ଇଂଲଣ୍ଡ ପାଇଁ ୧୧୩ ରନ୍ର ଟାର୍ଗେଟ…
ମେଲବୋର୍ନ,୨୨।୧୦ :ଟି -୨୦ ବିଶ୍ୱକପରେ ସୁପର -୧୨ର ମ୍ୟାଚରେ ଆଫଗାନିସ୍ତାନ ଇଂଲଣ୍ଡ ଦଳକୁ ୧୧୩ ରନ୍ର ଟାର୍ଗେଟ ଦେଇଛି। ପର୍ଥ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଇଂଲଣ୍ଡ ଦଳ ଟସ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଜୋସ୍…
ରଣନୀତିକୁ ନେଇ ଚମକାଇଲେ ରୋହିତ, ବିଶ୍ୱକପ୍ର ପ୍ରତିଟି ମ୍ୟାଚ୍ରେ ଭାରତ ଏକାଦଶରେ ହେବ ପରିବର୍ତ୍ତନ!
ନୂଆଦିଲ୍ଲୀ,୨୨।୧୦: ଟି୨୦ ବିଶ୍ୱକପ୍ରେ ଭାରତ-ପାକିସ୍ତାନ ମଧ୍ୟରେ ରବିବାର ମହାମୁକାବିଲା ଅନୁଷ୍ଠିତ ହେବ। ସୁପର-୧୨ ଗ୍ରୁପ୍ରେ ଉଭୟ ଟିମ୍ର ଏହା ପ୍ରଥମ ମ୍ୟାଚ୍। ଏହାକୁ ନେଇ ଉଭୟ ଟିମ୍ ଭିନ୍ନ ରଣନୀତି ଆପଣାଉଛନ୍ତି। ତେବେ ମୁକାବିଲା ପୂର୍ବରୁ ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ…
୮୯ ରନ୍ରେ ଅଷ୍ଟ୍ରେଲିଆ ପରାଜିତ…
ମେଲବୋର୍ନ,୨୨।୧୦ : ଟି -୨୦ ବିଶ୍ୱକପରେ ସୁପର -୧୨ର ପ୍ରଥମ ମ୍ୟାଚରେ ଆୟୋଜକ ଅଷ୍ଟ୍ରେଲିଆ ଦଳକୁ ଏକ ବଡ଼ ପରାଜୟର ସାମ୍ନା କରିବାକୁ ପଡିଛି। ନ୍ୟୁଜିଲାଣ୍ଡ ୮୯ ରନ ବ୍ୟବଧାନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଅଷ୍ଟ୍ରେଲିଆ…
ଅଷ୍ଟ୍ରେଲିଆ ଆଗରେ ୨୦୧ ରନ୍ର ବିଜୟ ଟାର୍ଗେଟ
ସିଡ୍ନୀ,୨୨।୧୦: ଚଳିତ ଟି-୨୦ ବିଶ୍ୱକପ୍ର ସୁପର-୧୨ ରାଉଣ୍ଡର ଶନିବାର ପ୍ରଥମ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ…
ଟି-୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଟସ୍ ଜିତି ବୋଲିଂ ନିଷ୍ପତ୍ତି
ସିଡନୀ,୨୨।୧୦: ଚଳିତ ଟି-୨୦ ବିଶ୍ୱକପ୍ର ସୁପର-୧୨ ରାଉଣ୍ଡ ମ୍ୟାଚ୍ ଶନିବାର ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳା ଯାଉଛି। ଅଷ୍ଟ୍ରେଲିଆ ଅଧିନାୟକ ଅରୋନ ଫିଞ୍ଚ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ…
ଆମେରିକାକୁ ହରାଇ ସେମିରେ ନାଇଜେରିଆ
ଭୁବନେଶ୍ୱର, ୨୨ା୧୦(କ୍ରୀଡ଼ା ପ୍ରତିନିଧି): ଚଳିତ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପରେ ଶୁକ୍ରବାର ବଡ଼ ବିପର୍ଯ୍ୟୟ ଘଟାଇଛି ନାଇଜେରିଆ। ବିଶ୍ୱର ନମ୍ବରଓ୍ବାନ ଦଳ ଆମେରିକାକୁ ପେନାଲ୍ଟି ଶୁଟ୍ଆଉଟ ୪-୩ ଗୋଲରେ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ଏହି ଆଫ୍ରିକୀୟ…
ଜାତୀୟ ସେଲିଂରେ ନାରାୟଣଙ୍କୁ ବ୍ରୋଞ୍ଜ
ପାରାଦୀପ, ୨୨ା୧୦(ସ୍ବ.ପ୍ର.): ମୁମ୍ବାଇର ମାରଭେଠାରେ ଗତ ୧୬ ରୁ ଚାଲିଥିବା ଜାତୀୟ ସେଲିଂ ଚାମ୍ପିୟନଶିପ୍ରେ ଓଡ଼ିଶାର ନାରାୟଣ ମୁଣ୍ଡା ଶୁକ୍ରବାର ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ଖେଳରେ ସେ ତୃତୀୟ ସ୍ଥାନ ପାଇଛନ୍ତି ବୋଲି ଓଡିଶା ୟାଚିଂ କ୍ଲବର ମୁଖ୍ୟ…
ଭାରତୀୟ ଦଳରେ ଓଡ଼ିଶାର ନକୁଳ ବଡ଼ନାୟକ
ବେଙ୍ଗାଲୁରୁ, ୨୨ା୧୦(ପି.ଟି.): ଦୃଷ୍ଟିବାଧିତ ଟି୨୦ କ୍ରିକେଟ ବିଶ୍ୱକପ୍ର ତୃତୀୟ ସଂସ୍କରଣରେ ଖେଳିବା ଲାଗି ଶୁକ୍ରବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ନକୁଳ ବଡ଼ନାୟକ ସ୍ଥାନ ପାଇଛନ୍ତି। ଡିସେମ୍ବର ୬ରୁ ୧୭ ପର୍ଯ୍ୟନ୍ତ ଭାରତରେ ହେବାକୁଥିବା ବିଶ୍ୱକପ୍ରେ…
ପ୍ରୋ-ଲିଗ୍ ବିଜେତାଙ୍କୁ ଏଣିକି ବିଶ୍ୱକପ୍, ଅଲିମ୍ପିକ୍ସ ଯୋଗ୍ୟତା
ନୂଆଦିଲ୍ଲୀ, ୨୨ା୧୦(ପି.ଟି.): ଏଫ୍ଆଇଏଚ୍ ପ୍ରୋ-ଲିଗ୍ ୨୦୨୩-୨୪ ସିଜନରେ ଉଭୟ ପୁରୁଷ ଓ ମହିଳା କାଟେଗୋରି ବିଜେତା ୨୦୨୬ ବିଶ୍ୱକପ୍ ଓ ୨୦୨୮ ଅଲିମ୍ପିକ ଗେମ୍ସ ପାଇଁ ସିଧାସଳଖ ଯୋଗ୍ୟତା ହାସଲ କରିବେ। ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇଏଚ୍) ସିଇଓ ଥିଏରୀ ଓ୍ବିଲ…
ଯୋଗ୍ୟତା ଅର୍ଜନରେ ଓ୍ବେଷ୍ଟଇଣ୍ଡିଜ ବିଫଳ
ହୋବାର୍ଟ,୨୨ା୧୦(ପି.ଟି.): ଟି୨୦ କ୍ରିକେଟ ବିଶ୍ୱକପ୍ର ସବୁଠାରୁ ସଫଳ ଦଳ ଓ୍ବେଷ୍ଟଇଣ୍ଡିଜ ଚଳିତ ସଂସ୍କରଣର ସୁପର-୧୨ ପାଇଁ ଯୋଗ୍ୟତା ଅର୍ଜନ କରିପାରିନାହିଁ। ଅଧିନାୟକ ନିକୋଲସ ପୁରନଙ୍କ ଏକାଧିକ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଦଳ ପାଇଁ ମହଙ୍ଗା ପଡ଼ିଛି। ଫଳରେ ଏହି ଦଳର ଅଭିଯାନ ଯୋଗ୍ୟତା…
ପ୍ରଥମ ଥର ସୁପର-୧୨ରେ ଜିମ୍ବାଓ୍ବେ
ହୋବାର୍ଟ, ୨୨ା୧୦(ପି.ଟି.): ଜିମ୍ବାଓ୍ବେ ଏହାର କ୍ରିକେଟ ଇତିହାସରେ ପ୍ରଥମଥର ଟି୨୦ କ୍ରିକେଟ ବିଶ୍ୱକପ ସୁପର-୧୨ରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ଗ୍ରୁପ୍ ‘ବି’ର ଅନ୍ତିମ ମ୍ୟାଚରେ ଏହି ଦଳ ୫ ଉଇକେଟରେ ସ୍କଟଲାଣ୍ଡକୁ ହରାଇ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ…
ମସୁଦଙ୍କ ଆଶୁ ଆରୋଗ୍ୟ କାମନା କଲେ ଉପଅଧିନାୟକ
ମେଲବୋର୍ନ,୨୧ା୧୦: ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ନେଟ୍ ସେସନ ବେଳେ ମୁଣ୍ଡରେ ବଲ୍ ବାଜି ପାକିସ୍ତାନ ଟପ୍ ଅର୍ଡର ବ୍ୟାଟର ଶାନ ମସୁଦ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କର ସ୍କାନ କରାଯାଇଛି। ଜଣେ ସ୍ପିନରଙ୍କ ବୋଲିଂରେ…

