତି ଭାବରେ କାର୍ଯ୍ୟକାଳ ଶନିବାର ଗୋଟିଏ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଏସିସିର ବାର୍ଷିକ ସାଧାରଣ ସଭା(ଏଜିଏମ୍)ରେ ସର୍ବସମ୍ମତିକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ଶାହା ଗତ ବର୍ଷ...
ଭାରତ ହାତରୁ ମ୍ୟାଚ୍ ଛଡ଼ାଇ ନେଲେ ଅଷ୍ଟ୍ରେଲିଆ ଅଧିନାୟିକା, ପୁଣି ହାରିଲା…
ଅକ୍ଲ୍ୟାଣ୍ଡ,୧୯।୩: ଆଇସିସି ମହିଳା ବିଶ୍ୱକପର ଆଉ ଏକ ମୁକାବିଲାରେ ପୁଣି ହାରିଛି ଭାରତ। ସ୍ଥାନୀୟ ଇଡେନ୍ ପାର୍କରେ ଶନିବାର ଖେଳାଯାଉଥିବା ମ୍ୟାଚ୍ରେ ଭାରତୀୟ ମହିଳା ଟିମ ଚ୍ୟାଲେଞ୍ଜିଂ ୨୭୮ ରନ୍ର ଟାର୍ଗେଟ ଦେଇଥିଲା। ହେଲେ ଅଷ୍ଟ୍ରେଲିଆ ଟିମ୍ ୪ ଉଇକେଟ...
ଆଇପିଏଲ୍ ପୂର୍ବରୁ ଜୀବନର ନୂଆ ଇନିଂସ ଆରମ୍ଭ କଲେ ଏହି କ୍ରିକେଟର
ନୂଆଦିଲ୍ଲୀ,୧୯।୩: ଅଷ୍ଟ୍ରେଲିୟ ଷ୍ଟାର ଅଲରାଉଣ୍ଡର ଗ୍ଲେନ୍ ମାକ୍ସଓ୍ବେଲ ତାଙ୍କ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏକ ବ୍ୟକ୍ତିଗତ ସମାରୋହରେ ଭାରତୀୟ ମୂଳ ପ୍ରେମିକା ଭିନି ରମଣଙ୍କୁ ବିବାହ କରିଛନ୍ତି। ଶୁକ୍ରବାର ଏହି ବିବାହ ଅନୁଷ୍ଠିତ ହୋଇଥିବା...
ଟେଷ୍ଟ ବଦଳରେ ଆଇପିିଏଲ୍ ବାଛିଲେ
ଜୋହାନ୍ସବର୍ଗ,୧୯।୩: ଆଗାମୀ ଆଇପିଏଲରେ ଖେଳିବାକୁ ଥିବା ଦକ୍ଷିଣ ଆଫ୍ରିକୀୟ ଖେଳାଳିମାନେ ଟେଷ୍ଟ ସିରିଜ୍କୁ ମନା କରି ଦେଇଛନ୍ତି। ଏଥି ଯୋଗୁ ଫ୍ରାଞ୍ଚାଇଜ ବନାମ ଦେଶ ଯୁକ୍ତି ପୁଣି ଥରେ ଜୋର ଧରିଛି। ଆଇପିଏଲ୍ ପରିବର୍ତ୍ତେ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍...
ଭାରତ ଛିଡ଼ା କଲା ୨୭୮ ରନ୍ର ଟାର୍ଗେଟ
ଅକ୍ଲାଣ୍ଡ,୧୯।୩: ଅଷ୍ଟ୍ରେଲିଆ ଆଗରେ ଭାରତ ଛିଡ଼ା କରିଛି ୨୭୮ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ। ସ୍ଥାନୀୟ ଇଡେନ ପାର୍କରେ ଶନିବାର ଖେଳାଯାଉଥିବା ମ୍ୟାଚ୍ରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ୫୦ ଓଭରରେ ୭ ଉଇକେଟ ହରାଇ ୨୭୭...
ଐତିହାସିକ ଦିନିକିଆ ବିଜୟ ହାସଲ କଲା ବାଂଲାଦେଶ
ସେଞ୍ଚୁରିଆନ,୧୯।୩: ଦକ୍ଷିଣ ଆଫ୍ରିକାର ପ୍ରମୁଖ ବୋଲରଙ୍କ ଅନୁପସ୍ଥିତିର ସମ୍ପୂର୍ଣ୍ଣ ଫାଇଦା ଉଠାଇଛି ବାଂଲାଦେଶ। ପ୍ରଥମ ଦିନିକିଆ ମ୍ୟାଚ୍ରେ ବାଂଲାଦେଶ ୩୮ ରନ୍ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। କ୍ରିକେଟର ଯେ କୌଣସି ଫର୍ମାଟରେ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ...
୬ ଓଭରରେ ଫେରିଲେ ଦୁଇ ଓପନର
ଅକ୍ଲାଣ୍ଡ,୧୯।୩: ସ୍ଥାନୀୟ ଇଡେନ ପାର୍କଠାରେ ଶନିବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଆଇସିସି ମହିଳା ଦିନିକିଆ ବିଶ୍ୱକପ୍ର ଏକ ଲିଗ୍ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରୁଥିବା ଭାରତୀୟ ଦଳ ମାତ୍ର...
‘କାହିଁକି ଅନ୍ସୋଲ୍ଡ ରହିଲେ ସୁରେଶ ରାଇନା?’ ସାଙ୍ଗାକାରା କହିଲେ…
ନୂଆଦିଲ୍ଲୀ,୧୮।୩: ଆଇପିଏଲ୍ର ମେଗା ଅକ୍ସନରେ ଅନ୍ସୋଲ୍ଡ ରହିଥିଲେ ଭାରତୀୟ କ୍ରିକେଟର ସୁରେଶ ରାଇନା। ଚେନ୍ନାଇ ସୁପର କିଙ୍ଗ୍ସ ପକ୍ଷରୁ ତାଙ୍କର ପ୍ରଦର୍ଶନ ଭଲ ଥିଲେ ହେଁ କେଉଁ କାରଣ ଯୋଗୁ ତାଙ୍କୁ କେହି କିଣିଲେ ନାହିଁ ତାହା ଆଜିବି ପ୍ରଶ୍ନବାଚୀ।...
ମ୍ୟାଚ୍ ମଝିରେ ଟଳିପଡ଼ିଲେ ଖେଳାଳି
ଅକ୍ଲ୍ୟାଣ୍ଡ,୧୮।୩: ଦିନିକିଆ ମହିଳା ବିଶ୍ୱକପ୍ରେ ବାଲାଂଦେଶ ବିପକ୍ଷ ଓ୍ବେଷ୍ଟଇଣ୍ଡିଜ୍ ମ୍ୟାଚ୍ ବେଳେ ଘଟିଛି ଅଘଟଣ। ଶୁକ୍ରବାର ମ୍ୟାଚ୍ ଚାଲିଥିବା ବେଳେ ଓ୍ବେଷ୍ଟଇଣ୍ଡିଜର ଦ୍ରୁତ ବୋଲର ଶାମିଲିଆ କୋନେଲ ପଡ଼ିଆ ମଝିରେ ଟଳି ପଡ଼ିଥିଲେ। ଏହାପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲ...
ଆଇପିଏଲ୍ରୁ ବାଦ୍ ପଡ଼ିଲେ ମାର୍କ ଉଡ୍
ଆଣ୍ଟିଗୁଆ,୧୮।୩: ଆଇପିଏଲ୍-୨୦୨୨ ଖେଳିବେ ନାହିଁ ଇଂଲଣ୍ଡର ଦ୍ରୁତ ବୋଲର୍ ମାର୍କ ଉଡ୍। କହୁଣୀରେ ଆଘାତ ଲାଗିଥିବାରୁ ସେ ସିଜନରୁ ବାଦ ପଡ଼ିଛନ୍ତି। ବର୍ତ୍ତମାନ ସେ ଇଂଲଣ୍ଡ ଟିମ୍ ସହ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଅଛନ୍ତି। ଆଣ୍ଟିଗୁଆରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ସମୟରେ...
Archives


