ଖେଳ

ମାର୍ଚ୍ଚରେ ମହିଳା ଆଇପିଏଲ୍‌

ନୂଆଦିଲ୍ଲୀ, ୧୪ା୧୦ (ପି.ଟି.):ବହୁ ପ୍ରତୀକ୍ଷିତ ମହିଳା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁଆଇପିଏଲ୍‌)ର ପ୍ରଥମ ସଂସ୍କରଣ ୨୦୨୩ ମାର୍ଚ୍ଚରେ ହେବ। ଏହା ୫ଟି ଦଳକୁ ନେଇ ହେବ। ପୁରୁଷ ଆଇପିଏଲ୍‌ ପୂର୍ବରୁ ଏହା ଖେଳାଯିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୂତ୍ରରୁ…

ଭାରତ-ଶ୍ରୀଲଙ୍କା ଫାଇନାଲ

ସିଲହଟ୍‌,୧୪ା୧୦(ପି.ଟି.): ମହିଳା ଟି୨୦ ଏସିଆ କପ୍‌ ଫାଇନାଲ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ହେବ। ଗୁରୁବାର ଖେଳାଯାଇଥିବା ସେମି ଫାଇନାଲରେ ଭାରତ ଥାଇଲାଣ୍ଡକୁ ୭୪ ରନରେ ଏବଂ ଶ୍ରୀଲଙ୍କା ପାକିସ୍ତାନକୁ ୧ ରନରେ ପରାସ୍ତ କରିଛି। ଏହା ସହିତ ଭାରତ…

ଭାରତ ପାଇଁ ସମ୍ମାନର ପ୍ରଶ୍ନ

ଭୁବନେଶ୍ୱର, ୧୪।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପରେ ଶୁକ୍ରବାର ଭାରତ ଓ ମରକ୍କୋ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଏହି ମ୍ୟାଚ ରାତି ୮ଟାରେ ଖେଳାଯିବ। ଭାରତ ଏହାର ପ୍ରଥମ ମ୍ୟାଚରେ ଗତ…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌: ବ୍ରୋଞ୍ଜ ସହ ଭାରତର ଅଭିଯାନ ଆରମ୍ଭ

କାଇରୋ,୧୩ା୧୦: ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ସହ ଭାରତ ଅଭିଯାନ ଆରମ୍ଭ କରିଛି। ମହିଳା ୨୫ ମିଟର ପିସ୍ତଲ ଜୁନିୟର ଟିମ୍‌ ଇଭେଣ୍ଟରେ ଏହି ପଦକ ମିଳିଛି। ଈଶା ସିଂ, ନାମ୍ୟା କପୁର ଓ ବିଭୁତି ଭାଟିଆଙ୍କୁ ନେଇ ଭାରତୀୟ ଦଳ…

ଦ୍ୱିତୀୟ ଅଭ୍ୟାସ ମ୍ୟାଚରେ ହାରିଲା ଭାରତ

ପର୍ଥ,୧୩।୧୦: ଭାରତ ଏବଂ ପଶ୍ଚିମ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଅଭ୍ୟାସ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଗୁରୁବାର ଖେଳାଯାଇଥିବା ଏହି ଅଭ୍ୟାସ ମ୍ୟାଚରେ ଭାରତୀୟ ଦଳ ୩୬ ରନରେ ପରାସ୍ତ ହୋଇଛି। ୧୬୯ ରନର ଲକ୍ଷ୍ୟକୁ ପିଛା…

ନାବାଳିକା ବଳାତ୍କାର ମାମଲାରେ ଫସିଲେ ପୂର୍ବତନ କ୍ରିକେଟର, ବଢ଼ିଲା ରିମାଣ୍ଡ ଅବଧି

କାଠମାଣ୍ଡୁ,୧୩ା୧୦: ନାବାଳିକା ବଳାତ୍କାର ମାମଲାରେ ନେପାଳ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ସନ୍ଦୀପ ଲାମିଛାନେ ଫସିଛନ୍ତି। ସନ୍ଦୀପଙ୍କ ପୋଲିସ ହେପାଜତକୁ ଆହୁରି ବୃଦ୍ଧି କରାଯାଇଛି। ତାଙ୍କ ଓକିଲ କହିଛନ୍ତି, ତାଙ୍କ ରିମାଣ୍ଡକୁ ଆଉ ୫ ଦିନ ବୃଦ୍ଧି କରାଯାଇଛି। ଉଲ୍ଲେଖନୀୟ କଥା…

ବିସିସିଆଇ ସଭାପତି ପଦରୁ ହଟାଯିବା ନେଇ ମୁହଁ ଖୋଲିଲେ ଗାଙ୍ଗୁଲି

କୋଲକତା,୧୩।୧୦: ଭାରତରେ କ୍ରିକେଟ ଫର କ୍ରିକେଟ ବୋର୍ଡର ସଭାପତି ଭାବରେ ସୌରଭ ଗାଙ୍ଗୁଲିଙ୍କ ଯାତ୍ରା ଶେଷ ହେବାକୁ ଯାଉଛି। ବିସିସିଆଇ ସଭାପତି ଭାବରେ ତାଙ୍କୁ ଦ୍ୱିତୀୟ ଇନିଂସ ଖେଳିବାକୁ ପଡିବାକୁ ନାହିଁ ବୋଲି ଗାଙ୍ଗୁଲି ସ୍ବୀକାର କରିଛନ୍ତି। ଗାଙ୍ଗୁଲି କହିଛନ୍ତି, ସେ…

କ୍ରିକେଟ ପ୍ରଶଂସକଙ୍କ ଲାଗି ଖୁସି ଖବର: ଅଷ୍ଟ୍ରେଲିଆ ଗସ୍ତରେ ଗଲେ ଶାମି

ନୂଆଦିଲ୍ଲୀ,୧୩।୧୦: କ୍ରିକେଟ ପ୍ରଶଂସକଙ୍କ ଲାଗି ଖୁସି ଖବର। ଅନୁଭବୀ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଅଷ୍ଟ୍ରେଲିଆ ଗସ୍ତରେ ଯାଇଛନ୍ତି। ସେ ଖୁବ୍‌ଶୀଘ୍ର ଟିମ୍‌ ଇଣ୍ଡିଆ ସହ ଯୋଡ଼ି ହେବେ। ଟି୨୦ ବିଶ୍ୱକପ୍‌ ୨୦୨୨ରେ ଆହତ ଜସପ୍ରିତ ବୁମ୍‌ରାଙ୍କ ସ୍ଥାନ ନେବେ। କହିରଖୁଛି…

ଭିଜା ନ ମିଳିବାରୁ ଅଷ୍ଟ୍ରେଲିଆ ଯିବେ ନାହିଁ ଉମରାନ, କୁଲଦୀପ

ମୁମ୍ବାଇ,୧୩।୧୦: ଆଇପିଏଲ ୨୦୨୨ରେ ଚମତ୍କାର ବୋଲିଂ କରିଥିବା ଉମରାନ ମଲିକ ଏବଂ କୁଲଦୀପ ସେନ ଭିସା ନ ପାଇ କାରଣରୁ ଅଷ୍ଟ୍ରେଲିଆ ଯାଇପାରିବେ ନାହିଁ। ଏହି ଦୁଇ ଖେଳାଳି ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଖେଳୁଥିବା ଦଳର ନେଟ ବୋଲର ଭାବରେ ମନୋନୀତ…

ଏସିଆ କପ୍‌ ଫାଇନାଲରେ ଭାରତ

ଢାକା,୧୩।୧୦: ହରମାନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ମହିଳା ଦଳ ଟି -୨୦ଏସିଆ କପ ଫାଇନାଲରେ ପ୍ରବେଶ କରିଛି। ଦଳ ପ୍ରଥମ ସେମିଫାଇନାଲରେ ଥାଇଲ୍ୟାଣ୍ଡକୁ ୭୪ ରନରେ ପରାସ୍ତ କରିଛି। ଏହା ହେଉଛି ଟୁର୍ନାମେଣ୍ଟର ଅଷ୍ଟମ ସିଜନ ଏବଂ ଭାରତୀୟ ଦଳ ପ୍ରତ୍ୟେକ…

ଏସିଆ କପ୍‌ ସେମିଫାଇନାଲ୍‌: ଥାଇଲାଣ୍ଡକୁ ୧୪୯ ରନ୍‌ର ଲକ୍ଷ୍ୟ ଦେଲା ଭାରତ

ସିଲହଟ,୧୩।୧୦: ମହିଳା ଏସିଆ କପ୍‌ ସେମିଫାଇନାଲରେ ଭାରତ ଏବଂ ଥାଇଲାଣ୍ଡର ଆଜି ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ ସିଲହଟ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତର ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ୍‌ ହରାଇ ୧୧୪୮ ରନ୍‌ କରିଛି। ଥାଇଲ୍ୟାଣ୍ଡ…

ସୁଶୀଲ କୁମାରଙ୍କ ବିରୋଧରେ ଚାର୍ଜଫ୍ରେମ

ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର ଚାମ୍ପିୟନ ରେସଲରଙ୍କ ହତ୍ୟା ମାମଲାରେ ଅଲିମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ନାମରେ କୋର୍ଟ ଚାର୍ଜଫ୍ରେମ୍‌ କରିଛନ୍ତି। ବୁଧବାର ଦିଲ୍ଲୀର ଏକ କୋର୍ଟ ସୁଶୀଲ ଏବଂ ଅନ୍ୟ ୧୭ ଜଣ ଦୋଷୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?