ଖେଳ

ନାଇଜେରିଆଠାରୁ ହାରି ଚିଲି ବିଦା

ଭୁବନେଶ୍ୱର,୧୮।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଏକ ଗ୍ରୁପ୍‌ ‘ବି’ ମ୍ୟାଚ୍‌ରେ ନାଇଜେରିଆ ୨-୧ ଗୋଲରେ ଚିଲିକୁ ପରାସ୍ତ କରିଛି। ଫଳରେ ଏହି ଗ୍ରୁପ୍‌ରୁ ଦ୍ୱିତୀୟ ଦଳ ଭାବେ ନାଇଜେରିଆ କ୍ୱାର୍ଟର…

ପରାଜୟ ସହ ଭାରତର ବିଶ୍ୱକପ ଅଭିଯାନ ଶେଷ

ଭୁବନେଶ୍ୱର, ୧୮।୧୦ (କ୍ରୀଡ଼ା ପ୍ରତିନିଧି): ଭାରତର ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ପଦାର୍ପଣ ଅଲୋଡ଼ା ରେକର୍ଡ ସହ ଶେଷ ହୋଇଛ। ନିଜର ପ୍ରଥମ ବିଶ୍ୱକପରେ ଭାରତ ୩ଟି ଯାକ ମ୍ୟାଚ ହାରି ଅଭିଯାନ ଶେଷ କରିଛି। ପ୍ରଥମ ମ୍ୟାଚରେ…

କୋହଲି ଧରିଲେ ଏମିତି କ୍ୟାଚ୍‌, ଅଷ୍ଟ୍ରେଲିୟ ଖେଳାଳି ହୋଇଗଲେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ବ୍ରିସବେନ୍‌,୧୭।୧୦: ବ୍ରିସବେନ୍‌ର ଗାବାରେ ଖେଳାଯାଇଥିବା ଅଭ୍ୟାସ ମ୍ୟାଚ୍‌ରେ ଭାରତ ଅଷ୍ଟ୍ରେଲିଆକୁ ୬ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତ କେବଳ ଭଲ ବୋଲିଂ କରି ନ ଥିଲା, ବରଂ ଭଲ ଫିଲ୍ଡିଂ ସହ ଅଷ୍ଟ୍ରେଲିଆ ଖେଳାଳିଙ୍କୁ ପାଭିଲିୟନକୁ ପଠାଇଥିଲା। ବିଶେଷକରି…

ଟି -୨୦ ବିଶ୍ୱକପରେ ଖେଳିବେ କରୋନା ପଜିଟିଭ୍‌ ଖେଳାଳି : ଆଇସିସି ନିଷ୍ପତ୍ତି…

ମେଲବୋର୍ନ,୧୭।୧୦ : ଅଷ୍ଟ୍ରେଲିଆରେ ଟି -୨୦ ବିଶ୍ୱକପ ଆରମ୍ଭ ହୋଇଛି। କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ବଡ ଖୁସି ଖବର ବାହାରକୁ ଆସୁଛି। ଆଇସିସି ପକ୍ଷରୁ ବିଶ୍ୱକପକୁ ନେଇ ଏକ ବଡ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ କରୋନା ପଜିଟିଭ୍‌ ଖେଳାଳିଙ୍କୁ ଟି…

ଅଭ୍ୟାସ ମ୍ୟାଚ୍‌ରେ ଭାରତ ବିଜୟୀ…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନର ଦ ଗାବା…

ଇତିହାସ ରଚିଲେ ଡୋନାରୁମା ଗୁକେଶ

ନୂଆଦିଲ୍ଲୀ,୧୭।୧୦: ଏମଚେସ୍‌ ରାପିଡ୍‌ ଅନଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟରେ ଭାରତର ୧୬ ବର୍ଷୀୟ ଡୋନାରୁମା ଗୁକେଶ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱ ଚାମ୍ପିୟନ ମାଗ୍ନେସ କାର୍ଲସେନଙ୍କୁ ପରାସ୍ତ କରି ରେକର୍ଡ ସ୍ଥାପନ କରିଛନ୍ତି। ବିଶ୍ୱ ଚାମ୍ପିଅନ ଭାବରେ କାର୍ଲସେନ୍‌ଙ୍କୁ ପରାସ୍ତ କରିବାରେ…

ରୋହିତଙ୍କୁ ପ୍ରଭାବିତ କଲେ ୧୧ ବର୍ଷର ବୋଲର

ସିଡ୍‌ନୀ,୧୭।୧୦: ଭାରତ ଟି-୨୦ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ନେଟ୍‌ ଅଭ୍ୟାସରେ ଟିମ ଇଣ୍ଡିଆର ଖେଳାଳିମାନେ ଝାଳ ବୁହାଉଛନ୍ତି। ଏସବୁ ମଧ୍ୟରେ ବିସିସିଆଇ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛି। ପରେ ଭାଇରାଲ ହୋଇଛି। ଏହି ଭିଡିଓରେ ଜଣେ…

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ସହିତ ବ୍ରିସବେନର ଦ ଗାବା…

ଭାରତୀୟ ଦଳକୁ ଚେତାବନୀ ଦେଲେ ଗମ୍ଭୀର

ନୂଆଦିଲ୍ଲୀ,୧୭।୧୦: ଟି-୨୦ ବିଶ୍ୱକପ୍‌ ୨୦୨୨ ଆରମ୍ଭ ହୋଇଛି। ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡ ମ୍ୟାଚ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଏକ ବଡ଼ ଅସନ୍ତୋଷ ଦେଖାଦେଇଥିଲା। ନାମିବ୍ୟା ଦଳ ଶ୍ରୀଲଙ୍କାକୁ ୫୫ ରନ ବ୍ୟବଧାନରେ ପରାସ୍ତ କରିଛି। ଯଦିଓ ଭାରତର ପ୍ରଥମ ମ୍ୟାଚ…

ଅଭ୍ୟାସ ମ୍ୟାଚ୍‌ରେ ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ବୋଲିଂ ନିଷ୍ପତ୍ତି…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ସହିତ ବ୍ରିସବେନର ଦ ଗାବା…

ଚଣ୍ଡିଗଡ଼କୁ ହରାଇଲା ଓଡ଼ିଶା

ଭୁବନେଶ୍ୱର, ୧୭।୧୦ (କ୍ରୀଡ଼ା ପ୍ରତିନିଧି): ଲକ୍ଷ୍ନୌଠାରେ ଚାଲିଥିବା ସୟଦ ମୁସ୍ତାକ ଅଲୀ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ରବିବାର ଚଣ୍ଡିଗଡ଼କୁ ରୋମାଞ୍ଚକଭାବେ ୧ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଚଣ୍ଡିଗଡ଼ ୨୦ ଓଭରରେ ୬ ଉଇକେଟ ହରାଇ ୧୭୯ ରନ…

ରେଗାସା, ଚେପ୍‌ଟାଇ ଜିତିଲେ ଦିଲ୍ଲୀ ହାଫ୍‌ ମାରାଥନ

ନୂଆଦିଲ୍ଲୀ, ୧୭ା୧୦(ପି.ଟି.): ଇଥିଓପିଆର ଚାଲା ରେଗାସା ଏବଂ କେନିଆର ଇରିନେ ଚେପ୍‌ଟାଇ ଯଥାକ୍ରମେ ବେଦାନ୍ତ ଦିଲ୍ଲୀ ହାଫ୍‌ ମାରାଥନ ପୁରୁଷ ଓ ମହିଳା ଟାଇଟଲ ହାସଲ କରିଛନ୍ତି। ରେଗାସା ୧ ଘଣ୍ଟା ୩୦ ସେକେଣ୍ଡ ଟାଇମିଂରେ ରେସ୍‌ ଜିତିଥିବାବେଳ ଚେପ୍‌ଟାଇ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?