ଖେଳ

ଏହି କାରଣରୁ ବଡ଼ ଇନିଂସ ଖେଳିପାରୁନାହାନ୍ତି କୋହଲି

ମୋହାଲି,୫।୩: ଶ୍ରୀଲଙ୍କା ବିପକ୍ଷରେ ଭାରତ ଖେଳୁଥିବା ପ୍ରଥମ ଟେଷ୍ଟ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ପାଇଁ ସ୍ବତନ୍ତ୍ର ଥିଲା। କାରଣ ଏହା ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌ ଥିଲା । ପ୍ରଶଂସକମାନେ ଖାସ୍‌ ଦିନକୁ ଖାସ୍‌ କରିବାକୁ ଯାଇ...

ବିଶ୍ୱ ରେକର୍ଡ ସାଙ୍ଗକୁ କପିଲ ଦେବଙ୍କୁ ପଛରେ ପକାଇଲେ

ମୋହାଲି,୫।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ଦମଦାର ବ୍ୟାଟିଂ କରିଛନ୍ତି । ପ୍ରଥମ ଇନିଂସରେ ଅପରାଜିତ ୧୭୫ ରନ୍‌ର ଇନିଂସ ଖେଳି ଜାଡେଜା ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି । ସେ କିମ୍ବଦନ୍ତୀ...

ମୃତ୍ୟୁ ପୂର୍ବର କେଇ ଘଣ୍ଟା; ଓ୍ବର୍ନଙ୍କୁ ବଞ୍ଚାଇବାକୁ ସଂଘର୍ଷ କରିଥିଲେ ହେଁ…

ନୂଆଦିଲ୍ଲୀ,୫।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଶେନ ୱର୍ନଙ୍କ ଅକାଳ ବିୟୋଗ ପୂରା କ୍ରିକେଟ ଜଗତକୁ ସ୍ତବ୍ଧ କରିଦେଇଛି । ମାତ୍ର ୫୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି ସେ । ଥାଇଲ୍ୟାଣ୍ଡକୁ ଛୁଟି କାଟିବାକୁ ଯାଇଥିବା ବେଳେ ଓ୍ବର୍ନ...

ଜାଡେଜାଙ୍କ ଯାଦୁ: ୫୭୪ରେ ପାଳି ଘୋଷଣା କଲା ଭାରତ

ମୋହାଲି,୫।୩: ତିନି ମାସ ପରେ ଟେଷ୍ଟ ମ୍ୟାଚ୍‌ ଖେଳୁଥିବା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ମୋହାଲି ଟେଷ୍ଟରେ ଜବରଦସ୍ତ ବ୍ୟାଟିଂ କରିଛନ୍ତି । ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଜାଡେଜା ୨୨୮ ବଲ୍‌ରେ ରେକର୍ଡ ୧୭୫ ରନ କରିଛନ୍ତି...

ଶୋକରେ ବୁଡ଼ିଲା କ୍ରିକେଟଜଗତ: ଚହଲ କହିଲେ‘ ହାତ ଥରୁଛି’…

ମୋହାଲି,୪।୩: ଅଷ୍ଟ୍ରେଲିଆର ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ ଓ୍ବର୍ନଙ୍କର ହୃଦଘାତ ଖବର ଆସିବା ପରେ ଶୋକରେ ବୁଡ଼ିଛି କ୍ରିକେଟ ଜଗତ। ପ୍ରିୟ କ୍ରିକେଟରଙ୍କୁ ହରାଇବା ପରେ ତାଙ୍କ ସ୍ମୃତିରେ ଅନେକ କ୍ରିକେଟର ସୋସିଆଲ ମିଡିଆରେ ଶୋକବ୍ୟକ୍ତ କରୁଛନ୍ତି। ଭାରତର...

ଗୋଟିଏ ଓଭରରେ ୨୨ ରନ୍‌

ମୋହାଲି,୪।୩: ଗୋଟିଏ ଓଭରରେ ୨୨ ରନ୍‌। ଟେଷ୍ଟ ମ୍ୟାଚ୍‌ରେ ଟି୨୦ ଭଳି ଖେଳି ଚର୍ଚ୍ଚାରେ ଭାରତୀୟ ଉଇକେଟ କିପର – ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷରେ ଏଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ବିସ୍ଫୋରକ...

କ୍ଲିନ୍‌ ବୋଲ୍ଡ ହେଲେ କୋହଲି, ଏଭଳି ପ୍ରତିକ୍ରିୟା ଦେଲେ ଅଧିନାୟକ

ମୋହାଲି,୪।୩: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ପୂର୍ବତନ ଅଧିନାୟକ ବିରାଟ କୋହଲି। ଏହି ମ୍ୟାଚ୍‌ ବିରାଟଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ଥିଲା। ଦେଢ଼ ବର୍ଷ ଧରି ତାଙ୍କ ପ୍ରଶଂସକ ଶତକ ଅପେକ୍ଷାରେ ରହିଥିବା...

ଆଉ ନାହାନ୍ତି କ୍ରିକେଟ କିମ୍ବଦନ୍ତୀ ଶେନ୍‌ ଓ୍ବର୍ନ

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆର କ୍ରିକେଟ୍‌ କିମ୍ବଦନ୍ତୀ ତଥା ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କର ୫୨ ବର୍ଷରେ ପରଲୋକ ଘଟିଛି। ହୃଦଘାତରେ ଓ୍ବର୍ନଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିଚାଳନା କମ୍ପାନୀ ପକ୍ଷରୁ ଶୁକ୍ରବାର ସଂକ୍ଷିପ୍ତ ବିବୃତ୍ତି ଜାରି କରି...

ପ୍ରଥମ ଦିନରେ ଭାରତ ୩୫୭/୬

ମୋହାଲି,୪।୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଏଠାରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟର ପ୍ରଥମ ଦିବସରେ ୱିକେଟ କିପର- ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି। ପନ୍ତଙ୍କ ଲଢ଼ୁଆ ବ୍ୟାଟିଂ ବଳରେ ଟିମ ଇଣ୍ଡିଆ ୬ ଉଇକେଟ...

ଶତକୀୟ ମ୍ୟାଚ୍‌ରେ ମାଇଲଷ୍ଟୋନ ଛୁଇଁଲେ କୋହଲି

ମୋହାଲି,୪।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରର ୧୦୦ତମ ଟେଷ୍ଟରେ ଏକ ମାଇଲଷ୍ଟୋନ ହାସଲ କରିଛନ୍ତି। ୩୩ ବର୍ଷୀୟ ବ୍ୟାଟର ପ୍ରଥମ ଇନିଂସରେ ୪୫ ରନ୍‌ର ପାଳି ଖେଳି କ୍ରିକେଟର ଲମ୍ବା ଫର୍ମାଟରେ ପୂରଣ କରିଛନ୍ତି ୮...

୧୦୦ତମ ଟେଷ୍ଟରେ ଅର୍ଦ୍ଧଶତକ ଛୁଇଁପାରିଲେ ନାହିଁ

ମୋହାଲି,୪।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ୟାରିୟର ୧୦୦ତମ ଟେଷ୍ଟରେ ବଡ଼ ଇନିଂସ ଖେଳିବାରେ ବିଫଳ ହୋଇଛନ୍ତି। ସ୍ଥାନୀୟ ଆଇଏସ୍‌ ବିନ୍ଦ୍ରା ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ୪୫ ରନ୍‌ କରି...

ଅର୍ଦ୍ଧଶତକ ହାସଲ କଲେ କ୍ରୀଡା ମନ୍ତ୍ରୀ

କଟକ,୪।୩: ଚଣ୍ଡିଗଡ ଏବଂ ବଙ୍ଗଳା ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯାଉଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ପଶ୍ଚିମବଙ୍ଗ କ୍ରୀଡା ମନ୍ତ୍ରୀ ମନୋଜ ତିଓ୍ବାରୀ। ମନୋଜ ୯୯ ବଲରେ ୫୩ ରନର ଏକ ଇନିଂସ ଖେଳିଥିଲେ। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri