ଖେଳ

ମ୍ୟାଚ୍‌ ପୂର୍ବରୁ କୋହଲି କହିଲେ ‘କ’ଣ ହେବ ଯଦି ମୁଁ…’

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍‌ ପୂର୍ବରୁ ସ୍ବତନ୍ତ୍ର ପୋଷ୍ଟକୁ ନେଇ ଚର୍ଚ୍ଚାରେ ବିରାଟ କୋହଲି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ନିଜର ଫଟୋ ଶେୟାର କରି ସେ ଲେଖିଛନ୍ତି, ମୁଁ ଯଦି ପଡ଼ିଗଲି କ’ଣ ହେବ? ଓଃ, ଯଦି ପ୍ରିୟ…

୭୦ ଶତକ ମାରିବା କ୍ୟାଣ୍ଡି କ୍ରସ୍‌ ନୁହେଁ: କୋହଲିଙ୍କୁ ନେଇ ଏମିତି କହିଲେ…

ନୂଆଦିଲ୍ଲୀ,୧୭।୭: ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଫର୍ମକୁ ନେଇ ଏବେ ବିତର୍କ ଚାଲିଛି। ଏବେ ପାକିସ୍ତାନର ପୂର୍ବ ଦ୍ରୁତ ବୋଲର୍‌ ଶୋଏବ ଅଖତର ନିଜର ପ୍ରତିକ୍ରିୟା ରଖିଛନ୍ତି। ନିଶ୍ଚିତ ଭାବେ କୋହଲି ନିଜ ଫର୍ମ ହାସଲ କରିବେ। ଏଥିଲାଗି…

ତୃତୀୟ ମ୍ୟାଚ୍‌ ଖେଳିବାକୁ ଟିମ୍‌ ଉତ୍ସାହର ସହ ଅପେକ୍ଷା କରିଛି: ସୂର୍ଯ୍ୟକୁମାର

ମଞ୍ଚେଷ୍ଟର,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ରବିବାର ଖେଳାଯିବ। ଦୁଇଟି ମ୍ୟାଚ୍‌ ପରେ ଉଭୟ ଦଳ ୧-୧ରେ ସମାନ ସ୍ଥିତିରେ ଅଛନ୍ତି। ଏଣୁ ଉଭୟ ଦଳ ପାଇଁ ମ୍ୟାଚ୍‌ର ଗୁରୁତ୍ୱ ଅଧିକ। ତେବେ…

ଆଜି ଭାରତ ଖେଳିବ ନିର୍ଣ୍ଣାୟକ ମ୍ୟାଚ୍‌: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୧୭।୭: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଦିନିକିଆ ସିରିଜର ତୃତୀୟ ତଥା ଶେଷ ମୁକାବିଲା ମଞ୍ଚେଷ୍ଟରରେ ଖେଳାଯିବ। ରବିବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଟିମ୍‌ ଲାଗି ଗୁରୁତ୍ୱପୂର୍ଣ୍ଣ ରହିଛି। କାରଣ ପୂର୍ବରୁ ସିରିଜ ୧-୧ରେ ଥିବାରୁ ଯେକେହି ମ୍ୟାଚ୍‌…

ମା’ ହେଲେ ଶାରାପୋଭା

ନୂଆଦିଲ୍ଲୀ,୧୬।୭: ରୁଷିଆର ପୂର୍ବତନ ଟେନିସ ଖେଳାଳି ମାରିଆ ଶାରାପୋଭା ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଟେନିସ ତାରକା ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ପ୍ରଶଂସକଙ୍କ ସହ ଖୁସିକୁ ବାଣ୍ଟିଛନ୍ତି। ତେବେ ଫଟୋରେ ତାଙ୍କ…

ଭଗବାନ ରାମଙ୍କ ଶରଣ ପଶିଲେ କୋହଲି !

ନୂଆଦିଲ୍ଲୀ,୧୬।୭: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଲଗାତାର ଖରାପ ପ୍ରଦର୍ଶନ କରୁଛନ୍ତି। ଆଇପିଏଲ୍‌ ପରେ ଇଂଲଣ୍ଡ ଗସ୍ତରେ ମଧ୍ୟ କୋହଲି ନିରାଶ କରିଛନ୍ତି। ତେବେ ଏହି ଗସ୍ତର ଶେଷ ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ…

ବିଶ୍ୱ ଚାମ୍ପିୟନଶିପ୍‌: ପ୍ରଥମ ଭାରତୀୟ ଆଥଲେଟ୍‌ ଭାବେ ଫାଇନାଲ ଖେଳିବେ ଶ୍ରୀଶଙ୍କର

ନୂଆଦିଲ୍ଲୀ,୧୬।୭: ପ୍ରଥମ ଭାରତୀୟ ଭାବେ ରେକର୍ଡ କରିଛନ୍ତି ଆଥଲେଟ୍‌ ମୁରଲୀ ଶ୍ରୀଶଙ୍କର। ଆଥଲେଟିକ୍ସ ବିଶ୍ୱ ଚାମ୍ପିୟନଶିପ ଲଙ୍ଗ ଜମ୍ପ ଫାଇନାଲରେ ସେ ଯୋଗ୍ୟତା ଅର୍ଜନ କରିଛନ୍ତି। ମୁରଲୀଙ୍କ ବ୍ୟତୀତ ଚାମ୍ପିୟନଶିପର ମେଡାଲ ଦୌଡ଼ରେ ଭାରତର ଅନ୍ୟତମ ଆଥଲେଟ ଅବିନାଶ ସାବଲେ ମଧ୍ୟ…

ଶୁଟିଂ ବିଶ୍ୱକପ: ଫାଇନାଲରେ ଐଶ୍ୱର୍ଯ୍ୟ, ଚେନ୍‌ ସିଂ

ନୂଆଦିଲ୍ଳୀ,୧୬ା୭: ଚାଙ୍ଗଓନରେ ଖେଳା ଯାଉଥିବା ଶୁଟିଂ ବିଶ୍ୱକପରେ ଭାରତୀୟ ଶୁଟରଙ୍କ ଅଭିଯାନ ଜାରି ରହିଛି। ୫୦ ମିଟର ରାଇଫଲ ମୁକାବିଲାରେ ଐଶ୍ୱର୍ଯ୍ୟ ପ୍ରତାପ ସିଂ ତୋମାର, ଚେନ୍‌ ସିଂ ଏବଂ ୨୫ ମିଟର ପିସ୍ତଲ ବର୍ଗରେ ମାନୁ ଭାକର ଫାଇନାଲରେ ପହଞ୍ଚିଛନ୍ତି।…

ଲିଜେଣ୍ଡ ଲିଗ୍‌ରେ ଖେଳିବେ ପାର୍ଥିବ

ନୂଆଦିଲ୍ଲୀ,୧୬ା୭: ପୂର୍ବତନ ଭାରତୀୟ ଉଇକେଟକିପର ପାର୍ଥିବ ପଟେଲ ସେପ୍ଟେମ୍ବରରେ ହେବାକୁଥିବା ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ(ଏଲ୍‌ଏଲ୍‌ସି)ର ଦ୍ୱିତୀୟ ସିଜନରେ ଭାଗ ନେବେ। ଭାରତର ଅନ୍ୟ ୩ ପୂର୍ବତନ ଖେଳାଳି ସ୍ପିନର ପାର୍ଥିବ ପଟେଲ, ଅଲରାଉଣ୍ଡର ରୀତିନ୍ଦର ସୋଧି ଓ ପେସର ଅଶୋକ ଦିଣ୍ଡା…

ଟି-୨୦ ବିଶ୍ୱକପରେ ସ୍ଥାନ ସୁରକ୍ଷିତ କଲା ଜିମ୍ବାଓ୍ବେ, ନେଦରଲ୍ୟାଣ୍ଡ୍ସ

ଦୁବାଇ,୧୬।୭: ଟି-୨୦ ବିଶ୍ୱକପରେ ସ୍ଥାନ ସୁରକ୍ଷିତ କରିଛି ଜିମ୍ବାଓ୍ବେ ଏବଂ ନେଦରଲ୍ୟାଣ୍ଡ୍ସ। ଆମେରିକାକୁ ପରାସ୍ତ କରି ନେଦରଲ୍ୟାଣ୍ଡ୍ସ ଟି୨୦ ବିଶ୍ୱକପରେ ସ୍ଥାନ ସୁରକ୍ଷିତ କରିଥିବା ବେଳେ ଆୟୋଜକ ଜିମ୍ବାଓ୍ବେ ପପୁଆ ନ୍ୟୁଗିନିକୁ ପରାସ୍ତ କରିଥିଲା। ଆମେରିକା ବିପକ୍ଷ ମ୍ୟାଚରେ ନେଦରଲ୍ୟାଣ୍ଡ୍ସ ପ୍ରଥମେ…

‘ଦେଶ ପାଇଁ ଗର୍ବର ମୁହୂର୍ତ୍ତ’

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ୭୫ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଭାରତରେ ଚେସ୍‌ ଅଲିମ୍ପିଆଡ୍‌ ଆୟୋଜନ ଦେଶ ପାଇଁ ଗର୍ବର ମୁହୂର୍ତ୍ତ। ଭାରତ ଚେସ୍‌ର ଉତ୍ପତ୍ତି ସ୍ଥଳ। ଅତୀତରେ ଚେସ୍‌କୁ ସତରଞ୍ଜ ଭାବେ ଖେଳାଯାଉଥିଲା। ଏହି ଖ୍ୟାତିସମ୍ପନ୍ନ କ୍ରୀଡ଼ାରେ ଓଡ଼ିଶା ଭଲ ପ୍ରଦର୍ଶନ କରି…

ବାପା ହେଲେ କ୍ରିକେଟର

ନୂଆଦିଲ୍ଲୀ,୧୫।୭: ଟିମ୍‌ ଇଣ୍ଡିଆ ଏବଂ ଚେନ୍ନାଇ ସୁପର କିଙ୍ଗ୍ସର ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ରବିନ ଉଥପ୍ପା ପୁଣି ଥରେ ପିତା ହୋଇଛନ୍ତି। ତାଙ୍କ ସ୍ତ୍ରୀ ଶୀତଲ ଗୁରୁବାର କନ୍ୟା ସନ୍ତାନର ଜନନୀ ହୋଇଛନ୍ତି। ଏନେଇ କ୍ରିକେଟର ସୋସିଆଲ ମିଡିଆ ଜରିଆରେ ଖୁସିଖବର ସମସ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri