ଖେଳ

କ୍ରିକେଟ ପଡ଼ିଆ ପରେ ଏବେ ଫିଲ୍ମ ଦୁନିଆରେ ପାଦ ଦେବେ ଧୋନୀ…

ନୂଆଦିଲ୍ଲୀ,୧୬।୧୦ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି! କ୍ରିକେଟ ପଡ଼ିଆରେ ନିଜର ସଫଳତା ଦେଖାଇବା ପରେ ବର୍ତ୍ତମାନ କ୍ୟାପଟେନ କୁଲ ଅଭିନୟ ଜଗତରେ ପାଦ ଦେବାକୁ ଯାଉଛନ୍ତି।…

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୪…

ଗିଲୋଙ୍ଗ,୧୬।୧୦ : ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚ ଶ୍ରୀଲଙ୍କା ଏବଂ ନାମ୍ବିଆ ମଧ୍ୟରେ ରବିବାର ଖେଳା ଯାଉଛି। ଅଷ୍ଟ୍ରେଲିଆର ଗିଲୋଙ୍ଗର ସାଇମୋଣ୍ଡସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଶ୍ରୀଲଙ୍କା ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

ଧୋନୀଙ୍କ ଭଳି ବ୍ୟାଟିଂ କରିବା ଶିଖିଗଲେଣି ଏହି କ୍ରିକେଟର; ରାଇନା କହିଲେ ବିଶ୍ୱକପ୍‌ରେ ଚମକିବେ

ନୂଆଦିଲ୍ଲୀ,୧୫।୧୦: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ସତ, ହେଲେ ଏବେ ଭାରତୀୟ ଟିମ୍‌ର ଜଣେ ଖେଳାଳି ଧୋନୀଙ୍କ ଭଳି ଖେଳିବା ଶିଖି ଗଲେଣି। ଏହି ଖେଳାଳିଜଣଙ୍କ ହେଲେ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ…

‘ବିଶ୍ୱକପ୍‌ ଗୁରୁତ୍ୱପୂର୍ଣ୍ଣ, ହେଲେ ବୁମ୍‌ରାଙ୍କ କ୍ୟାରିୟର ଆମ ପାଇଁ ଅଧିକ ଜରୁରୀ’

ନୂଆଦିଲ୍ଲୀ,୧୫।୧୦: ଟି୨୦ ବିଶ୍ୱକପ୍‌କୁ ଆଉ ଦିନ କେଇଟା। ଏମିତିରେ ପିଠିରେ ସମସ୍ୟା କାରଣରୁ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି ଅନୁଭବୀ ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା। ଏହା ଦଳ ଲାଗି ବଡ଼ ଝଟ୍‌କା ବୋଲି କୁହାଯାଇଥିଲା। ଏବେ ତାଙ୍କ ସ୍ଥାନରେ ପେସର…

୭ମ ଥର ପାଇଁ ମହିଳା ଏସିଆ କପ ଜିତିଲା ଭାରତ…

ସିଲହଟ ,୧୫।୧୦ : ଭାରତୀୟ ମହିଳା କ୍ରିକେଟ ଦଳ ୭ମ ଥର ପାଇଁ ଏସିଆ କପର ବିଜେତା ହୋଇଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ଶୋଚନୀୟ ପରାସ୍ତ କରିଛି। ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ଥିବାବେଳେ…

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ଫାଇନାଲରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୬୬…

ସିଲହଟ ,୧୫।୧୦ : ମହିଳା ଏସିଆ କପର ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ରହିଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ ଷ୍ଟାଡ଼ିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

ଟସ୍‌ ଜିତି ଶ୍ରୀଲଙ୍କାର ବୋଲିଂ ନିଷ୍ପତ୍ତି: ଟାଇଟଲ ଲକ୍ଷ୍ୟରେ ଭାରତ

ସିଲହଟ୍‌,୧୪ା୧୦: ଶନିବାର ଭାରତ ଏସିଆ କପ୍‌ ଫାଇନାଲ ମ୍ୟାଚରେ ଶ୍ରୀଲଙ୍କା ଅଧିନାୟିକା ଚାମେରି ଆଟ୍ଟାପଟୁ ଟସ୍‌ ଜିତି ବୋଲିଂ ନିଷ୍ପତ୍ତିି ନେଇଛନ୍ତି। ଫଳରେ ଭାରତ ଆମନ୍ତ୍ରଣ ପାଇ ବ୍ୟାଟିଂ କରିବ। ଅନ୍ୟପକ୍ଷେ କ୍ରମାଗତ ସପ୍ତମ ଟାଇଟଲ ହାସଲ ଲକ୍ଷ୍ୟରେ ରହିଥିବା ଭାରତ…

ନ୍ୟୁଜିଲାଣ୍ଡକୁ ହରାଇଲା ନାଇଜେରିଆ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି): ଗୋଆର ମାର୍ଗାଓରେ ଶୁୁକ୍ରବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପର ଏକ ଗ୍ରୁପ୍‌ ”ବି’ ମ୍ୟାଚରେ ନାଇଜେରିଆ ୪-୦ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ନାଇଜେରିଆ ପକ୍ଷରୁ ଆମିନା ବେଲୋ ୧୬, ମାର୍ସେଲି ଉସାନି…

ବ୍ରାଜିଲ-ଆମେରିକା କଡ଼ା ଟକ୍କର

ଭୁବନେଶ୍ୱର,୧୫।୧୦ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ମ୍ୟାଚରେ ବ୍ରାଜିଲ ଓ ଆମେରିକା ମଧ୍ୟରେ ହୋଇଥିଲା କଡ଼ା ଟକ୍କର। ମାତ୍ର ଦୁଇ ସମକକ୍ଷ଼ ଦଳର ମ୍ୟାଚ୍‌ରୁୁ କୌଣସି ଫଳାଫଳ ବାହାରି ପାରିଲା…

କ୍ୱାର୍ଟର ଫାଇନାଲରେ ଜର୍ମାନୀ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି): ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପରେ ପ୍ରଥମ ଦଳଭାବେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ଟାଇଟଲ ଫେଭରାଇଟ ଜର୍ମାନୀ। ଗୋଆର ମାର୍ଗାଓରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ୬-୦ ଗୋଲରେ ଚିଲିକୁ ହରାଇ…

ପରାଜୟ ସହ ଭାରତର ଆଶା ଶେଷ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି): ଚାପ ସ୍ଥିିତିକୁ ହାତେଇ ପାରିଲାନି ଭାରତ। ପ୍ରଥମାର୍ଦ୍ଧରେ ଉତ୍ସାହୀ ପ୍ରଦର୍ଶନ କରିଥିଲେ ହେଁ ଦ୍ୱିତୀୟାର୍ଦ୍ଧରେ ଏକାଧିକ ତ୍ରୁଟି କରି ୩ଟି ଗୋଲ ବରଣ କଲା। ଫଳରେ ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଗ୍ରୁପ୍‌…

ଓ୍ବାର୍ନରଙ୍କୁ ନେଇ ଅଷ୍ଟ୍ରେଲିଆର ଚିନ୍ତା ବଢ଼ିଲା

କାନବେରା,୧୪ା୧୦: ଟି୨୦ ବିଶ୍ୱକପ ପୂର୍ବରୁ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ନେଇ ଚିନ୍ତାରେ ଅଷ୍ଟ୍ରେଲିଆ। ବେକରେ ଆଘାତ ଲାଗିଥିବାରୁ ଓ୍ବାର୍ନର ଇଂଲଣ୍ଡ ବିପକ୍ଷ ତୃତୀୟ ଟି୨୦ରୁ ବାଦ୍‌ ପଡିଛନ୍ତି। ଏପରିକି ତାଙ୍କର ବିଶ୍ୱକପ୍‌ ଅଂଶଗ୍ରହଣକୁ ନେଇ ଆଶଙ୍କା ଦେଖାଦେଇଛି। ଅକ୍ଟୋବର ୨୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?