କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା
ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତିବାରେ ସଫଳ ହୋଇଥିଲା। ଏହା ସତ୍ତ୍ୱେ ବିରାଟ କୋହଲି…
ଜୋକୋଭିଚ୍ଙ୍କୁ ୭ମ ଓ୍ବିମ୍ବେଲଡନ ଟାଇଟଲ
ଓ୍ବିମ୍ବେଲଡନ, ୧୧ା୭: ଓ୍ବମ୍ବେଲଡନ ଓପନ ଟେନିସ୍ ପୁରୁଷ ସିଙ୍ଗଲ୍ସ ଚାମ୍ପିଅନ୍ ହୋଇଛନ୍ତି ସର୍ବୀୟ ଟେନିସ୍ ଷ୍ଟାର ନୋଭାକ୍ ଜୋକୋଭିଚ୍। ରବିବାର ଫାଇନାଲରେ ସେ ଅଷ୍ଟ୍ରେଲିଆର ନିକ୍ କିର୍ଗିଓସ୍ଙ୍କୁ ୪-୬, ୬-୩, ୬-୪, ୭-୬ (୩) ସେଟ୍ରେ ହରାଇ ଦେଇଛନ୍ତି। ଫଳରେ ସେ…
ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ହାରିଲା ଭାରତ
ନଟିଂହାମ୍,୧୦ା୭ : ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଶତକ ସତ୍ତ୍ୱେ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ପରାଜିତ ହୋଇଛି ଭାରତ। ୨୧୬ ରନ୍ ଲକ୍ଷ୍ୟର ପିଛା କରି ଭାରତ ୯ ଉଇକେଟ ହରାଇ ୧୯୮ ରନ୍ କରିବାରେ ସକ୍ଷମ…
ଚାଣ୍ଡିମଲଙ୍କ ଅପରାଜିତ ଶତକ: ୬୭ ରନ୍ରେ ଶ୍ରୀଲଙ୍କା ଆଗୁଆ
ଗାଲେ,୧୦ା୭ : ଗାଲେରେ ଶ୍ରୀଲଙ୍କା-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍ର ତୃତୀୟ ଦିନ ଖେଳ ସୁଦ୍ଧା ଶ୍ରୀଲଙ୍କା ୬୭ ରନ୍ର ଆଗରେ ରହିଛି। ଅଷ୍ଟ୍ରେଲିଆ ପ୍ରଥମ ଇନିଂସ୍ରେ ୩୬୪ ରନ୍ କରିଥିଲା। ଜବାବରେ ଶ୍ରୀଲଙ୍କା ପକ୍ଷରୁ ପୂର୍ବତନ ଉଇକେଟ୍କିପର ଦୀନେଶ ଚାଣ୍ଡିମଲ…
ଭାରତକୁ ୨୧୬ ରନ୍ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ
ବର୍ମିଂହାମ,୧୦।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦ ଖେଳାଯାଉଛି। ଏହି ମ୍ୟାଚ୍ରେ ଇଂଲଣ୍ଡ ଭାରତ ସାମ୍ନାରେ ୨୧୬ ରନ୍ର ବିଶାଳ ଲକ୍ଷ୍ୟ ରଖିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍ ହରାଇ ୨୧୫ ରନ୍…
ଟସ୍ ଜିତିଲା ଇଂଲଣ୍ଡ
ବର୍ମିହାମ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି -୨୦ ଆଜି ନଟିଂହାମରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଇଂଲଣ୍ଡ ଅଧିନାୟକ ଜୋସ ବଟଲର୍ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜିର ମ୍ୟାଚ୍ରେ ଇଂଲଣ୍ଡ ଦୁଇଟି ପରିବର୍ତ୍ତନ କରିଛି।…
ଭାରତୀୟ ଡ୍ରେସିଂ ରୁମ୍ରେ ହଠାତ୍ ପହଞ୍ଚିଲେ ଧୋନୀ
ଲଣ୍ଡନ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି -୨୦ରେ ମ୍ୟାଚରେ ଭାରତ ୪୯ ରନ୍ରେ ଘରୋି ଦଳକୁ ପରାସ୍ତ କରିଛି। ଏହି ମ୍ୟାଚ୍ ପରେ ପୂର୍ବତନ ଭାରତୀୟ ଅଧିନାୟକ ଏମଏସ ଧୋନୀ ହଠାତ୍ ଟିମ ଇଣ୍ଡିଆର ଡ୍ରେସିଂ ରୁମରେ…
ମାତ୍ର କିଛି ମିନିଟ୍ ମଧ୍ୟରେ ଭାରତ-ପାକିସ୍ତାନ ମ୍ୟାଚ୍ ଟିକେଟ୍ ଶେଷ
ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ଆଉ ମାତ୍ର କିଛି ମାସ ବାକି ଅଛି। ଏଥିପାଇଁ ଟିକେଟ୍ ବିକ୍ରି ଆରମ୍ଭ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ ଦୃଷ୍ଟିରେ ରଖି ସମସ୍ତ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥର ମଧ୍ୟ…
ନିଜ ଘରେ ଇଂଲଣ୍ଡକୁ ପରାଜିତ କରିବା ପରେ ଏପରି କହିଲେ ରୋହିତ ଶର୍ମା
ବର୍ମିଂହାମ,୧୦।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍କୁ ୪୯ ରନ୍ରେ ଜିତି ନେଇଛି ଟିମ୍ ଇଣ୍ଡିଆ। ଫଳରେ ୨-୦ରେ ଅଗ୍ରଣୀ ରହି ସିରିଜକୁ ଆଗୁଆ ଜିତି ନେଇଛି ଦଳ। ଘରୋଇ ଟିମ୍କୁ ଘରୋଇ ମଇଦାନରେ ପରାଜିତ…
ଇତିହାସ ରଚିବା ଲକ୍ଷ୍ୟରେ ଓହ୍ଲାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିବେ ୩ୟ ଟି୨୦
ନୂଆଦିଲ୍ଲୀ,୧୦।୭: ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ୟ ତଥା ଶେଷ ଟି-୨୦ ମ୍ୟାଚ ରବିବାର ଟ୍ରେଣ୍ଟ ବ୍ରିଜ୍ରେ ଖେଳାଯିବ। ଏହି ମ୍ୟାଚ୍ରେ ବିଜୟ ସହ ସିରିଜ କ୍ଲିନ ସୁଇପ କରିବାକୁ ଚେଷ୍ଟା କରିବ ଟିମ ଇଣ୍ଡିଆ। ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି-୨୦…
ସିରିଜ୍ ଜିତିଲା ଭାରତ…
ବର୍ମିଂହାମ୍, ୯।୭ : ଭାରତ ଇଂଲଣ୍ଡ ମଧ୍ୟରେ ବର୍ମିଂହାମ୍ରେ ଖେଳାଯାଉଥିବା ୩ଟି ଟି-୨୦ ମ୍ୟାଚ୍ର ଦ୍ୱିତୀୟ ମ୍ୟାଚ୍ରେ ଭାରତ ସହଜ ବିଜୟ ହାସଲ କରିଛି। ଏହା ସହିତ ଭାରତ ୨ ଓ୍ବିକେଟରେ ବିଜୟ ଲାଭ କରି ୩ ଟି ମ୍ୟାଚରୁ ୨…
ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୭୧ ରନ୍ …
ବର୍ମିଂହାମ୍, ୯।୭ : ଭାରତ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ୩ଟି ଟି-୨୦ ମ୍ୟାଚ୍ର ଦ୍ୱିତୀୟ ମ୍ୟାଚ୍ ବର୍ମିଂହାମ୍ରେ ଖେଳାଯାଉଛି। ଇଂଲଣ୍ଡ ଦଳର ଅଧିନାୟକ ଜୋସ୍ ବଟଲର ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ…
Archives


