ପାକିସ୍ତାନ ଗସ୍ତ ବିଷୟରେ ନିଷ୍ପତ୍ତି ନେବ ଗୃହ ମନ୍ତ୍ରଣାଳୟ: ଅନୁରାଗ ଠାକୁର
ନୂଆଦିଲ୍ଲୀ,୨୦।୧୦: ଆସନ୍ତା ବର୍ଷ ପାକିସ୍ତାନ ଯିବାକୁ ଥିବା ଭାରତୀୟ ଦଳ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ନେବ ବୋଲି କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ସ୍ପଷ୍ଟ କରିଛନ୍ତି। ଗୁରୁବାର ସେ କହିଛନ୍ତି, ଖେଳାଳିଙ୍କ ସୁରକ୍ଷା ଆମ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଦୃଷ୍ଟିରେ…
ପାକିସ୍ତାନ ସହ ମୁକାବିଲା ଲାଗି କେତେ ଦୂର ପ୍ରସ୍ତୁତ ଟିମ୍ ଇଣ୍ଡିଆ, ଅକ୍ଟୋବର ୨୩ରେ ହାଇ ଭୋଲଟେଜ୍ ମ୍ୟାଚ୍…
ମେଲବୋର୍ନ,୨୦।୧୦ : ଟି -୨୦ ବିଶ୍ୱକପରେ ଭାରତୀୟ ଦଳର ପ୍ରଥମ ମ୍ୟାଚ ପାକିସ୍ତାନ ବିପକ୍ଷରେ ଅକ୍ଟୋବର ୨୩ରେ ରବିବାର ହେବାକୁ ଯାଉଛି। ଗତ ବର୍ଷ ମଧ୍ୟ ଭାରତର ପ୍ରଥମ ମ୍ୟାଚ ପାକିସ୍ତାନ ବିପକ୍ଷରେ ହୋଇଥିଲା ଏବଂ ଟିମ ଇଣ୍ଡିଆକୁ ୧୦ ୱିକେଟ…
ଟି-୨୦ ବିଶ୍ୱକପ୍ ପୂର୍ବରୁ ଅଷ୍ଟ୍ରେଲିଆକୁ ଝଟ୍କା
ସିଡନୀ,୨୦।୧୦: ଟି-୨୦ ବିଶ୍ୱକପ ୨୦୨୨ରେ ଆହତ ଖେଳାଳିଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆହତ ଯୋଗୁ ଅଷ୍ଟ୍ରେଲିଆ ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ଇଂଲିଶ ଟି-୨୦ ବିଶ୍ୱକପରୁ ବାଦ ପଡିଛନ୍ତି। ତେବେ ତାଙ୍କୁ ରିଜର୍ଭ ଖେଳାଳି ଭାବରେ ଅନ୍ତର୍ଭୁକ୍ତ କରାଯାଇଥିଲା। ସିଡ୍ନୀରେ ଗଲ୍ଫ…
ପୁଣି ହୃଦୟ ଜିତିଲେ ଧୋନୀ
ରାଞ୍ଚି,୨୦।୧୦: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକମାନେ ସାରା ବିଶ୍ୱରେ ଅଛନ୍ତି। ତାଙ୍କ ଝଲକ ଟିକେ ପାଇବାକୁ ପ୍ରଶଂସକ ସର୍ବଦା ଆଗ୍ରହୀ ଥାନ୍ତି। ଧୋନୀଙ୍କ ଫଟୋ-ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ନିକଟରେ ଏହିପରି ଗୋଟିଏ ଭିଡିଓ ରାଞ୍ଚିରୁ ଆସିଛି।…
ହକି ପ୍ରୋ-ଲିଗ୍ ପାଇଁ କଳିଙ୍ଗ ପ୍ରସ୍ତୁତ
ଭୁବନେଶ୍ୱର, ୨୦।୧୦ (କ୍ରୀଡ଼ା ପ୍ରତିନିଧି): ପାଖାପାଖି ୨ ବର୍ଷ ବ୍ୟବଧାନରେ କଳିଙ୍ଗ ଷ୍ଟାଡିୟମ ହକି କମ୍ପେକ୍ସ ଦ୍ୱାର ସାଧାରଣ ଦର୍ଶକଙ୍କ ପାଇଁ ଖୋଲିବାକୁ ଯାଉଛି। ଏଫ୍ଆଇଏଚ୍ ପ୍ରୋ-ଲିଗ୍ର ଭୁବନେଶ୍ୱର ଭେନ୍ୟୁ ପାଇଁ ଅନ୍ଲାଇନ୍ ଟିକେଟ ବିକ୍ରି ଇତିମଧ୍ୟରେ ଆରମ୍ଭ ହୋଇଛି। କଳିଙ୍ଗ…
ବିସିସିଆଇ ଅଧ୍ୟକ୍ଷ ହେବା ପରେ ଶ୍ୱଶୁର ରୋଜର ବିନ୍ନିଙ୍କୁ ସ୍ବତନ୍ତ୍ର ଭାବେ ଶୁଭେଚ୍ଛା ଜଣାଇଲେ ବୋହୂ
ନୂଆଦିଲ୍ଲୀ,୧୯।୧୦: ଭାରତର ୧୯୮୩ ବିଶ୍ୱକପ୍ ବିଜେତା ଟିମ୍ର ସଦସ୍ୟ ଥିବା ରୋଜର ବିନ୍ନିଙ୍କୁ ମଙ୍ଗଳବାର ବିସିସିଆଇର ୩୬ତମ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଦୁନିଆର ସବୁଠାରୁ ଧନୀ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବାକୁ ନେଇ ବିନ୍ନିଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି।…
ଏବେଠୁ ଭାରତ-ପାକିସ୍ତାନ ମ୍ୟାଚ୍କୁ ନେଇ କ୍ରେଜି ହେଲେଣି ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର; ଭିଡିଓ ଶେୟାର କରି କହିଲେ…
ନୂଆଦିଲ୍ଲୀ,୧୯।୧୦: ଟି୨୦ ବିଶ୍ୱକପ୍ ୨୦୨୨ରେ ଭାରତ-ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମୁକାବିଲା ଉପରେ ସମସ୍ତ କ୍ରିକେଟ ପ୍ରେମୀଙ୍କ ନଜର। ଉଭୟ ଟିମ୍ ଅକ୍ଟୋବର ୨୩ରେ ମୁହାଁମୁହିଁ ହେବେ। ଚିର ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ଏହି ଟିମ୍ ମଧ୍ୟରେ ମ୍ୟାଚ୍ର କ୍ରେଜ୍ କେବଳ କ୍ରିକେଟଜଗତ…
ତେନ୍ଦୁଲକରଙ୍କ ଭବିଷ୍ୟବାଣୀ: ବିଶ୍ୱକପ୍ ସେମିଫାଇନାଲ ଖେଳିବେ ଏହି ୪ ଟିମ୍…
ନୂଆଦିଲ୍ଲୀ,୧୯।୧୦: ଟି୨୦ ବିଶ୍ୱକପ୍କୁ ନେଇ ଆରମ୍ଭ ହେଲାଣି ଗଣନା। ସମସ୍ତ କ୍ରିକେଟର ନିଜର ପସନ୍ଦର ଟିମ୍କୁ ଫାଇନାଲରେ ଦେଖିବାକୁ ଚାହାନ୍ତି। ଏହି କ୍ରମରେ ମହାନ ବ୍ୟାଟ୍ସମ୍ୟାନ୍ ସଚିନ ତେନ୍ଦୁଲକର ଭାରତୀୟ ଟିମ୍ ବିଶ୍ୱକପ୍ ବିଜେତା ହେଉ ବୋଲି ଚାହୁଁଥିବା କହିଛନ୍ତି। ଏଥିସହ…
ଆଫ୍ରିଦିଙ୍କ ଘାତକ ବୋଲିଂ: ଆଫଗାନିସ୍ତାନ ଓପନରଙ୍କ ଭାଙ୍ଗିଦେଲେ ଆଙ୍ଗୁଠି…
ବ୍ରିସବେନ,୧୯।୧୦: ଟି୨୦ ବିଶ୍ୱକପ୍ ୨୦୨୨ ଆରମ୍ଭ ହେବା ପୂର୍ବରୁ ପାକିସ୍ତାନ ଟିମ୍ର ଷ୍ଟାର ଦ୍ରୁତ ବୋଲର୍ ଶାହିନ ଶାହା ଆଫ୍ରିଦି ସମସ୍ତ ଟିମ୍ର ଚିନ୍ତା ବଢ଼ାଇଛନ୍ତି। ଆହତ ସମସ୍ୟାରୁ ଫେରିବା ପରେ ଆଫ୍ରିଦି ଓ୍ବାର୍ମ ଅପ୍ ମ୍ୟାଚ୍ରେ ଘାତକ ବୋଲିଂ କରି…
ନ୍ୟୁଜିଲାଣ୍ଡ-ଭାରତ ଦ୍ୱିତୀୟ ଓ୍ବାର୍ମଅପ୍ ମ୍ୟାଚ୍ ବାତିଲ
ବ୍ରିସବେନ୍,୧୯।୧୦: ଟି୨୦ ବିଶ୍ୱକପ୍ରେ ଭାରତୀୟ ଟିମ୍ ବୁଧବାର ନିଜର ଦ୍ୱିତୀୟ ଓ୍ବାର୍ମ ଅପ୍ ମ୍ୟାଚ୍ ଖେଳିଥାନ୍ତା। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍କୁ ମୂଷଳଧାର ବର୍ଷା କାରଣରୁ ବାତିଲ କରାଯାଇଛି। ତେବେ ଅକ୍ଟୋବର ୨୩ରେ ପାକିସ୍ତାନ ବିପକ୍ଷରେ ସୁପର-୧୨ ମୁକାବିଲାକୁ…
ଟି-୨୦ ବିଶ୍ୱକପ୍ ପୂର୍ବରୁ ବଡ଼ ଭବିଷ୍ୟବାଣୀ
ଲକ୍ଷ୍ନୌ,୧୯।୧୦: ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। ଭାରତୀୟ ଦଳ ୨୩ ଅକ୍ଟୋବରରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ମ୍ୟାଚ ଖେଳିବ। କ୍ରିକେଟ ପ୍ରଶଂସକମାନେ ଦୀର୍ଘ ଦିନ ଧରି ଏହି ମ୍ୟାଚକୁ ଅପେକ୍ଷା କରି ରହିଛନ୍ତି। କ୍ରିକେଟ ବିଶେଷଜ୍ଞ ତଥା ପୂର୍ବତନ ଖେଳାଳିମାନେ…
ଦିନିକିଆ ବିଶ୍ୱକପ୍ରୁ ଓହରିଯିବା ଲାଗି ପାକିସ୍ତାନର ଧମକ
କରାଚୀ,୧୯ା୧୦(ପି.ଟି.): ଭାରତ ନିରପେକ୍ଷ ଭେନ୍ୟୁରେ ଏସିଆ କପ୍ ଖେଳିବାକୁ ପସନ୍ଦ କରିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଏକଥା ପ୍ରକାଶ କରିବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

